Efésios 2

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ପୂର୍ବରୁ ତୁମ୍ଭର ପାପ ହତେୁ ଓ ପରମେଶ୍ବରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ୟ୍ଯ ହତେୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା।
1 Vocês estavam mortos em suas transgressões e pecados,
2 ଅତୀତ ରେ ତୁମ୍ଭେ ସହେି ପାପ କାର୍ୟ୍ଯ ସହିତ ଜଡ଼ିତ ଥିଲ। ତୁମ୍ଭେ ସାଂସାରିକ ଜୀବନଯାପନ କରୁଥିଲ। ପୃଥିବୀ ରେ ମନ୍ଦ ଶକ୍ତିର ଶାସକକୁ ତୁମ୍ଭେ ଅନୁସରଣ କରୁ ଥିଲ। ସହେି ମନ୍ଦ ଶକ୍ତି ଏବେ ମଧ୍ଯ ପରମେଶ୍ବରଙ୍କୁ ଅମାନ୍ଯ କରୁଥିବା ଲୋକଙ୍କ ଭିତ ରେ କାମ କରୁଛି।
2 nos quais costumavam viver, quando seguiam a presente ordem deste mundo e o príncipe do poder do ar, o espírito que agora está atuando nos que vivem na desobediência.
3 ଅତୀତ ରେ ଆମ୍ଭେ ସମସ୍ତେ ସହେିଭଳି ଜୀବନଯାପନ କରୁଥିଲୁ। ଆମ୍ଭେ ଆମ୍ଭର ପାପଭରା ମନୋଭାବର କାମନା ସବୁ ପୂରଣ କରିବା ରେ ଚେଷ୍ଟିତ ଥିଲୁ। ଯାହା ଆମ୍ଭ ଦହେ ଚାହୁଁଥିଲା ଓ ମନ ଭାବୁଥିଲା, ସହେି କାର୍ୟ୍ଯ କରୁଥିଲୁ। ଆମ୍ଭେ ମନ୍ ଦଲୋକ ଥିଲୁ। ଆମ୍ଭର ପାପପୂର୍ଣ୍ଣ ଜୀବନ ଲାଗି ଆମ୍ଭମାନେେ ଅନ୍ୟମାନଙ୍କ ପରି ପରମେଶ୍ବରଙ୍କ କୋର୍ଧର ପାତ୍ର ହାଇେ ଦଣ୍ଡ ଭୋଗ କରିଥାନ୍ତୁ।
3 Anteriormente, todos nós também vivíamos entre eles, satisfazendo as vontades da nossa carne, seguindo os seus desejos e pensamentos. Como os outros, éramos por natureza merecedores da ira.
4 କିନ୍ତୁ ପରମେଶ୍ବର ଆମ୍ଭକୁ ଅତିଶୟ ପ୍ ରମେ କଲେ କାରଣ ତାହାଙ୍କ ଦୟା ଅତି ମହାନ୍।
4 Todavia, Deus, que é rico em misericórdia, pelo grande amor com que nos amou,
5 ସେ ସମୟରେ ଆମ୍ଭେ ପରମେଶ୍ବରଙ୍କ ଇଚ୍ଛା ବିରୁଦ୍ଧ ରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ହତେୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ।
5 deu-nos vida juntamente com Cristo, quando ainda estávamos mortos em transgressões — pela graça vocês são salvos.
6 ପରମେଶ୍ବରଙ୍କ ଅନୁଗ୍ରହ ହତେୁ ତୁମ୍ଭମାନେେ ପରିତ୍ରାଣ ପାଇଅଛ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବାରୁ ପରମେଶ୍ବର ଆମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନରୁଥିତ କଲେ ଓ ତାହାଙ୍କ ସହିତ ସ୍ବର୍ଗୀୟ ସ୍ଥାନ ରେ ବସାଇ ଅଛନ୍ତି।
6 Deus nos ressuscitou com Cristo e com ele nos fez assentar nos lugares celestiais em Cristo Jesus,
7 ଭବିଷ୍ଯତ ରେ ତାହାଙ୍କ କୃପାର ମହାନ୍ ସମ୍ପଦକୁ ଆମ୍ଭକୁ ଦଖାଇବୋ ପାଇଁ ପରମେଶ୍ବର ଏପରି କଲେ। ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ଆମ୍ଭ ପ୍ରତି ପରମେଶ୍ବର ତାହାଙ୍କର ଏହି ଅନୁଗ୍ରହ ପ୍ରକାଶ କଲେ। ଏହି ଅନୁଗ୍ରହ ଦ୍ବାରା ତୁମ୍ଭେ ଉଦ୍ଧାର ପାଇଛ।
7 para mostrar, nas eras que hão de vir, a incomparável riqueza de sua graça, demonstrada em sua bondade para conosco em Cristo Jesus.
8 ତୁମ୍ଭେ ସହେି ଅନୁଗ୍ରହ ତୁମ୍ଭର ବିଶ୍ବାସ ବଳ ରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ବରଙ୍କ ଦାନ।
8 Pois vocês são salvos pela graça, por meio da fé, e isto não vem de vocês, é dom de Deus;
9 ତୁମ୍ଭେ ନିଜ କର୍ମ ଦ୍ବାରା ଉଦ୍ଧାର ପାଇ ନାହଁ। ଯେପରି କୌଣସି ଲୋକ ଆପେ ଉଦ୍ଧାର ପାଇଅଛି ବୋଲି ଗର୍ବ ନ କରୁ।
9 não por obras, para que ninguém se glorie.
10 ଆମ୍ଭେ ଯାହା, ତାହା କବଳେ ପରମେଶ୍ବରଙ୍କ ଦ୍ବାରା ହାଇେଅଛୁ। ଆମ୍ଭେ ଯେପରି ଭଲ କାମ କରିପାରୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧିଅରେ ନୂତନ ବ୍ଯକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ଯ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସହେି ଭଲକାମ କରି ଜୀବନଯାପନ କରିବା।
10 Porque somos criação de Deus realizada em Cristo Jesus para fazermos boas obras, as quais Deus preparou de antemão para que nós as praticássemos.
11 ତୁମ୍ଭମାନେେ ଅଣଯିହୂଦୀରୂପେ ଜନ୍ମ ଗ୍ରହଣ କରିଥିଲ। ତୁମ୍ଭମାନଙ୍କୁ ଯିହୂଦୀମାନେ ଅସୁନ୍ନତ ବୋଲି କହନ୍ତି। ସମାନେେ ନିଜକୁ ସୁନ୍ନତ281 ବୋଲି କହନ୍ତି। ଏହା ଏକ କାର୍ୟ୍ଯ, ଯାହାକୁ କି ସମାନେେ ନିଜ ଶରୀର ଉପରେ କରିଥାନ୍ତି।
11 Portanto, lembrem-se de que anteriormente vocês eram gentios por nascimento e chamados incircuncisão pelos que se chamam circuncisão, feita no corpo por mãos humanas, e que
12 ମନରେଖ, ତୁମ୍ଭମାନେେ ପୂର୍ବରୁ ଖ୍ରୀଷ୍ଟବିହୀନ ଥିଲ। ତୁମ୍ଭମାନେେ ଇସ୍ରାଯଲରେ ନାଗରିକ ନ ଥିଲ। ତେଣୁ ପରମେଶ୍ବର ତାହାଙ୍କ ଲୋକମାନଙ୍କ ସହିତ କରିଥିବା ପ୍ରତିଜ୍ଞା ୟୁକ୍ତ ନିୟମ ତୁମ୍ଭେ ପ୍ରାପ୍ତ ହାଇେ ନ ଥିଲ। ତୁମ୍ଭର ଆଉ କିଛି ଆଶା ଭରସା ନ ଥିଲା, କି ତୁମ୍ଭେ ପରମେଶ୍ବରଙ୍କୁ ଜାଣି ନ ଥିଲ।
12 naquela época vocês estavam sem Cristo, separados da comunidade de Israel, sendo estrangeiros quanto às alianças da promessa, sem esperança e sem Deus no mundo.
13 ସେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଦୂର ରେ ଥିଲ। କିନ୍ତୁ ଏବେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ଥିବା ହତେୁ ତୁମ୍ଭେ ତାଙ୍କର ନିକଟବର୍ତ୍ତୀ ହାଇେଛ। ଖ୍ରୀଷ୍ଟଙ୍କର ରକ୍ତ ଦ୍ବାରା ତୁମ୍ଭେ ପରମେଶ୍ବରଙ୍କର ନିକଟତର ହାଇେଛ।
13 Mas agora, em Cristo Jesus, vocês, que antes estavam longe, foram aproximados mediante o sangue de Cristo.
14 ଖ୍ରୀଷ୍ଟଙ୍କ ହତେୁ ଆମ୍ଭେ ଏବେ ଶାନ୍ତି ରେ ଅଛୁ। ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଏକାଠି କଲେ। ଦୁହିଁଙ୍କ ମଝି ରେ କାନ୍ଥଟିଏ ଥିଲା ଭଳି ସମାନେେ ଅଲଗା ଥିଲେ। ସମାନେେ ପରସ୍ପରକୁ ଘୃଣା କରୁଥିଲେ। କିନ୍ତୁ ନିଜ ଶରୀରକୁ ଉତ୍ସର୍ଗ କରି ଖ୍ରୀଷ୍ଟ ସହେି ଘୃଣାର କାନ୍ଥଟିକୁ ଭାଙ୍ଗି ଦେଲେ।
14 Pois ele é a nossa paz, o qual de ambos fez um e destruiu a barreira, o muro de inimizade,
15 ୟିହୁଦୀମାନଙ୍କ ବ୍ଯବସ୍ଥା ରେ ଅନକେ ଗୁଡ଼ିଏ ଆଦେଶ ଓ ନିୟମାବଳୀ ଥିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟ ସେ ବ୍ଯବସ୍ଥାଟିକୁ ସମାପ୍ତ କଲେ। ଖ୍ରୀଷ୍ଟଙ୍କ ଉଦ୍ଦେଶ୍ଯ ଥିଲା, ଏହି ଦୁଇଦଳର ଲୋକଙ୍କୁ ଏକାଠି କରି ତାହାଙ୍କଠା ରେ ନୂତନ ଲୋକ କରାଇବା। ଏହା ଦ୍ବାରା ଯୀଶୁ ଯେପରି ଶାନ୍ତି ସ୍ଥାପନ କରିପାରନ୍ତି।
15 anulando em seu corpo a lei dos mandamentos expressa em ordenanças. O objetivo dele era criar em si mesmo, dos dois, um novo homem, fazendo a paz,
16 କ୍ରୁଶ ଉପରେ ମୃତ୍ଯୁବରଣ କରି ସେ ଦୁଇ ଦଳ ଭିତ ରେ ଥିବା ଏହି ଘୃଣାକୁ ସମାପ୍ତ କଲେ। ସହେି ଦୁଇଟି ଦଳରୁ ଗୋଟିଏ ଶରୀର ରେ ପରିଣତ କରିବା ପରେ ଖ୍ରୀଷ୍ଟ ସମାନଙ୍କେୁ ପରମେଶ୍ବରଙ୍କ ସହିତ ମିଳିତ କରାଇବା ପାଇଁ ଚାହିଁଲେ।
16 e reconciliar com Deus os dois em um corpo, por meio da cruz, pela qual ele destruiu a inimizade.
17 ଖ୍ରୀଷ୍ଟ କ୍ରୁଶ ରେ ଆପଣା ମୃତ୍ଯୁ ଦ୍ବାରା ଏହା ସାଧନ କଲେ। ତୁମ୍ଭମାନେେ ଦୂର ରେ ଥିଲ ଯେ, ଖ୍ରୀଷ୍ଟ ଆସି ତୁମ୍ଭମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।
17 Ele veio e anunciou paz a vocês que estavam longe e paz aos que estavam perto,
18 କାରଣ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ହିଁ, ଏକ ଆତ୍ମା ହାଇେ ପରମପିତା ପାଖକୁ ୟିବାର ଅଧିକାର ଆମ୍ଭକୁ ମିଳିଲା।
18 pois por meio dele tanto nós como vocês temos acesso ao Pai, por um só Espírito.
19 ଅତଏବ ତୁମ୍ଭମାନେେ ଏବେ ବିଦେଶୀ ଅବା ଅପରିଚିତ ବ୍ଯକ୍ତି ନୁହଁ ମାତ୍ର ତୁମ୍ଭେ ପରମେଶ୍ବରଙ୍କ ପବିତ୍ର ଲୋକଙ୍କ ସହିତ ସହନାଗରିକ ଓ ପରମେଶ୍ବରଙ୍କ ନିଜ ପରିବାରର ଲୋକ ଅଟ।
19 Portanto, vocês já não são estrangeiros nem forasteiros, mas concidadãos dos santos e membros da família de Deus,
20 ପ୍ ରରେିତ ଓ ଭବିଷ୍ଯଦ୍ବକ୍ତାମାନଙ୍କ ମୂଳଦୁଆ ଉପରେ ତୁମ୍ଭେ ନିଜେ ଏକ ଭବନ ହାଇେ ଠିଆ ହାଇେଛ। ପରମେଶ୍ବର ତା'ର ମାଲିକ ଅଟନ୍ତି। ଖ୍ରୀଷ୍ଟ ଯୀଶୁ ସହେି ଭବନର କଣର ପ୍ରଧାନ ପଥର ଅଟନ୍ତି।
20 edificados sobre o fundamento dos apóstolos e dos profetas, tendo Jesus Cristo como pedra angular,
21 ସମ୍ପୂର୍ଣ୍ଣ ଭବନଟି ଖ୍ରୀଷ୍ଟଙ୍କଠା ରେ ପରସ୍ପର ସହିତ ସଂୟୁକ୍ତ ହାଇେ ନିର୍ମାଣ ହାଇେଛି। ଖ୍ରୀଷ୍ଟ ସେ ଭବନକୁ ପ୍ରଭୁଙ୍କଠା ରେ ଗୋଟିଏ ପବିତ୍ର ମନ୍ଦିର ହବୋ ପାଇଁ ବୃଦ୍ଧି କରାଉଛନ୍ତି।
21 no qual todo o edifício é ajustado e cresce para tornar-se um santuário santo no Senhor.
22 ଯୀଶୁ ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭମାନେେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠା ରେ ଆତ୍ମାଙ୍କ ମାଧ୍ଯମ ରେ ପରମେଶ୍ବର ବାସ କରନ୍ତି।
22 Nele vocês também estão sendo juntamente edificados, para se tornarem morada de Deus por seu Espírito.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Efésios 2, comparar traduções ou montar um estudo — tudo direto pelo WhatsApp.