Ester 8

Oriya Bible (GL_ORIYA)

1 ସହେିଦିନ ଅକ୍ଷଶ୍ବରେଶ ରାଜା ଏଷ୍ଟର ରାଣୀକୁ ୟିହୁଦୀଯ ଲୋକମାନଙ୍କର ଶତୃ ହାମନର ଗୃହ ଆଦି ଦଲୋ। ଆଉ ମର୍ଦ୍ଦଖଯ ରାଜାଙ୍କ ସାକ୍ଷାତ ରେ ଉପସ୍ଥିତ ହେଲା କାରଣ ମର୍ଦ୍ଦଖଯ ସହିତ କି ସମ୍ପର୍କ ତାହା ଜଣାଇ ଦଇେଥିଲା।

2 ଏଥି ରେ ରାଜା ହାମନଠାରୁ ଯେଉଁ ଅଙ୍ଗୁରୀଯ ନଇେଥିଲା, ତାହା କାଢି ମର୍ଦ୍ଦଖଯକୁ ଦଲୋ। ଏବଂ ଏଷ୍ଟର ହାମନର ଗୃହ ଉପରେ ମର୍ଦ୍ଦଖଯକୁ ନିୟୁକ୍ତି କଲା।

3 ଏଷ୍ଟର ରାଜା ନିକଟରେ ପୁନର୍ବାର ନିବଦନେ କଲା, ପୁଣି ୟିହୁଦୀଯମାନଙ୍କ ପ୍ରତିକୂଳ ରେ ଅଗାଗୀଯ ହାମନର କୃତ ଅମଙ୍ଗଳ ଓ ତାର କଳ୍ପିତ କଳ୍ପନା ନିବାରାଣାର୍ଥେ ତାହାର ଚରଣ ରେ ପଡି ରୋଦନ କରି ପ୍ରାର୍ଥନା କଲା।

4 ତହିଁରେ ରାଜା ଏଷ୍ଟର ଆଡେ ସୁବର୍ଣ୍ଣ ଦଣ୍ତ ବିସ୍ତାର କରନ୍ତେ ଏଷ୍ଟର ଉଠି ରାଜାଙ୍କ ଛାମୁ ରେ ଠିଆ ହେଲା।

5 ଏବଂ କହିଲା, ଯବେେ ମହାରାଜ ସନ୍ତୁଷ୍ଟ ହୁଅନ୍ତି ଯବେେ ରାଜାଙ୍କ ଦୁଷ୍ଟି ରେ ମୁଁ ଅନୁଗ୍ରହ ପାଇଅଛି, ଦୟାକରି ମାେ ପାଇଁ ଏହା କରନ୍ତୁ। ଆଉ ଯଦି ଏହା ରାଜାଙ୍କୁ ସନ୍ତୁଷ୍ଟ କରେ, ତବେେ ମହାରାଜାଙ୍କର ସମୁଦାଯ ପ୍ରଦେଶସ୍ଥ ୟିହୁଦୀଯମାନଙ୍କୁ ବିନାଶ କରିବା ପାଇଁ ଅଗାଗୀଯ ହମ୍ମାଦାଥାର ପୁତ୍ର ହାମନ ଯେ ସକଳ ପତ୍ର ଲେଖିବାକୁ ପରାମର୍ଶ ଦଇେଥିଲା, ତାହା ପ୍ରତ୍ଯାହୃତ କରାଯାଉ।

6 ଯେ ହତେୁ ମାେ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ ତାହା ଦେଖି ମୁଁ କିପରି ସହିପାରିବି? ପୁଣି ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହିପାରିବି?

7 ଏଥି ରେ ଅକ୍ଷଶ୍ବରେଶ ରାଜା ଏଷ୍ଟର ରାଣୀକୁ ଓ ୟିହୁଦୀଯ ମର୍ଦ୍ଦଖଯକୁ କହିଲା, ଦେଖ, ମୁଁ ଏଷ୍ଟରକୁ ହାମନର ଗୃହ ଦଲେି, ଲୋକମାନେ ହାମନ୍କୁ ଫାଶିକାଠ ରେ ଫାଶି ଦଇେଛନ୍ତି। କାରଣ ସେ ୟିହୁଦୀଯମାନଙ୍କ ଉପରେ ହସ୍ତକ୍ଷପେ କରିଥିଲା।

8 ତୁମ୍ଭମାନେେ ୟିହୁଦୀଯମାନଙ୍କ ସମନ୍ଧ ରେ ନିଜ ନିଜ ଇଛାନୁସା ରେ ରାଜାଙ୍କ ନାମ ରେ ରାଜାଜ୍ଞା ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀଯ ରେ ମାହେରାଙ୍କିତ କର। କାରଣ ରାଜାଙ୍କର ନାମ ରେ ଲିଖିତ ଓ ରାଜାଙ୍କର ଅଙ୍ଗୁରୀଯ ରେ ମାହେରାଙ୍କିତ ପତ୍ର କହେି ଅନ୍ୟଥା କରିପାରିବେ ନାହିଁ।

9 ତେଣୁ ତୃତୀୟ ମାସର ଅର୍ଥାତ୍ ସୀବନ ମାସର ତଇେଶ ଦିନ ରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ ମର୍ଦ୍ଦଖଯର ଆଜ୍ଞା ଅନୁସାରେ ସମସ୍ତ ୟିହୁଦୀଯମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶଦେଶ ପର୍ୟ୍ଯନ୍ତ 127 ପ୍ରଦେଶର ଅନ୍ତର୍ଗତ ପ୍ରେତ୍ୟକକ ପ୍ରଦେଶର ଅକ୍ଷାରାନୁସା ରେ କ୍ଷତିପାଳ ଓ ଶାସନକର୍ତ୍ତା ଓ ପ୍ରଦଶାଧେିପତିମାନଙ୍କ ନିକଟକୁ। ପୁଣି ପ୍ରେତ୍ୟକକ ଗୋଷ୍ଠୀକି ସମାନଙ୍କେ ଭାଷାନୁସା ରେ, ଆଉ ୟିହୁଦୀଯ ଲୋକମାନଙ୍କ ନିକଟକୁ ସମାନଙ୍କେ ଅକ୍ଷର ଓ ଭାଷାନୁସା ରେ ପତ୍ର ଲଖାଗେଲା।

10 ସେ ରାଜା ଅକ୍ଷଶ୍ବରେଶ ନାମ ରେ ଲେଖି ଓ ରାଜାଙ୍କ ଅଙ୍ଗୁରୀଯ ରେ ମାହେରାଙ୍କିତ କରି ଅଶ୍ବାଶାଳା-ଜାତ ରାଜକୀଯ ଅଶ୍ବବାହାରୂଢ ଦ୍ରୁତଗାମୀ ଦୂତଗଣ ହସ୍ତ ରେ ପତ୍ର ପଠାଇଲା।

11 ରାଜାଙ୍କର ଚିଠି ରେ ଲିଖିତ ବିଷଯ ବସ୍ତୁ ଏହି:

12 ସଦେିନ ଥିଲା ଅକ୍ଷଶ୍ବରେଶ ରାଜାଙ୍କର ତ୍ରଯୋଦଶ ଦିନ ଦ୍ବାଦଶ ମାସର ଅଦାର ମାସ ରେ। ୟିହୁଦୀଯମାନଙ୍କୁ ସବୁ ପ୍ରଦେଶ ରେ ପ୍ରଗ୍ଭର କରିବା ପାଇଁ, ରାଜା ଅନୁମତି ଦଇେଥିଲେ।

13 ସହେି ଚିଠିର ଏକ ନକଲ ରାଜାଙ୍କର ଏକ ଆଜ୍ଞାପତ୍ର ଗ୍ଭରି ଆଡକୁ ପଠା ୟାଇଥିଲା। ଏହା ଏକ ବ୍ଯବସ୍ଥା ଥିଲା, ଏହି ନିର୍ଦ୍ଦେଶ ସବୁ ପ୍ରଦେଶ ରେ ନିଯମ ରେ ପରିଣତ କରାଗଲା। ସହେି ରାଜ୍ଯ ରେ ବାସ କରୁଥିବା ସବୁଜାତୀଯ ଲୋକଙ୍କ ପାଇଁ ତାହା ପ୍ରଗ୍ଭରିତ ହେଲା। ସେ ଏପରି କରିଥିଲେ କାରଣ ୟିହୁଦୀଯମାନେ ସହେି ଦିନପାଇଁ ପ୍ରସ୍ତୁତ ହାଇେଥିଲେ। ୟିହୁଦୀଯମାନଙ୍କୁ ସୁଯୋଗ ଦିଆ ୟାଇଥିଲା ସମାନଙ୍କେର ଶତୃମାନଙ୍କଠାରୁ ପ୍ରତି ଶାଧେ ନବୋପାଇଁ।

14 ତହିଁରେ ଦ୍ରୁତଗାମୀ ରାଜକୀଯ ଅଶ୍ବାରୁଢ ଦୂତମାନେ ରାଜାଙ୍କ ଆଜ୍ଞା ରେ ଶିଘ୍ର ଗ୍ଭଲିଗଲେ, ଏବଂ ଏହା ଶ୍ବଶନ ରାଜଧାନୀ ରେ ସହେି ଆଜ୍ଞା ପ୍ରକାଶିତ ହେଲା।

15 ଏହାପରେ ମର୍ଦ୍ଦଖଯ ନୀଳ ଓ ଶୁକ୍ଲବର୍ଣ୍ଣ ରାଜକୀଯ ବସ୍ତ୍ର ପିନ୍ଧି ମସ୍ତକରେ ସୁବର୍ଣ୍ଣମଯ ବୃହତ ମୁକୁଟ ଦଇେ ସରୁ ଓ ଏକ ସୁକ୍ଷ୍ମ ନାଇଲନ୍ ଓଢଣୀ ଓ ବାଇଗଣୀ ରଂଗର ବସ୍ତ୍ର ପିନ୍ଧି ରାଜାଙ୍କ ଛାମୁରୁ ବାହାରି ଗଲା ତହିଁରେ ଶୂଶନ ରାଜଧାନୀ ଆନନ୍ଦ ଓ ହର୍ଷନାଦ ରେ ପରିପୂର୍ଣ୍ଣ ହେଲା।

16 ଆଉ ୟିହୁଦୀଯମାନଙ୍କର ଦୀପ୍ତି, ଆନନ୍ଦ, ହର୍ଷ ଓ ସମ୍ଭ୍ରମର ଉଦଯ ହେଲା।

17 ଏବଂ ପ୍ରତି ପ୍ରଦେଶ ରେ ଓ ପ୍ରତି ନଗର ରେ, ଯେ କୌଣସି ସ୍ଥାନ ରେ ରାଜାଜ୍ଞା ଓ ନିଯମ ପତ୍ର ଉପସ୍ଥିତ ହେଲା, ସହେି ସ୍ଥାନ ରେ ୟିହୁଦୀଯମାନଙ୍କର ଆନନ୍ଦ ଓ ଆମାଦେ, ଭୋଜି ଓ ମଙ୍ଗଳର ଦିନ ହେଲା। ପୁଣି ଦେଶର ଅନକେ ଲୋକ ୟିହୁଦୀଯ ମତାଲମ୍ବୀ ହେଲେ, ଯେ ହତେୁ ସମାନେେ ୟିହୁଦୀଯମାନଙ୍କ ସକାେଶ ଭୟ କଲେ।

Ler em outra tradução

Comparar lado a lado

Estude este capítulo no WhatsApp

Peça à IA da Bíblia Fala para explicar Ester 8, comparar traduções ou montar um estudo — tudo direto pelo WhatsApp.