Esdras 7

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ଏହିସବୁ ଘଟଣାପରେ ପାରସ୍ଯ ରାଜା ଅର୍ତ୍ତକ୍ଷସ୍ତର ଶାସନ ସମୟରେ ସରାଯର ପୁତ୍ର ଏଜ୍ରା ବାବିଲରୁ ୟାତ୍ରା କଲେ। ଉକ୍ତ ସରାଯ ଅସରିଯର ପୁତ୍ର, ଅସରିଯ ହିଲ୍କିଯର ପୁତ୍ର ଥିଲେ।
1 Muitos anos depois, durante o reinado de Artaxerxes, rei da Pérsia, havia um homem chamado Esdras. Ele era filho de Seraías, filho de Azarias, filho de Hilquias,
2 ହିଲ୍କିଯ, ଶଲ୍ଲୁମର ପୁତ୍ର, ଶଲ୍ଲୁମ ସାଦୋକର ପୁତ୍ର, ସାଦୋକ ଅହୀଟୂବ୍ର ପୁତ୍ର ଥିଲା।
2 filho de Salum, filho de Zadoque, filho de Aitube,
3 ଅହୀଟୂବ୍ ଅମରିଯର ପୁତ୍ର ଥିଲା। ଅମରିଯ ଅସରିଯର ପୁତ୍ର ଥିଲା। ଅସରିଯ ମରାଯୋତର ପୁତ୍ର ଥିଲା।
3 filho de Amarias, filho de Azarias, filho de Meraiote,
4 ମରାଯୋତ୍ ସରହିଯର ପୁତ୍ର ଥିଲା। ସରହିଯ ଉଷିର ପୁତ୍ର ଥିଲା। ଉଷି ବୁକ୍କିର ପୁତ୍ର ଥିଲା।
4 filho de Zeraías, filho de Uzi, filho de Buqui,
5 ବୁକ୍କି ଅବୀଶୂଯର ପୁତ୍ର ଥିଲା। ଅବୀଶୂଯ ପୀନହସର ପୁତ୍ର ଥିଲା। ପୀନହସ୍ ଇଲିଯାସର ପୁତ୍ର ଥିଲା। ଇଲିଯାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲୋରୁ ୟିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମାଶାଙ୍କେର ବ୍ଯବସ୍ଥା ଖୁବ୍ ଭଲ ରୁପେ ଜାଣିଥିଲେ। ମାଶାଙ୍କେର ବ୍ଯବସ୍ଥା ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବରଙ୍କ ଦ୍ବାରା ଦିଆୟାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।
5 filho de Abisua, filho de Fineias, filho de Eleazar, filho do sumo sacerdote Arão.
6 ଏହି ଏଜ୍ରା ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କ ପ୍ରଦତ୍ତ ମାଶାେ ବ୍ଯବସ୍ଥା ରେ ନିପୂଣ ଅଧ୍ଯାପକ ଥିଲା। ସେ ଯାହା ମାଗୁଥିଲା ରାଜା ତାକୁ ତାହା ପ୍ରଦାନ କରୁଥିଲେ। କାରଣ ସଦାପ୍ରଭୁ ତା'ର ପରମେଶ୍ବରଙ୍କ ହସ୍ତ ତା ଉପରେ ଥିଲା।
6 Esdras era escriba, conhecedor da lei de Moisés, dada ao povo pelo S enhor , o Deus de Israel. Esdras foi da Babilônia a Jerusalém, e o rei lhe deu tudo que ele pediu, porque a mão do S enhor , seu Deus, estava sobre ele.
7 ଅର୍ତ୍ତକ୍ଷସ୍ତ ରାଜାର ସପ୍ତମ ବର୍ଷ ରେ ଇଶ୍ରାୟେଲ ସନ୍ତାନମାନଙ୍କର ଓ ଯାଜକମାନଙ୍କର ଓ ଲବେୀୟମାନଙ୍କର କେତକେ ଜଣ ପୁଣି ଗାଯକମାନେ ଓ ଦ୍ବାରପାଳମାନେ ଓ ନଥୀନୀଯମାନେ ୟିରୁଶାଲମକୁ ଗଲେ।
7 Alguns dos israelitas, e também alguns sacerdotes, levitas, cantores, guardas das portas e servidores do templo, viajaram com ele para Jerusalém no sétimo ano do reinado de Artaxerxes.
8 ଆଉ ଏଜ୍ରା ପଞ୍ଚମ ମାସ ରେ ଅର୍ଥାତ୍ ରାଜାର ସଇେ ସପ୍ତମ ବର୍ଷ ରେ ୟିରୁଶାଲମ ରେ ଉପସ୍ଥିତ ହେଲେ।
8 Esdras chegou a Jerusalém em agosto desse mesmo ano.
9 କାରଣ ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ୟାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ସଦାପ୍ରଭୁ ପରମେଶ୍ବରଙ୍କ ମଙ୍ଗଳମଯ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନ ରେ ୟିରୁଶାଲମ ରେ ଉପସ୍ଥିତ ହେଲେ।
9 Partiu da Babilônia em 8 de abril, o primeiro dia do novo ano, e chegou a Jerusalém em 4 de agosto, porque a bondosa mão do S enhor , seu Deus, estava sobre ele.
10 ଏଜ୍ରା ସଦାପ୍ରଭୁଙ୍କ ବ୍ଯବସ୍ଥା ଅନୁସନ୍ଧାନ ଓ ପାଳନ କରିବାରୁ ପୁଣି ଇଶ୍ରାୟେଲ ମଧିଅରେ ବ୍ଯବସ୍ଥା ଓ ଆଜ୍ଞା ଶିକ୍ଷା ଦବୋକୁ ଆପଣାକୁ ବିନିୟୋଗ କରିଥିଲେ।
10 Pois Esdras tinha decidido estudar a lei do S enhor , obedecer a ela e ensinar seus decretos e estatutos ao povo de Israel.
11 ରାଜା ଅର୍ତ୍ତକ୍ଷସ୍ତ ଏଜ୍ରା ଯାଜକକୁ ଏକ ପତ୍ର ଦଇେଥିଲେ। ଇଶ୍ରାୟେଲ ସମ୍ବନ୍ଧ ରେ ଏଜ୍ରା ସଦାପ୍ରଭୁଙ୍କର ଆଜ୍ଞାର ଲେଖକ ଓ ଶିକ୍ଷକ ଥିଲେ। ଏହା ହେଉଛି ସହେି ଚିଠିର ଅନୁଲିପି ଯାହା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ଦଇେଥିଲେ।
11 O rei Artaxerxes tinha dado uma cópia da seguinte carta a Esdras, o sacerdote e escriba que estudava os mandamentos e decretos do S enhor e os ensinava a Israel:
12 ରାଜାଧିରାଜ ଅର୍ତ୍ତକ୍ଷସ୍ତଠାରୁ, ସ୍ବର୍ଗସ୍ଥ ପରମେଶ୍ବରଙ୍କର ବ୍ଯବସ୍ଥା ଶିକ୍ଷକ ଓ ଯାଜକ ଏଜ୍ରାକୁ ଅଭିନନ୍ଦନ।
12 “De Artaxerxes, rei dos reis, ao sacerdote Esdras, mestre da lei do Deus dos céus. Saudações.
13 ମୁଁ ଆଜ୍ଞା କରୁଅଛି, ଯେ ମାେ ରାଜ୍ଯସ୍ଥିତ ଇଶ୍ରାୟେଲ ମଧ୍ଯରୁ ଯେତେ ଲୋକ, ସମାନଙ୍କେର ଯାଜକ ଓ ଲବେୀୟମାନେ ୟିରୁଶାଲମକୁ ସ୍ବଇଚ୍ଛା ରେ ୟିବାକୁ ମନ କରନ୍ତି। ସମାନେେ ତୁମ୍ଭ ଏଜ୍ରାଙ୍କ ସଙ୍ଗେ ୟାନ୍ତୁ।
13 “Eu decreto que qualquer israelita em meu reino, incluindo os sacerdotes e os levitas, que desejar regressar com você para Jerusalém, poderá ir.
14 ଏଜ୍ରା, ମୁଁ ଏବଂ ମାରେ ସାତଜଣ ଉପଦେଷ୍ଟା ତୁମ୍ଭ ସହିତ ପଠାଉଛୁ। ତୁମ୍ଭେ ଯିହୁଦା ଓ ୟିରୁଶାଲମକୁ ୟିବା ଉଚିତ୍। ପରମେଶ୍ବରଙ୍କର ବ୍ଯବସ୍ଥା ବିଷଯବସ୍ତୁଗୁଡିକରେ ଧ୍ଯାନ ଦବୋ ଉଚିତ୍, ଯେଉଁଥି ରେ ତୁମ୍ଭେ ଜଣେ ବିଜ୍ଞ ଅଟ।
14 Eu e meus sete conselheiros o instruímos a investigar a situação em Judá e em Jerusalém, com base na lei de seu Deus, que está em suas mãos.
15 ମୁଁ ଏବଂ ମାରେ ଉପଦେଷ୍ଟାମାନେ ତୁମ୍ଭକୁ ଯେଉଁ ସୁନା ଓ ରୂପା ଇଶ୍ରାୟେଲର ପରମେଶ୍ବରଙ୍କୁ ଦଇେଅଛୁ। ପରମେଶ୍ବର ୟିରୁଶାଲମ ରେ ବାସ କରନ୍ତି। ତୁମ୍ଭେ ନିଶ୍ଚିତ ଏହି ସୁନା ଓ ରୂପା ତୁମ୍ଭମାନଙ୍କ ସହିତ ନବେ।
15 Também o encarregamos de levar consigo a prata e o ouro que lhe entregamos voluntariamente como oferta para o Deus de Israel, que habita em Jerusalém.
16 ବାବିଲର ସମୁଦାଯ ପ୍ରଦେଶ ରେ ତୁମ୍ଭେ ସମସ୍ତ ସୁନା ଓ ରୂପା ପାଇବ। ପୁଣି ଲୋକମାନେ ଓ ଯାଜକମାନେ ସମାନଙ୍କେ ପରମେଶ୍ବରଙ୍କ ୟିରୁଶାଲମସ୍ଥିତ ମନ୍ଦିର ପାଇଁ ସ୍ବେଚ୍ଛାପୂର୍ବକ ଯାହା ଦବେେ ସହେିସବୁ ଉପହାର ନବୋ ପାଇଁ ତୁମ୍ଭେ ରାଜା ଓ ତାଙ୍କର ସପ୍ତମନ୍ତୀଙ୍କ ଦ୍ବାରା ପ୍ ରରେିତ ହେଉଅଛ।
16 “Além disso, você levará toda prata e todo ouro que obtiver na província da Babilônia, bem como as ofertas voluntárias do povo e dos sacerdotes para o templo de seu Deus, em Jerusalém.
17 ଏଣୁ ତୁମ୍ଭେ ଏହି ମୁଦ୍ରା ଦ୍ବାରା ବୃଷ, ଅଣ୍ତିରା ମଷେ, ମଷେଶାବକ ଓ ତହିଁ ସଙ୍ଗେ ନିରୂପିତ ଶସ୍ଯ ଓ ପଯେ ନବୈେଦ୍ଯ କ୍ରଯ କରି ତୁମ୍ଭମାନଙ୍କ ପରମେଶ୍ବରଙ୍କ ୟିରୁଶାଲମସ୍ଥିତ ମନ୍ଦିରର ୟଜ୍ଞବଦେୀ ଉପରେ ଉତ୍ସର୍ଗ କରିବ।
17 Use esses recursos para comprar novilhos, carneiros, cordeiros e as respectivas ofertas de cereal e ofertas derramadas. Tudo isso será oferecido no altar do templo de seu Deus, em Jerusalém.
18 ଆଉ ଅବଶିଷ୍ଟ ରୂପା ଓ ସୁନା ରେ ତୁମ୍ଭକୁ ଓ ତୁମ୍ଭ ଭାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭମାନେେ ଆପଣାମାନଙ୍କ ପରମେଶ୍ବରଙ୍କ ଇଚ୍ଛା ପ୍ରମାଣେ କରିବେ।
18 A prata e o ouro que restarem poderão ser usados como parecer melhor a você e a seu povo, conforme a vontade de Deus.
19 ପୁଣି ତୁମ୍ଭେ ପରମେଶ୍ବରଙ୍କ ମନ୍ଦିରର ସବୋର୍ଥକ ଯେ ସକଳପାତ୍ର ତୁମ୍ଭକୁ ଦିଆ ଯାଉଅଛି। ତାହାସବୁ ୟିରୁଶାଲମର ପରମେଶ୍ବରଙ୍କ ସମ୍ମୁଖ ରେ ସମର୍ପଣ କର।
19 “Quanto aos utensílios que lhe confiamos para o serviço no templo de seu Deus, entregue-os todos diante do Deus de Jerusalém.
20 ପୁଣି ତୁମ୍ଭ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ପ୍ରୟୋଜନୀଯ ଯାହା ଯାହା ନବୋକୁ ପଡିବ ତାହା ରାଜାଙ୍କ ଭଣ୍ତାର ଗୃହରୁ ନିଅ।
20 Se precisar de mais alguma coisa para o templo de seu Deus, ou para qualquer necessidade semelhante, use recursos da tesouraria real.
21 ଆଉ ସ୍ବର୍ଗସ୍ଥ ପରମେଶ୍ବରଙ୍କ ବ୍ଯବସ୍ଥା ଅଧ୍ଯାପକ ଯାଜକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଲୋଡିବ।
21 “Eu, o rei Artaxerxes, envio o seguinte decreto a todos os tesoureiros da província a oeste do rio Eufrates: ‘Deem a Esdras, sacerdote e mestre da lei do Deus dos céus, tudo que ele requisitar.
22 ତାହାସବୁ 100 ତାଳନ୍ତ ପର୍ୟ୍ଯନ୍ତ ରୂପା ଓ 100 ମହଣ ପର୍ୟ୍ଯନ୍ତ ଗହମ ଓ 100 ମହଣ ପର୍ୟ୍ଯନ୍ତ ଦ୍ରାକ୍ଷାରସ ଓ 100 ମହଣ ପର୍ୟ୍ଯନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦବୋ ପାଇଁ ଆମ୍ଭେ ଆର୍ତ୍ତାକ୍ଷସ୍ତ ରାଜା ନଦୀ ସପୋରିସ୍ଥ ସମସ୍ତ କୋଷାଧ୍ଯକ୍ଷଙ୍କୁ ଆଜ୍ଞା କରୁଅଛୁ।
22 Deem-lhe até 3.500 quilos de prata, 100 cestos grandes de trigo, 100 tonéis de vinho, 100 tonéis de azeite e sal à vontade.
23 ସ୍ବର୍ଗସ୍ଥ ପରମେଶ୍ବରଙ୍କ ଦ୍ବାରା ଯାହା ଯାହା ଆଜ୍ଞା କରାଯାଉଛି, ତାହାସବୁ ସ୍ବର୍ଗସ୍ଥ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ଠିକ୍ରୂପେ କରାଯାଉ, କାରଣ ରାଜା ଓ ତାହାଙ୍କ ପୁତ୍ରଗଣର ରାଜ୍ଯବିରୁଦ୍ଧ ରେ କାହିଁକି କୋପ ବର୍ତ୍ତିବ।
23 Tenham o cuidado de providenciar tudo que o Deus dos céus ordenar para seu templo; afinal, por que provocar a ira de Deus contra este império do rei e de seus filhos?
24 ଆହୁରି ଯାଜକମାନଙ୍କର, ଲବେୀୟମାନଙ୍କର, ଗାଯକମାଙ୍କର, ଦ୍ବାରପାଳମାନଙ୍କର ନାଥୀନୀଯମାନଙ୍କର ଓ ପରମେଶ୍ବରଙ୍କ ଏହି ମନ୍ଦିରର ସବେକମାନଙ୍କର କାହାରି ଉପରେ କର, ରାଜସ୍ବ ବା ମାସୁଲ ବସାଇବା ବ୍ଯବସ୍ଥା ବିରୁଦ୍ଧ ହବେ ବୋଲି ଆମ୍ଭମାନେେ ତୁମ୍ଭକୁ ଜଣାଉ ଅଛୁ।
24 Também decreto que nenhum sacerdote, levita, cantor, guarda das portas, servidor do templo, nem qualquer outro trabalhador no templo será obrigado a pagar tributos, impostos e taxas de qualquer tipo’.
25 ହେ ଏଜ୍ରା, ତୁମ୍ଭ ପରମେଶ୍ବରଙ୍କ ବିଷଯକ ଯେଉଁଜ୍ଞାନ ତୁମ୍ଭ ହସ୍ତ ରେ ଅଛି, ତଦନୁସା ରେ ନଦୀ ସପୋରିସ୍ଥ ସମସ୍ତ ଲୋକଙ୍କର ବିଗ୍ଭରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ବରଙ୍କ ବ୍ଯବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଗ୍ଭରକର୍ତ୍ତାମାନଙ୍କୁ ତୁମ୍ଭେ ନିୟୁକ୍ତି କର। ଆଉ ଯେ ତାହା ନ ଜାଣେ ତାହାକୁ ତୁମ୍ଭେ ଶିକ୍ଷା ଦିଅ।
25 “E você, Esdras, use a sabedoria que seu Deus lhe deu para nomear magistrados e juízes que conheçam as leis de seu Deus para governarem todo o povo na província a oeste do rio Eufrates. Ensine a lei a todos que não a conhecem.
26 ଯଦି କୌଣସି ଲୋକ ତୁମ୍ଭ ପରମେଶ୍ବରଙ୍କ ବ୍ଯବସ୍ଥା ନ ମାନିବ, ରାଜାଙ୍କର ବ୍ଯବସ୍ଥା ନ ମାନିବ, ସମାନେେ ନିଶ୍ଚିତ ରେ ଦଣ୍ତିତ ହବେେ। ତାହାର ଏହି ଦଣ୍ତ ତାର ଦୋଷ ଉପରେ ନିର୍ଭର କରେ। ତାହା ମୃତ୍ଯୁଦଣ୍ତ ହାଇପୋ ରେ, ନିର୍ବାସିତ ହାଇପୋ ରେ, ତାକୁ ଅର୍ଥଦଣ୍ତ ହାଇପୋ ରେ ବା ବନ୍ଦୀତ୍ବ ଦଣ୍ତ ଦିଆୟାଇ ପା ରେ।
26 Qualquer um que se recusar a obedecer à lei de seu Deus e do rei será castigado de imediato com a morte, com o exílio, com o confisco dos bens ou com a prisão”.
27 ସଦାପ୍ରଭୁ, ଆମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ବରଙ୍କର ପ୍ରଶଂସା କର। ୟିରୁଶାଲମସ୍ଥ ସଦାପ୍ରଭୁ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ମନୋଭାବ ଦଇେଅଛନ୍ତି। ୟିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ପ୍ରବୃତ୍ତି ଦଇେଅଛନ୍ତି।
27 Louvem o S enhor , o Deus de nossos antepassados, que colocou no coração do rei o desejo de embelezar o templo do S enhor , em Jerusalém,
28 ପୁଣି ସେ ରାଜାର ଓ ତାଙ୍କର ମନ୍ତ୍ରୀଗଣର ଓ ରାଜାଙ୍କର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତ ରେ ମାେ ପ୍ରତି ଅଧିକ ଦୟା ପ୍ରକାଶ କରି ଅଛନ୍ତି। ମୁଁ ଶକ୍ତିଶାଳୀ ହଲିେ କାରଣ ସଦାପ୍ରଭୁ ପରମେଶ୍ବରଙ୍କର ହସ୍ତ ମାେ ଉପରେ ଥିଲା। ଏହି ପ୍ରକା ରେ ମୁଁ ଇଶ୍ରାୟେଲର ଲୋକମାନଙ୍କର ମୁଖ୍ଯମାନଙ୍କୁ ମାେ ସହିତ ୟିବା ପାଇଁ ଏକତ୍ରୀତ କଲି।
28 e que me mostrou seu amor leal ao honrar-me diante do rei, de seu conselho e de todos os seus oficiais poderosos! Senti-me encorajado porque a mão do S enhor , meu Deus, estava sobre mim e reuni alguns dos líderes de Israel para voltar comigo a Jerusalém.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Esdras 7, comparar traduções ou montar um estudo — tudo direto pelo WhatsApp.