Efésios 1

Oriya Bible (GL_ORIYA) vs BKJ

Sair da comparação
1 ଖ୍ରୀଷ୍ଟ ଯୀଶୁଙ୍କର ପ୍ ରରେିତ ପାଉଲଙ୍କଠାରୁ ପତ୍ର। ପରମେଶ୍ବରଙ୍କ ଇଚ୍ଛାନୁଯାଯୀ ଏଫିସୀୟଠା ରେ ରହୁଥିବା ପରମେଶ୍ବରଙ୍କ ପବିତ୍ର ଲୋକ ଓ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସୀ ଲୋକଙ୍କ ପ୍ରତି ମୁଁ ପ୍ ରରେିତ ହାଇେଛି।
1 Paulo, apóstolo de Jesus Cristo, pela vontade de Deus, aos santos que estão em Éfeso e aos fiéis em Cristo Jesus:
2 ତୁମ୍ଭମାନଙ୍କୁ ଆମ୍ଭର ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ମିଳୁ।
2 Graça seja a vós, e paz, de Deus nosso Pai, e do Senhor Jesus Cristo.
3 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ପରମେଶ୍ବର ଆମ୍ଭକୁ ସ୍ବର୍ଗ ରେ ସମସ୍ତ ଆଧ୍ଯାତ୍ମିକ ଆଶୀର୍ବାଦ ଦଇେଛନ୍ତି।
3 Bendito seja o Deus e Pai de nosso Senhor Jesus Cristo, o qual nos abençoou com todas as bênçãos espirituais nos lugares celestiais em Cristo;
4 ଖ୍ରୀଷ୍ଟଙ୍କଠା ରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ବର ଆମ୍ଭକୁ ତାହାଙ୍କ ସମ୍ମୁଖ ରେ ପବିତ୍ର ଓ ନିର୍ଦ୍ ଦୋଷ ହବୋ ପାଇଁ ଆଦର ରେ ବାଛି ଥିଲେ।
4 conforme ele nos escolheu nele antes da fundação do mundo, que devemos ser santos e sem culpa diante dele em amor;
5 ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା।
5 e nos predestinou para filhos de adoção por Jesus Cristo, para si mesmo, segundo a complacência da sua vontade,
6 ପରମେଶ୍ବରଙ୍କ ଆଶ୍ଚର୍ୟ୍ଯଜନକ ଅନୁଗ୍ରହ ସକାେଶ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ବର ପ୍ ରମେ କରନ୍ତି, ସହେି ଖ୍ରୀଷ୍ଟଙ୍କ ଦ୍ବାରା ସେ ଆମ୍ଭକୁ ସହେି ଅନୁଗ୍ରହ ମୁକ୍ତ ଭାବରେ ଦଇେଥାନ୍ତି।
6 para louvor da glória da sua graça, pela qual nos fez aceitáveis a si no Amado.
7 ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ଆମ୍ଭେ ତାହାଙ୍କର ରକ୍ତ ମାଧ୍ଯମ ରେ ମୁକ୍ତ ହାଇେଛୁ। ପରମେଶ୍ବରଙ୍କ ବହୁମୂଲ୍ଯ ଅନୁଗ୍ରହ ଦ୍ବାରା ଆମ୍ଭର ପାପରୁ ଆମ୍ଭେ କ୍ଷମା ପାଇପାରୁ।
7 Em quem temos a redenção pelo seu sangue, o perdão dos pecados, segundo as riquezas da sua graça;
8 ପରମେଶ୍ବର ଏହି ଅନୁଗ୍ରହ ପୂର୍ଣ୍ଣ ଭାବରେ ଓ ମୁକ୍ତ ଭାବରେ ଦଇେଛନ୍ତି।
8 que ele tornou abundante para conosco em toda a sabedoria e prudência,
9 ପରମେଶ୍ବର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ବାରା ତାହାଙ୍କର ନିଗୂଢ଼ତତ୍ତ୍ବ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ବର ଏହା ଚାହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ବାରା କରିବା ପାଇଁ ଯୋଜନା କରିଥିଲେ।
9 tendo feito conhecido entre nós o mistério da sua vontade, segundo a sua complacência, que propusera em si mesmo;
10 ପରମେଶ୍ବରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ସ୍ବର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ବରୂପ ହବେେ।
10 que na dispensação da plenitude dos tempos, ele possa reunir em uma todas as coisas em Cristo, tanto as que estão no céu como as que estão na terra; nele.
11 ପରମେଶ୍ବର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ପରମେଶ୍ବର ଆମ୍ଭକୁ ତାହାଙ୍କର ଲୋକ ହବୋ ପାଇଁ ବାଛିଲେ। ଏକଥା ସେ ନିଜ ଇଚ୍ଛାନୁସା ରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।
11 Em quem também obtemos herança, havendo sido predestinados conforme o propósito daquele que faz todas as coisas, segundo o conselho da sua vontade,
12 ଆମ୍ଭେ ହେଉଛୁ ପ୍ରଥମ ଲୋକ ଯେଉଁମାନେ ଖ୍ରୀଷ୍ଟଙ୍କଠା ରେ ଭରସା ପ୍ରତିଷ୍ଠିତ କରିଥିଲୁ, ଏବଂ ପରମେଶ୍ବରଙ୍କ ମହିମାର ପ୍ରଶଂସା କରିବା ଲାଗି ଆମ୍ଭକୁ ବଛା ଯାଇଥିଲା।
12 com o fim de sermos para louvor da sua glória, os que primeiro confiaram em Cristo.
13 ତୁମ୍ଭମାନଙ୍କ ପାଇଁ ମୁକ୍ତି ଆଣି ଦେଉଥିବା ସୁସମାଚାରର ସତ୍ଶିକ୍ଷା ତୁମ୍ଭେ ଶୁଣିଲ। ସୁସମାଚାର ଶୁଣିଲା ପରେ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କଲ। ପରମେଶ୍ବର ପବିତ୍ର ଆତ୍ମାଙ୍କୁ ପ୍ରଦାନ କରି ତୁମ୍ଭ ଉପରେ ତାହାଙ୍କର ବିଶଷେ ଚିହ୍ନ ଦଇେ ଚିହ୍ନିତ କଲେ। ଏହା କରିବା ଦ୍ବାରା ସେ ଆଗରୁ ଦଇେଥିବା ପ୍ରତିଶୃତି ରକ୍ଷା କରିଥିଲେ।
13 Em quem também vós confiastes, depois que ouvistes a palavra da verdade, o evangelho da vossa salvação; em quem também depois disso crestes, fostes selados com o Espírito Santo da promessa,
14 ପରମେଶ୍ବର ନିଜ ଲୋକଙ୍କୁ ଯେସମସ୍ତ ବିଷୟ ଦବୋ ନିମନ୍ତେ ପ୍ରତିଶୃତି ଦଇେଛନ୍ତି, ତାହା ଯେ ଆମ୍ଭମାନେେ ନିଶ୍ଚିତ ରୂପେ ପାଇବା, ଏଥିପାଇଁ ପବିତ୍ର ଆତ୍ମା ହେଉଛନ୍ତି ପରମେଶ୍ବରଙ୍କ ନିର୍ଭରୟୁକ୍ତ ପ୍ରତିଶୃତି। ଯେଉଁମାନେ ପରମେଶ୍ବରଙ୍କର ଲୋକ ଅଟନ୍ତି, ସମାନଙ୍କେ ନିମନ୍ତେ ଏହା ପୂର୍ଣ୍ଣ ସ୍ବାଧୀନତା ଆଣିଦବେ। ଏହାର ଉଦ୍ଦେଶ୍ଯ ପରମେଶ୍ବରଙ୍କ ମହିମାର ପ୍ରଶଂସା ହବେ।
14 quem é a garantia da nossa herança, até a redenção da possessão adquirida, para louvor da sua glória.
15 ସେଥିପାଇଁ ମୁଁ ଯେତବେେଳେ ପ୍ରଭୁ ଯୀଶୁଙ୍କଠା ରେ ତୁମ୍ଭମାନଙ୍କ ବିଶ୍ବାସ ଓ ପରମେଶ୍ବରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭମାନଙ୍କର ପ୍ ରମେ ବିଷୟ ରେ ଶୁଣିଲି, ମୁଁ ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ନିରନ୍ତର ଧନ୍ଯବାଦ ଅର୍ପଣ କଲି।
15 Por isso também, depois de ter ouvido falar da vossa fé no Senhor Jesus e o vosso amor para com todos os santos,
16 ନିଜର ପ୍ରାର୍ଥନା ରେ ମୁଁ ତୁମ୍ଭମାନଙ୍କୁ ମନେ ପକାଉଛି।
16 não cesso de dar graças por vós, fazendo menção de vós em minhas orações;
17 ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ବରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସହେି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ବର ବିଷୟକ ସମସ୍ତ ତଥ୍ଯକୁ ସ୍ପଷ୍ଟ କରିଦବେ, ଯାହା ଫଳ ରେ ତୁମ୍ଭମାନେେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।
17 para que o Deus de nosso Senhor Jesus Cristo, o Pai da glória, vos dê o espírito de sabedoria e de revelação no conhecimento dele,
18 ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭମାନେେ ଈଶ୍ବରଙ୍କ ସମସ୍ତ ସତ୍ଯର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖାଲିେ ଦିଅନ୍ତୁ। ତା'ପରେ ତୁମ୍ଭମାନେେ ବୁଝି ପାରିବ ଯେ, କେଉଁ ବିଷୟ ରେ ଭରସା ରଖିବା ପାଇଁ ପରମେଶ୍ବର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭମାନେେ ବୁଝି ପାରିବ ଯେ ପରମେଶ୍ବର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ବର୍ୟ୍ଯପୂର୍ଣ୍ଣ ଅଟେ।
18 tendo os olhos do vosso entendimento iluminados, para que saibais qual é a esperança do seu chamado, e quais as riquezas da glória da sua herança nos santos,
19 ତୁମ୍ଭମାନେେ ଏହା ମଧ୍ଯ ବୁଝି ପାରିବ ଯେ, ଆମ୍ଭେ ଯେଉଁମାନେ ବିଶ୍ବାସ କରୁଛୁ, ଆମ୍ଭମାନଙ୍କ ନିମନ୍ତେ କାମ କରୁଥିବା ପରମେଶ୍ବରଙ୍କ ଶକ୍ତି କେତେ ମହାନ୍।
19 e qual é a suprema grandeza do seu poder sobre nós, os que cremos, segundo a operação do seu grande poder,
20 ଏହି ଶକ୍ତି ହେଉଛି ସହେି ଶକ୍ତି, ଯେଉଁ ଶକ୍ତି ବଳ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଥିଲେ। ସ୍ବର୍ଗ ରାଜ୍ଯ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ତାହାଙ୍କ ଡ଼ାହାଣ ପଟ ରେ ବସାଇ ଅଛନ୍ତି।
20 que manifestou em Cristo, quando o ressuscitou dos mortos e o colocou à sua própria destra nos lugares celestiais,
21 ପରମେଶ୍ବର ଖ୍ରୀଷ୍ଟଙ୍କୁ ସମସ୍ତ ଶାସକ, ଅଧିକାରୀ, ଶକ୍ତି ଓ ରାଜାମାନଙ୍କଠାରୁ ଅଧିକ ମହତ୍ବପୂର୍ଣ୍ଣ ପଦ ଦଇେଅଛନ୍ତି। ଏହି ସଂସାର କି ପରବର୍ତ୍ତୀ ସଂସାର ରେ ଥିବା ଯେ କୌଣସି କ୍ଷମତା ପୂର୍ଣ୍ଣ ଶକ୍ତି ଅପେକ୍ଷା ଖ୍ରୀଷ୍ଟଙ୍କର ଶକ୍ତି ଅତି ଅଧିକ ଅଟେ।
21 muito acima de todo principado, e poder, e potestade, e domínio, e de todo nome que se nomeia, não só neste mundo, mas também no que há de vir.
22 ପରମେଶ୍ବର ସବୁ କିଛି ଖ୍ରୀଷ୍ଟଙ୍କ ଅଧିନ ରେ ରଖିଅଛନ୍ତି ଓ ତାହାଙ୍କୁ ମଣ୍ଡଳୀର ମୁଖ୍ଯ ରୂପେ ସ୍ଥାପିତ କରିଛନ୍ତି।
22 E colocou todas as coisas sob seus pés, e o fez ser cabeça da igreja sobre todas as coisas,
23 ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର। ମଣ୍ଡଳୀ ଖ୍ରୀଷ୍ଟଙ୍କ ଦାରା ପୂର୍ଣ୍ଣ ହାଇେଅଛି। ସେ ସମସ୍ତ ବିଷୟ ପ୍ରେତ୍ୟକକ ଉପାୟ ରେ ସମ୍ପୂର୍ଣ୍ଣ କରନ୍ତି।
23 que é o seu corpo, a plenitude daquele que cumpre tudo em todos.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Efésios 1, comparar traduções ou montar um estudo — tudo direto pelo WhatsApp.