Esdras 5

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ଏହି ସମୟରେ ଭବିଷ୍ଯଦ୍ବକ୍ତା ହାଗଯ ଓ ଇଦ୍ଦୋର ପୁତ୍ର ଜିଖରିଯ, ଏହି ଭବିଷ୍ଯଦ୍ବକ୍ତାମାନେ ଯିହୁଦା ଓ ୟିରୁଶାଲମସ୍ଥିତ ୟିହୁଦୀଯମାନଙ୍କ ନିକଟରେ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ। ସମାନେେ ପରମେଶ୍ବରଙ୍କ ନାମ ରେ ସମାନଙ୍କେ ନିକଟରେ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ।
1 Nessa época, os profetas Ageu e Zacarias, filho de Ido, profetizaram aos judeus de Judá e Jerusalém. Falavam em nome do Deus de Israel, que estava sobre eles.
2 ତେଣୁ ଶଲ୍ଟୀଯଲରେ ପୁତ୍ର ସରୁଦ୍ଦାବିଲ ଓ ୟୋଷାଦକର ପୁତ୍ର ଯେଶଯ ଉଠି ୟିରୁଶାଲମ ରେ ପରମେଶ୍ବରଙ୍କ ମନ୍ଦିର ନିର୍ମାଣ କରିବାକୁ ଲାଗିଲେ। ଆଉ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତାମାନେ ସମାନଙ୍କେ ସଙ୍ଗେ ରହି ସାହାର୍ୟ୍ଯ କଲେ।
2 Em resposta, Zorobabel, filho de Sealtiel, e Jesua, filho de Jeozadaque, começaram outra vez a reconstruir o templo de Deus em Jerusalém. E os profetas de Deus estavam com eles e os auxiliavam.
3 ସହେି ସମୟରେ ତତ୍ତନଯ, ନଦୀ ସପୋରିସ୍ଥ ଦଶାେଧ୍ଯକ୍ଷ ଓ ଶଥର ବୋଷଣଯ ଓ ସମାନଙ୍କେ ସଙ୍ଗୀମାନେ ଆସି ସମାନଙ୍କେୁ ପଚାରିଲେ, ଏହି ମନ୍ଦିର ନିର୍ମାଣ କରିବାକୁ, ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦଲୋ।
3 Tatenai, governador da província a oeste do rio Eufrates, Setar-Bozenai e seus companheiros foram a Jerusalém e perguntaram: “Quem lhes deu permissão para reconstruir este templo e restaurar esta estrutura?”.
4 ତବେେ ଆମ୍ଭମାନେେ ସମାନଙ୍କେୁ ତଦନୁସା ରେ ଉତ୍ତର ଦଲେୁ, ସମାନେେ ପଚାରିଲେ, ଏହି ଗାନ୍ଥକମାନଙ୍କ ନାମ କ'ଣ?
4 Também perguntaram os nomes de todos os homens que trabalhavam no templo.
5 ମାତ୍ର ୟିହୁଦୀଯ ପ୍ରାଚୀନବର୍ଗ ପ୍ରତି ସମାନଙ୍କେ ପରମେଶ୍ବରଙ୍କ ଦୃଷ୍ଟି ଥିବାରୁ ଦାରିଯାବସ ନିକଟରେ ଏହି କଥା ଉପସ୍ଥିତ ନ ହବୋ ପର୍ୟ୍ଯନ୍ତ ଓ ପତ୍ରଦ୍ବାରା ସହେି ବିଷଯ ରେ ଉତ୍ତର ନଆସିବା ପର୍ୟ୍ଯନ୍ତ ଶତୃମାନେ ସମାନଙ୍କେୁ କାର୍ୟ୍ଯରୁ ନିବୃତ୍ତ କଲେ ନାହିଁ।
5 Mas os olhos de Deus estavam sobre os líderes judeus, e eles não foram impedidos de prosseguir com a construção até que um relatório fosse enviado a Dario e ele comunicasse sua decisão.
6 ତତ୍ତନଯ ନଦୀ ସପୋରିସ୍ଥ ଦଶାେଧ୍ଯକ୍ଷ ଓ ଶଥରବୋଷଣଯ ଓ ନଦୀ ସପୋରିସ୍ଥ ତାହାର ସଙ୍ଗୀ ଅଫର୍ସଖୀଯମାନଙ୍କର ଦାରିଯାବସ ରାଜା ନିକଟକୁ ପ୍ ରରେିତ ପତ୍ରର ଅନୁଲିପି
6 Esta é uma cópia da carta que o governador Tatenai, Setar-Bozenai e os outros oficiais da província a oeste do rio Eufrates enviaram ao rei Dario:
7 ସମାନେେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ; ତହିଁରେ ଏହିପରି ଲଖାେଥିଲା।
7 “Ao rei Dario. Saudações.
8 ଆମ୍ଭମାନେେ ରାଜାଙ୍କୁ ଏହା ଜଣାଇବାକୁ ଗ୍ଭହୁଁ ଯେ, ଆମ୍ଭମାନେେ ଯିହୁଦା ପ୍ରଦେଶ ରେ ମହାନ୍ ପରମେଶ୍ବରଙ୍କ ମନ୍ଦିରକୁ ୟାଇଥିଲୁ, ତାହା ବଡ ବଡ ପ୍ରସ୍ତର ରେ ନିର୍ମିତ ହେଉଅଛି ଓ କାନ୍ଥ ରେ କଡି ବସା ଯାଉଅଛି। ଆଉ ଏହି କାର୍ୟ୍ଯ ଯତ୍ନ ସହକା ରେ ଗ୍ଭଳୁଅଛି ଓ ସମାନଙ୍କେ ହସ୍ତ ରେ ଏହା ସଫଳ ହେଉ ଅଛି। ଏହା ମଧ୍ଯ ଶୀଘ୍ର ସରିବ।
8 “Informamos ao rei que fomos até o local da construção do templo do grande Deus na província de Judá. O templo está sendo reconstruído com pedras especialmente preparadas, e as vigas já estão sendo colocadas nas paredes. A obra avança com muita energia e êxito.
9 ଆମ୍ଭମାନେେ ସହେି ପ୍ରାଚୀନବର୍ଗମାନଙ୍କୁ ଏହି କାର୍ୟ୍ଯ ବିଷଯ ରେ କିଛି ପଗ୍ଭରିଲୁ, ତାହା ହେଲା, ଏହି ମନ୍ଦିର ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦଲୋ?
9 “Perguntamos aos líderes: ‘Quem lhes deu permissão para reconstruir este templo e restaurar esta estrutura?’.
10 ଆମ୍ଭମାନେେ ମଧ୍ଯ ସମାନଙ୍କେର ନାମ ପଗ୍ଭରିଲୁ। ଆମ୍ଭମାନେେ ମଧ୍ଯ ସମାନଙ୍କେର ନାମ ଲେଖିବାକୁ ଗ୍ଭହିଁଲୁ।
10 E exigimos os nomes deles, para que pudéssemos dizer ao rei quem eram os líderes.
11 ସମାନେେ ଏହି ଉତ୍ତର ଆମ୍ଭମାନଙ୍କୁ ଦେଲେ,
11 “Esta foi a resposta: ‘Somos servos do Deus dos céus e da terra e estamos reconstruindo o templo que foi construído aqui muitos anos atrás, por um grande rei de Israel.
12 ମାତ୍ର ଆମ୍ଭର ପୂର୍ବପୁରୁଷଗଣ ସ୍ବର୍ଗର ପରମେଶ୍ବରଙ୍କୁ କୋର୍ଧିତ କରିଥିଲେ। ତେଣୁ ସେ ସମାନଙ୍କେୁ ବାବିଲର ରାଜା କଲଦୀଯ ନବୂଖଦ୍ନିତ୍ସର ହସ୍ତ ରେ ସମର୍ପଣ କଲେ। ତେଣୁ ସେ ଏହି ମନ୍ଦିର ବିନାଶକାରୀ ଲୋକମାନଙ୍କୁ ବାବିଲକୁ ନଇଗେଲେ।
12 Nossos antepassados, porém, provocaram a ira do Deus dos céus, e ele os entregou a Nabucodonosor, rei da Babilônia, que destruiu este templo e deportou o povo para a Babilônia.
13 ବାବିଲର ରାଜା କୋରସଙ୍କର ଅଧିକାରର ପ୍ରଥମ ବର୍ଷ ରେ ପରମେଶ୍ବରଙ୍କ ଏହି ମନ୍ଦିର ନିର୍ମାଣ କରିବା ପାଇଁ କୋରସର ରାଜା ଆଜ୍ଞା କଲେ।
13 No entanto, Ciro, rei da Babilônia, no primeiro ano de seu reinado, publicou um decreto ordenando que o templo de Deus fosse reconstruído.
14 ଆହୁରି ନବୂଖଦ୍ନିତ୍ସର ପରମେଶ୍ବରଙ୍କ ମନ୍ଦିରର ଯେଉଁସବୁ ସ୍ବର୍ଣ୍ଣ ଓ ରେ ୗପ୍ୟ ପାତ୍ର ୟିରୁଶାଲମସ୍ଥ ମନ୍ଦିରରୁ ନଇେ ବାବିଲସ୍ଥ ମନ୍ଦିରକୁ ଆଣିଲା, ତାହାସବୁ କରୋସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାରକରି ଦେଲେ। ପୁଣି ସେସବୁ ଶେଶବସର ନାମକ ତାଙ୍କ ଦ୍ବାରା ନିୟୁକ୍ତ ଶାସନକର୍ତ୍ତା ହସ୍ତ ରେ ସମର୍ପିତ କଲେ।
14 O rei Ciro também devolveu os utensílios de ouro e de prata que Nabucodonosor havia tirado do templo de Deus, em Jerusalém, e colocado no templo da Babilônia. Esses utensílios foram removidos dali e entregues a um homem chamado Sesbazar, a quem o rei Ciro nomeou governador de Judá.
15 ସେ ତାହାକୁ କହିଲେ, ଏହିସବୁ ପାତ୍ର ନଇେ ୟିରୁଶାଲମସ୍ଥ ମନ୍ଦିର ରେ ରଖ ଓ ପରମେଶ୍ବରଙ୍କ ମନ୍ଦିର ସ୍ବସ୍ଥାନ ରେ ନିର୍ମିତ ହେଉ।
15 O rei instruiu Sesbazar a colocar os utensílios de volta em seu lugar, em Jerusalém, e a reconstruir o templo de Deus em seu antigo local.
16 ତେଣୁ ଶେଶବସର ଆସି ୟିରୁଶାଲମ ରେ ପରମେଶ୍ବରଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ କଲା। ଆଉ ସହେି ସମଯାବଧି ବର୍ତ୍ତମାନ ପର୍ୟ୍ଯନ୍ତ ତାହା ନିର୍ମିତ ହେଉଅଛି। ତଥାପି ତାହା ସମ୍ପୂର୍ଣ୍ଣ ହାଇେ ନାହିଁ।
16 Então Sesbazar veio e lançou os alicerces do templo de Deus em Jerusalém. O povo tem trabalhado nele desde então, embora ainda não esteja acabado’.
17 ଏଣୁ ଯବେେ ମହାରାଜାଙ୍କୁ ଉତ୍ତମ ଦଖାୟୋଏ, ତବେେ କୋରସ ରାଜା ୟିରୁଶାଲମ ରେ ପରମେଶ୍ବରଙ୍କ ଏହି ମନ୍ଦିର ନିର୍ମାଣ କରିବାର ଆଜ୍ଞା ଦଇେଥିଲେ କି ନାହିଁ ତାହା ବାବିଲସ୍ଥ ମହାରାଜାଙ୍କ ଭଣ୍ତାର ଗୃହ ରେ ଅନୁସନ୍ଧାନ କରନ୍ତୁ। ପୁଣି ଏହି ବିଷଯ ରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ ରରଣେ କରନ୍ତୁ।
17 “Portanto, se parecer bem ao rei, pedimos que se faça uma busca nos arquivos reais da Babilônia, para descobrir se o rei Ciro de fato publicou esse decreto ordenando a reconstrução do templo de Deus, em Jerusalém. E que o rei nos informe sua decisão sobre esse assunto”.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Esdras 5, comparar traduções ou montar um estudo — tudo direto pelo WhatsApp.