Efésios 4
Oriya Bible (GL_ORIYA) vs NVI
1 ମୁଁ ପ୍ରଭୁଙ୍କର ହାଇେ ଥିବାରୁ କାରାଗାର ରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ବର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ବରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭମାନେେ ସହେିଭଳି ଜୀବନଯାପନ କର।
1 Como prisioneiro no Senhor, rogo-lhes que vivam de maneira digna da vocação que receberam.
2 ସବୁବେଳେ ନମ୍ର, ଭଦ୍ର, ର୍ଧୈୟ୍ଯବାନ ହୁଅ। ପରସ୍ପରକୁ ପ୍ ରମେ ରେ ଗ୍ରହଣ କର।
2 Sejam completamente humildes e dóceis, e sejam pacientes, suportando uns aos outros com amor.
3 ତୁମ୍ଭେ ସମସ୍ତେ ପବିତ୍ର ଆତ୍ମାଙ୍କ ଦ୍ବାରା ଶାନ୍ତିର ବନ୍ଧନ ରେ ଏକତ୍ର ହାଇେ ରୁହ। ଏହିଭଳି ରହିବା ପାଇଁ ପାରୁ ପର୍ୟ୍ଯନ୍ତ ଚେଷ୍ଟା କର। ଆତ୍ମାଦତ୍ତ ଶାନ୍ତି ତୁମ୍ଭକୁ ବାନ୍ଧି ରଖୁ।
3 Façam todo o esforço para conservar a unidade do Espírito pelo vínculo da paz.
4 ଶରୀର ଏକ, ପବିତ୍ର ଆତ୍ମା ମଧ୍ଯ ଏକ। ପରମେଶ୍ବର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡ଼ାକି ଥିଲେ।
4 Há um só corpo e um só Espírito, assim como a esperança para a qual vocês foram chamados é uma só;
5 ପ୍ରଭୁ ଏକ, ବିଶ୍ବାସ ଏକ ଓ ବାପ୍ତିସ୍ମ ମଧ୍ଯ ଏକ।
5 há um só Senhor, uma só fé, um só batismo,
6 ପରମେଶ୍ବର ଜଣେ ଓ ସେ ହେଉଛନ୍ତି ପ୍ରେତ୍ୟକକ ବିଷୟର ପିତା। ସେ ସମସ୍ତଙ୍କୁ ଶାସନ କରନ୍ତି, ଓ ସମସ୍ତଙ୍କର ସ୍ବାମୀ ଅଟନ୍ତି। ସେ ସବୁଠା ରେ ଓ ସମସ୍ତଙ୍କ ଅନ୍ତର ରେ ଅଛନ୍ତି।
6 um só Deus e Pai de todos, que é sobre todos, por meio de todos e em todos.
7 ଖ୍ରୀଷ୍ଟ ଆମ୍ଭ ପ୍ରେତ୍ୟକକଙ୍କୁ ଗୋଟିଏ ବିଶଷେ ଅନୁଗ୍ରହ ଦାନ ଦଇେଛନ୍ତି।
7 E a cada um de nós foi concedida a graça, conforme a medida repartida por Cristo.
8 ପ୍ରେତ୍ୟକକ ଲୋକ ଖ୍ରୀଷ୍ଟଙ୍କ ଇଚ୍ଛାନୁସା ରେ ସହେି ଦାନ ପାଇଛନ୍ତି। ଏଥି ନିମନ୍ତେ ଶାସ୍ତ୍ର କୁ ହେ :
8 Por isso é que foi dito: "Quando ele subiu em triunfo às alturas, levou cativo muitos prisioneiros, e deu dons aos homens".
9 ଉଚ୍ଚକୁ ଗଲେ କହିବାର ଅର୍ଥ ଯେ, ସେ ପ୍ରଥମେ ପୃଥିବୀର ନୀଚ୍ଚ ସ୍ଥାନକୁ ଆସିଥିଲେ।
9 ( Que significa "ele subiu", senão que também descera às profundezas da terra?
10 ଯେଉଁ ଖ୍ରୀଷ୍ଟ ନୀଚ୍ଚକୁ ଆସିଥିଲେ ସେ ହିଁ ଉଚ୍ଚକୁ ଗଲେ। ସେ ଉଚ୍ଚତମ ଆକାଶକୁ ଗଲେ ଯେପରି ସେ ନିଜକୁ ପୂର୍ଣ୍ଣ କରନ୍ତି।
10 Aquele que desceu é o mesmo que subiu acima de todos os céus, a fim de encher todas as coisas. )
11 ଏବଂ ସହେି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲେ ଅର୍ଥାତ୍ କେତକେ ଲୋକଙ୍କୁ ସେ ପ୍ ରରେିତ ହବୋ ପାଇଁ, କେତକଙ୍କେୁ ଭବିଷ୍ଯତ୍ବକ୍ତା ହବୋ ପାଇଁ, କେତକଙ୍କେୁ ସୁସମାଚାର କହିବା ପାଇଁ ଓ କେତକଙ୍କେୁ ପରମେଶ୍ବରଙ୍କ ଲୋକମାନଙ୍କର ଯତ୍ନ ନବୋ ପାଇଁ ଓ ଶିକ୍ଷା ଦବୋ ପାଇଁ।
11 E ele designou alguns para apóstolos, outros para profetas, outros para evangelistas, e outros para pastores e mestres,
12 ପରମେଶ୍ବରଙ୍କ ଲୋକମାନେ ତାଙ୍କର ସବୋ କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହବେେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସମାନଙ୍କେୁ ଦେଲେ। ଏହା ଦ୍ବାରା ଖ୍ରୀଷ୍ଟଙ୍କ ଶରୀରସ୍ବରୂପ ଆମ୍ଭମାନେେ ମଧ୍ଯ ଦୃଢ଼ ଓ ବଳବାନ ହବୋ।
12 com o fim de preparar os santos para a obra do ministério, para que o corpo de Cristo seja edificado,
13 ସମସ୍ତ ଲୋକେ ପରମେଶ୍ବରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ବାସ ଓ ସମାନ ଜ୍ଞାନ ସହିତ ଏକତ୍ର ହବୋ ପର୍ୟ୍ଯନ୍ତ ଏହି କାମ ଚାଲିଥିବା ନିତାନ୍ତ ଆବଶ୍ଯକ, ଯେପର୍ୟ୍ଯନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହାଇେଛୁ, ସେ ପର୍ୟ୍ଯନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହବୋକୁ ପଡ଼ିବ।
13 até que todos alcancemos a unidade da fé e do conhecimento do Filho de Deus, e cheguemos à maturidade, atingindo a medida da plenitude de Cristo.
14 ତା ହେଲେ ଆମ୍ଭେ ଆଉ ଶିଶୁ ହାଇେ ରହିବା ନାହିଁ। ସମୁଦ୍ର ରେ ଜାହାଜ ଲହରୀ ହତେୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରେତ୍ୟକକ ପ୍ରକାରର ନୂତନ ଉପଦେଶ ଦ୍ବାରା ଆମ୍ଭେ ଏଣତେଣେେ ଆଉ ଭାସି ୟିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନା ରେ ଛନ୍ଦନ୍ତି,
14 O propósito é que não sejamos mais como crianças, levados de um lado para outro pelas ondas, nem jogados para cá e para lá por todo vento de doutrina e pela astúcia e esperteza de homens que induzem ao erro.
15 ନା ! ଆମ୍ଭେ ପ୍ ରମେ ସହକା ରେ ସତ୍ଯ କହିବା। ଆମ୍ଭେ ପ୍ରେତ୍ୟକକ ବିଷୟ ରେ ଖ୍ରୀଷ୍ଟଙ୍କ ଭଳି ବୃଦ୍ଧିପ୍ରାପ୍ତ ହବୋ। ଖ୍ରୀଷ୍ଟ ଆମ୍ଭର ମସ୍ତକ ଓ ଆମ୍ଭେ ସମସ୍ତେ ତାହାଙ୍କର ଶରୀର।
15 Antes, seguindo a verdade em amor, cresçamos em tudo naquele que é a cabeça, Cristo.
16 ସମ୍ପୂର୍ଣ୍ଣ ଶରୀର ଯୀଶୁ ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଶରୀରର ପ୍ରେତ୍ୟକକ ଅଙ୍ଗ ଏକାଠି ୟୋଡ଼ି ହାଇେ ରହିଛନ୍ତି। ପ୍ରେତ୍ୟକକ ଅଙ୍ଗ ନିଜ ନିଜର କାର୍ୟ୍ଯ କରନ୍ତି। ଏହାଦ୍ବାରା ସମଗ୍ର ଶରୀର ପ୍ ରମେ ରେ ବୃଦ୍ଧି ପାଇ ଶକ୍ତିଶାଳୀ ହୁଏ।
16 Dele todo o corpo, ajustado e unido pelo auxílio de todas as juntas, cresce e edifica-se a si mesmo em amor, na medida em que cada parte realiza a sua função.
17 ପ୍ରଭୁଙ୍କ ନାମ ରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ବାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସମାନଙ୍କେ ବିଚାରର କିଛି ମୂଲ୍ଯ ନାହିଁ।
17 Assim, eu lhes digo, e no Senhor insisto, que não vivam mais como os gentios, que vivem na futilidade dos seus pensamentos.
18 ସମାନେେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସମାନେେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ବର ପ୍ରଦତ୍ତ ଜୀବନ ସମାନେେ ପାଇ ପାରିବେ ନାହିଁ।
18 Eles estão obscurecidos no entendimento e separados da vida de Deus por causa da ignorância em que estão, devido ao endurecimento dos seus corações.
19 ସମାନଙ୍କେର ଲଜ୍ଜା ନାହିଁ। ସମାନେେ ମନ୍ଦ କାର୍ୟ୍ଯ କରି ଜୀବନ ଯାପନ କରନ୍ତି। ସବୁ ପ୍ରକାରର ମନ୍ଦ କାମ ଅଧିକରୁ ଅଧିକ ରୂପେ କରିବାକୁ ସମାନଙ୍କେର ଇଚ୍ଛା।
19 Tendo perdido toda a sensibilidade, ele se entregaram à depravação, cometendo com avidez toda espécie de impureza.
20 କିନ୍ତୁ ତୁମ୍ଭମାନେେ ଖ୍ରୀଷ୍ଟଙ୍କ ବିଷୟ ରେ ଯାହା ଶିଖିଲ, ସଗେୁଡ଼ିକ ଏହି ମନ୍ଦ କାମଠାରୁ ଭିନ୍ନ।
20 Todavia, não foi assim que vocês aprenderam de Cristo.
21 ମୁଁ ଜାଣେ ତୁମ୍ଭମାନେେ ତାହାଙ୍କ ବିଷୟ ରେ ଶୁଣିଛ। ତୁମ୍ଭେ ତାଙ୍କଠା ରେ ଅଛ, ସେଥିପାଇଁ ତୁମ୍ଭକୁ ସତ୍ଯ ଶିକ୍ଷା ଦିଆଯାଇଛି। ସହେି ସତ୍ଯ ଯୀଶୁ ଖ୍ରୀଷ୍ଟଙ୍କଠା ରେ ଅଛି।
21 De fato, vocês ouviram falar dele, e nele foram ensinados de acordo com a verdade que está em Jesus.
22 ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ି ଦିଅ। କାରଣ ଲୋକମାନେ ମନ୍ଦକାର୍ୟ୍ଯ କରିବାକୁ ଭଲ ପାଇବାରୁ ତଦ୍ଦ୍ବାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳେ ରେ ପୁରୁଣାରୂପ ଦ୍ବାରା ମନ୍ଦ ଆହୁରି ହାଇଯୋଏ।
22 Quanto à antiga maneira de viver, vocês foram ensinados a despir-se do velho homem, que se corrompe por desejos enganosos,
23 ମାତ୍ର, ତୁମ୍ଭମାନଙ୍କୁ ହୃଦୟ ରେ ଓ ଭାବନା ରେ ନୂତନ ହବୋକୁ ପଡ଼ିବ।
23 a serem renovados no modo de pensar e
24 ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ଯକ୍ତି ସ୍ବରୂପ ହାଇେ ପରମେଶ୍ବରଙ୍କ ଭଳି ପ୍ରକୃତ ରେ ଭଲ ଓ ପବିତ୍ର ହବୋକୁ ପଡ଼ିବ।
24 a revestir-se do novo homem, criado para ser semelhante a Deus em justiça e em santidade provenientes da verdade.
25 ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ଯ କୁହ, ଯେ ହତେୁ ଆମ୍ଭେ ସମସ୍ତେ ଗୋଟିଏ ଦହରେ ଅଙ୍ଗପ୍ରତ୍ଯଙ୍ଗ ଅଟୁ।
25 Portanto, cada um de vocês deve abandonar a mentira e falar a verdade ao seu próximo, pois todos somos membros de um mesmo corpo.
26 ଯେତବେେଳେ ତୁମ୍ଭର କୋର୍ଧ ହୁଏ, ସେତବେେଳେ ଅତି କୋର୍ଧୀ ହାଇେ ପାପ କର ନାହିଁ।
26 "Quando vocês ficarem irados, não pequem". Apazigüem a sua ira antes que o sol se ponha,
27 ଦିନସାରା କୋରଧ କର ନାହିଁ। ତୁମ୍ଭକୁ ପରାସ୍ତ କରିବା ନିମନ୍ତେ ଶୟତାନକୁ ସୁଯୋଗ ଦିଅ ନାହିଁ।
27 e não dêem lugar ao diabo.
28 ଚୋର ଚୋରୀ କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମ ରେ ଲଗାଉ। ତା ହେଲେ ସେ ଗରୀବ ଲୋକମାନଙ୍କୁ କିଛି ସାହାୟ୍ଯ କରିପାରିବ।
28 O que furtava não furte mais; antes trabalhe, fazendo algo de útil com as mãos, para que tenha o que repartir com quem estiver em necessidade.
29 ଯେ ତବେଳେ ତୁମ୍ଭେ କଥାବାର୍ତ୍ତା କର, ସେତବେେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସମାନଙ୍କେୁ ଶକ୍ତିଶାଳୀ କରିବା ପାଇଁ ସାହାୟ୍ଯ କରିପାରୁଥିବ। ଏହାଦ୍ବାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସମାନଙ୍କେର ମଙ୍ଗଳ ହବେ।
29 Nenhuma palavra torpe saia da boca de vocês, mas apenas a que for útil para edificar os outros, conforme a necessidade, para que conceda graça aos que a ouvem.
30 ପବିତ୍ର ଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ବରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ ସମୟ ଉପସ୍ଥିତ ହେଲ ପରମେଶ୍ବର ତୁମ୍ଭକୁ ସ୍ବାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦଇେଅଛନ୍ତି।
30 Não entristeçam o Espírito Santo de Deus, com o qual vocês foram selados para o dia da redenção.
31 କବେେ ହେଲ କଟୁ ହୁଅ ନାହିଁ, ରାଗ ନାହିଁ କୋର୍ଧ କର ନାହିଁ, ଉତ୍ତଜେିତ ହୁଅ ନାହିଁ। କୋରଧ ରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦଲୋଭଳି କଥା କୁହ ନାହିଁ। କବେେ ହେଲ ମନ୍ଦ କାମ କର ନାହିଁ।
31 Livrem-se de toda amargura, indignação e ira, gritaria e calúnia, bem como de toda maldade.
32 ପରସ୍ପର ପ୍ରତି ଦୟାଭାବ ଓ ପ୍ ରମେ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠା ରେ ପରମେଶ୍ବର ତୁମ୍ଭମାନଙ୍କୁ କ୍ଷମା କଲେ, ସହେି ଭଳି ତୁମ୍ଭମାନେେ ପରସ୍ପରକୁ କ୍ଷମା ଦିଅ।
32 Sejam bondosos e compassivos uns para com os outros, perdoando-se mutuamente, assim como Deus perdoou vocês em Cristo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Efésios 4, comparar traduções ou montar um estudo — tudo direto pelo WhatsApp.