Êxodo 14
Oriya Bible (GL_ORIYA) vs ARA
1 ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ,
1 Disse o Senhor a Moisés:
2 ଇଶ୍ରାୟେଲର ଲୋକମାନଙ୍କୁ କୁହ, ସମାନେେ ପୀହହୀରୋତକୁ ଫରେି ୟାଆନ୍ତୁ ଏବଂ ସାମନା ରେ ଛାଉଣୀ ପକାନ୍ତୁ। ସମାନଙ୍କେୁ କୁହ, ସମାନେେ ମିଗ୍ଦୋଲ ଓ ସମୁଦ୍ର ମଧିଅରେ ଏବଂ ବାଲ୍ସଫୋନ୍ ଆଗ ରେ ଛାଉଣୀ ସ୍ଥାପନ କରନ୍ତୁ।
2 Fala aos filhos de Israel que retrocedam e se acampem defronte de Pi-Hairote, entre Migdol e o mar, diante de Baal-Zefom; em frente dele vos acampareis junto ao mar.
3 ତହିଁରେ ଫାରୋ ଭାବିବେ ଯେ, ଇଶ୍ରାୟେଲର ଲୋକମାନେ ମରୁଭୂମି ମଧିଅରେ ବାଟବଣା ହାଇେଅଛନ୍ତି।
3 Então, Faraó dirá dos filhos de Israel: Estão desorientados na terra, o deserto os encerrou.
4 ମୁଁ ଫାରୋଙ୍କୁ ପୁଣି ଜିଦ୍ଖୋର କରିବି ଏବଂ ଯେପରି ସେ ତୁମ୍ଭମାନଙ୍କୁ ଗୋଡ଼ାଇବେ। କିନ୍ତୁ ମୁଁ ଫାରୋ ଏବଂ ତାଙ୍କର ସୈନ୍ଯମାନଙ୍କୁ ପରାସ୍ତ କରିବି। ଏହା ମାରେ ସମ୍ମାନ ବଢାଇବ। ତାହାହେଲେ ମିଶର ଲୋକମାନେ ଜାଣିବେ ଯେ ମୁଁ ହେଉଛି ସଦାପ୍ରଭୁ। ସମାନେେ ତାଙ୍କ ଆଜ୍ଞା ଅନୁସାରେ କାର୍ୟ୍ଯ କଲେ।
4 Endurecerei o coração de Faraó, para que os persiga, e serei glorificado em Faraó e em todo o seu exército; e saberão os egípcios que eu sou o Senhor . Eles assim o fizeram.
5 ମିଶରର ରାଜା ଖବର ପାଇଲେ ଯେ ଇଶ୍ରାୟେଲୀୟ ଲୋକମାନେ ପଳାଇଛନ୍ତି। ସେ ଯେତବେେଳେ ଏହା ଶୁଣିଲେ, ସେ ଏବଂ ତାଙ୍କର ଅଧିକାରୀ ତାଙ୍କର ମଦ ପରିବର୍ତ୍ତନ କଲେ। ସମାନେେ କହିଲେ, ଆମ୍ଭମାନେେ କ'ଣ? କାହିଁକି ଆମ୍ଭମାନେେ ଇଶ୍ରାୟେଲର ଲୋକମାନଙ୍କୁ ୟିବାକୁ ଦବେୁ? ଆମ୍ଭେ ଆମ୍ଭର ଦାସମାନଙ୍କୁ ହରାଇଅଛୁ।
5 Sendo, pois, anunciado ao rei do Egito que o povo fugia, mudou-se o coração de Faraó e dos seus oficiais contra o povo, e disseram: Que é isto que fizemos, permitindo que Israel nos deixasse de servir?
6 ତେଣୁ ଫାରୋ ତାଙ୍କର ରଥ ଓ ଲୋକମାନଙ୍କୁ ସାଙ୍ଗ ରେ ନେଲେ।
6 E aprontou Faraó o seu carro e tomou consigo o seu povo;
7 ଫାରୋ ମିଶରର ଅନ୍ଯାନ୍ଯ ସୈନ୍ଯ ଓ ରଥ ସହିତ 600 ଜଣ ନିପୁଣ ସୈନ୍ଯ ଏବଂ ସମାନଙ୍କେର ରଥଗୁଡ଼ିକ ନେଲେ ଏବଂ ପ୍ରେତ୍ୟକକ ରଥରେ ଜଣେ ଅଧିକାରୀ ରହିଲେ।
7 e tomou também seiscentos carros escolhidos e todos os carros do Egito com capitães sobre todos eles.
8 ଇଶ୍ରାୟେଲୀୟ ଲୋକମାନେ ବିଜଯୀ ଭାବରେ ବାସ କରୁଥିଲେ। କିନ୍ତୁ ଯେ ହତେୁ ସଦାପ୍ରଭୁ ଫାରୋଙ୍କୁ ଜିଦ୍ଖୋର କଲେ, ସେ ଇଶ୍ରାୟେଲୀୟମାନଙ୍କ ପେଛ ପେଛ ଗୋଡ଼ାଇଲେ।
8 Porque o Senhor endureceu o coração de Faraó, rei do Egito, para que perseguisse os filhos de Israel; porém os filhos de Israel saíram afoitamente.
9 ମିଶରୀଯମାନେ ଇଶ୍ରାୟେଲୀୟମାନଙ୍କ ପଛ ରେ ଗୋଡ଼ାଇଲେ। ଫାରୋଙ୍କର ସମସ୍ତ ଅଶ୍ବ, ରଥ, ତାଙ୍କର ରଥା ରୋହୀ ଏବଂ ତାଙ୍କର ସୈନ୍ଯ ସମାନଙ୍କେୁ ଗୋଡ଼ାଇଲେ ଆବଂ ସମୁଦ୍ର ପାଖ ରେ ବାଲ-ସଫୋନ ଆଡକୁ ମୁଖ କରିଥିବା ପୀହହୀରୋତ ଛାଉଣୀ ନିକଟରେ ଭଟେିଲେ।
9 Perseguiram-nos os egípcios, todos os cavalos e carros de Faraó, e os seus cavalarianos, e o seu exército e os alcançaram acampados junto ao mar, perto de Pi-Hairote, defronte de Baal-Zefom.
10 ଇଶ୍ରାୟେଲୀୟମାନେ ଦେଖିଲେ,ଫାରୋ ଏବଂ ତାଙ୍କର ସୈନ୍ଯମାନେ ସମାନଙ୍କେ ଆଡକୁ ଆସୁଛନ୍ତି। ସମାନେେ ତାଙ୍କୁ ଦେଖି ଅତ୍ଯନ୍ତ ଭୟଭିତ ହାଇଗେଲେ। ସମାନେେ ସଦାପ୍ରଭୁଙ୍କୁ ଡାକିଲେ।
10 E, chegando Faraó, os filhos de Israel levantaram os olhos, e eis que os egípcios vinham atrás deles, e temeram muito; então, os filhos de Israel clamaram ao Senhor .
11 ସମାନେେ ମାଶାଙ୍କେୁ କହିଲେ, କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ? ଆମ୍ଭକୁ ଏହି ମରୁଭୂମିକୁ କ'ଣ ମରିବାକୁ ଆଣିଲ? ଆମ୍ଭମାନେେ ମିଶର ରେ ଶାନ୍ତି ରେ ମରିପାରିଥାନ୍ତୁ। ଯେ ହତେୁ ମିଶର ରେ ବହୁ ପରିମାଣର କବର ଅଛି।
11 Disseram a Moisés: Será, por não haver sepulcros no Egito, que nos tiraste de lá, para que morramos neste deserto? Por que nos trataste assim, fazendo-nos sair do Egito?
12 ଆମ୍ଭମାନେେ କ'ଣ ମିଶର ରେ କହିନଥିଲୁ ଏହିପରି ଘଟିବ ବୋଲି? ମିଶର ରେ ଆମ୍ଭମାନେେ ତୁମ୍ଭକୁ କହିଲୁ, 'ଆମ୍ଭକୁ ବିବ୍ରତ କରନାହିଁ। ଆମ୍ଭକୁ ଏହିଠା ରେ ରହି ମିଶରୀଯମାନଙ୍କର ଦାସ ହବୋକୁ ଦିଅ।' ମରୁଭୂମିରେ ମୃତ୍ଯୁବରଣ କରିବା ଅପେକ୍ଷା ମିଶରବାସୀଙ୍କର ଦାସକର୍ମ କରିବା ଭଲ ହବେ।
12 Não é isso o que te dissemos no Egito: deixa-nos, para que sirvamos os egípcios? Pois melhor nos fora servir aos egípcios do que morrermos no deserto.
13 କିନ୍ତୁ ମାଶାେ ସମାନଙ୍କେୁ କହିଲେ, ଭୟ କର ନାହିଁ। ଦୌଡି ପଳାଇବାର ଆବଶ୍ଯକ ନାହିଁ। ଏହିଠା ରେ ଧିରସ୍ଥିର ହାଇେ ଛିଡା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜି ରକ୍ଷା କରିବେ। ତୁମ୍ଭମାନେେ ମିଶରବାସୀମାନଙ୍କୁ ଆଉ ପୁନ୍ନରାଯ ଦେଖିବ ନାହିଁ।
13 Moisés, porém, respondeu ao povo: Não temais; aquietai-vos e vede o livramento do Senhor que, hoje, vos fará; porque os egípcios, que hoje vedes, nunca mais os tornareis a ver.
14 ଏବଂ ତୁମ୍ଭମାନଙ୍କୁ କିଛି କରିବାକୁ ପଡିବ ନାହିଁ। ତୁମ୍ଭମାନେେ ଏଠା ରେ ଶାନ୍ତି ରେ ଛିଡା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ୟୁଦ୍ଧ କରିବେ।
14 O Senhor pelejará por vós, e vós vos calareis.
15 ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭମାନେେ କାହିଁକି ମାେ ପାଖ ରେ କ୍ରନ୍ଦନ କରୁଛ? ଇଶ୍ରାୟେଲୀୟମାନଙ୍କୁ କୁହ ସମାନେେ ଆଗକୁ ମାଡି ଚାଲନ୍ତୁ।
15 Disse o Senhor a Moisés: Por que clamas a mim? Dize aos filhos de Israel que marchem.
16 ତୁମ୍ଭର ଆଶାବାଡିକୁ ସୂଫ ସମୁଦ୍ର ଉପରେ ବୁଲାଅ, ତାହା ବିଭକ୍ତ ହବେ, ଯାହା ଫଳ ରେ ଇଶ୍ରାୟେଲର ଲୋକମାନେ ସମୁଦ୍ର ମଧିଅରେ ଶୁଖିଲା ପଥରେ ୟାଇ ପାରିବେ।
16 E tu, levanta o teu bordão, estende a mão sobre o mar e divide-o, para que os filhos de Israel passem pelo meio do mar em seco.
17 ମୁଁ ମିଶରୀଯମାନଙ୍କୁ ଜିଦ୍ଖୋର କରିବି, ଯେଉଁଥି ରେ ସମାନେେ ତୁମ୍ଭମାନଙ୍କ ପଛ ରେ ଗୋଡାଇବେ। ମୁଁ ତୁମ୍ଭକୁ ଦଖାଇବେି, କିପରି ମୁଁ ଫାରୋ, ତାଙ୍କର ଅଶ୍ବାରୋହୀ ସୈନ୍ଯ, ରଥା ରୋହୀ ସୈନ୍ଯମାନଙ୍କଠାରୁ ଶକ୍ତିଶାଳୀ।
17 Eis que endurecerei o coração dos egípcios, para que vos sigam e entrem nele; serei glorificado em Faraó e em todo o seu exército, nos seus carros e nos seus cavalarianos;
18 ଏହାପରେ ମିଶରବାସୀ ଜାଣିବେ ଯେ, ମୁଁ ହେଉଛି ସଦାପ୍ରଭୁ ପରମେଶ୍ବର। ସମାନେେ ମାେତେ ସମ୍ମାନ କରିବେ ଯେତବେେଳେ ମୁଁ ଫାରୋ ଏବଂ ତା'ର ରଥା ରୋହୀମାନଙ୍କୁ ଏବଂ ଅଶ୍ବାରୋହୀ ସୈନ୍ଯମାନଙ୍କୁ ପରାସ୍ତ କରିବି।
18 e os egípcios saberão que eu sou o Senhor , quando for glorificado em Faraó, nos seus carros e nos seus cavalarianos.
19 ଏହାପରେ ସଦାପ୍ରଭୁଙ୍କର ଦୂତ ୟିଏକି ଇଶ୍ରାୟେଲୀୟ ସୈନ୍ଯମାନଙ୍କ ଆଗ ରେ ଥିଲେ, ସମାନଙ୍କେ ପଛକୁ ଗଲେ। ତେଣୁ ଘନମେଘ ସହେି ଲୋକମାନଙ୍କ ସମ୍ମୁଖ ରେ ଗତିକରି ପଛ ପଟକୁ ଗଲା।
19 Então, o Anjo de Deus, que ia adiante do exército de Israel, se retirou e passou para trás deles; também a coluna de nuvem se retirou de diante deles, e se pôs atrás deles,
20 ଏହି ପ୍ରକା ରେ ଘନମେଘ ଇଶ୍ରାୟେଲୀୟ ସୈନ୍ଯ ଓ ମିଶରୀଯ ସୈନ୍ଯମାନଙ୍କ ମଧିଅରେ ରହିଲା। ଇଶ୍ରାୟେଲୀୟ ଲୋକମାନଙ୍କ ସମ୍ମୁଖ ରେ ଆଲୋକବର୍ତ୍ତିକା ଓ ମିଶର ଲୋକମାନଙ୍କ ସମ୍ମୁଖ ରେ ଅନ୍ଧକାରଚ୍ଛନ୍ନ ହାଇେ ରହିଲା। ଯେଉଁଥି ପାଇଁ ସହେି ରାତ୍ର ରେ ମିଶରବାସୀ ଇଶ୍ରାୟେଲୀୟମାନଙ୍କ ପାଖକୁ ଆସି ପାରିଲେ ନାହିଁ।
20 e ia entre o campo dos egípcios e o campo de Israel; a nuvem era escuridade para aqueles e para este esclarecia a noite; de maneira que, em toda a noite, este e aqueles não puderam aproximar-se.
21 ମାଶାେ ତାଙ୍କର ଆଶାବାଡି ସୂଫ ସମୁଦ୍ର ଉପରେ ବୁଲାଇବାରୁ ସଦାପ୍ରଭୁ ପୂର୍ବଦିଗରୁ ରାତିସାରା ପ୍ରଚଣ୍ଡ ବଗେ ରେ ପବନ ସମୁଦ୍ର ଉପରେ ବୁହାଇଲେ। ପାଣି ଦୁଇ ଭାଗ ହାଇଗେଲା ଏବଂ ସମୁଦ୍ର ମଧ୍ଯ ଶୁଷ୍କ ଭୂମିରେ ପରିଣତ ହାଇଗେଲା।
21 Então, Moisés estendeu a mão sobre o mar, e o Senhor , por um forte vento oriental que soprou toda aquela noite, fez retirar-se o mar, que se tornou terra seca, e as águas foram divididas.
22 ଇଶ୍ରାୟେଲୀୟମାନେ ଶୁଷ୍କ ଭୂମିରେ ସମୁଦ୍ର ମଧ୍ଯ ଦଇେ ଗଲେ। ସମୁଦ୍ରର ଜଳଭାଗ ଦୁଇଟି କାନ୍ଥ ପରି ସମାନଙ୍କେର ବାମପଟେ ଓ ଦକ୍ଷୀଣ ପଟେ ରହିଲା।
22 Os filhos de Israel entraram pelo meio do mar em seco; e as águas lhes foram qual muro à sua direita e à sua esquerda.
23 ମିଶରୀଯମାନେ ସମାନଙ୍କେ ପଛ ରେ ଗୋଡ଼ାଇଲେ। ଏହାପରେ ଫାରୋଙ୍କର ସମସ୍ତ ଅଶ୍ବ ଓ ରଥ ସମାନଙ୍କେୁ ସମୁଦ୍ର ପର୍ୟ୍ଯନ୍ତ ଅନୁସରଣ କଲେ।
23 Os egípcios que os perseguiam entraram atrás deles, todos os cavalos de Faraó, os seus carros e os seus cavalarianos, até ao meio do mar.
24 ପ୍ରଭାତ ରେ ସଦାପ୍ରଭୁ ମେଘସ୍ତମ୍ଭ ଓ ଆଲୋକ ସ୍ତମ୍ଭ ଦଇେ ମିଶ୍ରୀଯ ସୈନ୍ଯମାନଙ୍କୁ ଦେଖିଲେ ଏବଂ ସଦାପ୍ରଭୁ ମିଶରୀଯ ସୈନ୍ଯମାନଙ୍କୁ ଦ୍ବନ୍ଦ ରେ ପକାଇଲେ।
24 Na vigília da manhã, o Senhor , na coluna de fogo e de nuvem, viu o acampamento dos egípcios e alvorotou o acampamento dos egípcios;
25 ରଥର ଚକଗୁଡିକ ରଥରୁ ବାହାରିୟିବାରୁ, ସମାନଙ୍କେୁ ରଥଗୁଡିକ ଆଗଇେ ନବୋକୁ ବହୁତ କଷ୍ଟ ହେଲା। ମିଶରୀଯ ଲୋକମାନେ ଚିତ୍କାର କଲେ, ଚାଲ ଏଠାରୁ ପଳାଇ ୟିବା! ସଦାପ୍ରଭୁ ଇଶ୍ରାୟେଲୀୟ ଲୋକମାନଙ୍କ ପାଇଁ ଆମ୍ଭ ବିରୁଦ୍ଧ ରେ ୟୁଦ୍ଧ କରୁଛନ୍ତି।
25 emperrou-lhes as rodas dos carros e fê-los andar dificultosamente. Então, disseram os egípcios: Fujamos da presença de Israel, porque o Senhor peleja por eles contra os egípcios.
26 ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ସମୁଦ୍ର ଉପରେ ତୁମ୍ଭର ହସ୍ତ ବିସ୍ତାର କର। ଏଥି ରେ ସମୁଦ୍ର ଜଳ ମାଡିୟାଇ ମିଶରର ରଥା ରୋହୀ ଓ ଅଶ୍ବାରୋହୀମାନଙ୍କୁ ବୁଡାଇ ଦବେ।
26 Disse o Senhor a Moisés: Estende a mão sobre o mar, para que as águas se voltem sobre os egípcios, sobre os seus carros e sobre os seus cavalarianos.
27 ତେଣୁ ମାଶାେ ତାଙ୍କର ହସ୍ତ ସମୁଦ୍ର ଉପରେ ବିସ୍ତାର କଲେ। ଏହାପରେ ଠିକ୍ ସୂର୍ େଯ୍ଯାଦଯ ପୂର୍ବରୁ ସମୁଦ୍ର ପୂର୍ବପରି ସମାନ ହାଇଗେଲା। ମିଶରୀଯମାନେ ଦୌଡି ପଳାଇବାକୁ ଚେଷ୍ଟା କରନ୍ତେ ସଦାପ୍ରଭୁ ସମାନଙ୍କେୁ ସମୁଦ୍ର ରେ ନିକ୍ଷପେ କଲେ।
27 Então, Moisés estendeu a mão sobre o mar, e o mar, ao romper da manhã, retomou a sua força; os egípcios, ao fugirem, foram de encontro a ele, e o Senhor derribou os egípcios no meio do mar.
28 ସମୁଦ୍ର ତା'ର ପୂର୍ବ ଅବସ୍ଥାକୁ ଆସିବାରୁ ସମସ୍ତ ରଥଗୁଡିକ, ଅଶ୍ବାରୋହୀମାନଙ୍କୁ ଆଚ୍ଛାଦିତ କଲା। ଇଶ୍ରାୟେଲୀୟମାନଙ୍କ ପଛ ରେ ଗୋଡଉଥିବା ଫାରୋଙ୍କର ସମଗ୍ର ସୈନ୍ଯବାହୀନି ସମୁଦ୍ର ରେ ବୁଡିଗଲେ। କହେି ଜଣେ ହେଲବି ସୈନ୍ଯ ବଞ୍ଚିଲେ ନାହିଁ।
28 E, voltando as águas, cobriram os carros e os cavalarianos de todo o exército de Faraó, que os haviam seguido no mar; nem ainda um deles ficou.
29 ମାତ୍ର ଇଶ୍ରାୟେଲର ଲୋକମାନେ ଶୁଷ୍କ ଭୂମିରେ ଗମନ କଲେ। ସମୁଦ୍ରର ଜଳ ସମାନଙ୍କେର ବାମ ଓ ଡାହାଣ ପାଶର୍ବ ରେ କାନ୍ଥପରି ଛିଡା ହାଇେ ରହିଲା।
29 Mas os filhos de Israel caminhavam a pé enxuto pelo meio do mar; e as águas lhes eram quais muros, à sua direita e à sua esquerda.
30 ତେଣୁ ସହେିଦିନ, ସଦାପ୍ରଭୁ ଇଶ୍ରାୟେଲୀୟମାନଙ୍କୁ ମିଶରୀଯମାନଙ୍କଠାରୁ ରକ୍ଷା କଲେ। ଏବଂ ସେଥିପାଇଁ ଇଶ୍ରାୟେଲର ଲୋକମାନେ ମିଶରୀଯମାନଙ୍କର ମୃତ ଦହକେୁ ସୂଫ ସମୁଦ୍ର କୂଳ ରେ ଥିବାର ଦେଖିଲେ।
30 Assim, o Senhor livrou Israel, naquele dia, da mão dos egípcios; e Israel viu os egípcios mortos na praia do mar.
31 ସହେିଦିନ ଇଶ୍ରାୟେଲୀୟମାନେ ଦେଖିଛନ୍ତି ସଦାପ୍ରଭୁଙ୍କର ସହେି ମହାନ୍ ଶକ୍ତି ଯେତବେେଳେ ସେ ମିଶରୀଯମାନଙ୍କୁ ପରାସ୍ତ କଲେ। ତେଣୁ ଲୋକମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ସମ୍ମାନ ଦେଲେ। ସମାନେେ ସଦାପ୍ରଭୁ ଓ ତାଙ୍କର ଦସେ ମାଶାଙ୍କେଠା ରେ ବିଶ୍ବାସ ରଖିଲେ।
31 E viu Israel o grande poder que o Senhor exercitara contra os egípcios; e o povo temeu ao Senhor e confiou no Senhor e em Moisés, seu servo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Êxodo 14, comparar traduções ou montar um estudo — tudo direto pelo WhatsApp.