Êxodo 2

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ଲବେୀ ବଂଶର ଜଣେ ଲୋକ ଥିଲେ। ୟିଏକି ସହେି ଲବେୀ ବଂଶର ଜଣେ କନ୍ଯାଙ୍କୁ ବିବାହ କଲେ।
1 Um homem da tribo de Levi casou-se com uma mulher da mesma tribo,
2 ସହେି ସ୍ତ୍ରୀଲୋକ ଜଣଙ୍କ ଗର୍ଭବତୀ ହାଇେ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ତାଙ୍କ ମାତା ଦେଖିଲେ ତାଙ୍କର ସହେି ପୁତ୍ର ବହୁତ ସୁନ୍ଦର ହଇେଛି। ତେଣୁ ସେ ତାଙ୍କୁ ତିନିମାସ କାଳ ଲୁଚାଇ ରଖିଲେ।
2 e ela engravidou e deu à luz um filho. Vendo que era bonito, ela o escondeu por três meses.
3 ଯେତବେେଳେ ସେ (ସ୍ତ୍ରୀ) ତାକୁ ଦୀର୍ଘ ସମୟ ଲୁଚାଇ ପାରିଲା ନାହିଁ, ସେସ ଏକ ଟୋକଇେ ତିଆରି କରି ତଲେ ଓ ରାଳ ଲପନେ କଲା। ସେ ସହେି ବାଳକଟିକୁ ଟୋକଇେ ରେ ରଖିଲା ଏବଂ ନଦୀ ରେ ନଳବନ ମଝି ରେ ରଖିଲା।
3 Quando já não podia mais escondê-lo, pegou um cesto feito de junco e o vedou com piche e betume. Colocou nele o menino e deixou o cesto entre os juncos, à margem do Nilo.
4 ସହେି ବାଳକର ଜଣେ ଭଉଣୀ ତାକୁ ଦୂରରୁ ଳକ୍ଷ୍ଯ କରୁଥିଲା। ପିଲାଟିର କଣ ହବେ, ଏହା ଜାଣଇବା ପାଇଁ ଲକ୍ଷ୍ଯ ରଖିଲା।
4 A irmã do menino ficou observando de longe para ver o que lhe aconteceria.
5 ଠିକ୍ ତା'ପରେ ଫାରୋଙ୍କର କନ୍ଯା ନଦୀକୁ ଗା ଧୋଇବକୁ ଗଲେ। ସେ ସହେି ନଳବନ ମଧିଅରେ ଟୋକଇଟେିକୁ ପାଇଲେ। ତାଙ୍କର ଚାକରମାନେ ସହେି ନଦୀ କୂଳ ରେ ବୁଲୁଥିଲେ। ସେ ତାଙ୍କର ଜଣେ ଦାସୀକୁ ସହେି ପଡେିଟିକୁ ଆଣିବା ପାଇଁ କହିଲେ।
5 A filha do faraó descera ao Nilo para tomar banho. Enquanto isso as suas servas andavam pela margem do rio. Nisso viu o cesto entre os juncos e mandou sua criada apanhá-lo.
6 ରାଜାଙ୍କର କନ୍ଯା ଯେତବେେଳେ ସହେି ଟୋକଇଟେିକୁ ଖାଲିେ ସହେି ଶିଶୁ ପୁତ୍ରକୁ ଦେଖିଲେ। ସହେି ଶିଶୁଟି କାନ୍ଦୁ ଥିଲା। ଏଥିପାଇଁ ସେ ତା ପାଇଁ ବହୁତ ଦୁଃଖ କଲେ। ସେ କହିଲେ, ଏହି ପିଲାଟି ଏବ୍ରୀଯ ମଧ୍ଯରୁ ଜଣଙ୍କର ଅଟେ।
6 Ao abri-lo viu um bebê chorando. Ficou com pena dele e disse: "Este menino é dos hebreus".
7 ତା'ପରେ ସହେି ଶିଶୁଟିର ଭଉଣୀ ରାଜାକନ୍ଯାଙ୍କୁ ପଚାରିଲା, ମୁଁ ୟାଇ ଏହି ଶିଶୁଟିକୁ ତା'ର ସ୍ତନ୍ଯପାନ କରାଇବା ପାଇଁ ଜଣେ ଏବ୍ରୀଯା ଧାତ୍ରୀକି ଆଣିପା ରେ କି?
7 Então a irmã do menino aproximou-se e perguntou à filha do faraó: "A senhora quer que eu vá chamar uma mulher dos hebreus para amamentar e criar o menino? "
8 ରାଜାଙ୍କର କନ୍ଯା କହିଲା, ହଁ, ଦୟାକରି ଡାକ।
8 "Quero", respondeu ela. E a moça foi chamar a mãe do menino.
9 ରାଜାଙ୍କର ଝିଅ ସହେି ମା'ଟିକୁ କହିଲା, ଏହି ଶିଶୁଟିକୁ ନିଅ ଏବଂ ମାେ ପାଇଁ ତାକୁ ଲାଳନ ପାଳନ କର, ଏଥିପାଇଁ ମୁଁ ତୁମ୍ଭକୁ ପାରିଶ୍ରମିକ ଦବେି।
9 Então a filha do faraó disse à mulher: "Leve este menino e amamente-o para mim, e eu lhe pagarei por isso". A mulher levou o menino e o amamentou.
10 ସହେି ଶିଶୁଟି ବଢିବାକୁ ଲାଗିଲା ଏବଂ କିଛି ଦିନ ପରେ ସହେି ସ୍ତ୍ରୀ ଲୋକଟି ରାଜକନ୍ଯାକୁ ସହେି ଶିଶୁଟିକୁ ଫରୋଇ ଦଲୋ। ରାଜକନ୍ଯା ସହେି ଶିଶୁଟିକୁ ନିଜର ସନ୍ତାନ ଭାବରେ ଗ୍ରହଣ କଲେ। ସେ ତା'ର ନାମ ମାଶାେ ଦେଲେ, କାରଣ ସେ ଜଳରୁ ତାଙ୍କୁ ଉଦ୍ଧାର କରି ଆଣିଥିଲେ।
10 Tendo o menino crescido, ela o levou à filha do faraó, que o adotou e lhe deu o nome de Moisés, dizendo: "Porque eu o tirei das águas".
11 ମାଶାେ ବଡ ହେଲେ। ସେ ତାଙ୍କର ନିଜର ଲୋକମାନଙ୍କୁ ଭଟେିଲେ ଏବଂ ଦେଖିଲେ, ଏବ୍ରୀଯ ଲୋକମାନଙ୍କୁ କଠିନ ପରିଶ୍ରମ କରିବା ପାଇଁ ବାଧ୍ଯ କରାଯାଉ ଅଛି। ଦିନେ ମାଶାେ ଦେଖିଲେ ଜଣେ ମିଶରୀଯ ଲୋକ ଜଣେ ଏବ୍ରୀଯ ଲୋକକୁ ପ୍ରହାର କରୁଥିଲା।
11 Certo dia, sendo Moisés já adulto, foi ao lugar onde estavam os seus irmãos hebreus e descobriu como era pesado o trabalho que realizavam. Viu também um egípcio espancar um dos hebreus.
12 ମାଶାେ ଚତୁପାଶର୍‌ବ ରେ କାହାରିକୁ ପାଇଲେ ନାହିଁ। ତେଣୁ ସଠାେରେ ମାଶାେ ସହେି ମିଶରୀଯ ଲୋକଟିକୁ ହତ୍ଯା କଲେ ଓ ସହେି ଲୋକଟିକୁ ସେ ସହେି ବାଲି ରେ ପୋତି ଦେଲେ।
12 Correu o olhar por todos os lados e, não vendo ninguém, matou o egípcio e o escondeu na areia.
13 ତା'ପର ଦିନ ମାଶାେ ଦୁଇଜଣ ଏବ୍ରୀଯ ଲୋକଙ୍କୁ ଦେଖିଲେ। ସମାନେେ ପରସ୍ପର ମଧିଅରେ କଳି କରୁଥିଲେ। ମାଶାେ ଦେଖିଲେ ସମାନଙ୍କେ ମଧ୍ଯରୁ ଜଣଙ୍କର ଦୋଷ ଥିଲା। ମାଶାେ ସହେି ଦୋଷୀ ଲୋକଟିକୁ କହିଲେ, ତୁମ୍ଭେ ଆପଣା ଭାଇକୁ କାହିଁକି ପ୍ରହାର କରୁଛ?
13 No dia seguinte saiu e viu dois hebreus brigando. Então perguntou ao agressor: "Por que você está espancando o seu companheiro? "
14 ସହେି ଲୋକ ଜଣକ ଉତ୍ତର ଦଲୋ, କିଏ ତୁମ୍ଭକୁ ଆମ୍ଭମାନଙ୍କର ଶାସକ ଓ ବିଚାରକର୍ତ୍ତା କରି ନିୟୁକ୍ତ କରିଅଛି? ତୁମ୍ଭେ ସହେି ମିଶରୀଯ ଲୋକଟିକୁ ବଧ କଲା ପରି ମାେତେ ବଧ କରିବା ପାଇଁ ଯୋଜନା କରୁଛ କି?
14 O homem respondeu: "Quem o nomeou líder e juiz sobre nós? Quer matar-me como matou o egípcio? " Moisés teve medo e pensou: "Com certeza tudo já foi descoberto! "
15 ତା'ପରେ ଫାରୋ ଜାଣିବାକୁ ପାଇଲେ ମାଶାେ ଯାହା କରିଥିଲେ। ତେଣୁ ସେ ମାଶାଙ୍କେୁ ହତ୍ଯା କରିବାକୁ ନିଷ୍ପତ୍ତି କଲେ। ତେଣୁ ଫାରୋଙ୍କ ନିକଟରୁ ମାଶାେ ଖସି ମିଦିଯନୀଯ ଦେଶକୁ ପଳାଇଲେ।
15 Quando o faraó soube disso, procurou matar Moisés, mas este fugiu e foi morar na terra de Midiã. Ali assentou-se à beira de um poço.
16 ସଠାେରେ ଜଣେ ମିଦିଯନୀଯ ଯାଜକ ଥିଲେ, ଯାହାଙ୍କର ସାତାଟେି କନ୍ଯା ଥିଲେ। ସହେି କନ୍ଯାମାନେ ସହେି କୂପ ନିକଟକୁ ତାଙ୍କର ପିତାଙ୍କର ମଷେପଲ ପାଇଁ ପାଣି ନବୋକୁ ଆସିଥିଲେ। ସମାନେେ ପାଣି କାଢ଼ି ସହେି କୁଣ୍ଡଟିକୁ ପୁର୍ଣ୍ଣ କରିବାକୁ ଲାଗିଲେ।
16 Ora, o sacerdote de Midiã tinha sete filhas. Elas foram buscar água para encher os bebedouros e dar de beber ao rebanho de seu pai.
17 ଇତ୍ଯବସର ରେ ମଷେପାଳକମାନେ ଆସି ସମାନଙ୍କେୁ ଗୋଡ଼ାଇବାକୁ ଆରମ୍ଭ କଲେ। ମାତ୍ର ମାଶାେ ସମାନଙ୍କେୁ ସାହାୟ୍ଯ କଲେ ଓ ସମାନଙ୍କେର ମଷେପଲକୁ ଜଳ ଦେଲେ।
17 Alguns pastores se aproximaram e começaram a expulsá-las dali; Moisés, porém, veio em auxílio delas e deu água ao rebanho.
18 ଏହାପରେ ସମାନେେ ତାଙ୍କର ପିତା ରୁଯଲଙ୍କେ ନିକଟକୁ ଫରେିଗଲେ। ସମାନଙ୍କେର ପିତା ତାଙ୍କୁ ପଚାରିଲେ, ତୁମ୍ଭମାନେେ ଆଜି ଏତେ ଶୀଘ୍ର କିପରି ଫରେି ଆସିଲ!
18 Quando as moças voltaram a seu pai Reuel, este lhes perguntou: "Por que voltaram tão cedo hoje? "
19 କନ୍ଯାଗଣ ତାଙ୍କୁ ଉତ୍ତର ଦେଲେ, ହଁ, ମଷେପାଳକମାନେ ଆମ୍ଭକୁ ଘଉଡାଇ ଦେଉଥିଲେ, ମାତ୍ର ଏବ୍ରୀଯ ଲୋକ ଆମ୍ଭକୁ ସାହାୟ୍ଯ କଲେ। ସେ ଆମ୍ଭମାନଙ୍କ ପାଇଁ ପାଣି କାଢି ଆମ୍ଭର ମଷେମାନଙ୍କୁ ଜଳପାନ କରାଇଲେ।
19 Elas responderam: "Um egípcio defendeu-nos dos pastores e ainda tirou água do poço para nós e deu de beber ao rebanho".
20 ତେଣୁ ରୂଯଲେ ତାଙ୍କର କନ୍ଯାମାନଙ୍କୁ କହିଲେ, ସହେି ଲୋକଟି କେଉଁଠା ରେ ଅଛି? ତୁମ୍ଭେ କାହିଁକି ତାଙ୍କୁ ଛାଡି ଦଲେ? ତାଙ୍କୁ ଏଠାକୁ ଡାକ ସେ ଆମ୍ଭ ସହିତ ଖାଇବ।
20 "Onde está ele? ", perguntou o pai a elas. "Por que o deixaram lá? Convidem-no para comer conosco. "
21 ମାଶାେ ସହେି ଲୋକଟି ସହିତ ବାସ କରିବା ପାଇଁ ରାଜି ହେେଲ। ରୁଯଲେ ତାଙ୍କର କନ୍ଯା ସିପ୍ପୋରାକୁ ମାଶାଙ୍କେ ସହିତ ବିବାହ ଦେଲେ।
21 Moisés aceitou e concordou também em morar na casa daquele homem; este lhe deu por mulher sua filha Zípora.
22 ସିପ୍ପୋରା ଗର୍ଭବତୀ ହେଲା, ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦଲୋ। ମାଶାେ ତାଙ୍କର ନାମ ଗେର୍ଶୋମ ଦେଲେ, କାରଣ ସେ କହିଲେ, ମୁଁ ବିଦେଶ ରେ ବାସ କରି ଆସୁଅଛି।
22 Ela deu à luz um menino, a quem Moisés deu o nome de Gérson, dizendo: "Sou imigrante em terra estrangeira".
23 ଦୀର୍ଘଦିନ ପରେ ସହେି ମିଶର ରେ ରାଜା ମୃତ୍ଯୁବରଣ କଲେ କିନ୍ତୁ ଇଶ୍ରାୟେଲଯମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡିଲା। ସମାନେେ ଅନୁନଯ କଲେ ଏବଂ ପରମେଶ୍ବର ସମାନଙ୍କେର ଡାକ ଶୁଣିଲେ।
23 Muito tempo depois, morreu o rei do Egito. Os israelitas gemiam e clamavam debaixo da escravidão; e o seu clamor subiu até Deus.
24 ପରମେଶ୍ବର ସମାନଙ୍କେର ଆତୁର ଡାକ ଶୁଣିଲେ। ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ କରିଥିବା ଆପଣା ନିଯମ ସ୍ମରଣ କଲେ।
24 Ouviu Deus o lamento deles e lembrou-se da aliança que fizera com Abraão, Isaque e Jacó.
25 ଇଶ୍ରାୟେଲୀୟମାନଙ୍କ ପ୍ରତି ଧ୍ଯନ ଦେଲେ ଓ ସମାନଙ୍କେ ଅବସ୍ଥା ହୃଦଯଙ୍ଗମ କଲେ।
25 Deus olhou para os israelitas e viu qual era a situação deles.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Êxodo 2, comparar traduções ou montar um estudo — tudo direto pelo WhatsApp.