Êxodo 24

Oriya Bible (GL_ORIYA) vs VC

Sair da comparação
VC Versão Católica
1 ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇଶ୍ରାୟେଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭମାନେେ ଦୂରରୁ ମାେତେ ଉପାସନା କରିବ।
1 Deus disse a Moisés: "Sobe para o Senhor, com Aarão, Nadab e Abiú e setenta anciãos de Israel, e prostrai-vos à distância.
2 କବଳେ ମାଶାେ ଉପାସନା କରିବାକୁ ସଦାପ୍ରଭୁଙ୍କ ନିକଟକୁ ଆସିବ। ଅନ୍ୟମାନେ ସଦାପ୍ରଭୁଙ୍କ ନିକଟକୁ ଆସିବେ ନାହିଁ। ଏବଂ ଏପରିକି ଲୋକମାନେ ମଧ୍ଯ ମାଶାଙ୍କେ ସହିତ ପର୍ବତ ଉପରକୁ ଯିବେ ନାହିଁ।
2 Só Moisés se aproximará do Senhor, e não os outros, e o povo não subirá com ele."
3 ମାଶାେ ସଦାପ୍ରଭୁଙ୍କ ନିଯମ ଏବଂ ଆଜ୍ଞା ସମାନଙ୍କେୁ ଜଣାଇଲେ। ଏହାପରେ ସମସ୍ତ ଲୋକ ଏକ ସ୍ବର ରେ କହିଲେ, ସଦାପ୍ରଭୁଙ୍କର ସମସ୍ତ ନିଯମଗୁଡିକ ଆମ୍ଭମାନେେ ପାଳନ କରିବୁ।
3 Moisés veio referir ao povo todas as palavras do Senhor, e todas as suas leis; e o povo inteiro respondeu a uma voz: "Faremos tudo o que o Senhor disse."
4 ତେଣୁ ମାଶାେ ସଦାପ୍ରଭୁଙ୍କର ସମସ୍ତ ବାକ୍ଯ ଲେଖିଲେ। ପ୍ରଭାତ ରେ ଉଠି ପର୍ବତ ତଳେ ଏକ ୟଜ୍ଞବଦେୀ ଓ ଇଶ୍ରାୟେଲର ଦ୍ବାଦଶ ବଂଶ ନିମନ୍ତେ ଦ୍ବାଦଶ ସ୍ତମ୍ଭ ନିର୍ମାଣ କଲେ।
4 E Moisés escreveu todas as palavras do Senhor. No dia seguinte, de manhã, edificou um altar ao pé da montanha e levantou doze estelas para as doze tribos de Israel.
5 ଏହାପରେ ମାଶାେ ଇଶ୍ରାୟେଲର ୟୁବକମାନଙ୍କୁ ବଳିଦାନ ଉତ୍ସର୍ଗ କରିବା ପାଇଁଁ ପଠାଇଲେ। ସହେି ୟୁବକଗଣ ପରମେଶ୍ବରଙ୍କ ନିକଟରେ ହାମବେଳି ଓ ମଙ୍ଗଳାର୍ଥକ ବଳି ସ୍ବରୂପେ ବୃଷଭମାନଙ୍କୁ ବଳିଦାନ ଦେଲେ।
5 Enviou jovens dentre os israelitas, os quais ofereceram holocaustos e sacrifícios ao Senhor e imolaram touros em sacrifícios pacíficos.
6 ମାଶାେ ସମସ୍ତ ରକ୍ତ ସଂଗ୍ରହ କଲେ, ଏହାର ଅଧା ପାତ୍ର ରେ ରଖିଲେ ଏବଂ ଆଉ ଅର୍ଦ୍ଧକେ ରକ୍ତ ବଦେୀ ଉପରେ ଢାଳିଲେ।
6 Moisés tomou a metade do sangue para metê-lo em bacias, e derramou a outra metade sobre o altar.
7 ମାଶାେ ବିଶଷେ ନିଯମ ଲଖାୟୋଇଥିବା ନଳାକାର ପୁସ୍ତକ ନଇେ ଲୋକମାନଙ୍କ ଆଗ ରେ ପାଠ କଲେ। ସମାନେେ କହିଲେ, ସଦାପ୍ରଭୁ ଯାହାସବୁ କରିଛନ୍ତି ଆମ୍ଭମାନେେ ଏହା କରିବୁ ଏବଂ ଆମ୍ଭମାନେେ ମାନିବୁ।
7 Tomou o livro da aliança e o leu ao povo, que respondeu: "Faremos tudo o que o Senhor disse e seremos obedientes."
8 ଏହାପରେ ମାଶାେ ସହେି ରକ୍ତ ଲୋକମାନଙ୍କ ଉପରେ ଛିଞ୍ଚିଲେ ଏବଂ କହିଲେ, ଏହାକୁ ଦେଖ, ଏହା ସଦାପ୍ରଭୁ ଓ ତୁମ୍ଭମାନଙ୍କ ସହିତ ହାଇେଥିବା ନିଯମର ରକ୍ତ।
8 Moisés tomou o sangue para aspergir com ele o povo: "Eis, disse ele, o sangue da aliança que o Senhor fez convosco, conforme tudo o que foi dito."
9 ମାଶାେ, ହାରୋଣ, ନାଦବ୍, ଅବୀହୂ ଏବଂ ଇଶ୍ରାୟେଲର ସତୁରି ଜଣ ପ୍ରଚୀନବର୍ଗ ପର୍ବତ ଆରୋହଣ କଲେ।
9 Moisés subiu, com Aarão, Nadab e Abiú, e setenta anciãos de Israel.
10 ଏବଂ ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କୁ ଦେଖିଲେ। ପର୍ବତ ଉପରେ ତାଙ୍କ ପାଦତଳେ ରାସ୍ତା ଉଜ୍ଜଳ ନୀଳକାନ୍ତମଣି ନିର୍ମିତ କାର୍ୟ୍ଯ ତୁଲ୍ଯ ଓ ନିର୍ମଳତା ରେ ଠିକ୍ ନୀଳ ଆକାଶ ପରି ଥିଲା।
10 Eles viram o Deus de Israel. Sob os seus pés havia como um lajeado de safiras transparentes, tão límpido como o próprio céu.
11 ପରମେଶ୍ବର ଇଶ୍ରାୟେଲର ନେତାଗଣଙ୍କ ବିରୁଦ୍ଧ ରେ ହସ୍ତ ବିସ୍ତାର କଲେ ନାହିଁ। ସମାନେେ ସମସ୍ତେ ପରମେଶ୍ବରଙ୍କୁ ଦର୍ଶନ କଲେ। ଏବଂ ସମାନେେ ଭୋଜନ ଓ ପାନ କଲେ।
11 Sobre os eleitos dos israelitas, Deus não estendeu a mão. Viram Deus, e depois comeram e beberam.
12 ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ପର୍ବତ ଉପରେ ମାେ ପାଖକୁ ଆସ। ଏଠା ରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦବେି, ବ୍ଯବସ୍ଥା ଓ ଆଜ୍ଞା, ଯାହା ମୁଁ ସମାନଙ୍କେୁ ଶିକ୍ଷା ଦବୋକୁ ଲେଖିଛି।
12 O Senhor disse a Moisés: "Sobe para mim no monte. Ficarás ali para que eu te dê as tábuas de pedra, a lei e as ordenações que escrevi para sua instrução."
13 ଏହାପରେ ମାଶାେ ଓ ତାଙ୍କର ପରିଚାଳକ ଯିହାଶୂେୟ ଉଠିଲେ, ମାଶାେ ପରମେଶ୍ବରଙ୍କର ପର୍ବତକୁ ଆରୋହଣ କଲେ।
13 Moisés levantou-se com Josué, seu auxiliar, e subiu o monte de Deus.
14 ମାଶାେ ପ୍ରାଚୀନବର୍ଗଙ୍କୁ କହିଲେ, ଆମ୍ଭମାନେେ ଯେ ପର୍ୟ୍ଯନ୍ତ ତୁମ୍ଭମାନଙ୍କ ନିକଟକୁ ଫରେି ନ ଆସିଛୁ ସପେର୍ୟ୍ଯନ୍ତ ତୁମ୍ଭମାନେେ ଏହିଠା ରେ ଥାଅ। ଦେଖ ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି। କାହାର କୌଣସି ବିବାଦର କଥା ଉପସ୍ଥିତ ହେଲେ ସମାନେେ ତାଙ୍କର ନିକଟକୁ ଯିବେ।
14 E disse aos anciãos: "Esperai-nos aqui até que voltemos. Tendes convosco Aarão e Hur. Se alguém tiver um litígio, dirigir-se-á a eles."
15 ଏହାପରେ ମାଶାେ ପର୍ବତ ଉପରକୁ ଚଢି଼ଲେ, ପୁଣି ମେଘ ପର୍ବତକୁ ଢାଙ୍କିଲା।
15 Moisés subiu ao monte. A nuvem cobriu o monte
16 ଏଥି ରେ ସୀନଯ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତ କଲା। ଆଉ ତାହା ଛଅଦିନ ମଘାେଚ୍ଛନ୍ନ ହାଇେ ରହିଲା। ଏହାପରେ ସଦାପ୍ରଭୁ ସପ୍ତମ ଦିନ ମେଘ ମଧ୍ଯରୁ ମାଶାଙ୍କେୁ ଡାକିଲେ।
16 e a glória do Senhor repousou sobre o monte Sinai, que ficou envolvido na nuvem durante seis dias. No sétimo dia, o Senhor chamou Moisés do seio da nuvem.
17 ସଠାେରେ ସଦାପ୍ରଭୁଙ୍କର ମହିମା ପର୍ବତ ଶିଖର ଉପରେ ଦଖାଗେଲା। ଇଶ୍ରାୟେଲର ଲୋକଙ୍କୁ ଏହା ଗ୍ରାସକାରୀ ଅଗ୍ନି ପରି ଦଖାଗେଲା।
17 Aos olhos dos israelitas a glória do Senhor tinha o aspecto de um fogo consumidor sobre o cume do monte.
18 ପୁଣି ମାଶାେ ମେଘ ମଧିଅରେ ପ୍ରବେଶ କରି ପର୍ବତ ଉପରକୁ ଉଠି ଚାଳିଶ ଦିନ ସହେି ପର୍ବତ ଉପରେ ରହିଲେ।
18 Moisés penetrou na nuvem e subiu a montanha. Ficou ali quarenta dias e quarenta noites.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Êxodo 24, comparar traduções ou montar um estudo — tudo direto pelo WhatsApp.