Êxodo 20
Oriya Bible (GL_ORIYA) vs ARC
1 ଏହାପରେ ପରମେଶ୍ବର କହିଲେ,
1 Então, falou Deus todas estas palavras, dizendo:
2 ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ବର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହର କରି ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଦାସ ଥିଲ।
2 Eu sou o Senhor , teu Deus, que te tirei da terra do Egito, da casa da servidão.
3 ତୁମ୍ଭମାନେେ ମାେ ବ୍ଯତୀତ ଆଉ କୌଣସି ଦବେତାଗଣକୁ ଉପାସନା କରିବ ନାହିଁ।
3 Não terás outros deuses diante de mim.
4 ତୁମ୍ଭମାନେେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ବର୍ଗ ରେ କିମ୍ବା ପୃଥିବୀ ରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳ ରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ।
4 Não farás para ti imagem de escultura, nem alguma semelhança do que há em cima nos céus, nem em baixo na terra, nem nas águas debaixo da terra.
5 କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସବୋ କରିବ ନାହିଁ। କାହିଁକି? କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ। ମୁଁ ଇର୍ଷାପରାଯଣ ପରମେଶ୍ବର। ଯେଉଁମାନେ ମାେତେ ଘୃଣା କରନ୍ତି ସମାନେେ ମାରେ ଶତୃ ରେ ଗଣାୟାନ୍ତି ଏବଂ ମୁଁ ସମାନଙ୍କେୁ ସମାନଙ୍କେର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ଶାସ୍ତି ବିଧାନ କରିବି।
5 Não te encurvarás a elas nem as servirás; porque eu, o Senhor , teu Deus, sou Deus zeloso, que visito a maldade dos pais nos filhos até à terceira e quarta geração daqueles que me aborrecem
6 କିନ୍ତୁ ମୁଁ ସହେି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମାରେ ନିଯମ ପାଳନ କରନ୍ତି ଓ ମାେତେ ପ୍ ରମେ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।
6 e faço misericórdia em milhares aos que me amam e guardam os meus mandamentos.
7 ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନାମ ମିଥ୍ଯା ରେ ନବେ ନାହିଁ, କାରଣ ଯେ କହେି ତାଙ୍କର ନାମ ମିଥ୍ଯା ରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।
7 Não tomarás o nome do Senhor , teu Deus, em vão; porque o Senhor não terá por inocente o que tomar o seu nome em vão.
8 ବିଶ୍ରାମଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର।
8 Lembra-te do dia do sábado, para o santificar.
9 ଛଅ ଦିନ ରେ ଆପଣାର ସମସ୍ତ କର୍ମ କରିବ।
9 Seis dias trabalharás e farás toda a tua obra,
10 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ଯା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ବାରବର୍ତ୍ତୀ ବିଦେଶୀ କହେି କୌଣସି କାର୍ୟ୍ଯ କରିବ ନାହିଁ।
10 mas o sétimo dia é o sábado do Senhor , teu Deus; não farás nenhuma obra, nem tu, nem o teu filho, nem a tua filha, nem o teu servo, nem a tua serva, nem o teu animal, nem o teu estrangeiro que está dentro das tuas portas.
11 ଯେ ହତେୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ଦନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଛଅ ଦିନ୍ ରେ ନିର୍ମାଣ କରି ସପ୍ତମ ଦିନ ରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟକୁ ଏକ ସ୍ବତନ୍ତ୍ର ଦିନ କଲେ।
11 Porque em seis dias fez o Senhor os céus e a terra, o mar e tudo que neles há e ao sétimo dia descansou; portanto, abençoou o Senhor o dia do sábado e o santificou.
12 ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ୟଦ୍ବାରା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେଉଁ ଦେଶ ଦବେେ ସହେି ଦେଶ ରେ ତୁମ୍ଭର ଦୀର୍ଘ ପରମାଯୁ ହବେ।
12 Honra a teu pai e a tua mãe, para que se prolonguem os teus dias na terra que o Senhor , teu Deus, te dá.
13 ତୁମ୍ଭେ ନରହତ୍ଯା କରିବ ନାହିଁ।
13 Não matarás.
14 ତୁମ୍ଭେ ବ୍ଯଭିଚାର କରିବ ନାହିଁ।
14 Não adulterarás.
15 ତୁମ୍ଭେ ଚୋରୀ କରିବ ନାହିଁ।
15 Não furtarás.
16 ତୁମ୍ଭେ ଆପଣା ପ୍ରତିବେଶୀ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବେ ନାହିଁ।
16 Não dirás falso testemunho contra o teu próximo.
17 ତୁମ୍ଭେ ଆପଣା ପ୍ରତିବେଶୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବେଶୀର ଭାର୍ୟ୍ଯା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବେଶୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
17 Não cobiçarás a casa do teu próximo; não cobiçarás a mulher do teu próximo, nem o seu servo, nem a sua serva, nem o seu boi, nem o seu jumento, nem coisa alguma do teu próximo.
18 ସେତବେେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀ ଧ୍ବନି ଓ ଧୂମୟୁକ୍ତ ପର୍ବତ ଦେଖିଲେ, ପୁଣି ତାହା ଦେଖି ସମାନେେ କମ୍ପିତ ହାଇେ ଦୂର ରେ ଠିଆ ହେଲ।
18 E todo o povo viu os trovões, e os relâmpagos, e o sonido da buzina, e o monte fumegando; e o povo, vendo isso, retirou-se e pôs-se de longe.
19 ଆଉ ସମାନେେ ମାଶାଙ୍କେୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ ଆମ୍ଭମାନେେ ଶୁଣିବୁ, ମାତ୍ର ପରମେଶ୍ବର ଆମ୍ଭମାନଙ୍କ ସଙ୍ଗେ କଥା ନ କୁହନ୍ତୁ, ନ ହେଲ ଆମ୍ଭମାନେେ ମରିୟିବୁ।
19 E disseram a Moisés: Fala tu conosco, e ouviremos; e não fale Deus conosco, para que não morramos.
20 ତହିଁରେ ମାଶାେ ଲୋକମାନଙ୍କୁ କହିଲେ, ଭୟ କର ନାହିଁ। କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭମାନେେ ଯମେନ୍ତ ପାପ ନକରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କର ଚକ୍ଷୁ ଗୋଚର କରିବାକୁ ସଦାପ୍ରଭୁ ଆସି ଅଛନ୍ତି।
20 E disse Moisés ao povo: Não temais, que Deus veio para provar-vos e para que o seu temor esteja diante de vós, para que não pequeis.
21 ଲୋକମାନେ ସେତବେେଳେ ସହେି ପବିତ୍ର ପର୍ବତଠାରୁ ଦୂର ରେ ରହିଲେ, ଯେ ତବେଳେ ମାଶାେ ସହେି ପର୍ବତ ଉପରକୁ, ଘନ ମେଘ ମଧ୍ଯକୁ ପରମେଶ୍ବରଙ୍କୁ ସାକ୍ଷାତ କରିବା ପାଇଁ ଗଲେ।
21 E o povo estava em pé de longe; Moisés, porém, se chegou à escuridade, onde Deus estava.
22 ସଦାପ୍ରଭୁ ମାଶାଙ୍କେୁ କହିଲେ, ଇଶ୍ରାୟେଲର ଲୋକମାନଙ୍କୁ ଏହି କଥା କୁହ, ଆମ୍ଭେ ସ୍ବର୍ଗ ରେ ରହି ତୁମ୍ଭମାନଙ୍କ ସହିତ କଥା କହିଥିଲୁ। ତୁମ୍ଭମାନେେ ଦେଖିଅଛ।
22 Então, disse o Senhor a Moisés: Assim dirás aos filhos de Israel: Vós tendes visto que eu falei convosco desde os céus.
23 ତେଣୁ ତୁମ୍ଭମାନେେ ଆମ୍ଭର ପ୍ରତିୟୋଗୀ ଅନ୍ୟ ଦବେତାଗଣ ପ୍ରତିଷ୍ଠା କରିବ ନାହିଁ। ଆପଣାମାନଙ୍କ ପାଇଁ ରେ ୗପ୍ୟମୂର୍ତ୍ତି କିମ୍ବା ସୁନାର ମୂର୍ତ୍ତୀ ନିର୍ମାଣ କରିବ ନାହିଁ।
23 Não fareis outros deuses comigo; deuses de prata ou deuses de ouro não fareis para vós.
24 ତୁମ୍ଭମାନେେ ମାଟି ରେ ଏକ ସ୍ବତନ୍ତ୍ର ୟଜ୍ଞବଦେୀ ମାେ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମଷେ ଓ ଗୋରୁଗାଈରୁ ସଠାେରେ ହାମବେଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କର। ମୁଁ ତୁମ୍ଭମାନଙ୍କୁ ସବୁଠା ରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠା ରେ ତୁମ୍ଭମାନେେ ମାେତେ ସ୍ମରଣ କରିବ।
24 Um altar de terra me farás e sobre ele sacrificarás os teus holocaustos, e as tuas ofertas pacíficas, e as tuas ovelhas, e as tuas vacas; em todo lugar onde eu fizer celebrar a memória do meu nome, virei a ti e te abençoarei.
25 ଯବେେ ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବଦେୀ ନିର୍ମାଣ କରିବ, ତବେେ ଖାଦେିତ ପ୍ରସ୍ତର ରେ ତାହା ନିର୍ମାଣ କରିବ ନାହିଁ। କାରଣ ତହିଁ ଉପରେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର ହବେ। ଏହା ଆଉ ଗ୍ରହଣ ଯୋଗ୍ଯ ହବେ ନାହିଁ।
25 E, se me fizeres um altar de pedras, não o farás de pedras lavradas; se sobre ele levantares o teu buril, profaná-lo-ás.
26 ଆଉ ତୁମ୍ଭର ଉଲଗ୍ନତା ଆମ୍ଭ ବଦେୀ ଉପରେ ଯମେନ୍ତ ଅନାବୃତ ନହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦଇେ ଆମ୍ଭ ୟଜ୍ଞବଦେୀ ଉପରକୁ ଉଠିବ ନାହିଁ।
26 Não subirás também por degraus ao meu altar, para que a tua nudez não seja descoberta diante deles.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Êxodo 20, comparar traduções ou montar um estudo — tudo direto pelo WhatsApp.