Êxodo 27

Oriya Bible (GL_ORIYA) vs BKJ

Sair da comparação
1 ସଦାପ୍ରଭୁ ମାଶାଙ୍କେୁ କହିଲେ, ଏକ ୟଜ୍ଞବଦେୀ ନିର୍ମାଣ କରିବାକୁ ଶିଟୀମ୍ କାଠ ବ୍ଯବହାର କର। ଏହା ଏକ ବର୍ଗ କ୍ଷେତ୍ର ହବୋ ଉଚିତ୍। ଏହାର ର୍ଦୈଘ୍ଯ ଓ ପ୍ରସ୍ଥ ପାଞ୍ଚ ହାତ ଲଖାଏଁେ ହବୋ ଉଚିତ୍। ଏବଂ ଏହାର ଉଚ୍ଚତା ତିନି ହାତ ହବୋ ଉଚିତ୍।
1 E farás um altar de madeira de acácia, com cinco côvados de comprimento, e cinco côvados de largura; o altar será quadrado, e a sua altura será de três côvados.
2 ବଦେୀର ଚାରିକଣ ପାଇଁ ଶିଙ୍ଗ ତିଆରି କର। ଏହି ଶିଙ୍ଗଗୁଡିକ ବଦେୀର ଏକ ଅଂଶ ହବୋ ଉଚିତ୍। ଏହା କଂସା ରେ ଆଚ୍ଛାଦିତ ହବୋ ଉଚିତ୍।
2 E farás os seus chifres sobre os seus quatro cantos; os seus chifres serão do mesmo, e o revestirás de bronze.
3 ଭସ୍ମ ରଖିବା ପାଇଁ ପାତ୍ର କର, କୋଦାଳ, ଗରା, କଣ୍ଟାଚାମୁଚ ଏବଂ କରଇେ କଂସାରୁ ତିଆରି କର। ସମସ୍ତ ପାତ୍ର ପିତ୍ତଳ ରେ ପ୍ରସ୍ତୁତ କରିବ।
3 E lhe farás seus recipientes para recolher suas cinzas, e suas pás, e suas bacias, e os seus ganchos de carne, e os seus braseiros; todos os seus utensílios farás de bronze.
4 ପିତ୍ତଳ ରେ ଏକ ଜାଲି କରିବ ଓ ତା' ଉପରେ ଚାରି କୋଣ ରେ ପିତ୍ତଳର ଚାରକଡା କରିବ।
4 E lhe farás uma grade de bronze em forma de grelha, e sobre a rede farás quatro argolas de bronze nos seus quatro cantos.
5 ୟଜ୍ଞବଦେୀର ତଳେ ଥିବା ଥାକ ତଳେ ଜାଲିକୁ ରଖ। ଏହା ୟଜ୍ଞବଦେୀର ମଧ୍ଯଭାଗ ପର୍ୟ୍ଯନ୍ତ ପାଇବା ଉଚିତ୍।
5 E os colocarás debaixo do altar em volta, para que a rede chegue até o meio do altar.
6 ୟଜ୍ଞବଦେୀର ଖମ୍ବ ଶିଟୀମ୍ କାଠ ରେ ନିର୍ମାଣ କରି ସେଥି ରେ ପିତ୍ତଳ ଆଚ୍ଛାଦନ କର।
6 E farás varas para o altar, varas de madeira de acácia, e as revestirás com bronze.
7 ପୁଣି ସହେି ବଦେୀକୁ ବହିବା ବେଳେ ବଦେୀର ଉଭୟ ପାଶର୍‌ବ ଉପରେ କଡା ମଧିଅରେ ସହେି ସାଙ୍ଗୀ ରଖ।
7 E as varas serão colocadas nas argolas, e as varas estarão sobre os dois lados do altar, para carregá-lo.
8 ତୁମ୍ଭେ ୟଜ୍ଞବଦେୀକୁ ଫମ୍ପା ସିନ୍ଦୁକ ପରି ରଖ। ପର୍ବତ ରେ ତୁମ୍ଭକୁ ଯେଉଁ ରୂପେ ଦଖାଇେଥିଲ ସହେିପରି ଭାବରେ ବଦେୀ ନିର୍ମାଣ କରାୟିବା ଉଚିତ୍।
8 Oco e de tábuas o farás; como te foi mostrado no monte, assim o farão.
9 ପବିତ୍ର ତମ୍ବୁ ପାଇଁ ଏକ ପ୍ରାଙ୍ଗଣ ତିଆରି କର। ସହେି ପ୍ରାଙ୍ଗଣର ଦକ୍ଷିଣ ଦିଗ ରେ ବଳା ଶୁଭ୍ର କ୍ଷୋମ ସୂତା ନିର୍ମିତ ପରଦା ରହିବା ଉଚିତ୍। ଏହାର ଲମ୍ବ ଏକ ଶହ ହାତ ହବୋ ଉଚିତ୍।
9 E farás o pátio do tabernáculo; do lado sul em direção ao sul haverá cortinas para o pátio de linho fino torcido de cem côvados de comprimento para um lado,
10 ତହିଁର କୋଡିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହବେ। ପୁଣି ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ହବେ।
10 e as suas vinte colunas e suas vinte bases serão de bronze. Os colchetes das colunas e suas faixas serão de prata.
11 ତମ୍ବୁର ଉତ୍ତର ପାଶର୍‌ବ ରେ ଶ ହେ ହାତ ଲମ୍ବ ପରଦା ହବେ ଓ ତାହାର କୋଡିଏ ସ୍ତମ୍ଭ ଓ କୋଡିଏ ଚୁଙ୍ଗୀ ପିତ୍ତଳର ହବେ। ଏବଂ ସ୍ତମ୍ଭର ଆଙ୍କଡା ଛୁଞ୍ଚିଆ ରୂପାର ହବେ।
11 E da mesma forma ao longo do lado do norte haverá cortinas de cem côvados de comprimento, e suas vinte colunas e vinte bases de bronze. Os colchetes dos pilares e suas faixas de prata.
12 ଆଉ ପଶ୍ଚିମ ଦିଗ ରେ ପ୍ରାଙ୍ଗଣର ପ୍ରସ୍ଥତା ନିମନ୍ତେ ପଚାଶ ହସ୍ତ ପରଦା ଓ ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।
12 E na largura do pátio no lado oeste haverá cortinas de cinquenta côvados; suas colunas dez, e as suas bases dez.
13 ପୂର୍ବ ଦିଗ ରେ ପ୍ରାଙ୍ଗଣର ପ୍ରସ୍ଥତା ପଚାଶ ହାତ ହବେ।
13 E a largura do pátio no lado leste em direção ao leste será de cinquenta côvados.
14 ପୂର୍ବ ଭାଗ ରେ ପ୍ରବେଶ ପଥରେ ପନ୍ଦର ହାତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହବେ।
14 As cortinas de um lado da porta serão de quinze côvados; suas colunas, três, e suas bases, três.
15 ଅନ୍ୟ ପଶର୍‌ବ ରେ ପନ୍ଦର ହାତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହବେ।
15 E do outro lado haverá cortinas de quinze côvados; suas colunas, três, e suas bases, três.
16 ପ୍ରାଙ୍ଗଣର ପ୍ରବେଶପଥ ନିମନ୍ତେ ପରଦାଟି କୋଡିଏ ହାତ ଲମ୍ବ ହବେ ଉଚିତ୍। ସହେି ପରଦାଟିକୁ ସୂକ୍ଷ୍ମ ନାଇଲନ ସୂତା ରେ ତିଆରି କର ଯାହାକି ନୀଳ, ବାଇଗଣୀ, ଲାଲ ରଙ୍ଗର ସୂତା ରେ ଶିଳ୍ପକର୍ମ ହାଇେଥିବ। ଏବଂ ଏହାର ତା'ର ଚାରୋଟୀ ସ୍ତମ୍ଭ ଓ ଚାରୋଟୀ ଆଧାର ହବୋ ଉଚିତ୍।
16 E para a porta do pátio haverá uma cortina de quinze côvados, de azul, e púrpura, e escarlate, e linho fino torcido, obra de bordador. E suas colunas serão quatro, e suas bases, quatro.
17 ପୁଣି ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ସକଳ ରୂପା ଛୁଞ୍ଚିଆ ରେ ବନ୍ଦ ହବେ ଓ ତା'ର ଅଙ୍ଗଡା ରୂପାର ଓ ଚୁଙ୍ଗୀ ପିତ୍ତଳର ହବେ।
17 Todas as colunas ao redor do pátio terão faixas de prata; seus colchetes serão de prata, e suas bases de bronze.
18 ପ୍ରାଙ୍ଗଣଟି ଏକଶହ ହାତ ଲମ୍ବ ଓ ପଚାଶ ହାତ ପ୍ରସ୍ଥ ଓ ପାଞ୍ଚ ହାତ ଉଚ୍ଚ ହବେ। ସହେି ଶୁଭ୍ର କ୍ଷୋମସୂତ୍ର ରେ ପ୍ରସ୍ତୁତ ହବୋ ସହିତ କଂସାର ଆଧାର ରହିବା ଉଚିତ୍।
18 O comprimento do pátio será de cem côvados, e a largura de cada lado será de cinquenta, e a altura de cinco côvados de linho fino torcido, e suas bases de bronze.
19 ଆଉ ପବିତ୍ର ତମ୍ବୁର ସମୁଦାଯ କାର୍ୟ୍ଯ ସମ୍ବନ୍ଧୀଯ ସାମଗ୍ରୀ ଓ ପ୍ରଙ୍ଗଣର ସମସ୍ତ ଖିଲ କଂସାର ନିର୍ମିତ ହବୋ ଉଚିତ୍।
19 Todos os utensílios do tabernáculo em todo o seu serviço, e todas as suas estacas, e todas as estacas do pátio, serão de bronze.
20 ବର୍ତ୍ତମାନ ଇଶ୍ରାୟେଲର ଲୋକମାନଙ୍କୁ ସବୁଠାରୁ ଭଲ ଅଲିଭ ଫଳରୁ ନିର୍ମଳ ପଷୋ ଅଲିଭ ତୈଳ ଅନନ୍ତକାଳ ଦୀପ ଜଳାଇବା ନିମନ୍ତେ ଆଣିବା ପାଇଁ ଆଜ୍ଞା ଦିଅ।
20 E ordenarás aos filhos de Israel para que tragam óleo puro de oliva, batido, para a luz, para fazer a lâmpada arder continuamente.
21 ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛ ରେ ଥିବା ନିଯମ-ସିନ୍ଦୁକ ଓ ଏହାର ସମ୍ମୁଖ ରେ ଥିବା ଏହାକୁ ସନ୍ଧ୍ଯାରୁ ସକାଳ ପର୍ୟ୍ଯନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ଯବସ୍ଥା ଇଶ୍ରାୟେଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରପୁଜ୍ଯ ହବେ।
21 No tabernáculo da congregação fora do véu, que está diante do Testemunho, Arão e seus filhos as porão em ordem desde a tarde até a manhã diante do SENHOR. Será um estatuto para sempre para as suas gerações para os filhos de Israel.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Êxodo 27, comparar traduções ou montar um estudo — tudo direto pelo WhatsApp.