Êxodo 29

Oriya Bible (GL_ORIYA) vs VC

Sair da comparação
VC Versão Católica
1 ବର୍ତ୍ତମାନ ମୁଁ ତୁମ୍ଭକୁ କହିବ, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ କିପରି ଯାଜକ ଭାବେ ନିୟିକ୍ତି କରିବା ପାଇଁ ହବେ। ଏକ ନିଖୁଣ ବାଛୁରୀ ଓ ଦୁଇଟି ନିଖୁଣ ଅଣ୍ଡିରା ମଷେ ନିଅ।
1 "Eis como procederás para consagrá-los como sacerdotes a meu serviço.
2 ଏହାପରେ ତାଡିଶୁନ୍ଯ ରୋଟୀ ଓ ତୈଳୟୁକ୍ତ ତାଡିଶୂନ୍ଯ ଚକୁଳୀ, ଏବଂ ତୈଳୟୁକ୍ତ ସରୁ ପିଠା, ଏହିସବୁ ଭଲ ଗହମରୁ ପ୍ରସ୍ତୁତ ତାଡୀଶୂନ୍ଯ ଅଟାରୁ ପ୍ରସ୍ତୁତ କରିବ।
2 Tomarás um novilho e dois carneiros sem defeito; pães sem fermento, bolos sem fermento amassados com azeite, bolachas sem fermento untada com azeite, tudo feito de flor de farinha de trigo.
3 ଏହି ପିଠା ଓ ରୋଟୀତକ ଡାଲା ରେ ରଖ। ଏହାପରେ ସହେି ଡାଲା ସହିତ ଏକ ଗୋବତ୍ସ ଓ ଦୁଇଟି ଅଣ୍ଡିରା ମଷେ ସମାଗମ ତମ୍ବୁ ନିକଟକୁ ଆଣ।
3 Pô-los-ás em uma cesta e os oferecerás ao mesmo tempo que o novilho e os dois carneiros.
4 ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ପବିତ୍ର ସମାଗମ ତମ୍ବୁ ସ୍ଥାନର ଦ୍ବାର ଦେଶକୁ ଆଣ। ସମାନଙ୍କେୁ ଗା ଧୋଇ ଦିଅ।
4 Farás aproximarem-se Aarão e seus filhos da entrada da tenda de reunião, e os submeterás a uma ablução.
5 ହାରୋଣକୁ ସହେି ସ୍ବତନ୍ତ୍ର ବସ୍ତ୍ର ପିନ୍ଧାଅ। ଶୁକ୍ଲ ସୂତ୍ର ରେ ବୁଣା ୟାଇଥିବା ଚୋଗା ଏବଂ ଏଫୋଦର ଚୋଗା ଓ ବୁକୁପଟା ସହିତ ପରିଧାନ କରାଇବ। ଆଉ ଚିତ୍ରିତ କଟୀବନ୍ଧନ ତାହାର କଟୀ ରେ ବନ୍ଧ।
5 Tomarás, em seguida, os ornamentos e revestirás Aarão com a túnica, o manto do efod, o efod e o peitoral, e lhe porás o cinto do efod.
6 ତାହାର ମସ୍ତକରେ ପାଗ ବାନ୍ଧି ତା' ଉପରେ ଏକ ପବିତ୍ର ମୁକୁଟ ଦବେ।
6 Pôr-lhe-ás o turbante na cabeça, e sobre o turbante porás o diadema da santidade.
7 ଏହାପରେ ଅଭିଷକୋର୍ଥକ ତୈଳ ନଇେ ତାହାର ମସ୍ତକ ଉପରେ ଢାଳି ତାକୁ ଅଭିଷକେ କରିବ।
7 Tomarás o óleo de unção e o ungirás, derramando-o sobre a cabeça.
8 ଏହାପରେ ହାରୋଣର ପୁତ୍ରମାନଙ୍କୁ ସହେି ସ୍ଥାନକୁ ଆଣ। ସମାନଙ୍କେୁ ଧଳା ଜାମା ପରିଧାନ କରାଇବ।
8 Mandarás aproximarem-se seus filhos e os revestirás de túnicas.
9 ହାରୋଣର ଓ ତା'ର ପୁତ୍ରମାନଙ୍କର କଟୀ ରେ କଟୀବନ୍ଧନ ବାନ୍ଧିଦିଅ ଓ ସମାନଙ୍କେ ମସ୍ତକରେ ପଗଡି ବାନ୍ଧ। ତହିଁରେ ସମାନେେ ବିଶଷେ ବ୍ଯବସ୍ଥା ଅନୁସାରେ ସର୍ବଦା ଯାଜକ ହବେେ।
9 Cingi-los-ás com uma cintura, a Aarão e seus filhos, aos quais imporás tiaras. O sacerdócio lhes pertencerá em virtude de uma lei perpétua. Empossarás Aarão e seus filhos.
10 ତା'ପରେ ସହେି ବାଛୁରୀକୁ ସମାଗମ ତମ୍ବୁ ନିକଟକୁ ଆଣ। ହାରୋଣ ଏବଂ ତା'ର ପୁତ୍ରମାନେ ସହେି ଗୋବତ୍ସ ମସ୍ତକରେ ହାତ ରଖିବେ।
10 Levarás o novilho diante da tenda de reunião: Aarão e seus filhos imporão suas mãos sobre a sua cabeça.
11 ଏହାପରେ ସହେି ବାଛୁରୀକୁ ସହେିଠା ରେ ଅର୍ଥାତ୍ ସହେି ପ୍ରବେଶ ଦ୍ବାର ନିକଟରେ ହତ୍ଯା କର। ଏହା ସଦାପ୍ରଭୁଙ୍କ ସମ୍ମୁଖ ରେ ହବେ।
11 E imolarás em presença do Senhor o novilho, na entrada da tenda de reunião.
12 ଏହାପରେ ସହେି ପାଛୁରୀର କିଛି ରକ୍ତ ୟଜ୍ଞବଦେୀ ନିକଟକୁ ନିଅ। ତୁମ୍ଭର ଅଙ୍ଗୁଳି ରେ ରକ୍ତ ନଇେ ୟଜ୍ଞବଦେୀର ଶିଙ୍ଗ ଉପରେ ଦିଅ ଓ ଅବଶିଷ୍ଟ ରକ୍ତ ବଦେୀ ମୂଳ ରେ ଢାଳ।
12 Depois tomarás do sangue do novilho, e com o dedo o porás sobre os chifres do altar e derramarás o resto ao pé do altar.
13 ତା'ପରେ ତା'ର ଭିତରର ମଦେ, କଲିଜାର ମଦେ ଅଂଶ, ୟକୃତ ଏବଂ ଚାରିପଟେ ଥିବା ମଦକେୁ ୟଜ୍ଞବଦେୀ ରେ ଦଗ୍ଧ କର।
13 Tomarás toda a gordura que cobre as entranhas, a membrana do fígado, os dois rins e a gordura que os envolve, e queimarás tudo sobre o altar.
14 ଏହାପରେ ବାଛୁରୀର ମାଂସ, ଚର୍ମ ଏବଂ ତା'ର ଗୋବର ନଇେ ଛାଉଣୀ ବାହା ରେ ଦଗ୍ଧ କର। ଏହା ଯାଜକମାନଙ୍କ ପାଇଁ ନବୈେଦ୍ଯ ହବେ।
14 Mas a carne de touro, seu pêlo e seus excrementos, tu os queimarás fora do acampamento: é um sacrifício pelo pecado.
15 ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ କୁହ ସମାନେେ ତାଙ୍କର ହସ୍ତ ଏକ ଅଣ୍ଡିରା ମଷେର ମସ୍ତକ ଉପରେ ରଖିବେ।
15 Tomarás um dos carneiros, e Aarão e seus filhos imporão suas mãos sobre sua cabeça.
16 ସହେି ଅଣ୍ଡିରା ମଷେକୁ ହତ୍ଯା କର ଓ ତା'ର ରକ୍ତ ସଂଗ୍ରହ କର। ସହେି ରକ୍ତକୁ ୟଜ୍ଞବଦେୀର ଚାରିକାନ୍ଥ ରେ ଛିଞ୍ଚି ଦିଅ।
16 Degolá-lo-ás e tomarás do seu sangue para derramá-lo em volta do altar.
17 ଏହାପରେ ଅଣ୍ଡିରା ମଷେକୁ ଖଣ୍ଡ ଖଣ୍ଡ କରି କାଟ। ତାହାର ଅନ୍ତ ଓ ଗୋଡ ଧେ ୗତ କରି ତାହାସବୁ ସହେି ଖଣ୍ଡ ସକଳ ଓ ତା'ର ମସ୍ତକ ସହିତ ରଖ।
17 Cortarás o carneiro em pedaços, e depois de ter lavado os intestinos e as pernas, pô-los-ás sobre os pedaços e sobre a cabeça;
18 ଏହାପରେ ଗୋଟ ମଷେକୁ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ହାମବେଳି। ଏହା ସଦାପ୍ରଭୁଙ୍କ ପାଇଁ ସୁବାସିତ ଉପହାର।
18 e queimarás o carneiro todo sobre o altar. É um holocausto ao Senhor, um sacrifício de agradável odor consumido em honra do Senhor.
19 ହାରୋଣକୁ ଏବଂ ତାଙ୍କର ପୁତ୍ରମାନଙ୍କୁ ଅନ୍ୟ ଅଣ୍ଡିରା ମଷେ ମୁଣ୍ଡ ଉପରେ ହାତ ରଖିବାକୁ କୁହ।
19 Tomarás, em seguida, o segundo carneiro, e Aarão e seus filhos imporão suas mãos sobre sua cabeça.
20 ସହେି ଅଣ୍ଡିରା ମଷେକୁ ହତ୍ଯାକର ଏବଂ ତା'ର କିଛି ରକ୍ତ ସଂଗ୍ରହ କର। ସହେି ରକ୍ତକୁ ହାରୋଣର ଦକ୍ଷିଣକର୍ଣ୍ଣ ପ୍ରାନ୍ତ ରେ ଓ ତା'ର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ ପ୍ରାନ୍ତର ଲଗାଅ। ସମାନଙ୍କେର ଦକ୍ଷିଣହସ୍ତର ବୃଦ୍ଧା ଆଙ୍ଗୁଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଠି ଉପରେ ଏହା ଲଗାଅ। ପୁଣି ୟଜ୍ଞବଦେୀର ଚାହିଆଡେ ରକ୍ତ ଛିଞ୍ଚ।
20 Degolá-lo-ás e tomarás do seu sangue para metê-lo na extremidade da orelha direita de Aarão e na extremidade da orelha direita de seus filhos, sobre os dedos polegares de suas mãos direitas e sobre os hálux de seus pés direitos. Depois derramarás o resto do sangue em volta do altar.
21 ଏହାପରେ ୟଜ୍ଞବଦେୀର ଉପରିସ୍ଥିତ ରକ୍ତରୁ ଓ ଅଭିଷକୋର୍ଥକ ତୈଳରୁ କିଛି ନଇେ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସମାନଙ୍କେ ବସ୍ତ୍ର ଉପରେ ଛିଞ୍ଚିବ। ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି ତାହାର ପୁତ୍ରଗଣ ଓ ସମାନଙ୍କେ ବସ୍ତ୍ର ପବିତ୍ର ହବେ।
21 Aspergirás Aarão e suas vestes, e igualmente seus filhos e suas vestes, com o sangue tomado do altar e com o óleo de unção. Eles serão assim consagrados, ele e suas vestes, bem como seus filhos e suas vestes.
22 ଆହୁରି ତୁମ୍ଭେ ସହେି ଉତ୍ସର୍ଗୀତ ମଷେର ମଦେ ଓ ମଦମେଯ ଲାଙ୍ଗୁଳ ଓ ଅନ୍ତ ଉପରିସ୍ଥ ମଦେ ଓ ୟକୃତର ଉପରିସ୍ଥ ଅନ୍ତାପ୍ଲାବକ ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ମଦେ ଓ ଡାହାଣ ଚଟୁଆ ନିଅ। ଯେ ହତେୁ ତାହା ଏକ ଉତ୍ସର୍ଗୀକୃତ ଅଣ୍ଡିରା ମଷେ।
22 Tomarás tudo o que é gordura no carneiro, a cauda, a gordura que envolve as entranhas, a membrana do fígado, os dois rins e a gordura que os envolve, e a coxa direita, porque é um carneiro de inauguração.
23 ଏହାପରେ ତାଡୀଶୂନ୍ଯ ରୋଟୀ ଡାଲା ନଇେ ସହେି ଡାଲାକୁ ସଦାପ୍ରଭୁଙ୍କୁ ସମ୍ମୁଖ ରେ ଥୋଇବ। ସହେି ଡାଲାରୁ ଏକ ରୋଟୀ, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ହବେ।
23 Tomarás ainda, na cesta de pães sem fermento colocada diante do Senhor, um pão, um bolo e uma bolacha.
24 ଏହିସବୁ ନଇେ ହାରୋଣ ଏବଂ ତା'ର ପୁତ୍ରମାନଙ୍କ ସମ୍ମୁଖ ରେ ହାତ ରେ ଧରିବେ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବିଶିଷ୍ଟ ନବୈେଦ୍ଯ ହବେ।
24 Meterás tudo isso nas palmas das mãos de Aarão e de seus filhos, e os oferecerás, agitando-os, como oblação diante do Senhor.
25 ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରଙ୍କ ହସ୍ତରୁ ଏହି ନବୈେଦ୍ଯ ନଇେ ୟଜ୍ଞବଦେୀର ହାମବେଳି ଉପରେ ଦଗ୍ଧ କର। ଏହା ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର।
25 Tu os retomarás, em seguida, de suas mãos e os queimarás no altar sobre o holocausto. Este é um sacrifício de agradável odor apresentado ao Senhor, um sacrifício pelo fogo ao Senhor.
26 ହାରୋଣଙ୍କର ଉତ୍ସର୍ଗୀକୃତ ଅଣ୍ଡିରା ମଷେର ଛାତି ନିଅ ଏବଂ ଏହାକୁ ବିଶଷେ ନବୈେଦ୍ଯରୂପେ ସଦାପ୍ରଭୁଙ୍କ ସମ୍ମୁଖ ରେ ଧର। ଏହା ତୁମ୍ଭର ଅଂଶ ହବେ।
26 Tomarás o peito do carneiro de inauguração de Aarão e o oferecerás, agitando-o, como oblação diante do Senhor. Esta será a tua porção.
27 ଉତ୍ସର୍ଗୀକୃତ ମଷେର ଛାତି ଓ ଗୋଡ଼କୁ ନିଅ ଏବଂ ଏହାକୁ ପବିତ୍ର ରୂପେ ପୃଥକ୍ କର। ଏହି ଅଂଶସବୁ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦିଅ।
27 Consagrarás então o peito da oferta agitada e a perna da oferta reservada, todas as partes agitadas e reservadas do carneiro de inauguração que são destinadas a Aarão e seus filhos.
28 ଇଶ୍ରାୟେଲୀୟମାନେ ସର୍ବଦା ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ଏହିସବୁ ଅଂଶ ଦବେେ। ଯେତବେେଳେ ଇଶ୍ରାଯୋଲର ଲୋକମାନେ ସହେିସବୁ ନବୈେଦ୍ଯ ଦବେେ ସହେି ସମୟରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ଏହିସବୁ ଅଂଶ ପାଇବେ। ସମାନେେ ଯାଜକକୁ ଯେତବେେଳେ ଏହିସବୁ ଅଂଶ ଦବେେ, ଏହା ୟାୟକମାନଙ୍କ ଦ୍ବାରା ଗ୍ରହଣ କରାୟିବ।
28 Este será um direito perpétuo devido a Aarão e seus filhos pelos israelitas; esta é uma oferta reservada - aquela que os israelitas terão de tomar de seus sacrifícios pacíficos -, uma reserva que devem ao Senhor.
29 ହାରୋଣଙ୍କ ପାଇଁ ପ୍ରସ୍ତୁତ ଏହି ସ୍ବତନ୍ତ୍ର ବସ୍ତ୍ରକୁ ସାଇତି ରଖ। ତାଙ୍କର ମୃତ୍ଯୁ ପରେ ଏହି ପୋଷାକ ତାଙ୍କର ଭବିଷ୍ଯତ ବଂଶଧରମାନଙ୍କ ଦ୍ବାରା ବ୍ଯବହାର ହବେ। ସେ ଏହାକୁ ପିନ୍ଧିବେ ଯେତବେେଳେ ସେ ଅଭିଷିକ୍ତ ଓ ଯାଜକ ପଦ ରେ ସମ୍ପ୍ରଦାଯଭୁକ୍ତ ହବେେ।
29 Os ornamentos sagrados de Aarão servirão para seus filhos depois dele, que os vestirão quando se lhes der a unção e forem empossados.
30 ହାରୋଣଙ୍କ ମୃତ୍ଯୁ ପରେ ତାଙ୍କର ପୁତ୍ର ମହାୟାଜକ ହବେେ। ତାଙ୍କର ପୁତ୍ର ଏହି ବିଶଷେ ପୋଷାକକୁ ସାତ ଦିନ ଧରି ପରିଧାନ କରିବେ। ଯେତବେେଳେ ସମାନେେ ସମାଗମ ତମ୍ବୁକୁ ଆସିବେ, ସହେି ପବିତ୍ର ସ୍ଥାନ ରେ ସବୋ କରିବେ।
30 Aquele dentre os seus filhos que for sumo sacerdote em seu lugar, e que penetrar na tenda de reunião para o serviço do santuário, os levará durante sete dias.
31 ଏହାପରେ ସହେି ପଦ ନି ଯୋଗର୍ଥକ ଅଣ୍ଡିରା ମଷେର ମାଂସ ନଇେ ଗୋଟିଏ ପବିତ୍ର ସ୍ଥାନ ରେ ରୋଷଇେ କର।
31 Tomarás o carneiro de inauguração e farás cozer a sua carne em um lugar santo.
32 ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ସମାଗମ ତମ୍ବୁ ଦ୍ବାର ଦେଶ ରେ ଏହାକୁ ଖାଇବେ। ଡାଲା ରେ ଥିବା ରୋଟୀକୁ ମଧ୍ଯ ସମାନେେ ଖାଇବେ।
32 Aarão e seus filhos comerão a sua carne e o pão que está na cesta à entrada da tenda de reunião.
33 ସମାନଙ୍କେୁ ପଦ ରେ ନିୟୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହାଦ୍ବାରା ପ୍ରାଯଶ୍ଚିତ ହେଲା, ତାହା ସମାନେେ ଭୋଜନ କରିବେ। ମାତ୍ର କୌଣସି ଅନ୍ୟ ବଂଶୀଯ ଲୋକ ତାହା ଭୋଜନ କରିବ ନାହିଁକାରଣ ତାହାସବୁ ପବିତ୍ର ବସ୍ତୁ।
33 Comerão o que tiver sido utilizado para a expiação quando de sua tomada de posse e sua consagração. Estrangeiro algum comerá deles, porque são coisas santas.
34 ଯଦି ପଦ ନି ଯୋଗର୍ଥକ ମାଂସର କିଛି ଏଂଶ କିମ୍ବା ରୋଟୀ ସକାର ପର୍ୟ୍ଯନ୍ତ ରହିୟାଏ, ତବେେ ତାକୁ ଅଗ୍ନି ରେ ଦଗ୍ଧ କର। ତୁମ୍ଭମାନେେ କହେି ଏହାକୁ ଖାଇବା ଉଚିତ୍ ନୁହଁ, କରଣ ଏହା ପବିତ୍ର ଅଟେ।
34 Se sobrar ainda da carne da vítima de inauguração ou do pão até o dia seguinte, queimarás o resto: não será comido, porque é uma coisa santa.
35 ତୁମ୍ଭମାନେେ ଏହିସବୁ ନିଶ୍ଚିତ କରିବ, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କ ପାଇଁ ଆମ୍ଭେ ତୁମ୍ଭକୁ ଦଇେଥିବା ଆଜ୍ଞାନୁସା ରେ ନିଶ୍ଚଯ କରିବ। ତାଙ୍କର ପଦ ନିୟୋଗ ପାଇଁ ନିଶ୍ଚିତ ଭାବରେ ସାତଦିନ ପାଇଁ ଲାଗିବ।
35 Quanto a Aarão e seus filhos, farás como te ordenei: empregarás sete dias em sua tomada de posse.
36 ପ୍ରସ୍ତୁତ କରିବା ପାଇଁ ଏବଂ ୟଜ୍ଞବଦେୀକୁ ପବିତ୍ର କରିବା ପାଇଁ ତୁମ୍ଭମାନେେ ସାତଦିନ ପାଇଁ ପ୍ରେତ୍ୟକକ ଦିନ ଏକ ବାଛୁରୀ ବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଉତ୍ସର୍ଗୀତ କରିବା ପାଇଁ ଏହା ଉପରେ ଅଲିଭ ତୈଳ ଢାଳ।
36 Cada dia imolarás um novilho em sacrifício expiatório pelo pecado; por esse sacrifício expiatório tirarás o pecado do altar, e far-lhe-ás uma unção para consagrá-lo.
37 ସାତଦିନ ୟାଏ ୟଜ୍ଞବଦେୀକୁ ପ୍ରସ୍ତୁତ କର। ଏହିପରି ୟଜ୍ଞବଦେୀଟି ଅତି ପବିତ୍ର ହବେ। ଯାହା କିଛି ୟଜ୍ଞବଦେୀକୁ ସ୍ପର୍ଶ କରେ ନିଶ୍ଚଯ ସେସବୁ ପବିତ୍ର ହବେ।
37 A expiação do altar se fará durante sete dias; e consagrarás esse altar, que se tornará coisa santíssima, e tudo o que o tocar será consagrado."
38 ପ୍ରେତ୍ୟକକ ଦିନ ସହେି ୟଜ୍ଞବଦେୀ ଉପରେ ତୁମ୍ଭେ ନବୈେଦ୍ଯ ଉତ୍ସର୍ଗ କରିବ। ଏହି ବଳି ପାଇଁ ମଷେଶାବକ ଏକ ବର୍ଷୀଯ ହବେ ଏବଂ ପ୍ରେତ୍ୟକକ ଦିନ ଏହା ଦୁଇଟି ବଳି ହବେ।
38 "Eis o que sacrificarás sobre o altar: dois cordeiros de um ano em cada dia, perpetuamente.
39 ପ୍ରଥମ ମଷେଶାବକ ପ୍ରଭାତ ରେ ଓ ଅନ୍ୟଟି ସନ୍ଧ୍ଯା ସମୟରେ ଉତ୍ସର୍ଗ କରିବ।
39 Oferecerás um desses cordeiros pela manhã e o outro entre as duas tardes.
40 ଯେତବେେଳେ ତୁମ୍ଭେ ପ୍ରଥମ ମଷେଶାବକ ସହିତ ଚତୁର୍ଥାଂଶ ନିର୍ମଳ ପଷୋ ତୈଳ ରେ ମିଶ୍ରୀତ ଏକ ଐଫାର ଦଶମାଂଶ ମଇଦା ଓ ପଯେ ନବୈେଦ୍ଯ ନିମନ୍ତେ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ଉତ୍ସର୍ଗ କର।
40 Com o primeiro cordeiro oferecerás a décima parte de um efá de flor de farinha amassada com um quarto de hin de óleo de olivas esmagadas, e como libação um quarto de hin de vinho.
41 ସନ୍ଧ୍ଯା ସମୟରେ ଯେତବେେଳେ ଦ୍ବିତୀୟ ମଷେ ଶାବକକୁ ଉତ୍ସର୍ଗ କରିବ, ପ୍ରଭାତ ରେ ଭକ୍ଷ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ପ୍ରମାଣେ ତୃଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଅଗ୍ନି ଉପହାର ସ୍ବରୂପେ ତାହା ଉତ୍ସର୍ଗ କରିବ।
41 Entre as duas tardes oferecerás o segundo cordeiro, acompanhado de uma oferta e de uma libação semelhantes às da manhã. Este é um sacrifício de agradável odor consumido pelo fogo em honra do Senhor.
42 ଏହା ସମାଗମ ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ଯ ହାମବେଳି ହବେ। ସହେି ସ୍ଥାନ ରେ ମୁଁ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବି।
42 Este holocausto será perpétuo e será oferecido, em todas as gerações futuras, à entrada da tenda de reunião, diante do Senhor, onde virei a vós, para falar contigo.
43 ସହେି ସ୍ଥାନ ରେ ମୁଁ ଇଶ୍ରାୟେଲ ଲୋକମାନଙ୍କ ସହିତ ସାକ୍ଷାତ କରିବି। ମାରେ ମହିମା ରେ ତମ୍ବୁଟି ପବିତ୍ର ହବେ।
43 É nesse lugar que darei entrevista aos filhos de Israel, e ele será consagrado pela minha glória.
44 ମୁଁ ସମାଗମ ତମ୍ବୁ ଓ ୟଜ୍ଞବଦେୀ ପବିତ୍ର କରିବି ଏବଂ ହାରୋଣ ଓ ତା'ର ପୁତ୍ରଗଣକୁ ଯାଜକ ରୂପେ ମାରେ ସବୋ କରିବା ପାଇଁ ଉତ୍ସର୍ଗ କରିବି।
44 Consagrarei a tenda de reunião e o altar; consagrarei igualmente Aarão e seus filhos, para que sejam sacerdotes a meu serviço.
45 ମୁଁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବାସ କରିବି ଏବଂ ସମାନଙ୍କେର ପରମେଶ୍ବର ହବେି।
45 Habitarei no meio dos israelitas e serei o seu Deus.
46 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ତାହା ସମାନେେ ଜାଣିବେ। ସମାନଙ୍କେ ମଧିଅରେ ବାସ କରିବା ନିମନ୍ତେ ଆମ୍ଭେ ମିଶର ଦେଶରୁ ସମାନଙ୍କେୁ ବାହାର କରି ଆଣିଛୁ, ତାହା ସମାନେେ ଜାଣିବେ। ଆମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର।
46 Saberão então que eu, o Senhor, sou o seu Deus que os tirou do Egito para habitar entre eles, eu, o Senhor seu Deus."

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Êxodo 29, comparar traduções ou montar um estudo — tudo direto pelo WhatsApp.