Êxodo 28
Oriya Bible (GL_ORIYA) vs ARIB
1 ତହିଁରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର ଭାଇ ହାରୋଣ ଏବଂ ତାଙ୍କର ପୁତ୍ର ନାଦବ୍, ଅବୀଦ, ଇଲିଯାଜର ଓ ଇଥାମରକୁ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ଆଣ। ସମାନେେ ମାରେ ଯାଜକଗଣ ହବେେ।
1 Depois farás chegar a ti teu irmão Arão, e seus filhos com ele, dentre os filhos de Israel, para me administrarem o ofício sacerdotal; a saber: Arão, Nadabe e Abiú, Eleazar e Itamar, os filhos de Arão.
2 ତୁମ୍ଭର ଭାଇ ହାରୋଣଙ୍କ ପାଇଁ ପବିତ୍ର ବସ୍ତ୍ର ତିଆରି କର। ସହେି ବସ୍ତ୍ର ପିନ୍ଧିଲେ ସେ ସମ୍ମାନ ପାଇବେ ଓ ସୁନ୍ଦର ଦିଶିବେ।
2 Farás vestes sagradas para Arão, teu irmão, para glória e ornamento.
3 ସହେି ନିପୁଣ ଲୋକମାନଙ୍କୁ ପଚାର, ଯେଉଁମାନଙ୍କୁ ମୁଁ ହାରୋଣକୁ ଯାଜକ ରୂପେ ଉତ୍ସର୍ଗୀକୃତ କରିବା ପାଇଁ ବସ୍ତ୍ର ତିଆରି କରିବା ପାଇଁ ଜ୍ଞାନ ପ୍ରଦାନ କଲି।
3 Falarás a todos os homens hábeis, a quem eu tenha enchido do espírito de sabedoria, que façam as vestes de Arão para santificá-lo, a fim de que me administre o ofício sacerdotal.
4 ବୁକପଟା, ଏଫୋଦ, ଗୋଟିଏ ଚୋଗା, ଶୁକ୍ଲ ସୁତା ରେ ବୁଣା ୟାଇଥିବା ଚୋଗା, ପଗଡି ଓ କଟି ବନ୍ଧନ ସମାନେେ ପ୍ରସ୍ତୁତ କରିବା ଉଚିତ୍। ଏହି ଲୋକମାନେ ଏହିସବୁ ପବିତ୍ର ବସ୍ତ୍ର ତୁମ୍ଭର ଭାଇ ହାରୋଣ ଓ ତାହାର ପୁତ୍ରଗଣ ପାଇଁ ପ୍ରସ୍ତୁତ କରିବ, ଯେଉଁଥିପାଇଁ ସମାନେେ ମାରେ ଯାଜକ ରୁପେ ସବୋ କରିବେ।
4 Estas pois são as vestes que farão: um peitoral, um éfode, um manto, uma túnica bordada, uma mitra e um cinto; farão, pois, as vestes sagradas para Arão, teu irmão, e para seus filhos, a fim de me administrarem o ofício sacerdotal.
5 ସମାନେେ ସୁବର୍ଣ୍ଣ, ନୀଳ ଓ ଧୁମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ର ହବେ।
5 E receberão o ouro, o azul, a púrpura, o carmesim e o linho fino,
6 ସମାନେେ ନୀଳ, ଧୁମ୍ର, ସିନ୍ଦୁର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ର ରେ ନିପୁଣ ଶିଳ୍ପକାରର କର୍ମ ଦ୍ବାରା ସହେି ଏଫୋଦ ବସ୍ତ୍ର ପ୍ରସ୍ତୁତ କରନ୍ତୁ।
6 e farão o éfode de ouro, azul, púrpura, carmesim e linho fino torcido, obra de desenhista.
7 ଏହାର ଦୁଇ ମୁଣ୍ଡ ରେ ପରସ୍ପର ସଂୟୁକ୍ତ ଦୁଇ ସ୍କନ୍ଧପଟି ରହିବ। ଏହିପରି ଭାବରେ ତାହା ୟୁକ୍ତ ହବେ।
7 Terá duas ombreiras, que se unam às suas duas pontas, para que seja unido.
8 ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସହେି ବସ୍ତ୍ର ଅନୁସାରେ ହବେ। ଅର୍ଥାତ୍ ସ୍ବର୍ଣ୍ଣ ରେ ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ହବେ।
8 E o cinto de obra esmerada do éfode, que estará sobre ele, formando com ele uma só peça, será de obra semelhante de ouro, azul, púrpura, carmesim e linho fino torcido.
9 ଦୁଇଟି ଗୋମଦେକମଣି ନଇେ ତହିଁ ଉପରେ ଇଶ୍ରାୟେଲ ପୁତ୍ରମାନଙ୍କ ନାମ ଖାଦେିତ କରିବ।
9 E tomarás duas pedras de berilo, e gravarás nelas os nomes dos filhos de Israel.
10 ଛଅଟି ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅଟି ନାମ ମଣି ଉପରେ ରହିବ। ଏହିସବୁ ନାମଗୁଡିକ ସମାନଙ୍କେର ଜନ୍ମ ଅନୁସାରେ ତାଲିକାଭୁକ୍ତ କରାୟିବା ଉଚିତ୍।
10 Seis dos seus nomes numa pedra, e os seis nomes restantes na outra pedra, segundo a ordem do seu nascimento.
11 ଶିଳ୍ପ କର୍ମ ରେ ମୁଦ୍ରା ଖାେଳିବା ନ୍ଯାଯ ସହେି ଦୁଇ ମଣି ଉପରେ ଇଶ୍ରାୟେଲ ପୁତ୍ରଗଣର ନାମ ଖୋଳିବ। ପୁଣି ତାହା ଦୁଇ ସ୍ବର୍ଣ୍ଣ ଧାର ରେ ବନ୍ଦ କରିବ।
11 Conforme a obra de lapidário, como a gravura de um selo, gravarás as duas pedras, com os nomes dos filhos de Israel; guarnecidas de engastes de ouro as farás.
12 ଏହାପରେ ଇଶ୍ରାୟେଲ ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସହେି ଦୁଇ ମଣି ଏଫୋଦର ଦୁଇସ୍କନ୍ଧ ପଟି ରେ ଦବେ। ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖ ରେ ଆପଣା ଦୁଇ ସ୍କନ୍ଧ ରେ ସମାନଙ୍କେ ନାମ ବହିବ।
12 E porás as duas pedras nas ombreiras do éfode, para servirem de pedras de memorial para os filhos de Israel; assim sobre um e outro ombro levará Arão diante do Senhor os seus nomes como memorial.
13 ଶୁଦ୍ଧ ସୁବର୍ଣ୍ଣ ରେ ଏହି ପଥର ଏଫୋଦର ରହିବ।
13 Farás também engastes de ouro,
14 ଦୁଇମାେଡା ହାଇେଥିବା ସୁବର୍ଣ୍ଣ ଜଞ୍ଜିର କରି ସହେି ଏଫୋଦ ରେ ଲଗାଇବ।
14 e duas cadeiazinhas de ouro puro; como cordas as farás, de obra trançada; e aos engastes fixarás as cadeiazinhas de obra trançada.
15 ନିପୁଣ କାରିଗର ଦ୍ବାରା ନିପୁଣ ଭାବରେ ବୁକୁପଟା ପ୍ରସ୍ତୁତ କର। ବୁକୁପଟା ଏଫୋଦ ପରି ସୂକ୍ଷ୍ମ ମଲ୍ମଲ୍ ଏବଂ ସୁବର୍ଣ୍ଣ, ନଳୀ, ବାଇଗଣି ଏବଂ ଲାଲ୍ ମଲ୍ମଲ୍ ନିପୁଣ କଳାକୃତ୍ତି ରେ ନିର୍ମାଣ ହବୋ ଉଚିତ୍ା
15 Farás também o peitoral do juízo, obra de artífice; conforme a obra do éfode o farás; de ouro, de azul, de púrpura, de carmesim, e de linho fino torcido o farás.
16 ଚତୁଷ୍କଣ ଓ ଦୋହରା ହବେ। ତହିଁର ଦୀର୍ଘତା ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହବେ।
16 Quadrado e duplo, será de um palmo o seu comprimento, e de um palmo a sua largura.
17 ତାହାକୁ ଚାରି ମଣି ପଂକ୍ତି ରେ ଖଚିତ କରିବ। ତହିଁରେ ପ୍ରଥମ ପଂକ୍ତି ରେ ଚୂଣୀ ଓ ପୀତମଣି ମର୍କତ,
17 E o encherás de pedras de engaste, em quatro fileiras: a primeira será de uma cornalina, um topázio e uma esmeralda;
18 ଦ୍ବିତୀୟ ପଂକ୍ତି ରେ ପଦ୍ମରାଗ ଓ ନୀଳକାନ୍ତ ହୀରକ,
18 a segunda fileira será de uma granada, uma safira e um ônix;
19 ତୃତୀୟ ପଂକ୍ତି ରେ ପରେୋଜ, ୟିସ୍ମ ଓ କଟା ହଳୋ।
19 a terceira fileira será de um jacinto, uma ágata e uma ametista;
20 ଚତୁର୍ଥ ପଂକ୍ତି ରେ ବୈଦୂର୍ୟ୍ଯ, ଗୋମଦେକ ଓ ସୂର୍ୟ୍ଯକାନ୍ତ। ଏହିସବୁ ସ୍ବର୍ଣ୍ଣ ରେ ନିଜ ନିଜ ପଂକ୍ତି ରେ ବସାୟିବ।
20 e a quarta fileira será de uma crisólita, um berilo e um jaspe; elas serão guarnecidas de ouro nos seus engastes.
21 ଏହି ମଣି ଇଶ୍ରାୟେଲ ପୁତ୍ରମାନଙ୍କ ନାମ ନିମନ୍ତେ ସମାନଙ୍କେ ନାମ ଅନୁସାରେ ଦ୍ବାଦଶ ହବେ। ମୁଦ୍ରା ନ୍ଯାଯ ଖାଦେିତ ପ୍ରେତ୍ୟକକ ମଣି ରେ ସହେି ଦ୍ବାଦଶ ବଂଶ ନିମନ୍ତେ ପ୍ରେତ୍ୟକକ ପୁତ୍ରନ ନାମ ରହିବ।
21 Serão, pois, as pedras segundo os nomes dos filhos de Israel, doze segundo os seus nomes; serão como a gravura de um selo, cada uma com o seu nome, para as doze tribos.
22 ବୁକୁପଟା ନିମନ୍ତେ ହାରଗୁଡିକ ତିଆରି କର। ଏହି ହାର ଶୁଦ୍ଧ ସୁବର୍ଣ୍ଣ ରେ ମାେଡା ୟାଇଥିବ।
22 Também farás sobre o peitoral cadeiazinhas como cordas, obra de trança, de ouro puro.
23 ବୁକୁପଟା ଉପରେ ସ୍ବର୍ଣ୍ଣର ଦୁଇ କଡା ରହିବ। ବୁକୁପଟାର ଦୁଇ ପ୍ରାନ୍ତ ରେ ସହେି ଦୁଇ କଡା ଲଗାଇବ।
23 Igualmente sobre o peitoral farás duas argolas de ouro, e porás as duas argolas nas duas extremidades do peitoral.
24 ବୁକୁପଟା ସ୍ଥିତ ଦୁଇ ସୁବର୍ଣ୍ଣ କଡା ମଧିଅରେ ସହେି ଦୁଇଟି ସୁବର୍ଣ୍ଣ ହାର ଲଗାଇବ।
24 Então meterás as duas cadeiazinhas de ouro, de obra trançada, nas duas argolas nas extremidades do peitoral;
25 ଦୁଇ ସୁବର୍ଣ୍ଣ ହାରର ଦୁଇ ମୁଣ୍ଡକୁ ଏଫୋଦର ସ୍କନ୍ଧ ପଟି ରେ ବାନ୍ଧ।
25 e as outras duas pontas das duas cadeiazinhas de obra trançada meterás nos dois engastes, e as porás nas ombreiras do éfode, na parte dianteira dele.
26 ଆଉ ଦୁଇଟି ସୁବର୍ଣ୍ଣର କଡା ନିର୍ମାଣ କର ଏବଂ ବୁକୁପଟାର ଏଫୋଦ ଭିତର ଭାଗସ୍ଥ ଦୁଇ କଣ ରେ ତାକୁ ଲଗାଅ।
26 Farás outras duas argolas de ouro, e as porás nas duas extremidades do peitoral, na sua borda que estiver junto ao lado interior do éfode.
27 ଆହୁରି ଦୁଇଟୀ ସ୍ବର୍ଣ୍ଣ କଡା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଦପଟି ତଳେ ତହିଁର ସମ୍ମୁଖ ଭାଗ ରେ ୟୋଡ ସ୍ଥାନ ରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।
27 Farás mais duas argolas de ouro, e as porás nas duas ombreiras do éfode, para baixo, na parte dianteira, junto à costura, e acima do cinto de obra esmerada do éfode.
28 ବୁକୁପଟା ଯମେନ୍ତ ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ନୟିବ ଏଥିପାଇଁ ସମାନେେ ବୁକୁପଟାରକୁ ନିଜ କଡା ରେ ନୀଳସୁତ୍ର ଦ୍ବାରା ଏଫୋଦର କଡା ସହିତ ବନ୍ଦ ରଖିବେ।
28 E ligarão o peitoral, pelas suas argolas, às argolas do éfode por meio de um cordão azul, de modo que fique sobre o cinto de obra esmerada do éfode e não se separe o peitoral do éfode.
29 ଯେତବେେଳେ ହାରୋଣ ପବିତ୍ର ସ୍ଥାନକୁ ପ୍ରବେଶ କରିବ, ସହେି ସମୟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ନିତ୍ଯ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟା ରେ ଇଶ୍ରାୟେଲ ପୁତ୍ରଗଣର ନାମ ସକଳ ଆପଣା ହୃଦଯ ଉପରେ ବହନ କରିବ।
29 Assim Arão levará os nomes dos filhos de Israel no peitoral do juízo sobre o seu coração, quando entrar no lugar santo, para memorial diante do Senhor continuamente.
30 ସହେି ବିଚାରାର୍ଥକ ବୁକୁପଟା ରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ। ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରବୁଙ୍କ ଛାମୁ ରେ ପ୍ରବେଶ କରିବ। ସହେି ସମୟରେ ହାରୋଣର ଦୃଦଯ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଚାମୁ ରେ ପ୍ରେତ୍ୟକକଦିନ ଇଶ୍ରାୟେଲ ସନ୍ତାନଗଣର ବିଚାର ଆପଣା ହୃଦଯ ଉପରେ ବହିବ।
30 Também porás no peitoral do juízo o Urim e o Tumim, para que estejam sobre o coração de Arão, quando entrar diante do Senhor; assim Arão levará o juízo dos filhos de Israel sobre o seu coração diante do Senhor continuamente.
31 ଏଫୋଦ ନିମନ୍ତେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ରେ ଚୋଗା ତିଆରି କର।
31 Também farás o manto do éfode todo de azul.
32 ଏହାର ମଧ୍ଯ ସ୍ଥଳ ରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ। ସାଞ୍ଚୁଆର ଗଳଦେଶ ନ୍ଯାଯ ସହେି ଛିଦ୍ରର ଚତୁର୍ଦ୍ଦିଗ ରେ ବୁଣା କର୍ମ ହବେ। ତହିଁରେ ତାହା ଛିଣ୍ଡି ୟିବ ନାହିଁ।
32 No meio dele haverá uma abertura para a cabeça; esta abertura terá um debrum de obra tecida ao redor, como a abertura de cota de malha, para que não se rompa.
33 ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗ ରେ ନୀଳ, ଧୂମ୍ର ଓ ସିନ୍ଦୁର ବର୍ଣ୍ଣର ଡାଳିମ୍ବ କରିବ। ଆଉ ଚାରି ଦିଗ ରେ ତହିଁ ମଧିଅରେ ସ୍ବର୍ଣଘଣ୍ଟି ରହିବ।
33 E nas suas abas, em todo o seu redor, farás romãs de azul, púrpura e carmesim, e campainhas de ouro, entremeadas com elas ao redor.
34 ସହେି ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗ ରେ ଗୋଟିଏ ସ୍ବର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ, ପୁଣି ଗୋଟିଏ ସ୍ବର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।
34 uma campainha de ouro, e uma romã, outra campainha de ouro, e outra romã, haverá nas abas do manto ao redor.
35 ହାରୋଣ ସବୋ କରିବା ସମୟରେ ତାହା ପିନ୍ଧିବ। ଯେଉଁଥି ରେ ସେ ଯେତବେେଳେ ସଦାପ୍ରଭୁଙ୍କ ଛାମୁ ରେ ପବିତ୍ର ସ୍ଥାନ ରେ ପ୍ରବେଶ କରିବ ଓ ପ୍ରସ୍ଥାନ କରିବ, ସେତବେେଳେ ଘଣ୍ଟି ଶବ୍ଦ ଶୁଣାୟିବ। ଏହି ପ୍ରକା ରେ ହାରୋଣ ମରିବ ନାହିଁ।
35 E estará sobre Arão quando ministrar, para que se ouça o sonido ao entrar ele no lugar santo diante do Senhor e ao sair, para que ele não morra.
36 ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ େଛାଟ ମାହେର ରେ ଖାଦେିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର।
36 Também farás uma lâmina de ouro puro, e nela gravarás como a gravura de um selo: SANTO AO SENHOR.
37 ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୁତ୍ର ରେ ବନ୍ଦ କରି ପାଗର ସମ୍ମୁଖ ରେ ରଖିବ।
37 Pô-la-ás em um cordão azul, de maneira que esteja na mitra; bem na frente da mitra estará.
38 ଏହା ହାରୋଣର କପାଳ ଉପରେ ରହିବ। ଇଶ୍ରାୟେଲୀୟମାନେ ଉତ୍ସର୍ଗ କରୁଥିବା ପବିତ୍ର ଉପହାର ପାଇଁ ହାରୋଣ ଦାଯୀ ହବେ। ଏହା ସର୍ବଦା ତା'ର କପାଳ ରେ ରହିବ, ଯାହା ଫଳ ରେ ସହେି ଉପହାରଟି ସଦାପ୍ରଭୁଙ୍କର ଗ୍ରହଣୀଯ ହବେ।
38 E estará sobre a testa de Arão, e Arão levará a iniqüidade das coisas santas, que os filhos de Israel consagrarem em todas as suas santas ofertas; e estará continuamente na sua testa, para que eles sejam aceitos diante do Senhor.
39 ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୋମ ବସ୍ତ୍ର ରେ ଓ ପାଗକୁ ଶୁଭ୍ର କ୍ଷୋମ ସୂତ୍ର ରେ ପ୍ରସ୍ତୁତ କରିବ। ପୁଣି କଟୀବନ୍ଧନ ସୂଚୀକର୍ମ ଦ୍ବାରା ଚିତ୍ର ବିଚିତ୍ର କରିବ।
39 Também tecerás a túnica enxadrezada de linho fino; bem como de linho fino farás a mitra; e farás o cinto, obra de bordador.
40 ହାରୋଣର ପୁତ୍ରଗଣଙ୍କ ନିମନ୍ତେ ଚୋଗା, କଟୀବନ୍ଧନ ଓ ପଗଡି ପ୍ରସ୍ତୁତ କର। ଏହି ବସ୍ତ୍ରଗୁଡିକ ସମାନଙ୍କେୁ ଗୌରବ ଓ ସୌନ୍ଦର୍ୟ୍ଯ ଦବେ।
40 Também para os filhos de Arão farás túnicas; e far-lhes-ás cintos; também lhes farás tiaras, para glória e ornamento.
41 ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା'ର ପୁତ୍ରଗଣକୁ ସହେିସବୁ ବସ୍ତ୍ର ପରିଧାନ କରାଅ। ତା'ପରେ ସମାନଙ୍କେୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାଯଭୁକ୍ତ କର, ତା'ପରେ ସମାନଙ୍କେୁ ଯାଜକ ରୂପେ ମାରେ ସବୋ କରିବା ପାଇଁ ଛାଡିଦିଅ।
41 E vestirás com eles a Arão, teu irmão, e também a seus filhos, e os ungirás e consagrarás, e os santificarás, para que me administrem o sacerdócio.
42 ସମାନଙ୍କେର ଉଲଗ୍ନତା ଆଚ୍ଛାଦନ ନିମନ୍ତେ କଟୀଠାରୁ ଜଙ୍ଘ ପର୍ୟ୍ଯନ୍ତ ଶୁକ୍ଲ ଜଙ୍ଘିଆ ତିଆରି କର।
42 Faze-lhes também calções de linho, para cobrirem a carne nua; estender-se-ão desde os lombos até as coxas.
43 ଏବଂ ଯେତବେେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ ତମ୍ବୁ ରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନ ରେ ସବୋ କରିବା ନିମନ୍ତେ ୟଜ୍ଞବଦେୀର ନିକଟବର୍ତ୍ତୀ ହବେେ, ସେତବେେଳେ ସମାନେେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତା ହେଲେ ସମାନେେ ଦୋଷୀ ହବେେ ନାହିଁ ଓ ମୃତ୍ଯୁ ବରଣ କରିବେ ନାହିଁ। ସବୁ ସମୟରେ ସମାନେେ ଯାଜକ ରୂପେ କାର୍ୟ୍ଯ କରନ୍ତୁ ଏହା ହାରୋଣର ଓ ତାହାର ଭିବିଷ୍ଯତ୍ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।
43 E estarão sobre Arão e sobre seus filhos, quando entrarem na tenda da revelação, ou quando chegarem ao altar para ministrar no lugar santo, para que não levem iniqüidade e morram; isto será estatuto perpétuo para ele e para a sua descendência depois dele.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Êxodo 28, comparar traduções ou montar um estudo — tudo direto pelo WhatsApp.