Êxodo 25
Oriya Bible (GL_ORIYA) vs NVI
1 ସଦାପ୍ରଭୁ ମାଶାଙ୍କେୁ କହିଲେ,
1 Disse o Senhor a Moisés:
2 ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କୁ ମାେ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ। ପ୍ରେତ୍ୟକକ ଲୋକ ତା'ର ହୃଦଯ ରେ ନିଷ୍ପତ୍ତି ନବୋ ଉଚିତ୍, ସେ ମାେ ପାଇଁ ଯାହା ଉପହାର ଦବୋ ଉଚିତ୍। ମାେ ପାଇଁ ସହେି ଦ୍ରବ୍ଯ ସଂଗ୍ରହ କର।
2 "Diga aos israelitas que me tragam uma oferta. Receba-a de todo aquele cujo coração o compelir a dar.
3 ଏହି ବସ୍ତୁଗୁଡିକ ତୁମ୍ଭେ ଲୋକମାନଙ୍କଠାରୁ ଗ୍ରହଣ କରିପାରିବ। ଯଥା- ସୁନା, ରୂପା, ପିତ୍ତଳ,
3 Estas são as ofertas que deverá receber deles: ouro, prata e bronze,
4 ନୀଳବର୍ଣ୍ଣ, ଧୂମବର୍ଣ୍ଣ ଓ ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମସୂତ୍ର ଓ ଛାଗଲୋକ,
4 fios de tecido azul, roxo e vermelho, linho fino, pêlos de cabra,
5 ରକ୍ତୀକୃତ ମଷଚେର୍ମ, ଶିଶୁକ ଚର୍ମ ଓ ଶିଟୀମ୍ କାଷ୍ଠ।
5 peles de carneiro tingidas de vermelho, couro, madeira de acácia,
6 ଦୀପ ନିମନ୍ତେ ତୈଳ ପୁଣି ଅଭିଷକୋର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧ ଦ୍ରବ୍ଯ।
6 azeite para iluminação; especiarias para o óleo da unção e para o incenso aromático;
7 ଏଫୋଦ୍ ଓ ବୁକୁପଟା ରେ ଏହା ଲଗାଇବା ନିମନ୍ତେ ଗୋମଦେକମଣି ଓ ଅଳଙ୍କାରସବୁ ଗ୍ରହଣ କର।
7 pedras de ônix e outras pedras preciosas para serem encravadas no colete sacerdotal e no peitoral.
8 ପରମେଶ୍ବର ଏହା ମଧ୍ଯ କହିଲେ, ସମାନେେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ରସ୍ଥାନ ନିର୍ମାଣ କରନ୍ତୁ। ତହିଁରେ ମୁଁ ସମାନଙ୍କେ ମଧିଅରେ ବାସ କରିବି।
8 "E farão um santuário para mim, e eu habitarei no meio deles.
9 ପବିତ୍ର ତମ୍ବୁର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର। ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦଖାଇବୋ ସହେି ଅନୁସାରେ ତୁମ୍ଭମାନେେ ସବୁ କରିବ।
9 Façam tudo como eu lhe mostrar, conforme o modelo do tabernáculo e de cada utensílio.
10 ଶିଟୀମ କାଠର ଏକ ସିନ୍ଦୁକ ତିଆରି କର। ସହେି ପବିତ୍ର ସିନ୍ଦୁକ ଅଢଇେ ହାତ ଲମ୍ବ, ଦେଢ ହାତ ପ୍ରସ୍ଥ ଓ ଦେଢ ହାତ ଉଚ୍ଚ ହବେ।
10 "Faça uma arca de madeira de acácia com um metro e dez centímetros de comprimento, setenta centímetros de largura e setenta centímetros de altura.
11 ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣ ରେ ତାହା ମଡାଇବ। ତା'ର ଭିତର ପଟ ଓ ବାହାର ପଟେ ରେ ମଧ୍ଯ ମଡାଇବ। ଏବଂ ତା'ଉପରେ ଚତୁର୍ଦ୍ଦିଗ ରେ ସୁବର୍ଣ୍ଣର କନ୍ଥ କରିବ।
11 Revista-a de ouro puro, por dentro e por fora, e faça uma moldura de ouro ao seu redor.
12 ଏଥି ନିମନ୍ତେ ଗ୍ଭରି କଣ ରେ ଗ୍ଭରୋଟି ସୁବର୍ଣ୍ଣର କଡା ଲଗାଅ। ପ୍ରେତ୍ୟକକ ପାଖ ରେ ଦୁଇଟି କଡା ଲଗାଅ।
12 Mande fundir quatro argolas de ouro para ela e prenda-as em seus quatro pés, com duas argolas de um lado e duas do outro.
13 ଏହାକୁ ବହିବା ପାଇଁ ସାଙ୍ଗୀ ତିଆରୀ କର ଓ ସୁବର୍ଣ୍ଣ ରେ ମଣ୍ଡିତ କର।
13 Depois faça varas de madeira de acácia, revista-as de ouro
14 ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାଶର୍ବସ୍ଥ କଡା ରେ ସହେି ସାଙ୍ଗୀ ପ୍ରବେଶ କରାଇବ।
14 e coloque-as nas argolas laterais da arca, para que possa ser carregada.
15 ସହେି ସାଙ୍ଗୀ ସିନ୍ଦୁକର କଡ଼ା ଭିତ ରେ ଥିବ ଏବଂ ତହିଁରୁ ନିଶ୍ଚିତ ବାହାର କରାୟିବ ନାହିଁ।
15 As varas permanecerão nas argolas da arca; não devem ser retiradas.
16 ପରମେଶ୍ବର କହିଲେ, ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦବୋ ତାହା ସହେି ସିନ୍ଦୁକରେ ରଖିବ।
16 Então coloque dentro da arca as tábuas da aliança que lhe darei.
17 ଏହାପରେ ତୁମ୍ଭମାନେେ ଶୁଦ୍ଧ ସୁବର୍ଣ୍ଣ ରେ ଅଢଇେ ହାତ ଲମ୍ବା ଦେଢ ହାତ ପ୍ରସ୍ଥ ଓ ଏକ ପାପାଚ୍ଛାଦନ ନିର୍ମାଣ କରିବ।
17 "Faça uma tampa de ouro puro com um metro e dez centímetros de comprimento por setenta centímetros de largura,
18 ଏହାପରେ ତୁମ୍ଭମାନେେ ପିଟା ସୁବର୍ଣ୍ଣରୁ ଦୁଇଟି କିରୁବ ଦୂତ କରିବ। ଏବଂ ସଗେୁଡିକୁ ସହେି ପାପାଚ୍ଛାଦନର ଦୁଇ ମୁଣ୍ଡ ରେ ଦବେ।
18 com dois querubins de ouro batido nas extremidades da tampa.
19 ଏକ ଦୂତକୁ ଗୋଟିଏ ମୁଣ୍ଡ ରେ ଓ ଆଉ ଗୋଟିଏକୁ ଅନ୍ୟ ମୁଣ୍ଡ ରେ ସ୍ଥାପନ କର। ଦୁଇ ଦୂତଙ୍କୁ ଆଚ୍ଛାଦନ ସହିତ ସଂଲଗ୍ନ କର।
19 Faça um querubim numa extremidade e o segundo na outra, formando uma só peça com a tampa.
20 ସହେି ଦୂତମାନେ ନିଯମ-ସିନ୍ଦୁକକୁ ସମାନଙ୍କେର ଡଣୋ ଦ୍ବାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡକୁ ଉେଠ। ଆଚ୍ଛାଦକ ଆଡକୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍।
20 Os querubins devem ter suas asas estendidas para cima, cobrindo com elas a tampa. Ficarão de frente um para o outro, com o rosto voltado para a tampa.
21 ତୁମ୍ଭେ ଏହି ପାପାଚ୍ଛାଦନ ସହେି ସିନ୍ଦୁକ ଉପରେ ରଖିବ। ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦବୋ ତାହା ସହେି ସିନ୍ଦୁକ ମଧ୍ଯର ଥୋଇବ।
21 Coloque a tampa sobre a arca, e dentro dela as tábuas da aliança que darei a você.
22 ଆଉ ମୁଁ ଯେତବେେଳେ ତୁମ୍ଭକୁ ସାକ୍ଷାତ କରେ ଓ ପାପାଚ୍ଛାଦନର ଉପରି ଭାଗରୁ ଅର୍ଥାତ୍ ଚୁକ୍ତି ସିନ୍ଦୁକର ଉପରିସ୍ଥ କିରୂବଦୂତଗଣ ମଧ୍ଯରୁ ତୁମ୍ଭ ସଙ୍ଗେ ଆଳାପ କରି ଇଶ୍ରାୟେଲ ସନ୍ତାନଗଣ ବିଷଯକ ମୁଁ ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବି।
22 Ali, sobre a tampa, no meio dos dois querubins que se encontram sobre a arca da aliança, eu me encontrarei com você e lhe darei todos os meus mandamentos destinados aos israelitas.
23 ଶିଟୀମ୍ କାଠ ରେ ଏକ ମଜେ ପ୍ରସ୍ତୁତ କର। ସହେି ମଜେଟି ଦୁଇ ହାତ ଲମ୍ବ ଏକ ହସ୍ତ ପ୍ରସ୍ଥ ଓ ଦେଢ ହାତ ଉଚ୍ଚ ହବେ।
23 "Faça uma mesa de madeira de acácia com noventa centímetros de comprimento, quarenta e cinco centímetros de largura e setenta centímetros de altura.
24 ଏହି ମଜେକୁ ଖାଣ୍ଟି ସୁବର୍ଣ୍ଣ ରେ ଆଚ୍ଛାଦନ କର ଏବଂ ତା'ର ଚତୁର୍ଦ୍ଦିଗ ରେ ଏକ ସୁବର୍ଣ୍ଣର ଛାଞ୍ଚ ଦିଅ।
24 Revista-a de ouro puro e faça uma moldura de ouro ao seu redor.
25 ଏହାପରେ ମଜେର ଚତୁଃପାଶର୍ବ ରେ ଏକ ହାତ ଓସାରର ଏକ ତକ୍ତା ତିଆରି କର ଏବଂ ଏକ ସୁବର୍ଣ୍ଣର କାନ୍ଥ ଲଗାଅ।
25 Faça também ao seu redor uma borda com a largura de quatro dedos e uma moldura de ouro para essa borda.
26 ଆଉ ସୁବର୍ଣ୍ଣ ରେ ଚାରୋଟୀ କଡା କରି ଚାରି ଖୁରାର ଚାରି କଣ ରେ ରଖିବ।
26 Faça quatro argolas de ouro para a mesa e prenda-as nos quatro cantos dela, onde estão os seus quatro pés.
27 ଏହି କଡାଗୁଡିକ ଭିତ ରେ ସାଙ୍ଗୀ ମଜେ ବହନ କରିବ। ଏବଂ ସଗେୁଡିକ ରିମ୍ର ପାଖାପାଖି ରହିବା ଉଚିତ୍।
27 As argolas devem ser presas próximas da borda para que sustentem as varas usadas para carregar a mesa.
28 ମଜେକୁ ବୋହିବା ପାଇଁ ଶିଟୀମ୍ କାଠ ରେ ସାଙ୍ଗୀ ତିଆରି କରି ସେଥି ରେ ସୁବର୍ଣ୍ଣ ମଡାଇ ଦିଅ।
28 Faça as varas de madeira de acácia, revestindo-as de ouro; com elas se carregará a mesa.
29 ଏହାର ଥାଳି, ବାଟି, ଜଗ୍ ଓ ପିଆଲା ଶୁଦ୍ଧ ସୁବର୍ଣ୍ଣ ରେ ନିର୍ମାଣ କର। ଜଗ୍ ଓ ପିଆଲାଗୁଡିକ ପଯେ ନବୈେଦ୍ଯ ପାଇଁ ବ୍ଯବହୃତ ହବେ।
29 Faça de ouro puro os seus pratos e o recipiente para incenso, as suas tigelas e as bacias nas quais se derramam as ofertas de bebidas.
30 ସହେି ମଜେ ଉପରେ, ମାେ ସମ୍ମୁଖ ରେ ସବୁ ସମୟରେ ଦର୍ଶନୀଯ ରୋଟୀ ରଖ।
30 Coloque sobre a mesa os pães da Presença, para que estejam sempre diante de mim.
31 ଏହାପରେ ତୁମ୍ଭମାନେେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁପର୍ଣ୍ଣ ରେ ପିଟା କର୍ମ ରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।
31 "Faça um candelabro de ouro puro e batido. O pedestal, a haste, as taças, as flores e os botões do candelabro formarão com ele uma só peça.
32 ଏହି ଦୀପ ବୃକ୍ଷଟି ଛଅ ଶାଖା ବିଶିଷ୍ଟ ହବେ। ଏହାର ଏକ ପାଶର୍ବରୁ ତିନି ଦୀପଶାଖା ଓ ଅନ୍ୟ ପଶର୍ବରୁ ତିନି ଦୀପଶାଖା ବାହାରିବ।
32 Seis braços sairão do candelabro: três de um lado e três do outro.
33 ପ୍ରତି ଶାଖା ରେ ତିନୋଟି ଫୁଲ ରହିବ। ଏହି ଫୁଲଗୁଡିକ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ।
33 Haverá três taças com formato de flor de amêndoa num dos braços, cada uma com botão e flor, e três taças com formato de flor de amêndoa no braço seguinte, cada uma com botão e flor. Assim será com os seis braços que saem do candelabro.
34 ଦୀପ ବୃକ୍ଷ ରେ ବାଦାମ ପୁଷ୍ପାକୃତି ଚାରି ଗୋଲାଧାର ଓ କଳିକା ପୁଷ୍ପ ରହିବ।
34 Na haste do candelabro haverá quatro taças com formato de flor de amêndoa, cada uma com botão e flor.
35 ସହେି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ହବେ ସମାନଙ୍କେ ଏକ ଶାଖା ଦ୍ବଯର ଏକ କଳିକା ଓ ଅନ୍ୟ ଶାଖା ଦ୍ବଯର ତଳେ ଏକ କଳିକା ଓ ଅନ୍ୟତର ଶାଖା ଦ୍ବଯର ତଳେ ଏକ କଳିକା ରହିବ।
35 Haverá um botão debaixo de cada par dos seis braços que saem do candelabro.
36 ସେ ଦୀପଶାଖାଟି ସଂପୂର୍ଣ୍ଣଭାବେ ଶୁଦ୍ଧ ସୁବର୍ଣ୍ଣ ରେ ନିର୍ମିତ ହବେ। ଏହି ସମସ୍ତ ସୁବର୍ଣ୍ଣ କାର୍ୟ୍ଯ ପିଟା ସୁବର୍ଣ୍ଣ ରେ ହବେ। ଏବଂ ଏହା ୟୋଡାୟାଇ ଗୋଟିଏ ଖଣ୍ଡ କରା ହବେ।
36 Os braços com seus botões formarão uma só peça com o candelabro, tudo feito de ouro puro e batido.
37 ତୁମ୍ଭମାନେେ ତାହାପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ। ତହିଁରେ ଲୋକମାନେ ସହେି ପ୍ରତୀପ ଜଳାଇଲେ ତହିଁର ସମ୍ମୁଖ ରେ ଆଲୁଅ ହବେ।
37 "Faça-lhe também sete lâmpadas e coloque-as nele para que iluminem a frente dele.
38 ନିର୍ମଳ ସୁବର୍ଣ୍ଣ ରେ ତହିଁର ଚିମୁଟା ଓ ଅଙ୍ଗାରଧାନୀ ନିର୍ମାଣ କରିବ।
38 Seus cortadores de pavio e seus apagadores serão de ouro puro.
39 ଏହି ଦୀପରୂଖା ଓ ତହିଁର ସାମଗ୍ରୀ ଏକ ତାଳନ୍ତ ଶୁଦ୍ଧ ସୁବର୍ଣ୍ଣ ରେ ତିଆରି ହବୋ ଉଚିତ୍।
39 Com trinta e cinco quilos de ouro puro faça o candelabro e todos esses utensílios.
40 ନିଶ୍ଚିତ ହୁଅ ଯେ, ନିର୍ଦ୍ଦେଶ ମୁତାବକ ଆସବାବ ପତ୍ରଗୁଡିକ ତିଆରି କରୁଛ। ଯାହା କି ମୁଁ ତୁମ୍ଭକୁ ପର୍ବତ ଉପରେ ଦଇେଛି।
40 Tenha o cuidado de fazê-lo segundo o modelo que lhe foi mostrado no monte".
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Êxodo 25, comparar traduções ou montar um estudo — tudo direto pelo WhatsApp.