Efésios 6

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ହେ ସନ୍ତାନଗଣ ! ପ୍ରଭୁଙ୍କ ଇଚ୍ଛାନୁସା ରେ ମାତା ପିତାଙ୍କ କଥାର ବାଧ୍ଯ ହୁଅ। କାରଣ ଏହି ପ୍ରକାର କରିବା ତୁମ୍ଭମାନଙ୍କର ଉଚିତ୍।
1 Filhos, obedeçam a seus pais no Senhor, pois isto é justo.
2 କାରଣ ଦଶ ଆଜ୍ଞା ମଧ୍ଯରୁ ଗୋଟିଏ ଆଜ୍ଞା ହେଉଛି, ତୁମ୍ଭେ ଆପଣା ପିତାମାତାଙ୍କୁ ସମ୍ମାନ କର।'284 ଏହି ଆଜ୍ଞାଟି ସହିତ ଏକ ପ୍ରତିଜ୍ଞା ମଧ୍ଯ ସଂୟୁକ୍ତ।
2 “Honre o seu pai e a sua mãe”, que é o primeiro mandamento com promessa,
3 ପ୍ରତିଜ୍ଞାଟି ଏହି : ଏହା କଲେ ତୁମ୍ଭେ ପୃଥିବୀ ରେ ଦୀର୍ଘ ଜୀବନ ପାଇବ ଓ ବହୁ ମଙ୍ଗଳ ଦାନ ଲାଭ କରିବ।'285
3 “para que tudo corra bem com você, e você tenha uma longa vida sobre a terra”.
4 ହେ ପିତାମାନେ ! ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ରଗାଅ ନାହିଁ। କିନ୍ତୁ ପ୍ରଭୁଙ୍କ ବିଷୟକ ଉପଦେଶ ଓ ଶିକ୍ଷା ଦଇେ ସମାନଙ୍କେୁ ପ୍ରତିପାଳନ କର।
4 E vocês, pais, não provoquem os seus filhos à ira, mas tratem de criá-los na disciplina e na admoestação do Senhor.
5 ହେ ଦାସମାନେ ! ପୃଥିବୀ ରେ ତୁମ୍ଭ ମାଲିକମାନଙ୍କର ଆଜ୍ଞା, ଭୟ ଓ ସମ୍ମାନ ସହିତ, ନିଷ୍ଠାପୂର୍ଣ୍ଣ ହୃଦୟ ରେ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କ ଆଜ୍ଞା ପାଳନ କଲା ଭଳି ତୁମ୍ଭେ ଏହା କର।
5 Quanto a vocês, servos, obedeçam a seus senhores aqui na terra com temor e tremor, com sinceridade de coração, como a Cristo,
6 ମାଲିକ ଉପସ୍ଥିତ ଥିଲା ବେଳେ ତୁମ୍ଭେ ସମାନଙ୍କେୁ ଖୁସି କରିବା ପାଇଁ କବଳେ ଆଜ୍ଞା ପାଳନ କଲେ ହବେ ନାହିଁ, ମାତ୍ର ତାହାଠାରୁ ଆହୁରି ଅଧିକ କାର୍ୟ୍ଯ ବିଶ୍ବସ୍ତ ଭାବରେ ସବୁ ସମୟରେ କରିବାକୁ ହବେ। ତୁମ୍ଭେ ଯେପରି ଖ୍ରୀଷ୍ଟଙ୍କର ବାଧ୍ଯ ହାଇେଛ, ଠିକ୍ ସହେିପରି ନିଜ ମାଲିକମାନଙ୍କର ମଧ୍ଯ ବାଧ୍ଯ ହବେ। ସମ୍ପୂର୍ଣ୍ଣ ହୃଦୟର ସହିତ ଯାହା ପରମେଶ୍ବର ଚାହାଁନ୍ତି, ତୁମ୍ଭେ ତାହା କରିବ।
6 não servindo apenas quando estão sendo vigiados, somente para agradar pessoas, mas como servos de Cristo, fazendo de coração a vontade de Deus.
7 ତୁମ୍ଭର ସମସ୍ତ କର୍ତ୍ତବ୍ଯକୁ ଖୁସି ମନ ରେ କର ଓ ଏପରି ଭାବରେ କାର୍ୟ୍ଯ କର ଯେପରି ତୁମ୍ଭମାନେେ କବଳେ ମଣିଷମାନଙ୍କର ନୁହେଁ ବରଂ ପ୍ରଭୁଙ୍କ ସବୋ ମଧ୍ଯ କରୁଛ।
7 Sirvam de boa vontade, como se estivessem trabalhando para o Senhor e não para pessoas,
8 ମନରେଖ, ପ୍ରେତ୍ୟକକ ବ୍ଯକ୍ତିଙ୍କୁ ସମସ୍ତ ଉତ୍ତମ କାର୍ୟ୍ଯ କରିଥିବା ହତେୁ ପରମେଶ୍ବର ପୁରସ୍କାର ଦବେେ। ଦାସ ହେଉ କି ସ୍ବାଧୀନ ହେଉ, ପ୍ରେତ୍ୟକକ ବ୍ଯକ୍ତି ନିଜର ଉତ୍ତମ କାର୍ୟ୍ଯ ନିମନ୍ତେ ପୁରସ୍କୃତ ହବେ।
8 sabendo que cada um, se fizer alguma coisa boa, receberá isso outra vez do Senhor, seja servo, seja livre.
9 ହେ ମାଲିକଗଣ ! ଠିକ୍ ସହେି ଭଳି ତୁମ୍ଭର ଦାସମାନଙ୍କୁ ଉତ୍ତମ ବ୍ଯବହାର କର। ତାହାଙ୍କୁ ଧମକ ଦଇେ ଭୟଭୀତ କଲା ଭଳି କଥା କୁହ ନାହିଁ। ତୁମ୍ଭେ ଜାଣ ଯେ, ତୁମ୍ଭର ଓ ତାହାଙ୍କର ସହେି ସମାନ ମାଳିକ ଯେ କି ସ୍ବର୍ଗ ରେ ଅଛନ୍ତି। ସହେି ମାଲିକ (ପରମେଶ୍ବର) କୌଣସି ପକ୍ଷପାତ ବିଚାର କରନ୍ତି ନାହିଁ।
9 E vocês, senhores, façam o mesmo com os servos, deixando as ameaças, sabendo que o Senhor, tanto deles como de vocês, está nos céus, e que ele não trata as pessoas com parcialidade.
10 ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁ ହେ, ପ୍ରଭୁଙ୍କଠା ରେ ଓ ତାହାଙ୍କର ମହାନ ଶକ୍ତି ରେ ବଳବାନ ହୁଅ।
10 Quanto ao mais, sejam fortalecidos no Senhor e na força do seu poder.
11 ପରମେଶ୍ବରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ବାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧ ରେ ସଂଘର୍ଷ କରି ପାରିବ।
11 Vistam-se com toda a armadura de Deus, para poderem ficar firmes contra as ciladas do diabo.
12 ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ଯମାନଙ୍କ ବିରୁଦ୍ଧ ରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧ ରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧ ରେ ଆମ୍ଭେ ସଂଘର୍ଷ କରୁଛୁ।
12 Porque a nossa luta não é contra o sangue e a carne, mas contra os principados e as potestades, contra os dominadores deste mundo tenebroso, contra as forças espirituais do mal, nas regiões celestiais.
13 ସେଥିପାଇଁ ପରମେଶ୍ବରଙ୍କର ସମ୍ପୂର୍ଣ୍ଣ ୟୁଦ୍ଧସାଜ ତୁମ୍ଭମାନେେ ପିନ୍ଧିବା ଆବଶ୍ଯକ ଅଟେ। ତବେେ ଯାଇ ମନ୍ଦଶକ୍ତିର ରାଜତ୍ବ ବଳେ ରେ ତୁମ୍ଭେ ଦୃଢ଼ତା ସହକା ରେ ପ୍ରତି ରୋଧ କରି ଅଟଳ ହାଇେ ରହିପାରିବ। ପ୍ରତିରୋଧ କରିସାରିଲା ପରେ ମଧ୍ଯ ତୁମ୍ଭେ ଅଟଳ ହାଇେ ରହିବ।
13 Por isso, peguem toda a armadura de Deus, para que vocês possam resistir no dia mau e, depois de terem vencido tudo, permanecer inabaláveis.
14 ଅତଏବ, ଅଣ୍ଟା ରେ ସତ୍ଯର କଟିବନ୍ଧ ବାନ୍ଧି, ବକ୍ଷ ରେ ଧାର୍ମିକ ଜୀବନର ସୁରକ୍ଷାୟୁକ୍ତ ବୁକୁପଟା ପିନ୍ଧ।
14 Portanto, fiquem firmes, cingindo-se com a verdade e vestindo a couraça da justiça.
15 ଯେପରି ତୁମ୍ଭେ ଅଟଳ ଭାବରେ ଠିଆ ହାଇେ ରୁହ, ଏଥିପାଇଁ, ପାଦ ରେ ଶାନ୍ତି ଦାୟକ ସୁସମାଚାରର ଜୋତା ପିନ୍ଧ।
15 Tenham os pés calçados com a preparação do evangelho da paz,
16 ଏହା ସହିତ ବିଶ୍ବାସର ଢ଼ାଲ ମଧ୍ଯ ବ୍ଯବହାର କର। ତାହାଦ୍ବାରା ତୁମ୍ଭେ ଶୟତାନର ସମସ୍ତ ଜ୍ବଳନ୍ତ ତୀରଗୁଡ଼ିକୁ ଅଟକାଇ ପାରିବ।
16 segurando sempre o escudo da fé, com o qual poderão apagar todos os dardos inflamados do Maligno.
17 ପରମେଶ୍ବର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ର ଆତ୍ମାଙ୍କ ଖଡ୍ଗ ଗ୍ରହଣ କର, ସହେି ଖଡ୍ଗ ହେଉଛି ପରମେଶ୍ବରଙ୍କ ଉପଦେଶ।
17 Usem também o capacete da salvação e a espada do Espírito, que é a palavra de Deus.
18 ଆତ୍ମାଙ୍କ ସାହାୟ୍ଯ ରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ବରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।
18 Orem em todo tempo no Espírito, com todo tipo de oração e súplica, e para isto vigiem com toda perseverança e súplica por todos os santos.
19 ମାେ ପାଇଁ ମଧ୍ଯ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହାଇେ, ସୁସମାଚାରର ନିଗୂଢ଼ ସତ୍ଯ ପ୍ରକାଶ କରିପା ରେ, ସେଥିନିମନ୍ତେ ପରମେଶ୍ବର ମାେତେ ତାହାଙ୍କର ବାକ୍ଯ ପ୍ରଦାନ କଲେ।
19 E orem também por mim, para que, no abrir da minha boca, me seja dada a palavra, para com ousadia tornar conhecido o mistério do evangelho,
20 ମାରେକାମ ହେଉଛି, ସୁସମାଚାର ନିମନ୍ତେ କହିବା। ଏବେ ମୁଁ ତାହା ଏହି ବନ୍ଦୀ ଘ ରେ ମଧ୍ଯ କରୁଅଛି। ମାେ ପାଇଁ ପ୍ରାର୍ଥନା କର ଯେ, ଯେପରିକି ମୁଁ ଯେତବେେଳେ ସୁସମାଚାର ପ୍ରଚାର କରେ, ସେତବେେଳେ ସମ୍ପୂର୍ଣ୍ଣ ନିର୍ଭୟତାର ସହ ତାହା କରିପା ରେ।
20 pelo qual sou embaixador em cadeias, para que, em Cristo, eu seja ousado para falar, como me cumpre fazer.
21 ମୁଁ ତୁମ୍ଭ ପାଖକୁ ଆମ୍ଭର ପ୍ରିୟ ଭାଇ ତୁଖିକଙ୍କୁ ପଠାଉଛି। ସେ ପ୍ରଭୁଙ୍କ କାମ ରେ ଜଣେ ବିଶ୍ବସ୍ତ ସବେକ। ମାେ ସହିତ ଯାହା ଘଟୁଛି, ସେ ସମସ୍ତ ବିଷୟ ସେ ତୁମ୍ଭକୁ କହିବେ। ତା ହେଲେ ତୁମ୍ଭେ ଜାଣି ପାରିବ ଯେ ମୁଁ କିପରି ଅଛି ଓ କ'ଣ କରୁଛି।
21 E, para que saibam como estou e o que estou fazendo, Tíquico, o irmão amado e fiel ministro do Senhor, lhes dará todas as informações.
22 ସେଥିପାଇଁ ମୁଁ ତାଙ୍କୁ ତୁମ୍ଭ ପାଖକୁ ପଠାଉଛି। ଆମ୍ଭେ କିପରି ଅଛୁ, ତାହା ତୁମ୍ଭମାନେେ ଜାଣିବା କଥା। ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିବା ଉଦ୍ଦେଶ୍ଯ ରେ ମୁଁ ତାହାଙ୍କୁ ପଠାଉଛି।
22 Eu o estou enviando a vocês com esta finalidade: para que conheçam a nossa situação e para que ele console o coração de vocês.
23 ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପିତା ପରମେଶ୍ବରଙ୍କ ଦ୍ବାରା ଭାଇ ଓ ଭଉଣୀମାନଙ୍କୁ ଶାନ୍ତି, ପ୍ ରମେ ଓ ବିଶ୍ବାସ ପ୍ରାପ୍ତ ହେଉ।
23 Paz seja com os irmãos e amor com fé, da parte de Deus Pai e do Senhor Jesus Cristo.
24 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠା ରେ ଅଶଷେ ପ୍ ରମେ ଭାବ ରଖିଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ଅନୁଗ୍ରହ ହେଉ।
24 A graça esteja com todos os que amam sinceramente o nosso Senhor Jesus Cristo.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Efésios 6, comparar traduções ou montar um estudo — tudo direto pelo WhatsApp.