Ester 5
Oriya Bible (GL_ORIYA) vs NVI
1 ତୃତୀୟ ଦିନ ଏଷ୍ଟର ରାଜକୀଯ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣ ରେ ରାଜଗୃହ ସମ୍ମୁଖ ରେ ଛିଡା ହେଲା। ସହେି ସମୟରେ ରାଜା ରାଜଗୃହ ରେ ଗୃହଦ୍ବାର ସମ୍ମୁଖ ରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ।
1 Três dias depois, Ester vestiu seus trajes de rainha e colocou-se no pátio interno do palácio, em frente ao salão do rei. O rei estava no trono, de frente para a entrada.
2 ତାପରେ ରାଜା, ରାଣୀ ଏଷ୍ଟର ପ୍ରାଙ୍ଗଣ ରେ ଠିଆ ହବୋର ଦେଖିଲେ। ଏବଂ ରାଜା ତାକୁ ଦେଖି ଖୁସି ହେଲେ, ତେଣୁ ସେ ତାଙ୍କ ହାତ ରେ ଥିବା ସୁବର୍ଣ୍ଣର ରାଜଦଣ୍ତ ରାଣୀ ଏଷ୍ଟର ଆଡକୁ ବଢାଇଲେ। ତେଣୁ ଏଷ୍ଟର ନିକଟକୁ ଆସିଲେ ଏବଂ ଆସି ରାଜଦଣ୍ତର ଅଗ୍ର ଭାଗ ଛୁଇଁଲେ।
2 Quando viu a rainha Ester ali no pátio, teve misericórdia dela e estendeu-lhe o cetro de ouro que tinha na mão. Ester aproximou-se e tocou a ponta do cetro.
3 ରାଜା ତାଙ୍କୁ ପଚାରିଲେ, ରାଣୀ ଏଷ୍ଟର, ମୁଁ ତୁମ୍ଭ ପାଇଁ କ'ଣ କରିପା ରେ? ତୁମ୍ଭର କଣ ପ୍ରାର୍ଥନା ଅଛି? ମାରେ ଅର୍ଦ୍ଧକେ ରାଜ୍ଯ ପର୍ୟ୍ଯନ୍ତ ହେଲେ ହେଁ ତାହା ତୁମ୍ଭକୁ ଦିଆୟିବା।
3 E o rei lhe perguntou: "Que há, rainha Ester? Qual é o seu pedido? Mesmo que seja a metade do reino, lhe será dado".
4 ଏଷ୍ଟର କହିଲା, ଯବେେ ମହାରାଜାଙ୍କ ଦୃଷ୍ଟି ରେ ଭଲ ଦିଶେ, ତବେେ ମୁଁ ଆପଣାଙ୍କ ପାଇଁ ଯେଉଁ ଭୋଜି ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସହେି ଭୋଜିକୁ ଆଗମନ କରନ୍ତୁ।
4 Respondeu Ester: "Se for do agrado do rei, venha com Hamã a um banquete que lhe preparei".
5 ଏହାପରେ ରାଜା କହିଲେ, ହାମନକୁ ଶୀଘ୍ର ଆଣ, ତାହାହେଲେ ଏଷ୍ଟର ଯାହା କହିଛନ୍ତି ଆମ୍ଭେ ତାହା କରିପାରିବୁ।
5 Disse o rei: "Tragam Hamã imediatamente, para que ele atenda ao pedido de Ester". Então o rei e Hamã foram ao banquete que Ester havia preparado.
6 ଏଥି ରେ ରାଜା ଭୋଜି ରେ ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ କହିଲା, ତୁମ୍ଭର କ'ଣ ନିବଦନେ ଅଛି? ତାହା ତୁମ୍ଭକୁ ଦିଆୟିବ। ତୁମ୍ଭର ପ୍ରାର୍ଥନା କ'ଣ ? ମାେ ଅର୍ଦ୍ଧକେ ରାଜ୍ଯ ପର୍ୟ୍ଯନ୍ତ ହେଲେ ହେଁ ତାହା ଦିଆୟିବ।
6 Enquanto bebiam vinho, o rei tornou a perguntar a Ester: "Qual é o seu pedido? Você será atendida. Qual o seu desejo? Mesmo que seja a metade do reino, lhe será concedido".
7 ତହିଁରେ ଏଷ୍ଟର କହିଲା, ମାରେ ନିବଦନେ ଓ ପ୍ରାର୍ଥନା ଏହି କି
7 E Ester respondeu: "Este é o meu pedido e o meu desejo:
8 ମୁଁ ଯବେେ ମାରେ ଇଚ୍ଛା ପୂରଣ କରିବା ପାଇଁ ମହାରାଜାଙ୍କ ଦୃଷ୍ଟି ରେ ଅନୁଗ୍ରହ ପାଇଅଛି, ଏବଂ ଏହା ଯବେେ ରାଜାଙ୍କୁ ଆନନ୍ଦ କରୁଥାଏ, ରାଜା ଓ ହାମନ ଆସନ୍ତାକାଲି ରାତ୍ରି ଭୋଜନକୁ ଆସନ୍ତୁ ଯାହା ମୁଁ ପ୍ରସ୍ତୁତ କରିବି। ସହେି ସମୟରେ ମୁଁ ରାଜାଙ୍କର ପ୍ରଶ୍ନର ଉତ୍ତର ଦବେି।
8 Se o rei tem consideração por mim, e se lhe agrada atender e conceder o meu pedido, que o rei e Hamã venham amanhã ao banquete que lhes prepararei. Então responderei à pergunta do rei".
9 ସଦେିନ ହାମନ୍ ଆନନ୍ଦିତ ହାଇେ ଗ୍ଭଲିଗଲା। ମାତ୍ର ହାମନ, ରାଜଦ୍ବାର ରେ ନିଜ ସମ୍ମୁଖ ରେ ମର୍ଦ୍ଦଖଯଙ୍କୁ ଉଠି ଠିଆ ନ ହବୋର କି ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖଯ ବିରୁଦ୍ଧ ରେ କୋରଧ ରେ ପରିପୂର୍ଣ୍ଣ ହେଲା।
9 Naquele dia Hamã saiu alegre e contente. Mas, ficou furioso quando viu que Mardoqueu, que estava junto à porta do palácio real, não se levantou nem mostrou respeito em sua presença.
10 ତଥାପି ହାମନ ନିଜର କୋରଧକୁ ନିଯନ୍ତ୍ରଣ କଲା ଏବଂ ଗୃହକୁ ଗଲା। ତାପରେ ଆପଣା ମିତ୍ରଗଣକୁ ଓ ଆପଣା ଭାର୍ୟ୍ଯା ସରେଶକୁ ଡକାଇ ଆଣିଲା।
10 Hamã, porém, controlou-se e foi para casa. Reunindo seus amigos e Zeres, sua mulher,
11 ଆଉ ହାମନ୍ ଆପଣା ଧନ ଓ ଐଶ୍ବର୍ୟ୍ଯର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଛନ୍ତି, ତାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦଇେଛନ୍ତି। ଏହିସବୁ ବିଷଯ ସମାନଙ୍କେୁ ଶୁଣାଇଲା।
11 Hamã vangloriou-se de sua grande riqueza, de seus muitos filhos e de como o rei o havia honrado e promovido acima de todos os outros nobres e oficiais.
12 ହାମନ ଆହୁରି କହିଲା, ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜିକୁ ମାେ ଛଡା ଆଉ କାହାକୁ ରାଜାଙ୍କ ସଙ୍ଗେ ୟିବାକୁ ଦଇେ ନାହାଁନ୍ତି। ପୁଣି କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ବାରା ନିମନ୍ତ୍ରିତ ହାଇେଅଛି।
12 E acrescentou Hamã: "Além disso, sou o único que a rainha Ester convidou para acompanhar o rei ao banquete que ela lhe ofereceu. Ela me convidou para comparecer amanhã, junto com o rei.
13 କିନ୍ତୁ ମୁଁ ପ୍ରେତ୍ୟକକଥର ୟିହୁଦୀ ମର୍ଦ୍ଦଖଯକୁ ରାଜାଙ୍କ ଫାଟକରେ ବସିବାର ଦେଖେ, ଏହାସବୁ ମାରେକିଛି ଭଲ କରେ ନାହିଁ।
13 Mas tudo isso não me dará satisfação, enquanto eu vir aquele judeu Mardoqueu sentado junto à porta do palácio real".
14 ତେଣୁ ତାହାର ସ୍ତ୍ରୀ ସରେଶ୍ ଓ ତାର ସମସ୍ତ ମିତ୍ରଗଣ ତାକୁ କହିଲେ,: ପଗ୍ଭଶ ହାତ ଉଚ୍ଚ ଏକ ଫାଶିକାଠ ପ୍ରସ୍ତୁତ କରାଯାଉ। ପୁଣି ମର୍ଦ୍ଦଖଯକୁ ତହିଁରେ ଫାଶି ଦବୋ ପାଇଁ କାଲି ସକାଳେ ରାଜାଙ୍କୁ କୁହ। ତହିଁ ପରେ ତୁଷ୍ଟ ହାଇେ ରାଜା ସହିତ ଭୋଜିକୁ ୟାଅ।
14 Então Zeres, sua mulher, e todos os seus amigos lhe sugeriram: "Mande fazer uma forca, de mais de vinte metros de altura, e logo pela manhã peça ao rei que Mardoqueu seja enforcado nela. Assim você poderá acompanhar o rei ao jantar e alegrar-se". A sugestão agradou Hamã, e ele mandou fazer a forca.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Ester 5, comparar traduções ou montar um estudo — tudo direto pelo WhatsApp.