Ester 1
Oriya Bible (GL_ORIYA) vs VC
1 ଅକ୍ଷଶ୍ବରେଶ ରାଜାଙ୍କ ସମୟରେ ଏପରି ଘଟିଥିଲା ଯେ ସେ ହିନ୍ଦୁସ୍ଥାନରୁ କୁଶଦେଶ ପର୍ୟ୍ଯନ୍ତ 127 ପ୍ରଦେଶ ଉପରେ ରାଜତ୍ବ କଲେ।
1 No tempo de Assuero, que reinava desde a Índia até a Etiópia sobre cento e vinte e sete províncias,
2 ଏହି ଅକ୍ଷଶ୍ବରେଶ ରାଜା ଶୂଶନ୍ ରାଜଧାନୀ ରେ ନିଜର ରାଜ ସିଂହାସନ ରେ ଉପବିଷ୍ଟ ହବୋପରେ,
2 naqueles dias em que ele ocupava o trono real de Susa, sua capital,
3 ଆପଣା ଅଧିକାରର ତୃତୀୟ ବର୍ଷ ରେ ଆପଣାର ସବୁ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲେ। ତହିଁରେ ପାରସ୍ଯ ଓ ମାଦିଯା ଦେଶର ବିକ୍ରମି ଲୋକମାନେ ଏବଂ କୂଳୀନ ଓ ପ୍ରଦଶାଧେିପତିମାନେ ତାଙ୍କର ସାକ୍ଷାତ ରେ ଉପସ୍ଥିତ ହେଲେ।
3 no terceiro ano de seu reinado, deu um banquete a todos os cortesãos e a seus servos. Tinha reunido em sua presença os chefes do exército dos persas e dos medos, os príncipes e os governadores das províncias,
4 ସେ ଆପଣା ପ୍ରତାପାନ୍ବିତ ରାଜ୍ଯର ଧନ ଓ ଆପଣା ମହତ୍ତ୍ବର ଶାେଭାର ଉତ୍କୃଷ୍ଟତା ଅନକେ ଦିନ, ଅର୍ଥାତ୍ 180 ଦିନ ପର୍ୟ୍ଯନ୍ତ ପ୍ରଦର୍ଶନ କଲା।
4 para fazer manifestação da riqueza e do esplendor de seu reino, da rara magnificência de sua grandeza, durante um tempo considerável, a saber, cento e oitenta dias.
5 ତେଣୁ ଏସବୁ ଦିନ ପରେ ରାଜା ସମସ୍ତ ଲୋକମାନଙ୍କୁ ଏକ ଭୋଜି ଦେଲେ, ମାନ୍ଯଗଣ ଓ ସାଧାରଣ ଲୋକ ଯେଉଁମାନେ ରାଜଧାନୀ ଶୂଶନ ରେ ଉପସ୍ଥିତ ଥିଲେ। ରାଜପୁରୀସ୍ଥ ଉଦ୍ୟାନ ରେ ସାତଦିନ ପର୍ୟ୍ଯନ୍ତ ଭୋଜି ଗ୍ଭଲିଲା।
5 Passado esse tempo, o rei ofereceu a toda a população de Susa, a capital, desde o maior até o menor, um banquete de sete dias no pátio do jardim, junto ao palácio.
6 ସଠାେରେ ଧଳା ଓ ନୀଳ କାର୍ପାସ ପରଦା ଥିଲା। ସହେି ପରଦାଗୁଡିକ ନାଇଲନ୍ ରେ ତିଆରି ରଜ୍ଜୁ ଓ ବାଇଗଣ ରଂଗର ରେ ୗପ୍ୟମଯ କଡା ରେ ମାର୍ବଲ ସ୍ତମ୍ଭ ରେ ବନ୍ଧା ଥିଲା। ଏବଂ ଚଟାଣ ଉପରେ ମଧ୍ଯ ଯାହାକି ବିଭିନ୍ନ ପ୍ରକାର ରଂଗିନ୍ ସ୍ପଟିକ, ଶାମୁକା, ମୁକ୍ତା ଓ ମାର୍ବଲ ପଥର ରେ ନିର୍ମିତ ହାଇେଥିଲା। ସଠାେରେ ସୁବର୍ଣ୍ଣର ଓ ରୂପାର ଆସନ ଥିଲା।
6 Cortinas brancas de algodão e de púrpura violeta, presas por cordões brancos e purpúreos a anéis de prata e a colunas de mármore; leitos de ouro e prata sobre um pavimento de pórfiro, de mármore branco, de nácar e pedra preta;
7 ସମାନେେ ନାନାପ୍ରକାର ସୁବର୍ଣ୍ଣପାତ୍ର ରେ ପାନଦ୍ରବ୍ଯ ଓ ରାଜାର ବଦାନ୍ଯତାନୁସା ରେ ପ୍ରଚୁର ରାଜକୀଯ ଦ୍ରାକ୍ଷାରସ ଦେଲେ।
7 bebida servida em copos de ouro de variadas formas; o vinho real em abundância oferecido pela liberalidade do rei.
8 ଦ୍ରାକ୍ଷାରସ ନିଯମ ଅନୁସାରେ ଥିଲା। କାହାରିକୁ ମଧ୍ଯ କରାଗଲା ନାହିଁ।
8 Bebia-se sem ser importunado por ninguém, segundo uma ordem do rei, porque ele tinha recomendado a todos os chefes de sua casa que deixassem cada um proceder como lhe agradasse.
9 ବଷ୍ଟୀ ରାଣୀ ଅକ୍ଷଶ୍ବରେଶର ରାଜଗୃହ ରେ ସ୍ତ୍ରୀମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲା।
9 Por sua parte, a rainha Vasti ofereceu o banquete das mulheres no palácio do rei Assuero.
10 ସପ୍ତମ ଦିନ ରେ ଯେତବେେଳେ ରାଜା ଦ୍ରାକ୍ଷାରସ ଯୋଗୁଁ ଅତ୍ଯଧିକ ମାତାଲ ହେଲେ, ସେ ମହୂମନ୍, ବିସ୍ଥା ହର୍ବୋଣା, ବିଗଥା, ଅବଗଥ, ସେଥର ଓ କର୍କସଙ୍କୁ ଆଦେଶ ଦେଲେ। ଏହି ସାତଜଣ ନଫୁସକ ଯେଉଁମାନେ ରାଜା ଅକ୍ଷଶ୍ବରେଶଙ୍କ ସବୋ କଲେ।
10 No sétimo dia, o rei cujo coração estava alegre pelo vinho, ordenou a Mauman, Bazata, Harbona, Bagata, Abgata, Zetar e Carcar - os sete eunucos a serviço, junto de Assuero -
11 ଲୋକମାନଙ୍କୁ ଓ ରାଜପୁତ୍ରମାନଙ୍କୁ ତାଙ୍କର ସୌନ୍ଦର୍ୟ୍ଯ ଦଖାଇବୋ ପାଇଁ, ରାଣୀ ବଷ୍ଟୀଙ୍କୁ ରାଜମୁକୁଟ ପିନ୍ଧାଇ ରାଜାଙ୍କ ଆଗକୁ ଆଣ। ଯେ ହତେୁ ସେ ପରମ ସୁନ୍ଦରୀ ଥିଲା।
11 que trouxessem à sua presença a rainha Vasti com o diadema real, para mostrar ao povo e aos grandes toda a sua beleza, porque era formosa de aspecto.
12 ମାତ୍ର ବାଷ୍ଟୀରାଣୀ ନଫୁସକମାନଙ୍କ ଦ୍ବାରା ରାଜାର କଥିତ ଆଜ୍ଞା ରେ ଆସିବାକୁ ରାଜି ହେଲା ନାହିଁ। ଏମୁ ରାଜା ଅତିଶଯ କୋରଧ କଲେ ଓ ତାହାର ଅନ୍ତକରଣ ରେ କୋରଧାଗ୍ନି ପ୍ରଜ୍ବଳିତ ହେଲା।
12 Mas a rainha Vasti recusou sujeitar-se à ordem do rei transmitida pelos eunucos, com o que se irritou grandemente o rei, acendendo-se o seu furor.
13 ଏହାପରେ ରାଜା ଜ୍ଞାନୀଲୋକମାନଙ୍କୁ ପଚାରିଲେ, ଯେଉଁମାନେ ରାଜକୀଯ ବିଧି ଜାଣିଥିଲେ। କାରଣ ବିଗ୍ଭରକଗଣଙ୍କୁ ଓ ଆଇନଜ୍ଞମାନଙ୍କୁ ଏପରି ପଗ୍ଭରିବାର ରାଜାଙ୍କର ପ୍ରଥା ଥିଲା।
13 Consultou os sábios versados na ciência dos tempos. {Porque os assuntos reais eram tratados desse modo, com jurisconsultos,
14 ଏହି ସମୟରେ କର୍ଶନା, ଶେଥର, ଅଦ୍ମାଥା, ତର୍ଶାଶ, ମରେସ୍, ର୍ମସନୋ ଓ ମମୁଖନ୍ ରାଜାର ନିକଟବର୍ତ୍ତୀ ଥିଲେ। ଏହି ସାତ ଜଣ ପାରସ୍ଯ ଓ ମାଦିଯା ଦେଶର ଅଧିପତି, ଯେଉଁମାନେ ରାଜାଙ୍କର ନିକଟତମ ଓ ରାଜ୍ଯକୁ ଶାସନ କରୁଥିଲେ।
14 e os mais considerados eram Carsena, Setar, Admata, Tarsis, Mares, Marsena e Memucan, sete príncipes da Pérsia e da Média, que contemplavam a face do rei e ocupavam o primeiro lugar no reino.}
15 ରାଜା ସମାନଙ୍କେୁ ପଚାରିଲେ, ରାଣୀଙ୍କୁ ଆଇନ୍ ଅନୁୟାଯୀ କଣ କରାୟିବା ଉଚିତ୍, ଯେ ହତେୁ ସେ ରାଜା ଆଦେଶ ଅବଜ୍ଞା କରିଛନ୍ତି, ଯାହାକି ନଫୁସକମାନଙ୍କ ଦ୍ବାରା ଦିଆୟାଇଥିଲା?
15 Que lei, disse ele, se deve aplicar à rainha Vasti, por não ter obedecido a ordem que o rei Assuero lhe transmitiu pelos eunucos?
16 ଏଥି ରେ ରାଜାଙ୍କର ଓ ଅଧିପତି ଗଣର ସାକ୍ଷାତ ରେ ମମୁଖନ ଉତ୍ତର ଦଇେ କହିଲେ, ବଷ୍ଟୀରାଣୀ କବଳେ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ବରେଶ ରାଜାର ଅଧିନସ୍ଥ ପ୍ରଦେଶର ସମସ୍ତ ଅଧିପତି ଓ ସମସ୍ତ ଲୋକଙ୍କ ପ୍ରତି ଭୂଲ କର୍ମ କରୁଛନ୍ତି।
16 Não foi somente em relação ao rei, respondeu Memucan, que se comportou mal a rainha Vasti, mas também em relação a todos os príncipes e os povos das províncias do rei Assuero.
17 କାରଣ ରାଣୀର ଏହି କର୍ମର କଥା ସକଳ ସ୍ତ୍ରୀ ଲୋକଙ୍କ ମଧିଅରେ ବ୍ଯାପିୟିବ। 'ଏହା କହି ସ୍ତ୍ରୀମାନେ ସମାନଙ୍କେର ସ୍ବାମୀମାନଙ୍କୁ ଅବମାନନା କରିବେ।' ଆଉ ଅକ୍ଷଶ୍ବରେଶ ରାଜା ବଷ୍ଟୀରାଣୀକି ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲା ନାହିଁ।
17 Porque o proceder da rainha será conhecido de todas as mulheres e as incitará a desprezar seus maridos. Dirão: O rei Assuero tinha mandado trazer à sua presença a rainha Vasti, mas ela não quis vir.
18 ପାରସ୍ଯ ଓ ମାଦିଯାର ଉଚ୍ଚକୁଳୀନା ସ୍ତ୍ରୀଗଣ ରାଣୀର ଏହି କର୍ମର ସମାଗ୍ଭର ଆଜି ଶୁଣି ଅଛନ୍ତି, ସମାନେେ ରାଜାର ସମସ୍ତ ଅଧିପତିଙ୍କୁ ଏହିପରି କରିବେ। ତହିଁରୁ ଅତିଶଯ ନିନ୍ଦା ଓ କୋରଧ ଉତ୍ପନ୍ନ ହବେ।
18 Daqui em diante, as senhoras da Pérsia e da Média, sabendo da conduta da rainha, responderão do mesmo modo a todos os grandes do rei e disso resultará, por toda parte, desprezo e irritação.
19 ଏଥିପାଇଁ ଯଦି ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତବେେ ବଷ୍ଟୀ ଅକ୍ଷଶ୍ବରେଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ। ଏବଂ ଏହା ପାରସିକ ଓ ମାଦୀଯ ବ୍ଯବସ୍ଥା ମଧିଅରେ ଲିଖିତ ହେଉ, ଯାହା ପରିବର୍ତ୍ତନ କରାୟାଇ ପାରିବ ନାହିଁ। ପୁଣି ମହାରାଜା ତାଙ୍କର ରାଣୀପଦ ତାହାଠାରୁ ଉତ୍ତମା ଏକ ସ୍ତ୍ରୀକୁ ଦିଅନ୍ତୁ।
19 Se o rei achar bom, publique-se em seu nome um decreto real, que ficará consignado nas ordenações da Pérsia e da Média como irrevogável, em força do qual Vasti não apareça mais diante de Assuero e o rei confira o título de rainha a outra que seja mais digna.
20 ଆହୁରି ରାଜ୍ଯ ବୃହତ୍, ଏଣୁ ରାଜ୍ଯର ସବୁସ୍ଥାନ ରେ ଏହି ରାଜାଜ୍ଞା ପ୍ରକାଶିତ ହେଲା। ସ୍ବାମୀ ସାମାଜିକ କ୍ଷେତ୍ର ରେ କ୍ଷୁତ୍ର ହେଉ କି ମହାନ ହେଉ, ସମସ୍ତ ସ୍ତ୍ରୀମାନେ ନିଜନିଜ ସ୍ବାମୀମାନଙ୍କୁ ସମ୍ମାନ କରିବେ।
20 Quando o edito for conhecido na imensidade de seu reino, todas as mulheres respeitarão seus maridos, desde o maior até o mais humilde.
21 ଏହି କଥା ରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହବୋରୁ ରାଜା ମମୁଖନର ପରାମର୍ଶାନୁସା ରେ କର୍ମକଲା।
21 Esse parecer agradou ao rei e aos príncipes, de modo que o rei seguiu o conselho de Memucan.
22 ତେଣୁ ସେ ପ୍ରେତ୍ୟକକ ପ୍ରଦେଶ ରେ ଅକ୍ଷାରାନୁସା ରେ ଓ ପ୍ରେତ୍ୟକକ ଗୋ୍ଟୀର ଭାଷାନୁସା ରେ ରାଜାର ଅଧିନ ପ୍ରେତ୍ୟକକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲା, ପ୍ରେତ୍ୟକକ ପୁରୁଷ ନିଜନିଜ ଗୃହ ରେ କତ୍ତୁର୍ତ୍ବ କରୁ ଓ ସ୍ବ ଗୋଷ୍ଠୀଯ ଭାଷାନୁସା ରେ ତାହାର ପଗ୍ଭର କରୁ।
22 O rei expediu cartas para todas as províncias reais, a cada uma em sua escrita e a cada povo em sua língua própria: elas decretavam que todo homem devia ser o senhor em sua casa e fazer-se respeitar por sua mulher.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Ester 1, comparar traduções ou montar um estudo — tudo direto pelo WhatsApp.