Êxodo 37
Oriya Bible (GL_ORIYA) vs NVT
1 ବତ୍ସଲଲେ ଶିଟୀମ୍ କାଠ ରେ ଏକ ପବିତ୍ର ସିନ୍ଦୁକ ତିଆରି କଲେ। ଯାହାର ଲମ୍ବ ଥିଲା ଅଢଇେ ହାତ, ଦେଢ ହାତ ଚଉଡା ଏବଂ ଦେଢହାତ ଉଚ୍ଚ।
1 Em seguida, Bezalel fez uma arca de madeira de acácia, com 1,15 metro de comprimento, 67,5 centímetros de largura e 67,5 centímetros de altura.
2 ସେ ଏହି ସିନ୍ଦକକୁ ଶୁଦ୍ଧ ସୁବର୍ଣ୍ଣ ଦ୍ବାରା ଭିତର ପଟ ଓ ବାହାର ପଟ ମଡାଇଲେ। ଏହାପରେ ସେ ସୁବର୍ଣ୍ଣର କାନ୍ଥ କଲେ।
2 Revestiu-a com ouro puro por dentro e por fora e fez uma moldura de ouro ao seu redor.
3 ସେ ସୁବର୍ଣ୍ଣର ଚାରୋଟୀ କଡାକରି ଚାରି କଣ ରେ ଲଗାଇଲେ। ଏବଂ ଦୁଇ ପାଶର୍ବ ରେ ଦୁଇଟି କଡା ଥିଲା।
3 Mandou fundir quatro argolas de ouro e prendeu-as aos quatro pés da arca, duas argolas de cada lado.
4 ସେ ସହେି ଶିଟୀମ୍ କାଠ ରେ ସାଙ୍ଗୀ ତିଆରି କରି ସେଥି ରେ ସୁବର୍ଣ୍ଣର ଛାଉଣୀ ଦଇେଥିଲେ।
4 Fez varas de madeira de acácia e revestiu-as com ouro.
5 ସହେିପରି ସାଙ୍ଗୀକୁ ବହିବା ପାଇଁ ଦୁଇ ପାଶର୍ବ ରେ ଥିବା ଦୁଇ କଡା ମଧିଅରେ ସାଙ୍ଗୀକୁ ପୁରାଇଥିଲେ।
5 Passou-as por dentro das argolas dos lados da arca para transportá-la.
6 ଏହାପରେ ବତ୍ସଲଲେ ଏକ ଶୁଦ୍ଧ ସୁବର୍ଣ୍ଣର ଗୋଟିଏ ଆଚ୍ଛାଦକ ତିଆରି କଲେ। ତା'ର ଲମ୍ବ ଅଢଇେ ହାତ ଓ ପ୍ରସ୍ଥ ଦେଢହାତ ଥିଲା।
6 Fez ainda a tampa da arca, o lugar de expiação, de ouro puro. Media 1,15 metro de comprimento e 67,5 centímetros de largura.
7 ଏହାପରେ ବତ୍ସଲଲେ ପିଟାସୁବର୍ଣ୍ଣ ରେ ଦୁଇ କିରୂବ ଦୂତଗଣ ନିର୍ମାଣ କରି ପାପାଚ୍ଛାଦନ ଦୁଇ ମୁଣ୍ଡ ରେ ରଖିଲେ।
7 Fez dois querubins de ouro batido e colocou um em cada extremidade da tampa.
8 ତହିଁର ଏକ ମୁଣ୍ଡ ରେ ଏକ କିରୂବ, ଅନ୍ୟ ମୁଣ୍ଡ ରେ ମଧ୍ଯ ଏକ କିରୂବ ସ୍ଥାପନ କଲେ। ପାପାଚ୍ଛାଦନର ଦୁଇମୁଣ୍ଡ ରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।
8 Modelou o querubim em cada extremidade da tampa de modo a formar uma só peça de ouro com a tampa.
9 କିରୂବମାନଙ୍କର ପକ୍ଷ ଉର୍ଦ୍ଧକୁ ବିସ୍ତାରିତ ହାଇେ ପାପାଚ୍ଛାଦନକୁ ଆଚ୍ଛାଦନ କଲା। ଏବଂ ସମାନଙ୍କେର ମୁଖ ପରସ୍ପର ସମ୍ମୁଖୀନ ହାଇେ ରହିଲା। ମାତ୍ର ପାପାଚ୍ଛଦନ ପ୍ରତି କିରୂବମାନଙ୍କର ମୁଖ ରହିଲା।
9 Os querubins ficavam de frente um para o outro, com o rosto voltado para a tampa da arca. Estendiam suas asas sobre a tampa para cobri-la.
10 ଏହାପରେ ସେ ଶିଟୀମ୍ କାଠ ରେ ଏକ ମଜେ ତିଆରି କଲେ। ଏହାର ଲମ୍ବ ଦୁଇହାତ, ଏକହାତ ଚଉଡା, ଦେଢହାତ ଉଚ୍ଚତା ଥିଲା।
10 Bezalel fez a mesa de madeira de acácia com 90 centímetros de comprimento, 45 centímetros de largura e 67,5 centímetros de altura.
11 ସେ ସହେି ମଜେକୁ ଶୁଦ୍ଧ ସୁବର୍ଣ୍ଣ ରେ ଆଚ୍ଛାଦନ କଲେ ଏବଂ ଟବେୁଲ ଚାରିପାଖ ରେ ଶୁଦ୍ଧ ସୁବର୍ଣ୍ଣର କାନ୍ଥ ତିଆରି କଲେ।
11 Revestiu-a com ouro puro e colocou uma moldura de ouro ao seu redor.
12 ତା'ପରେ ସେ ମଜେ ଚାରିପାଖ ଏକ ହାତ, ଓସାର ବିଶିଷ୍ଟ ଏକ ଢାଞ୍ଚା ତିଆରି କଲେ ଓ ଢାଞ୍ଚାର ଚାରିପଟେ ସୁବର୍ଣ୍ଣର ବଳଯ ତିଆରି କଲେ।
12 Enfeitou-a com uma borda de 8 centímetros de largura e com uma moldura de ouro ao redor da borda.
13 ଏହାପରେ ସମାନେେ ମଜେର ଚତୁର୍ଦିଗ ରେ ଚାରିଟା ସୁବର୍ଣ୍ଣର କଳିକା ଲଗାଇଲେ, ଯେଉଁ ଦିଗ ରେ ମଜେକ ଗୋଡଗୁଡିକ ଥିଲା।
13 Fez quatro argolas de ouro para a mesa e prendeu-as aos quatro cantos, junto aos quatro pés.
14 ସେ ସହେି ସୁବର୍ଣ୍ଣର କଡାଗୁଡିକ ପାଖ ଢାଞ୍ଚା ପାଖାପାଖି ଲାଗି ଥିଲା। ଏହି କଡା ମଧିଅରେ ପୁରାଇଥିବା ସାଙ୍ଗୀ ଦ୍ବାରା ବୁହା ଯାଉଥିଲା।
14 Prendeu as argolas junto da borda para sustentar as varas usadas para transportar a mesa.
15 ସହେି ମଜେକୁ ବହିବା ପାଇଁ ଶିଟୀମ୍ କାଠ ରେ ସାଙ୍ଗୀ ତିଆରି କଲେ ଓ ସଗେୁଡିକୁ ସୁବର୍ଣ୍ଣ ରେ ଆଚ୍ଛାଦିତ କଲେ।
15 Fez essas varas de madeira de acácia e revestiu-as com ouro.
16 ତା'ପରେ ସେ ଥାଳି, ଚାମଚ, ଗରା, ଗଡୁ ସବୁକୁ ସୁବର୍ଣ୍ଣ ରେ ତିଆରି କଲେ। ସହେି ଗରା ଓ ଗଡୁସବୁ ପଯେ ନବୈେଦ୍ଯ ଢାଳିବା ରେ ବ୍ଯବହୃତ ହୁଏ।
16 Fez ainda recipientes especiais de ouro puro para a mesa: tigelas, colheres, vasilhas e jarras para as ofertas derramadas.
17 ଏହାପରେ ସେ ଶୁଦ୍ଧ ସୁବର୍ଣ୍ଣ ରେ ଦୀପବୃକ୍ଷ ତିଆରି କଲେ। ସେ ଦୀପରୂଖା ରେ ବୃନ୍ତ ଓ ଶାଖା କରିବା ପାଇଁ ସୁବର୍ଣ୍ଣକୁ ପିଟିଲେ। ତା'ପରେ ସେ ଫୁଲ, ପାଖୁଡା, କଢିମାନ ତିଆରି କଲେ। ସେ ଏହି ଜିନିଷଗୁଡିକୁ ଏକାଠି ୟୋଡି ଗୋଟିଏ ଜିନିଷ ତିଆରି କଲେ।
17 Bezalel fez um candelabro de ouro puro batido. Todo o candelabro e seus enfeites formavam uma só peça: a base, a haste central, as lâmpadas, os botões e as flores.
18 ଦୀପବୃକ୍ଷର ଏକ ପାଶର୍ବରୁ ତିନି ଶାଖା ଏବଂ ଅନ୍ୟ ପାଶର୍ବରୁ ତିନି ଶାଖା ଏହିପରି ଛଅଟି ଶାଖା ସହେି ଦୀପବୃକ୍ଷରୁ ବାହାର କଲେ।
18 Da haste central saíam seis ramos, três de cada lado.
19 ପ୍ରେତ୍ୟକକ ଶାଖା ରେ ତିନୋଟି କରି ଫୁଲ ରହିଲା। ଏହି ଫୁଲଗୁଡିକ ବାଦାମ ପୁଷ୍ପାକୃତି ତିନି ଗୋଲାଧାର କଳିକା ଓ ପୁଷ୍ପ, ଏହିପରି ଛଅଟି ଶାଖା ରେ ରହିଲା।
19 Cada um dos seis ramos tinha três lâmpadas em forma de flor de amendoeira, com botões e flores.
20 ଦୀପରୂଖାର ଦଣ୍ଡଟି ରେ ଚାରୋଟୀ ପୁଷ୍ପ ଥିଲା, ସଗେୁଡିକ ଆକୃତି ବାଦାମ ପୁଷ୍ପର ବୃନ୍ତ ଓ ପାଖୁଡା ସଦୃଶ ଥିଲା।
20 A haste central do candelabro tinha quatro lâmpadas em forma de flor de amendoeira, cada uma com botões e flores.
21 ସେଥି ରେ ଛଅଟି ଶାଖା ଥିଲା, ତିନୋଟି ପ୍ରେତ୍ୟକକ ପାଶର୍ବକୁ ଆସୁଛନ୍ତି, ଶାଖା ମୂଳ ଫୁଲ ସହିତ ବୃନ୍ତ ପାଖୁଡା ଥିଲା।
21 Havia um botão de amendoeira debaixo de cada par dos seis ramos que saíam da haste central.
22 ସମ୍ପୂର୍ଣ୍ଣ ଦୀପ ବୃକ୍ଷଟି ତା'ର ଗଣ୍ଡି, ଶାଖା, ଫୁଲ ଓ ଫଳ ସବୁ ଶୁଦ୍ଧ ସୁବର୍ଣ୍ଣ ରେ ତିଅରି ହେଲା। ସମସ୍ତ ପିଟା ସୁନା କର୍ମ ରେ ନିର୍ମିତ ହାଇେଥିଲା।
22 Os botões de amendoeira e os ramos formavam uma só peça com a haste central e eram feitos de ouro puro batido.
23 ସେ ସେଥିପାଇଁ ସାତଟି ପ୍ରଦୀପ ଓ ଚିମୁଟା ଓ ଅଙ୍ଗାର ଧାନ ସମସ୍ତ ଶୁଦ୍ଧ ସୁବର୍ଣ୍ଣ ରେ ନିର୍ମାଣ କଲେ।
23 Fez também sete lâmpadas para o candelabro, cortadores de pavio e apagadores, todos de ouro puro.
24 ସେ ଏହି ସମସ୍ତ କାର୍ୟ୍ଯ ପାଇଁ ଏକ ତାଳନ୍ତ ସୁବର୍ଣ୍ଣ ବ୍ଯବହାର କଲେ।
24 Foram necessários 35 quilos de ouro puro para o candelabro e seus acessórios.
25 ସେ ଏକ ଧୂପ ଜଳାଇବା ପାଇଁ ଗୋଟିଏ ବଦେୀ ତିଆରି କଲେ। ସେ ଏଥିପାଇଁ ଶିଟିମ୍ କାଠ ବ୍ଯବହାର କଲେ। ଏହି ବଦେୀଟି ଏକ ବର୍ଗାକାର, ଯାହାର ର୍ଦୈଘ୍ଯ ପ୍ରସ୍ଥ ଥିଲା ଏକ ହାତ ଓ ଉଚ୍ଚତା ଥିଲା ଦୁଇହାତ। ଶିଙ୍ଗଗୁଡିକ ତିଆରି ହାଇେଥିଲା ବଦେୀର ଅଂଶ ଭାବରେ।
25 Depois, Bezalel usou madeira de acácia para construir o altar de incenso. Ele o fez quadrado, com 45 centímetros de lado e 90 centímetros de altura, com pontas em forma de chifre nos cantos entalhados da mesma peça de madeira que o altar.
26 ଏବଂ ସହେି ଧୂପବଦେୀଟିର ଶିଙ୍ଗ ସହିତ ଉପରି ଭାଗ ଶୁଦ୍ଧ ସୁବର୍ଣ୍ଣ ରେ ଆଚ୍ଛାଦିତ ହାଇେଥିଲା। ଏବଂ ସେ ବଦେୀ ଚତୁଃପାଶର୍ବ ରେ ସୁବର୍ଣ୍ଣର ବଳଯ ନିର୍ମାଣ କଲେ।
26 Revestiu o topo, os lados e as pontas do altar com ouro puro e fez uma moldura de ouro ao seu redor.
27 ଧୂପବଦେୀକୁ ବହିବା ପାଇଁ ତା'ର ପ୍ରେତ୍ୟକକ ପାଶର୍ବ ରେ ସୁବର୍ଣ୍ଣର ବଳଯ ତଳେ ସୁବର୍ଣ୍ଣ ଦୁଇ କଡା ନିର୍ମାଣ କଲେ।
27 Fez duas argolas de ouro e prendeu-as nos lados opostos do altar, debaixo da moldura de ouro, para sustentar as varas usadas para transportá-lo.
28 ସେ ସହେି ସାଙ୍ଗୀଗୁଡିକ ଶିଟୀମ୍ କାଠା ରେ ନିର୍ମାଣ କରି ସେଥି ରେ ସୁବର୍ଣ୍ଣର ଛାଉଣୀ ଦଇେଥିଲେ।
28 Fez as varas de madeira de acácia e revestiu-as com ouro.
29 ଏହାପରେ ସେ ବିଶଷେ ଅଭିଷକୋର୍ଥକ ତୈଳ ତିଆରି କଲେ ଏବଂ ଖାଣ୍ଟି ଧୂପ ନିମନ୍ତେ ଗନ୍ଧ ବଣିକର କ୍ରିଯାନୁୟାଯୀ ସୁଗନ୍ଧି ଦ୍ରବ୍ଯ ପ୍ରସ୍ତୁତ କଲେ।
29 Em seguida, preparou o óleo sagrado da unção e o incenso perfumado usando as técnicas de um perfumista.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Êxodo 37, comparar traduções ou montar um estudo — tudo direto pelo WhatsApp.