Êxodo 19

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ମିଶର ଦେଶରୁ ଇଶ୍ରାୟେଲୀୟମାନେ ବାହରି ତୃତୀୟ ମାସର ପ୍ରଥମ ଦିନ ରେ ଆସି ସୀନଯ ମରୁଭୂମିରେ ପହନ୍ଚିଲେ।
1 No terceiro mês depois da saída dos filhos de Israel da terra do Egito, no primeiro dia desse mês, eles chegaram ao deserto do Sinai.
2 ସମାନେେ ରଫୀଦୀମଠାରୁ ୟାଇ ସୀନଯ ମରୁଭୂମିରେ ପହଁଞ୍ଚିଲେ ଓ ସମାନେେ ପର୍ବତ ନିକଟସ୍ଥ ମରୁଭୂମିରେ ଛାଉଣୀ ସ୍ଥାପନ କଲେ।
2 Tendo partido de Refidim, vieram ao deserto do Sinai, no qual acamparam; ali Israel acampou em frente ao monte.
3 ଏହାପରେ ମାଶାେ ଉପରକୁ ଚଢି ପରମେଶ୍ବରଙ୍କ ନିକଟକୁ ଗଲେ। ପରମେଶ୍ବର ତାଙ୍କୁ ପର୍ବତ ଶିଖରରୁ ଡାକିଲେ ଏବଂ ତାକୁ କହିଲେ, ଏହି ସୂଚନା ଯାକୁବର ପରିବାର ଇଶ୍ରାୟେଲୀୟମାନଙ୍କୁ ଦିଅ।
3 Moisés subiu para encontrar-se com Deus. E do monte o Senhor o chamou e lhe disse: — Assim você falará à casa de Jacó e anunciará aos filhos de Israel:
4 ତୁମ୍ଭମାନେେ ଦେଖିଛ ମୁଁ ମିଶର ବାସୀମାନଙ୍କର ଯାହା କରିଛି। ତୁମ୍ଭମାନେେ ଦେଖିଛ ମୁଁ ତୁମ୍ଭକୁ କିପରି ମିଶରରୁ ବାଜପକ୍ଷୀ ସଦୃଶ ଉଠାଇ ମାେ ପାଖକୁ ଆଣିଲି।
4 “Vocês viram o que fiz aos egípcios e como levei vocês sobre asas de águia e os trouxe para perto de mim.
5 ତେଣୁ ସମାନଙ୍କେୁ ମାରେ ଆଜ୍ଞା ମାନିବା ପାଇଁ କୁହ। ସମାନଙ୍କେୁ ମାରେ ନିଯମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭମାନେେ ମାରେ ଆପଣାର ରତ୍ନଭଣ୍ଡାର ହାଇେ ରହିବ ଯେ ହତେୁ ସମଗ୍ର ପୃଥିବୀ ମାରେ।
5 Agora, pois, se ouvirem atentamente a minha voz e guardarem a minha aliança, vocês serão a minha propriedade peculiar dentre todos os povos. Porque toda a terra é minha,
6 ମାେ ପାଇଁ ତୁମ୍ଭମାନେେ ଯାଜକମାନଙ୍କର ଏକ ରାଜ୍ଯ ଏବଂ ପବିତ୍ର ରାଷ୍ଟ୍ର ହବେ।' ମାଶାେ, ଏହି ସମସ୍ତ କଥା ତୁମ୍ଭେ ଇଶ୍ରାୟେଲୀୟମାନଙ୍କୁ କୁହ।
6 e vocês serão para mim um reino de sacerdotes e uma nação santa.” São estas as palavras que você falará aos filhos de Israel.
7 ତେଣୁ ମାଶାେ ଗଲେ ଓ ସମସ୍ତ ପ୍ରାଚୀନବର୍ଗମାନଙ୍କୁ ଡାକି ଏକତ୍ର କରାଇଲେ। ମାଶାେ ସମାନଙ୍କେୁ ପରମେଶ୍ବରଙ୍କର ଆଜ୍ଞା ସମସ୍ତଙ୍କୁ କହିଲେ।
7 Moisés foi, chamou os anciãos do povo e expôs diante deles todas estas palavras que o Senhor lhe havia ordenado.
8 ସମସ୍ତ ଲୋକେ ଏକ ସମୟରେ କହିଲେ, ଆମ୍ଭେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ମାନିବୁ।
8 Então todo o povo respondeu a uma só voz: — Tudo o que o E Moisés relatou ao
9 ଏବଂ ସଦାପ୍ରଭୁ ମାଶାଙ୍କେୁ କହିଲେ, ମୁଁ ନିବିଡ ମେଘ ରେ ତୁମ୍ଭ ନକଟକୁ ଆସିବି। ମୁଁ ତୁମ୍ଭକୁ ଏକଥା କହିବି ଯେପରି ସମସ୍ତେ ଶୁଣିପାରିବେ। ମୁଁ ଏପରି କରିବି କାରଣ ସମସ୍ତ ଲୋକ ତୁମ୍ଭ ଉପରେ ବିଶ୍ବାସ ରଖିବେ। ତୁମ୍ଭେ ସମାନଙ୍କେୁ ଯାହା କହିବ ସମାନେେ ତାହା ବିଶ୍ବାସ କରିବେ।
9 O Senhor disse a Moisés: — Eis que virei a você numa nuvem escura, para que o povo ouça quando eu falar com você e para que também creiam sempre em você. Porque Moisés tinha anunciado as palavras do povo ao
10 ଏବଂ ସଦାପ୍ରଭୁ ମାଶାଙ୍କେୁ କହିଲେ, ଆଜି ଏବଂ ଆସନ୍ତା କାଲି ତୁମ୍ଭେ ଏକ ବିଶଷେ ସଭାର ଆଯୋଜନ କର। ଲୋକମାନେ ସମସ୍ତେ ତାଙ୍କର ବସ୍ତ୍ର ଧୌତ କରି ପିନ୍ଧିବେ।
10 E o Senhor disse a Moisés: — Vá ao povo e consagre-o no dia de hoje e amanhã. Que eles lavem as suas roupas
11 ଏବଂ ତୃତୀୟ ଦିନ ପାଇଁ ପ୍ରସ୍ତୁତ ହାଇେ ରହିବେ କାରଣ ଏହି ଦିନ ଆମ୍ଭେ ସୀନଯ ପର୍ବତ ଉପରକୁ ଓହ୍ଲାଇ ଆସିବୁ। ଏବଂ ସମସ୍ତ ଲୋକେ ମାେତେ ଦେଖି ପାରିବେ।
11 e estejam prontos para o terceiro dia, porque no terceiro dia o Senhor , à vista de todo o povo, descerá sobre o monte Sinai.
12 କିନ୍ତୁ ତୁମ୍ଭେ ଲୋକମାନଙ୍କୁ ଦୂ ରଇେ ରହିବା ପାଇଁ କୁହ। ଏକ ସୀମା ନିର୍ଦ୍ଧାରଣ କର, ସହେି ସୀମାକୁ ଯେପରି କହେି ସ୍ପର୍ଶ କରି ପାରିବ ନାହିଁ। ପଶୁ ହେଉ କି ମନୁଷ୍ଯ ହେଉ ୟିଏ ପର୍ବତ ସ୍ପର୍ଶ କରିବ ସେ ମରିବ।
12 Marque ao redor do monte limites para o povo, dizendo: “Tomem cuidado para não subir o monte, nem tocar a sua extremidade. Todo aquele que tocar o monte será morto.
13 କିଏ ପଥର ଛଚୋ ରେ ମରିବ ତ କିଏ ବାଣ ଦ୍ବାରା ମରିବ। କିନ୍ତୁ କହେି ଏହି ବ୍ଯକ୍ତିକୁ ହତ୍ଯା କରି ପାରିବେ ନାହିଁ। ଲୋକମାନଙ୍କୁ ଏହିପରି ତୂରୀ ବାଜୀବା ପର୍ୟ୍ଯନ୍ତ ଅପେକ୍ଷା କରିବାକୁ ପଡିବ। ଏହାପରେ ସମାନେେ ପର୍ବତ ଉପରକୁ ୟାଇ ପାରିବେ।
13 Mão nenhuma tocará nele. Se o fizer, será apedrejado ou flechado; quer seja animal, quer seja homem, não viverá. Quando soar longamente a trombeta, então subirão o monte.”
14 ତେଣୁ ମାଶାେ ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଗଲେ, ସମସ୍ତ ଲୋକେ ସମାନଙ୍କେର ବସ୍ତ୍ର ଧୌତ କରି ନିଜକୁ ପବିତ୍ର କଲେ।
14 Moisés desceu do monte para junto do povo e consagrou o povo; e lavaram as suas roupas.
15 ଏହାପରେ ମାଶାେ ଲୋକମାନଙ୍କୁ କହିଲେ, ତୃତୀୟ ଦିନ ରେ ପ୍ରସ୍ତୁତ ହୁଅ। ତୁମ୍ଭମାନେେ ସ୍ତ୍ରୀ ଲୋକଙ୍କ ସଂସ୍ପର୍ଶ ରେ ଆସିବ ନାହିଁ।
15 E Moisés disse ao povo: — Estejam prontos no terceiro dia. Que até lá ninguém tenha relações com a sua mulher.
16 ତୃତୀୟ ଦିନ ପ୍ରଭାତ ରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡଘଡି, ବିଜୁଳି ଏବଂ ଏକ ଗମ୍ଭୀର ଶିଙ୍ଗା ଧ୍ବନି ଶୁଣାଗଲା। ଛାଉଣୀର ଲୋକମାନେ ଭୟଭୀତ ହାଇଗେଲେ।
16 Ao amanhecer do terceiro dia, houve trovões e relâmpagos, uma espessa nuvem cobriu o monte, e ouviu-se um forte som de trombeta, de maneira que todo o povo que estava no arraial tremeu de medo.
17 ଏହାପରେ ମାଶାେ ଲୋକମାନଙ୍କୁ ଛାଉଣୀରୁ ବାହାର କରି ପରମେଶ୍ବରଙ୍କର ସାକ୍ଷାତ ପାଇଁ ପର୍ବତର ପାଦଦେଶକୁ ଆଣିଲେ।
17 E Moisés levou o povo para fora do arraial ao encontro de Deus; e puseram-se ao pé do monte.
18 ସୀନଯ ପର୍ବତ ଧୂଆଁ ରେ ପରିପୂର୍ଣ୍ଣ ଥିଲା। ଚିମିନିରୁ ଧୁଆଁ ବାହାରିଲା ପରି ପର୍ବତରୁ ଧୂଆଁ ବାହରୁଥିଲା। ଏପରି ଘଟିଲା କାରଣ ସଦାପ୍ରଭୁ ଅଗ୍ନି ବାହନ ରେ ପର୍ବତ ରେ ଅବତରଣ କରିଥିଲେ। ପର୍ବତଟି କମ୍ପନ କରିବାକୁ ଲାଗିଲା।
18 Todo o monte Sinai fumegava, porque o Senhor havia descido sobre ele em fogo. A fumaça subia como fumaça de uma fornalha, e todo o monte tremia com violência.
19 ତୂରୀ ଧ୍ବନି ଅଧିକରୁ ଅଧିକ ଶବ୍ଦ ରେ ଶୁଭିଲା। ମାଶାେ ପରମେଶ୍ବରଙ୍କୁ ୟୋକୌଣସି ପ୍ରଶ୍ନ କଲେ ପରମେଶ୍ବର ପ୍ରେତ୍ୟକକ ଥର ବଜ୍ର ସ୍ବର ରେ ଉତ୍ତର ଦେଲେ।
19 E o som da trombeta ia aumentando cada vez mais. Moisés falava, e Deus lhe respondia no trovão.
20 ଏହାପରେ ସଦାପ୍ରଭୁ ପର୍ବତ ଉପରେ ଅବତରଣ କଲାପରେ ସେ ମାଶାଙ୍କେୁ ପର୍ବତ ଉପରକୁ ଡାକିଲେ। ତେଣୁ ମାଶାେ ପର୍ବତ ଉପରକୁ ଚଢି଼ଲେ।
20 O Senhor desceu sobre o monte Sinai, sobre o alto do monte. O Senhor chamou Moisés para o alto do monte e Moisés foi até lá.
21 ସଦାପ୍ରଭୁ ମାଶାଙ୍କେୁ କହିଲେ, ତଳକୁ ୟାଇ ଲୋକମାନଙ୍କୁ ସତର୍କ କରାଇ ଦିଅ ଯେ ସମାନେେ ମାେ ଆଡକୁ ଚାହିଁବେ ନାହିଁ କି ମାେ ନିକଟକୁ ଆସିବେ ନାହିଁ, ଯଦି କିଏ ଅମାନ୍ଯ କରେ ତବେେ ସେ ମରିବ।
21 E o Senhor disse a Moisés: — Desça e avise ao povo que não ultrapasse o limite até o
22 ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହାଇେଥାନ୍ତି, ସମାନେେ ହିଁ ନିଜ ନିଜକୁ ପବିତ୍ର କରାନ୍ତୁ। ନ ହେଲ ସମାନେେ ଦଣ୍ଡ ଭୋଗ କରିବେ।
22 Também os sacerdotes, que se aproximam do Senhor , devem se consagrar, para que o Senhor não se volte contra eles.
23 ତହିଁରେ ମାଶାେ ସଦାପ୍ରଭୁଙ୍କୁ କହିଲେ, ଲୋକମାନେ ସୀନଯ ପର୍ବତକୁ ଆସି ପାରିବେ ନାହିଁ। କାରଣ ତୁମ୍ଭେ ଦୃଢ ଆଜ୍ଞା ଦଇେ ଆମ୍ଭମାନଙ୍କୁ କହିଛ ଯେ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।
23 Então Moisés disse ao Senhor : — O povo não poderá subir o monte Sinai, porque tu nos advertiste, dizendo: “Marque limites ao redor do monte e consagre-o.”
24 ସଦାପ୍ରଭୁ ମାଶାଙ୍କେୁ କହିଲେ, ଓହ୍ଲାଇ ୟାଅ। ତୁମ୍ଭେ ହାରୋଣ ସହିତ ଆରୋହଣ କରିବ। ମାତ୍ର ଦେଖ, ଯାଜକଗଣ ଓ ଲୋକମାନେ ଯେପରି ସୀମା ଅତିକ୍ରମ ନକରନ୍ତି, ନ ହେଲ ମୁଁ ସମାନଙ୍କେୁ ଦଣ୍ଡ ଦବେି।
24 E o Senhor respondeu: — Vá, desça; depois você subirá, e Arão virá com você; porém os sacerdotes e o povo não devem ultrapassar o limite para subir ao
25 ତେଣୁ ମାଶାେ ଓହ୍ଲାଇ ଗଲେ ଓ ଲୋକମାନଙ୍କୁ କହିଲେ।
25 Então Moisés desceu ao povo e lhe disse tudo isso.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Êxodo 19, comparar traduções ou montar um estudo — tudo direto pelo WhatsApp.