Êxodo 32
Oriya Bible (GL_ORIYA) vs VC
1 ଲୋକମାନେ ଅନୁଭବ କଲେ ଯେ, ମାଶାେ ପର୍ବତ ଉପରୁ ଓହ୍ଲାଇ ଆସିବାକୁ ଡରେି କଲେ। ତେଣୁ ସମାନେେ ହାରୋଣଙ୍କ ନିକଟରେ ରୁଣ୍ଡ ହେଲେ। ସମାନେେ ତାଙ୍କୁ କହିଲେ, ଦେଖ, ମାଶାେ ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ କିନ୍ତୁ ଆମ୍ଭେ ଜାଣିପାରିଲୁ ନାହିଁ ତାଙ୍କର କ'ଣ ହାଇେଛି। ଆମ୍ଭମାନଙ୍କୁ ଆଗଇେ ନବୋ ପାଇଁ କେତକେ ଦବେତାଗଣ ନିର୍ମାଣ କର।
1 Vendo que Moisés tardava a descer da montanha, o povo agrupou-se em volta de Aarão e disse-lhe: "Vamos: faze-nos um deus que marche à nossa frente, porque esse Moisés, que nos tirou do Egito, não sabemos o que é feito dele."
2 ହାରୋଣ ସହେି ଲୋକମାନଙ୍କୁ କହିଲେ, ତୁମ୍ଭମାନଙ୍କର ସ୍ତ୍ରୀ, ପୁତ୍ରକନ୍ଯାମାନଙ୍କର କର୍ଣ୍ଣ କୁଣ୍ଡଳ ମାେ ପାଖକୁ ଆଣ।
2 Aarão respondeu-lhes: "Tirai os brincos de ouro que estão nas orelhas de vossas mulheres, vossos filhos e vossas filhas, e trazei-mos."
3 ତେଣୁ ଲୋକମାନେ ସହେି କର୍ଣ୍ଣକୁଣ୍ଡଳ ଗୁଡିକୁ ସଂଗ୍ରହ କରି ହାରୋଣଙ୍କୁ ଦେଲେ।
3 Tiraram todos os brincos de ouro que tinham nas orelhas e trouxeram-nos a Aarão,
4 ହାରୋଣ ଲୋକମାନଙ୍କଠାରୁ ସୁବର୍ଣ୍ଣ ଗ୍ରହଣ କଲେ। ତା'ପରେ ହାରୋଣ ସେଥିରୁ ଏକ ସୁବର୍ଣ୍ଣର ଶିଳ୍ପାସ୍ତ୍ର ରେ ଛାଞ୍ଚ ପ୍ରସ୍ତୁତ କରି ସେଥି ରେ ଢଳା ବାଛୁରୀ ନିର୍ମାଣ କଲେ।
4 o qual, tomando-os em suas mãos, pôs o ouro em um molde e fez dele um bezerro de metal fundido. Então exclamaram: "Eis, ó Israel, o teu Deus que te tirou do Egito."
5 ହାରୋଣ ଏହି ସମସ୍ତ ଦେଖିଲେ, ତେଣୁ ହାରୋଣ ଏହାର ସମ୍ମୁଖ ରେ ଏକ ବଦେୀ ତିଆରି କଲେ। ଏହାପରେ ହାରୋଣ ସଠାେରେ ଏକ ଘାଷେଣା କଲେ। ସେ କହିଲେ ଆସନ୍ତା କାଲି ସଦାପ୍ରଭୁଙ୍କ ସମ୍ମାନାର୍ଥେ ଏକ ଭୋଜି ହବେ।
5 Aarão, vendo isso, construiu um altar diante dele e exclamou: "Amanhã haverá uma festa em honra do Senhor."
6 ତା'ପରଦିନ ଅତି ପ୍ରଭାତରୁ ଲୋକମାନେ ଉଠିଲେ। ସମାନେେ ହାମବେଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନବୈେଦ୍ଯ ଆଣିଲେ। ଏହାପରେ ଲୋକମାନେ ଭୋଜନପାନ କରିବାକୁ ଲାଗିଲେ। ଏହାପରେ ଲୀଳା କରିବାକୁ ଉଠିଲେ।
6 No dia seguinte pela manhã, ofereceram holocaustos e sacrifícios pacíficos. O povo assentou-se para comer e beber, e depois levantaram-se para se divertir.
7 ସହେି ସମୟରେ, ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଏହି ପର୍ବତରୁ ଓହ୍ଲାଇ ୟାଅ। ତୁମ୍ଭର ଲୋକମାନେ, ଯେଉଁ ଲୋକମାନଙ୍କୁ ତୁମ୍ଭେ ମିଶରରୁ ବାହାର କରି ଆଣିଥିଲ, ସମାନେେ ଘାରେ ପାପ କରିଛନ୍ତି।
7 O Senhor disse a Moisés: "Vai, desce, porque se corrompeu o povo que tiraste do Egito.
8 ସମାନେେ ଖୁବ୍ ଶୀଘ୍ର ମୁଁ ଶିକ୍ଷା ଦଇେଥିବା ପଥରୁ ବିମୁଖ ହେଲେ। ସମାନେେ ସୁବର୍ଣ୍ଣର ଏକ ବାଛୁରୀ ନିର୍ମାଣ କଲେ। ସମାନେେ ସହେି ମୂର୍ତ୍ତିକୁ ଉପାସନା କରୁଛନ୍ତି ଏବଂ ତା'ର ସମ୍ମୁଖ ରେ ବଳିଦାନ କରୁଛନ୍ତି। ସମାନେେ କହନ୍ତି, 'ଇଶ୍ରାୟେଲ, ତୁମ୍ଭକୁ ମିଶର ଦେଶରୁ ଯେଉଁ ଦବେତା ବାହାର କରି ଆଣିଲେ, ସଗେୁଡିକ ଏହି।'
8 Desviaram-se depressa do caminho que lhes prescrevi; fizeram para si um bezerro de metal fundido, prostraram-se diante dele e ofereceram-lhe sacrifícios, dizendo: eis, ó Israel, o teu Deus que te tirou do Egito.
9 ସଦାପ୍ରଭୁ ମାଶାଙ୍କେୁ କହିଲେ, ମୁଁ ଏହି ଲୋକମାନଙ୍କୁ ଦେଖିଛି। ସମାନେେ ଅତିଶଯ ଜିଦ୍ଖୋର
9 Vejo, continuou o Senhor, que esse povo tem a cabeça dura.
10 ତେଣୁ ବର୍ତ୍ତମାନ ମାେତେ ବିରକ୍ତ କର ନାହିଁ, ଯେଉଁଥିପାଇଁ ମୁଁ ସମାନଙ୍କେୁ ମାରେ କୋର୍ଧ ରେ ଧ୍ବଂସ କରିବି। ଏହାପରେ ମୁଁ ତୁମ୍ଭଠାରୁ ଏକ ମହାନ ଜାତି ସୃଷ୍ଟି କରିବି।
10 Deixa, pois, que se acenda minha cólera contra eles e os reduzirei a nada; mas de ti farei uma grande nação."
11 କିନ୍ତୁ ମାଶାେ ତା'ର ସଦାପ୍ରଭୁ ପରମେଶ୍ବରଙ୍କୁ ଭିକ୍ଷା ମାଗିଲେ, ହେ ସଦାପ୍ରଭୁ, ତୁମ୍ଭର କୋରଧ ରେ ତୁମ୍ଭର ଲୋକମାନଙ୍କୁ ଧ୍ବଂସ କର ନାହିଁ। ତୁମ୍ଭେ ଆପଣା ଶକ୍ତି ବଳର ସମାନଙ୍କେୁ ମିଶରରୁ ବାହାର କରି ଆଣିଥିଲ।
11 Moisés tentou aplacar o Senhor seu Deus, dizendo-lhe: "Por que, Senhor, se inflama a vossa ira contra o vosso povo que tirastes do Egito com o vosso poder e à força de vossa mão?
12 କିନ୍ତୁ ଯଦି ତୁମ୍ଭେ ଆପଣା ଲୋକମାନଙ୍କୁ ଧ୍ବଂସ କର, ତାହାହେଲେ ମିଶରୀଯମାନେ କହିବେ, 'ସଦାପ୍ରଭୁ ତାଙ୍କର କ୍ଷତି କରିବାକୁ ଯୋଜନା କରିଥିଲେ। ସହେି କାରଣରୁ ସେ ତାଙ୍କୁ ମିଶରରୁ ବାହାର କରି ସହେି ପର୍ବତଗୁଡିକରେ ମାରି ପୃଥିବୀରୁ ସମାନଙ୍କେୁ ଉଚ୍ଛିନ୍ନ କରିବାକୁ ଯୋଜନା କରିଥିଲେ।' ତେଣୁ ସମାନଙ୍କେ ଉପରେ କୋର୍ଧ ହୁଅ ନାହିଁ। ଦୟାକରି ତୁମ୍ଭର ମନ ପରିବର୍ତ୍ତନ କର। ଦୟାଳୁ ହୁଅ ଓ ସମାନଙ୍କେୁ ଧ୍ବଂସ କର ନାହିଁ।
12 Não é bom que digam os egípcios: com um mau desígnio os levou, para matá-los nas montanhas e suprimi-los da face da terra! Aplaque-se vosso furor, e abandonai vossa decisão de fazer mal ao vosso povo.
13 ମନରେଖ, ଅବ୍ରହାମ, ଇସ୍ହାକ ଏବଂ ଯାକୁବ, ତୁମ୍ଭର ସବେକଗଣ। ତୁମ୍ଭେ ନିଜେ ପ୍ରତିଜ୍ଞା କରିଅଛ, 'ଆକାଶ ରେ ଥିବା ତାରାମାନଙ୍କ ପରି ତୁମ୍ଭମାନଙ୍କର ବଂଶ ବୃଦ୍ଧି ହବେ ଏବଂ ମୁଁ ପ୍ରତିଜ୍ଞା କରିଥିବା ଭୂମି ତୁମ୍ଭମାନଙ୍କୁ ଦବେି। ସହେି ଭୂମି ତୁମ୍ଭମାନଙ୍କର ଅନନ୍ତକାଳ ହବେ।'
13 Lembrai-vos de Abraão, de Isaac e de Israel, vossos servos, aos quais jurastes por vós mesmo de tornar sua posteridade tão numerosa como as estrelas do céu e de dar aos seus descendentes essa terra de que falastes, como uma herança eterna."
14 ତେଣୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଧ୍ବଂସ କରିବାରୁ ମନ ପରିବର୍ତ୍ତନ କଲେ।
14 E o Senhor se arrependeu das ameaças que tinha proferido contra o seu povo.
15 ଏହାପରେ ମାଶାେ ବୁଲି ପଡିଲେ ଓ ପର୍ବତର ତଳକୁ ଓହ୍ଲାଇ ଗଲେ। ମାଶାଙ୍କେ ହାତ ରେ ଚୁକ୍ତି ଲଖାେ ୟାଇଥିବା ପ୍ରସ୍ତର ଫଳକ ଥିଲା। ସଦାପ୍ରଭୁଙ୍କର ଆଜ୍ଞା ଏହା ପଛପଟେ ଓ ଆଗ ପଟେ ଲଖାେ ହାଇେଥିଲା।
15 Moisés desceu da montanha segurando nas mãos as duas tábuas da lei, que estavam escritas dos dois lados, sobre uma e outra face.
16 ପରମେଶ୍ବରଙ୍କ ଦ୍ବାରା ସହେି ପ୍ରସ୍ତର ଫଳକ ନିର୍ମିତ ହାଇେଥିଲା ଏବଂ ପରମେଶ୍ବରଙ୍କ ସ୍ବହସ୍ତ ରେ ଲେଖିଥିଲେ।
16 Eram obra de Deus, e a escritura nelas gravada era a escritura de Deus.
17 ୟିହୋଶୂଯ ସହେି ଭୋଜିର ପାଟି ଶୁଣିଲେ। ଯିହାଶୂେୟ ମାଶାଙ୍କେୁ କହିଲେ, ଛାଉଣୀ ରେ ୟୁଦ୍ଧର ଶବ୍ଦପରି ଏହା ଶୁଭୁଛି।
17 Ouvindo o barulho que o povo fazia com suas aclamações, Josué disse a Moisés: "Há gritos de guerra no acampamento!"
18 ମାଶାେ ଉତ୍ତର ଦେଲେ, ଏହା ସୈନ୍ଯମାନଙ୍କର ଜଯଧ୍ବନିର ଶବ୍ଦ ନୁହେଁ। କିମ୍ବା ପରାଜଯର ଶବ୍ଦ ମଧ୍ଯ ନୁହେଁ। ମୁଁ ଗାଯନର ଶବ୍ଦ ଶୁଣି ପାରୁଛି।
18 "Não, respondeu Moisés, não são gritos de vitória, nem gritos de derrota: o que ouço são cantos."
19 ମାଶାେ ଛାଉଣୀର ନିକଟକୁ ଆସିଲେ। ସେ ସହେି ସୁବର୍ଣ୍ଣର ବାଛୁରୀ ଦେଖିଲେ ଏବଂ ସେ ଲୋକମାନଙ୍କୁ ନାଚୁଥିବାର ଦେଖିଲେ। ମାଶାେ ରାଗିଗଲେ। ସେ ରାଗ ରେ ସହେି ପ୍ରସ୍ତର ଫଳକକୁ ପର୍ବତ ତଳେ ଫିଙ୍ଗି ଚୁନା କରି ଦେଲେ।
19 Aproximando-se do acampamento, viu o bezerro e as danças. Sua cólera se inflamou, arrojou de suas mãos as tábuas e quebrou-as ao pé da montanha.
20 ଏହାପରେ ମାଶାେ ସମାନେେ ତିଆରି କରିଥିବା ବାଛୁରୀକୁ ନଇଗେଲେ ଏବଂ ସେ ଏହାକୁ ନିଆଁ ରେ ତରଳାଇ ଦେଲେ। ଏହାପରେ ସେ ପଷେି ଦେଲେ ଏବଂ ତାକୁ ପାଣି ରେ ମିଶାଇ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ସହେି ପାଣି ପାଆଇଲେ।
20 Em seguida, tomando o bezerro que tinham feito, queimou-o e esmagou-o até reduzi-lo a pó, que lançou na água e a deu de beber aos israelitas.
21 ମାଶାେ ହାରୋଣଙ୍କୁ କହିଲେ, ଏ ଲୋକମାନେ ତୁମ୍ଭ ପାଇଁ କ'ଣ କଲେ? କାହିଁକି ତୁମ୍ଭେ ତାକୁ ଏପରି ପାପ କରିବାକୁ ଆଗଇେ ନଲେ?
21 Moisés disse a Aarão: "Que te fez este povo para que tenhas atraído sobre ele um tão grande pecado?"
22 ହାରୋଣ ଉତ୍ତର ଦେଲେ, କୋର୍ଧ ହୁଅ ନାହିଁ ମହାଶୟ। ତୁମ୍ଭେ ଜାଣ ଏହି ଲୋକମାନେ ସର୍ବଦା ଭୂଲ କରନ୍ତି।
22 Aarão respondeu: "Não se irrite o meu senhor. Tu mesmo sabes o quanto este povo é inclinado ao mal.
23 ଲୋକମାନେ ମାେତେ କହିଲେ, ' ମାଶାେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ। କିନ୍ତୁ ତାଙ୍କର କ'ଣ ହେଲା ତାହା ଆମ୍ଭେ ଜାଣୁ ନାହିଁ। ତେଣୁ କିଛି ଦବଗେଣ ତିଆରି କର ଓ ଆମ୍ଭମାନଙ୍କୁ ଆଗଇେ ନିଅ।'
23 Eles disseram-me: faze-nos um deus que marche à nossa frente, porque este Moisés, que nos tirou do Egito, não sabemos o que é feito dele.
24 ତେଣୁ ମୁଁ ଲୋକମାନଙ୍କୁ କହିଲି, 'ଯଦି ତୁମ୍ଭମାନଙ୍କ ପାଖ ରେ କିଛି ସୁବର୍ଣ୍ଣର ଅଳଙ୍କାର ଅଛି, ତବେେ ମାେ ପାଖକୁ ଆଣ, ତେଣୁ ସମାନେେ ମାେତେ ତାଙ୍କର ସବୁ ସୁବର୍ଣ୍ଣ ଦେଲେ।' ମୁଁ ସୁବର୍ଣ୍ଣକୁ ନିଆଁ ରେ ଫୋପାଡି ଦଲେି ଓ ଏହି ବାଛୁରୀ ତିଆରି କଲି।
24 Eu lhes disse: Todos aqueles que têm ouro, despojem-se dele! E mo entregaram: joguei-o ao fogo e saiu esse bezerro."
25 ମାଶାେ ହୃଦ୍ ବୋଧ କଲେ ଯେ, ହାରୋଣ ଲୋକମାନଙ୍କୁ ନିଯନ୍ତ୍ରଣ ବାହାର କରି ଦଇେଛନ୍ତି। ତେଣୁ ଶତୃମାନଙ୍କ ଦ୍ବାରା ହାସ୍ଯାସ୍ପଦ ହବୋକୁ ହବେ।
25 Moisés viu que o povo estava desenfreado, porque Aarão tinha-lhe soltado as rédeas, expondo-o assim à mofa de seus adversários.
26 ତେଣୁ ମାଶାେ ଛାଉଣୀ ଦ୍ବାରା ଦେଶ ରେ ଛିଡା ହାଇେ କହିଲେ, ଯେଉଁ ଲୋକେ ସଦାପ୍ରଭୁଙ୍କୁ ଅନୁସରଣ କରିବାକୁ ଚାହଁ ସମାନେେ ମାେ ପାଖକୁ ଆସ। ଏବଂ ଏଥି ରେ ଲବେୀ ବଂଶର ସମସ୍ତ ଲୋକ ମାଶାଙ୍କେ ନିକଟକୁ ଦୌଡ଼ିଲେ।
26 Pôs-se de pé à entrada do acampamento e exclamou: "Venham a mim todos aqueles que são pelo Senhor!" Todos os filhos de Levi se ajuntaram em torno dele.
27 ମାଶାେ ସମାନଙ୍କେୁ କହିଲେ, ମୁଁ ତୁମ୍ଭକୁ କହିବି ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର ଯାହା କହନ୍ତି, 'ତୁମ୍ଭମାନେେ ପ୍ରେତ୍ୟକକ ଆପଣା ଜଙ୍ଘ ରେ ଖଡ୍ଗ ବାନ୍ଧି ଛାଉଣୀର ମଧ୍ଯ ଦଇେ ଗୋଟିଏ ଦ୍ବାରରୁ ଅନ୍ୟଦ୍ବାର ନିକଟକୁ ୟିବା ଆସିବା କର ଏବଂ ପ୍ରେତ୍ୟକକ ଆପଣା ଭ୍ରାତା, ମିତ୍ର ଓ ପ୍ରତିବେଶୀକୁ ବଧକର।'
27 Ele disse-lhes: "Eis o que diz o Senhor, o Deus de Israel: cada um de vós meta a espada sobre sua coxa. Passai e repassai através do acampamento, de uma porta à outra, e cada um de vós mate o seu irmão, seu amigo, seu parente!"
28 ତେଣୁ ମାଶାେ ଯେପରି କହିଲେ, ଲବେୀୟମାନେ ସହେିପରି କଲେ ଏବଂ ସହେିଦିନ ଇଶ୍ରାୟେଲ ରେ 3000 ଲୋକଙ୍କୁ ହତ୍ଯା କରାଗଲା।
28 Os filhos de Levi fizeram o que ordenou Moisés, e cerca de três mil homens morreram naquele dia entre o povo.
29 ଏହାପରେ ମାଶାେ କହିଲେ, ତୁମ୍ଭମାନେେ ପ୍ରେତ୍ୟକକ ନିଜନିଜ ପୁତ୍ର ଓ ଭାତୃଗଣର ବିପକ୍ଷ ହାଇେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିଜନିଜକୁ ନିୟୁକ୍ତି କର ତହିଁରେ ସଦାପ୍ରଭୁ ଆଜି ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।
29 Moisés disse: "Consagrai-vos desde hoje ao Senhor, porque cada um de vós, ao preço de seu filho e de seu irmão, tendes atraído sobre vós hoje uma bênção."
30 ପରଦିନ ସକାଳେ ମାଶାେ ଲୋକମାନଙ୍କୁ କହିଲେ, ତୁମ୍ଭମାନେେ ଭୟଙ୍କର ପାପ କରିଛ। କିନ୍ତୁ ପର୍ତ୍ତମାନ ମୁଁ ସଦାପ୍ରଭୁଙ୍କ ନିକଟକୁ ୟିବି ଏବଂ ହୁଏତ ତୁମ୍ଭର ପାପ ପାଇଁ ମୁଁ ପ୍ରାଯଶ୍ଚିତ କରିବାକୁ ସକ୍ଷମ ହବେି।
30 No dia seguinte, Moisés disse ao povo: "Cometestes um grande pecado. Mas vou subir hoje ao Senhor; talvez obtenha o perdão de vossa culpa."
31 ତେଣୁ ମାଶାେ ପରମେଶ୍ବରଙ୍କ ନିକଟକୁ ଫରେିଗଲେ ଏବଂ କହିଲେ, ହେ ସଦାପ୍ରଭୁ, ମାରେ ଗୁହାରି ଶୁଣ। ଏହି ଲୋକମାନେ ସୁବର୍ଣ୍ଣ ରେ ଦବେତାଗଣ କରି ଭୟଙ୍କର ପାପ କରିଛନ୍ତି।
31 Moisés voltou junto do Senhor e disse: "Oh, esse povo cometeu um grande pecado: fizeram para si um deus de ouro.
32 ବର୍ତ୍ତମାନ ସମାନଙ୍କେର ପାପକୁ କ୍ଷମା କରିଦିଅ, ଯଦି ତୁମ୍ଭେ ସମାନଙ୍କେୁ କ୍ଷମା ନକର ତବେେ ତୁମ୍ଭେ ଲେଖିଥିବା ଜୀବନ୍ତ ପୁସ୍ତକରୁ ମାରେ ନାମକୁ କାଟି ଦିଅ।
32 Rogo-vos que lhes perdoeis agora esse pecado! Senão, apagai-me do livro que escrevestes."
33 କିନ୍ତୁ ସଦାପ୍ରଭୁ ମାଶାଙ୍କେୁ କହିଲେ, ଯେଉଁମାନେ ମାେ ବିରୁଦ୍ଧ ରେ ପାପ କରିଅଛନ୍ତି, ମୁଁ ମାରେ ଜୀବନ୍ତ ପୁସ୍ତକରୁ ତା'ର ନାମ କାଟି ଦବେି।
33 O Senhor disse a Moisés: "Aquele que pecou contra mim, este apagarei do meu livro.
34 ବର୍ତ୍ତମାନ ମୁଁ ଯେଉଁ ଦେଶ ବିଷଯ ରେ ତୁମ୍ଭକୁ କହୁଅଛି ସହେି ଦେଶକୁ ଲୋକମାନଙ୍କୁ ନଇୟୋଅ। ଦେଖ, ମାରେସ୍ବର୍ଗଦୂତ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବ କିନ୍ତୁ ପାପୀମାନେ ଉଚିତ୍ ସମୟରେ ଦଣ୍ଡିତ ହବେେ।
34 Vai agora e conduze o povo aonde eu te disse: meu anjo marchará diante de ti. Mas, no dia de minha visita, eu punirei seu pecado."
35 ତେଣୁ ସଦାପ୍ରଭୁ ଲୋକମାନଙ୍କ ଉପରେ ଭୟଙ୍କର ଅସୁସ୍ଥତା ଆଣିଲେ, ସେ ଏପରି କଲେ କାରଣ ଲୋକମାନେ ହାରୋଣଙ୍କୁ ଏହି ସୁବର୍ଣ୍ଣ ବାଛୁରୀ ତିଆରି କରିବାକୁ କହିଥିଲେ।
35 Feriu o Senhor o povo, por ter arrastado Aarão a fabricar o bezerro.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Êxodo 32, comparar traduções ou montar um estudo — tudo direto pelo WhatsApp.