Efésios 5

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ତୁମ୍ଭମାନେେ ପରମେଶ୍ବରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ବରଙ୍କ ଭଳି ହବୋକୁ ଚେଷ୍ଟା କର।
1 Sede, pois, imitadores de Deus, como filhos amados;
2 ପ୍ ରମେପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ ରମେ କରିଛନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଅନ୍ୟମାନଙ୍କୁ ପ୍ ରମେ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ନିକଟରେ ମଧୁର-ସୁଗନ୍ଧି-ୟୁକ୍ତ ଭଟେି ଓ ପରମେଶ୍ବରଙ୍କ ବଳି ସ୍ବରୂପ ଅଟନ୍ତି।
2 e andai em amor, como também Cristo vos amou e se entregou a si mesmo por nós, em oferta e sacrifício a Deus, em cheiro suave.
3 ତୁମ୍ଭ ଭିତ ରେ କୌଣସି ୟୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପୟୁକ୍ତ ନୁହେଁ।
3 Mas a prostituição e toda impureza ou avareza nem ainda se nomeiem entre vós, como convém a santos;
4 ତୁମ୍ଭ ଭିତ ରେ କୌଣସି ମନ୍ଦ କଥା, ମୂର୍ଖତାପୂର୍ଣ୍ଣ କଥାବାର୍ତ୍ତା ବା ଅସତ୍ ପରିହାସ ଯେପରି ନ ହୁଏ। ଏଗୁଡ଼ିକ ତୁମ୍ଭ ପାଇଁ ଅନୁଚିତ। କିନ୍ତୁ ତୁମ୍ଭେ ପରମେଶ୍ବରଙ୍କୁ ସର୍ବଦା ଧନ୍ଯବାଦ ଦେଉଥିବା ଉଚିତ୍।
4 nem torpezas, nem parvoíces, nem chocarrices, que não convêm; mas, antes, ações de graças.
5 ଗୋଟିଏ ବିଷୟ ତୁମ୍ଭେ ନିଶ୍ଚିତ ଭାବରେ ଜାଣିଥାଅ ଯେ, ଯେଉଁ ଲୋକ ୟୌନ ପାପଗୁଡ଼ିକରେ ଲିପ୍ତ ରୁ ହେ, ମନ୍ଦ କର୍ମ କରେ ବା ଅତିଶୟ ଲୋଭ କରେ, ସେ ଲୋକ ପାଇଁ ପରମେଶ୍ବର ଓ ଖ୍ରୀଷ୍ଟଙ୍କ ରାଜ୍ଯ ରେ କୌଣସି ସ୍ଥାନ ନାହିଁ। କାରଣ ଯେଉଁ ଲୋକ ସର୍ବଦା ନିଜ ନିମନ୍ତେ କବଳେ ସମସ୍ତ ବିଷୟ ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରେ, ସେ ଭଣ୍ଡ ଦବେତାମାନଙ୍କର ପୂଜା କରେ।
5 Porque bem sabeis isto: que nenhum fornicador, ou impuro, ou avarento, o qual é idólatra, tem herança no Reino de Cristo e de Deus.
6 ମିଥ୍ଯାକଥା କହି କହେି ତୁମ୍ଭକୁ ପ୍ରତାରଣା ନ କରୁ। ଏ ବିଷୟ ରେ ସଚତନେ ରୁହ। ଯେଉଁମାନେ ଅବାଧ୍ଯ ହାଇେ ଏ ସମସ୍ତ ମନ୍ଦ କର୍ମ କରନ୍ତି, ସମାନଙ୍କେ ଉପରେ ପରମେଶ୍ବର କୋରଧାନ୍ବିତ ହୁଅନ୍ତି।
6 Ninguém vos engane com palavras vãs; porque por essas coisas vem a ira de Deus sobre os filhos da desobediência.
7 ଅତଏବ ତୁମ୍ଭେ ମଧ୍ଯ ଏଭଳି ମନ୍ଦ କର୍ମ ସହେି ଅବଜ୍ଞାକାରୀଙ୍କ ସହିତ କର ନାହିଁ।
7 Portanto, não sejais seus companheiros.
8 ଅତୀତ ରେ ତୁମ୍ଭେ ଅନ୍ଧକାର ରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠା ରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର।
8 Porque, noutro tempo, éreis trevas, mas, agora, sois luz no Senhor; andai como filhos da luz
9 ଆଲୋକ ପ୍ରେତ୍ୟକକ ପ୍ରକାରର ଉତ୍ତମ ଭାବ, ଉଚିତ ଜୀବନଯାପନ ଓ ସତ୍ଯ ଫଳ ଉତ୍ପନ୍ନ କରେ।
9 (porque o fruto do Espírito está em toda bondade, e justiça, e verdade),
10 କେଉଁ ବିଷୟଗୁଡ଼ିକ ଈଶ୍ବରଙ୍କ ସନ୍ତାଷେ ଜନ୍ମାଏ, ସଗେୁଡ଼ିକ ଶିଖିବାକୁ ଚେଷ୍ଟା କର। ଅନ୍ଧକାର ରେ ଲୋକେ ଯଭେଳି କାମ କରନ୍ତ, ସଗେୁଡ଼ିକୁ କର ନାହିଁ। ସଗେୁଡ଼ିକ କରିବା ଦ୍ବାରା କିଛି ଲାଭ ହୁଏ ନାହିଁ।
10 aprovando o que é agradável ao Senhor.
11 ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର।
11 E não comuniqueis com as obras infrutuosas das trevas, mas, antes, condenai-as.
12 ଅନ୍ଧକାର ରେ ଯେ ଲୋକେ ଯେଉଁ ଗୁପ୍ତ କର୍ମ ସବୁ କରନ୍ତି, ସଗେୁଡ଼ିକ କହିବା ପାଇଁ ମଧ୍ଯ ଲଜ୍ଜା ଲାଗେ।
12 Porque o que eles fazem em oculto, até dizê-lo é torpe.
13 କିନ୍ତୁ ଆଲୋକ ସମ୍ମୁଖ ରେ ଏଗୁଡ଼ିକୁ ରଖିଲେ, ଏସବୁ କର୍ମର ସମସ୍ତ ମନ୍ଦତା ସ୍ପଷ୍ଟ ଭାବେ ପ୍ରକାଶିତ ହୁଏ।
13 Mas todas essas coisas se manifestam, sendo condenadas pela luz, porque a luz tudo manifesta.
14 ଯାହା ସହଜ ରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ :
14 Pelo que diz: Desperta, ó tu que dormes, e levanta-te dentre os mortos, e Cristo te esclarecerá.
15 ଅତଏବ କିପରି ଜୀବନ କାଟୁଅଛ, ଏବିଷୟ ରେ ବିଶଷେ ସାବଧାନ ରୁହ। ନିର୍ ବୋଧ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ମାତ୍ର ଜ୍ଞାନୀ ଲୋକଙ୍କ ପରି ଜୀବନଯାପନ କର।
15 Portanto, vede prudentemente como andais, não como néscios, mas como sábios,
16 ଏହା ଅତ୍ଯନ୍ତ ମନ୍ଦ ସମୟ ହାଇେ ଥିବାରୁ, ଭଲ କାମ କରିବା ପାଇଁ ମିଳୁଥିବା କୌଣସି ସୁଯୋଗକୁ ଛାଡ଼ ନାହିଁ।
16 remindo o tempo, porquanto os dias são maus.
17 ଅତଏବ ମୂର୍ଖପରି ଜୀବନ ନ କାଟି ପରମେଶ୍ବର ତୁମ୍ଭଠାରୁ କ'ଣ ଚାହାଁନ୍ତି, ଏହା ଜାଣିବାକୁ ଚେଷ୍ଟା କର।
17 Pelo que não sejais insensatos, mas entendei qual seja a vontade do Senhor.
18 ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସଂପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମା ରେ ପରିପୂର୍ଣ୍ଣ ହୁଅ।
18 E não vos embriagueis com vinho, em que há contenda, mas enchei-vos do Espírito,
19 ସ୍ତୁତି, ଭଜନ, ଆଧ୍ଯାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ତୁମ୍ଭମାନେେ ଆପଣାର ସଂପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ।
19 falando entre vós com salmos, e hinos, e cânticos espirituais, cantando e salmodiando ao Senhor no vosso coração,
20 ପ୍ରେତ୍ୟକକ କଥା ପାଇଁ ପରମପିତା ପରମେଶ୍ବରଙ୍କୁ ସର୍ବଦା ଧନ୍ଯବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ପରମେଶ୍ବରଙ୍କୁ ଧନ୍ଯବାଦ ଅର୍ପଣ କର।
20 dando sempre graças por tudo a nosso Deus e Pai, em nome de nosso Senhor Jesus Cristo,
21 ପରସ୍ପର ପ୍ରତି ବାଧ୍ଯ ହବୋ ପାଇଁ ଇଚ୍ଛୁକ ହୁଅ। ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ସମ୍ମାନ କରୁଥିବାରୁ ଏହା କର।
21 sujeitando-vos uns aos outros no temor de Deus.
22 ହେ ପତ୍ନୀମାନେ ! ତୁମ୍ଭମାନେେ ଯେପରି ପ୍ରଭୁଙ୍କ ପ୍ରତି ବଶୀଭୂତା ହାଇେଛ, ସପରେି ନିଜ ସ୍ବାମୀମାନଙ୍କର ବଶୀଭୂତା ହୁଅ।
22 Vós, mulheres, sujeitai-vos a vosso marido, como ao Senhor;
23 ଖ୍ରୀଷ୍ଟ ଯେପରି ମଣ୍ଡଳୀର282 ମସ୍ତକ, ସ୍ବାମୀ ସହେିପରି ସ୍ତ୍ରୀର ମସ୍ତକ। ଖ୍ରୀଷ୍ଟୀୟ ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର ଓ ସହେି ଶରୀରର ଉଦ୍ଧାରକର୍ତ୍ତା ହେଉଛନ୍ତି ଖ୍ରୀଷ୍ଟ।
23 porque o marido é a cabeça da mulher, como também Cristo é a cabeça da igreja, sendo ele próprio o salvador do corpo.
24 ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ ଅଟେ, ସହେିପରି ହେ ପତ୍ନୀମାନେ, ତୁମ୍ଭମାନେେ ପ୍ରେତ୍ୟକକ କଥା ରେ ନିଜ ପତିଙ୍କର ବଶୀଭୂତା ହବୋ ଉଚିତ୍।
24 De sorte que, assim como a igreja está sujeita a Cristo, assim também as mulheres sejam em tudo sujeitas a seu marido.
25 ହେ ପତିଗଣ ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ ରମେ କରି ତା' ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭମାନେେ ମଧ୍ଯ ସହେିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ ରମେ କର।
25 Vós, maridos, amai vossa mulher, como também Cristo amou a igreja e a si mesmo se entregou por ela,
26 ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ଯୁ ବରଣ କରିଥିଲେ। ଯେପରି ସୁସାମାଚାରର ବାକ୍ଯ ଓ ଜଳ ଦ୍ବାରା ଧେ ୗତ କରି ସଫା କରିବା ପରେ ସେ ପରମେଶ୍ବରଙ୍କ କାର୍ୟ୍ଯ ମାଧ୍ଯମ ରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରିପାରନ୍ତି।
26 para a santificar, purificando-a com a lavagem da água, pela palavra,
27 ଯେପରି ସମ୍ପୂର୍ଣ୍ଣ ମହିମା(ସୌନ୍ଦର୍ୟ୍ଯ)ର ସହିତ ମଣ୍ଡଳୀକୁ ନିଜଠା ରେ ତାହାଙ୍କ କନ୍ଯା ରୂପେ ଉପସ୍ଥାପିତ କରାଇପାରନ୍ତି, ଏଥିନିମନ୍ତେ ଖ୍ରୀଷ୍ଟ ମୃତ୍ଯୁ ଭୋଗ କଲେ। ମଣ୍ଡଳୀ ମଧିଅରେ ଯେପରି କୌଣସି ମନ୍ଦ କର୍ମ, ପାପ କି ଭୁଲ କାର୍ୟ୍ଯ ଦଖାେ ନ ଯାଏ, ମାତ୍ର ତହା ପବିତ୍ର, ନିଖୁଣ ଓ ନିନ୍ଦାଶୂନ୍ଯ ହାଇପୋ ରେ, ଏଥିପାଇଁ ସେ ଆପଣାର ପ୍ରାଣ ଦେଲେ।
27 para a apresentar a si mesmo igreja gloriosa, sem mácula, nem ruga, nem coisa semelhante, mas santa e irrepreensível.
28 ଠିକ୍ ସହେିଭଳି ପତିମାନେ ନିଜ-ନିଜ ପତ୍ନୀଙ୍କୁ ପ୍ ରମେ କରିବା କଥା। ନିଜ ଶରୀରକୁ ପ୍ ରମେ କରିଲା ଭଳି ପ୍ ରମେ କରିବା କଥା। ଯେଉଁ ଲୋକ ନିଜ ପତ୍ନୀକୁ ପ୍ ରମେ କରେ, ସେ ନିଜ ଶରୀରକୁ ପ୍ ରମେ କରେ।
28 Assim devem os maridos amar a sua própria mulher como a seu próprio corpo. Quem ama a sua mulher ama-se a si mesmo.
29 କୌଣସି ଲୋକ ନିଜ ଶରୀରକୁ କବେେ ହେଲେ ଘୃଣା କରେ ନାହିଁ। ପ୍ରେତ୍ୟକକ ଲୋକ ନିଜର ଶରୀର ପାଇଁ ଖାଦ୍ୟ ଖାଏ ଓ ଶରୀରର ଯତ୍ନ ନିଏ। ଠିକ୍ ଏହି କଥା ଖ୍ରୀଷ୍ଟ ମଣ୍ଡଳୀ ପାଇଁ ମଧ୍ଯ କରନ୍ତି।
29 Porque nunca ninguém aborreceu a sua própria carne; antes, a alimenta e sustenta, como também o Senhor à igreja;
30 କାରଣ ଆମ୍ଭେ ହେଉଛୁ ତାହାଙ୍କ ଶରୀରର ଅଂଶ।
30 porque somos membros do seu corpo.
31 ଶାସ୍ତ୍ର କୁ ହେ : ଅତଏବ ଜଣେ ମନୁଷ୍ଯ ନିଜ ପିତା ଓ ମାତାକୁ ଛାଡ଼ି ତା ପତ୍ନୀ ସହିତ ସଂଲଗ୍ନ ହୁଏ। ଓ ସେ ଦୁଇଜଣ ଏକ ହାଇେ ଯାଆନ୍ତି।283
31 Por isso, deixará o homem seu pai e sua mãe e se unirá à sua mulher; e serão dois numa carne.
32 ଏହି ସତ୍ଯଟି ଅତି ମହତ୍ବପୂର୍ଣ୍ଣ। ଖ୍ରୀଷ୍ଟ ଓ ମଣ୍ଡଳୀ ବିଷୟ ରେ ମୁଁ ଏହା କହୁଅଛି।
32 Grande é este mistério; digo-o, porém, a respeito de Cristo e da igreja.
33 ଯାହା ହେଉନା କାହିଁକି, ତୁମ୍ଭ ଭିତରୁ ପ୍ରେତ୍ୟକକ ଜଣ ନିଜକୁ ଭଲ ପାଇଲା ଭଳି ନିଜ ପତ୍ନୀକୁ ଭଲ ପାଇବା ଉଚିତ ଓ ପ୍ରେତ୍ୟକକ ପତ୍ନୀ ନିଜର ପତିକୁ ସମ୍ମାନ କରିବା ଉଚିତ।
33 Assim também vós, cada um em particular ame a sua própria mulher como a si mesmo, e a mulher reverencie o marido.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Efésios 5, comparar traduções ou montar um estudo — tudo direto pelo WhatsApp.