Êxodo 38
Oriya Bible (GL_ORIYA) vs ARIB
1 ଏହାପରେ ନବୈେଦ୍ଯ ଦଗ୍ଧ କରିବା ପାଇଁ ବତ୍ସଲଲେ ଶିଟୀମ୍ କାଠ ରେ ଏକ ୟଜ୍ଞବଦେୀ ନିର୍ମାଣ କଲେ। ଏହି ହାମବଦେେୀଟି ବର୍ଗାକାର ଥିଲା। ଏହାର ର୍ଦୈଘ୍ଯ ପାଞ୍ଚହାତ, ପ୍ରସ୍ଥ ପାଞ୍ଚହାତ ଏବଂ ଉଚ୍ଚତା ତିନିହାତ ଥିଲା।
1 Fez também o altar do holocausto de madeira de acácia; de cinco côvados era o seu comprimento e de cinco côvados a sua largura, quadrado, e de três côvados a sua altura.
2 ସେ ଚାରୋଟି କୋଣ ନିମନ୍ତେ ଶିଙ୍ଗ ତିଆରି କଲେ। ସେ ଚା ରୋଟି ଶୀଙ୍ଗକୁ ମିଶାଇ ଦେଲେ, ସେସବୁ ୟଜ୍ଞବଦେୀର ଏକ ଅଂଶ ହେଲା ଏବଂ ତା'ଉପରେ କଂସା ମଡାଇଲେ।
2 E fez-lhe pontas nos seus quatro cantos; as suas pontas formavam uma só peça com ele; e cobriu-o de bronze.
3 ଏହାପରେ ସେ ୟଜ୍ଞବଦେୀ ପାଇଁ ଦରକାରୀ ପିତ୍ତଳ ପାତ୍ର, ବଲଚୋ, କରଚୁଲ୍ଲୀ, ଗରା, କଣ୍ଟା ଚାମଚ ଓ ଅଙ୍ଗାରଧାନୀ ସବୁକୁ ପ୍ରସ୍ତୁତ କଲେ।
3 Fez também todos os utensílios do altar: os cinzeiros, as pás, as bacias, os garfos e os braseiros; todos os seus utensílios fez de bronze.
4 ଏହାପରେ ସେ ୟଜ୍ଞବଦେୀ ପାଇଁ କଂସାର ଜାଲି ପ୍ରସ୍ତୁତ କଲେ ଏବଂ ୟଜ୍ଞବଦେୀର ଧାର ରେ ବାନ୍ଧିଲେ। ଯାହାକି ୟଜ୍ଞବଦେୀର ମଝି ପର୍ୟ୍ଯନ୍ତ ଆସିଲା।
4 Fez também para o altar um crivo de bronze em forma de rede, em baixo da borda ao redor, chegando ele até o meio do altar.
5 ଏହାପରେ ସେ କଂସାର କଡା ତିଆରି କଲେ। ଏହି କଡା ମଧିଅରେ ସାଙ୍ଗୀ ପୁ ରଇେ ବଦେୀ ବୁହାଗଲା। ସେ କଂସା ଜାଲିର ଚାରି ପାଖ ରେ ଚାରୋଟୀ କଡା ଲଗାଇଲେ।
5 E fundiu quatro argolas para as quatro extremidades do crivo de bronze, como lugares dos varais.
6 ଏହାପରେ ସେ ଶିଟୀମ୍ କାଠ ରେ ଏହାକୁ ବହିବା ପାଇଁ ସାଙ୍ଗୀ ପ୍ରସ୍ତୁତ କଲେ। ସହେି ସାଙ୍ଗୀ ଉପରେ ପିତ୍ତଳର ଆବରଣ ମଡାଇଲେ।
6 E fez os varais de madeira de acácia, e os cobriu de bronze.
7 ବଦେୀଟିକୁ ବହିବା ପାଇଁ ସେ ୟଜ୍ଞବଦେୀ ପାଶର୍ବ ରେ ଥିବା କଡା ମଧିଅରେ ସାଙ୍ଗୀକୁ ପୁରାଇଲେ। ସେ ୟଜ୍ଞବଦେୀଟିକୁ ଖାଲି ସିନ୍ଦୁକ ପରି ପଟା ରେ ନିର୍ମାଣ କଲେ।
7 E meteu os varais pelas argolas aos lados do altar, para com eles se levar o altar; fê-lo oco, de tábuas.
8 ସ୍ତ୍ରୀ ଲୋକଟି ଦଇେଥିବା ପିତ୍ତଳ ନିର୍ମିତ ଦର୍ପଣରୁ କଂସାର ପ୍ରକ୍ଷାଳନ ପାତ୍ର ଓ ଏକ କଂସାର ରୂଖା ତିଆରି କଲେ। ସହେି ସ୍ତ୍ରୀଲୋକ ସମାଗମ ତମ୍ବୁର ଦ୍ବାର ସମୀପରେ ସବୋ କରୁଥିଲେ।
8 Fez também a pia de bronze com a sua base de bronze, dos espelhos das mulheres que se reuniam e ministravam à porta da tenda da revelação.
9 ଏହାପରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ। ପ୍ରାଙ୍ଗଣର ଦକ୍ଷିଣ ପାଶର୍ବ ରେ ବଳା ଶୁଭ୍ର କ୍ଷୋମସୂତ୍ର ରେ ଏକଶତ ହାତ ନିର୍ମିତ ପରଦା ନିର୍ମାଣ କଲେ।
9 Fez também o átrio. Para o lado meridional as cortinas eram de linho fino torcido, de cem côvados de comprimento.
10 ଏହାର କୋଡିଏଟି ସ୍ତମ୍ଭ କୋଡିଏଟି ଚୁଙ୍ଗୀ ପିତ୍ତଳର ଏବଂ ସହେି ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ଥିଲା।
10 As suas colunas eram vinte, e vinte as suas bases, todas de bronze; os colchetes das colunas e as suas faixas eram de prata.
11 ଉତ୍ତର ଦିଗର ପରଦା ଶ ହେ ହାତ ତାହାର କୋଡିଏଟି ସ୍ତମ୍ଭ କୋଡିଏଟି ପିତ୍ତଳର ଚୁଙ୍ଗୀ ଓ ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ଥିଲା।
11 Para o lado setentrional as cortinas eram de cem côvados; as suas colunas eram vinte, e vinte as suas bases, todas de bronze; os colchetes das colunas e as suas faixas eram de prata.
12 ପଶ୍ଚିମ ପାଶର୍ବ ରେ ପରଦା ପଚାଶ ହାତ ଲମ୍ବ ଥିଲା। ଏହାର ଦଶଟି ସ୍ତମ୍ଭ ଦଶଟି ଚୁଙ୍ଗୀ, ସ୍ତମ୍ଭର ଅଙ୍ଗଡା ଛୁଞ୍ଚିଆ ରୂପାର ଥିଲା।
12 Para o lado ocidental as cortinas eram de cinqüenta côvados; as suas colunas eram dez, e as suas bases dez; os colchetes das colunas e as suas faixas eram de prata.
13 ପୂର୍ବ ଦିଗ ରେ ପୂର୍ବ ପାଶର୍ବ ନିମନ୍ତେ ପଚାଶ ହାତଥିଲା।
13 E para o lado oriental eram as cortinas de cinqüenta côvados.
14 ଦ୍ବାରର ଏକ ପାଶର୍ବ ନିମନ୍ତେ ପନ୍ଦର ହାତ ଲମ୍ବର ପରଦା ଓ ତହିଁରେ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।
14 As cortinas para um lado da porta eram de quinze côvados; as suas colunas eram três e as suas bases três.
15 ଅନ୍ୟ ପାଶର୍ବ ପାଇଁ ପରଦାର କାନ୍ଥ ପନ୍ଦର ହାତ ଲମ୍ବ ଥିଲା। ପ୍ରାଙ୍ଗଣର ଦ୍ବାର ସନ୍ନିକଟ ଏକ ପାଶର୍ବସ୍ଥ ଓ ଅନ୍ୟ ପ୍ରାଶର୍ବସ୍ଥ ପନ୍ଦର ହାତ ପରଦା ଥିଲା। ଏହାର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।
15 Do mesmo modo para o outro lado; de um e de outro lado da porta do átrio havia cortinas de quinze côvados; as suas colunas eram três e as suas bases três.
16 ପ୍ରାଙ୍ଗଣର ଚତୁର୍ଦ୍ଦିଗ ରେ ସକଳ ପରଦା ବଳାଶୁଭ୍ର କ୍ଷୋମସୂତ୍ର ରେ ନିର୍ମିତ ଥିଲା।
16 Todas as cortinas do átrio ao redor eram de linho fino torcido.
17 ପୁଣି ସ୍ତମ୍ଭର ଆଧାରସବୁ କଂସାର ଥିଲା। ସ୍ତମ୍ଭର ଆଙ୍କଡା ଛଡ ରୂପାର ଥିଲା। ଏହି ସ୍ତମ୍ଭର ଉପର ଭାଗ ରୂପା ରେ ଛାଉଣୀ ହାଇେଥିଲା। ଏବଂ ଅଗଣାର ଖମ୍ବର ଛଡସବୁ ରୂପା ରେ ତିଆରି ହାଇେଥିଲା।
17 As bases das colunas eram de bronze; os colchetes das colunas e as suas faixas eram de prata; o revestimento dos seus capitéis era de prata; e todas as colunas do átrio eram cingidas de faixas de prata.
18 ପ୍ରାଙ୍ଗଣ ଦ୍ବାର ରେ ଆଚ୍ଛାଦନ ବସ୍ତ୍ର ନୀଳଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ଶିଳ୍ପ କର୍ମ ରେ ପରିପୂର୍ଣ୍ଣ ଥିଲା। ପ୍ରାଙ୍ଗଣର ପରଦା ପରି ତାହାର ର୍ଦୈଘ୍ଯ କୋଡିଏ ହାତ ଓ ପ୍ରସ୍ଥ ପାଞ୍ଚ ହାତ ଥିଲା।
18 O reposteiro da porta do átrio era de azul, púrpura, carmesim e linho fino torcido, obra de bordador; o comprimento era de vinte côvados, e a altura, na largura, de cinco côvados, conforme a altura das cortinas do átrio.
19 ତହିଁରେ ପିତ୍ତଳର ଚାରିଟି ସ୍ତମ୍ଭ, ଚାରିଟି ଚୁଙ୍ଗୀ ରୂପାର ଆଙ୍ଗଡା ତା'ର ମୁଣ୍ଡାଳି ରୂପା ରେ ଛାଉଣୀ ହାଇେଥିଲା। ଏବଂ ଛୁଞ୍ଚିଆ ରୂପା ନିର୍ମିତ ଥିଲା।
19 As suas colunas eram quatro, e quatro as suas bases, todas de bronze; os seus colchetes eram de prata, como também o revestimento dos capitéis, e as suas faixas.
20 ପବିତ୍ର ତମ୍ବୁର ଓ ଅଗଣାର ଖିଲସବୁ କଂସା ରେ ନିର୍ମିତ ହାଇେଥିଲା।
20 E todas as estacas do tabernáculo e do átrio ao redor eram de bronze.
21 ମାଶାେ ଲବେୀୟ ଲୋକମାନଙ୍କୁ ଆଜ୍ଞା ଦେଲେ, ପବିତ୍ର ତମ୍ବୁ ରେ ବ୍ଯବହାର ହେଉଥିବା ବସ୍ତୁମାନଙ୍କର ଗଣନା କରିବା ପାଇଁ ଏବଂ ଏହାର ଦାଯିତ୍ବ ନଇେଥିଲେ ଯାଜକ ହାରୋଣର ପୁତ୍ର ଇଥାମ।
21 Esta é a enumeração das coisas para o tabernáculo, a saber, o tabernáculo do testemunho, que por ordem de Moisés foram contadas para o ministério dos levitas, por intermédio de Itamar, filho de Arão, o sacerdote.
22 ସଦାପ୍ରଭୁ ମାଶାଙ୍କେ ଦ୍ବାରା ଯେଉଁ ଆଜ୍ଞା ଦଇେଥିଲେ, ସହେି ଅନୁୟାଯୀ ଯିହୁଦା ପରିବାରବର୍ଗର ହୂରର ପୌତ୍ର ଓ ଊରିର ପୁତ୍ର ବତ୍ସଲଲେ ସେ ସବୁ ନିର୍ମାଣ କରିଥିଲେ।
22 Fez, pois, Bezalel, filho de Uri, filho de Hur, da tribo de Judá, tudo quanto o Senhor tinha ordenado a Moisés;
23 ଦାନ ପରିବାରବର୍ଗର ଅହୀଷାମକଙ୍କ ପୁତ୍ର ଅହଲୀଯାବ ଖାଦେନ କାର୍ୟ୍ଯ ରେ, ରୂପାଙ୍କନ କରିବା ରେ, ନୀଳ ବାଇଗଣୀ ଓ ଲାଲ ବସ୍ତ୍ର ବୁଣିବା ରେ ନିପୁଣ ଥିଲେ ଓ ସେ ତାଙ୍କର ସହକାରୀ ଥିଲେ।
23 e com ele Aoliabe, filho de Aisamaque, da tribo de Dã, gravador, desenhista, e bordador em azul, púrpura, carmesim e linho fino.
24 ଅଣତିରିଶ ତାଳନ୍ତ ଓ 730 ଶକେଲ ସୁବର୍ଣ୍ଣ ଅଧିକାରୀମାନଙ୍କ ଦ୍ବାରା ମପାୟାଇ ପବିତ୍ର ସ୍ଥାନ ନିର୍ମାଣ ନିମନ୍ତେ ଦିଆଗଲା।
24 Todo o ouro gasto na obra, em toda a obra do santuário, a saber, o ouro da oferta, foi vinte e nove talentos e setecentos e trinta siclos, conforme o siclo do santuário.
25 ଯେତେ ଲୋକ ଗଣିତ ହାଇେଥିଲେ, ସମାନେେ 100 ଶକେଲ ସୁବର୍ଣ୍ଣ ଓ 1 ,775 ଶକେଲ ରୂପା କାର୍ୟ୍ଯାଳଯ ମାପ ଦ୍ବାରା ପବିତ୍ର ସ୍ଥାନ ପାଇଁ ଓଜନ କରାଗଲା।
25 A prata dos arrolados da congregação montou em cem talentos e mil setecentos setenta e cinco siclos, conforme o siclo do santuário;
26 ଯେତେ ଲୋକ ଗଣତି ହାଇେଥିଲେ, ସମାନଙ୍କେର ବଯସ ଥିଲା କୋଡିଏ ବର୍ଷ ବା ତଦୁଦ୍ଧର୍ବ। ସମାନଙ୍କେର ସଂଖ୍ଯା ଥିଲା 6,03,550। ସମାନେେ ପ୍ରେତ୍ୟକକ ଏକ ଦୁଇ ବକୋ ଅର୍ଥାତ୍ ପବିତ୍ର ସ୍ଥାନର କାର୍ୟ୍ଯାଳଯ ମାପ ଓଜନ ହାଇେଥିବା ସକେଲ ଅନୁସାରେ ଅର୍ଦ୍ଧ ଅର୍ଦ୍ଧ ଶକେଲ ଦଇେଥିଲେ।
26 um beca para cada cabeça, isto é, meio siclo, conforme o siclo do santuário, de todo aquele que passava para os arrolados, da idade de vinte anos e acima, que foram seiscentos e três mil quinhentos e cinqüenta.
27 ଏକ ତାଳନ୍ତ ଲଖାଏଁେ ରୂପା ରେ ପବିତ୍ର ସ୍ଥାନର ଆଧାର ଓ ପରଦା ତିଆରି ହାଇେଥିଲା। 10 ଆଧାର ପାଇଁ 100 ତାଳନ୍ତ ବ୍ଯବହାର କରାଗଲା ଅର୍ଥାତ୍ ଗୋଟିଏ ଆଧାର ପାଇଁ ଏକ ତାଳନ୍ତ।
27 E houve cem talentos de prata para fundir as bases do santuário e as bases do véu; para cem bases eram cem talentos, um talento para cada base.
28 ସମାନେେ ଆଙ୍କୁଡା, ଛଡ ଏବଂ ଖମ୍ବଗୁଡିକର ଅଗ୍ରଭାଗକୁ 1 ,775 ଶକେଲ ରୂପା ରେ ଆଚ୍ଛାଦନ କଲେ।
28 Mas dos mil setecentos e setenta e cinco siclos, fez colchetes para as colunas, e cobriu os seus capitéis e fez-lhes as faixas.
29 ପିତ୍ତଳର ନବୈେଦ୍ଯ ସତୁରି ତାଳନ୍ତ 2 ,400 ଶକେଲ ଥିଲା।
29 E o bronze da oferta foi setenta talentos e dois mil e quatrocentos siclos.
30 ଏଣୁ ସେ ପିତ୍ତଳ ଦ୍ବାର ସମାଗମ ତମ୍ବୁ ଦ୍ବାରର ଚୁଙ୍ଗୀ ପିତ୍ତଳ ୟଜ୍ଞବଦେୀ ଓ ତହିଁର ପିତ୍ତଳର ଝାଞ୍ଜରୀ ଏବଂ ୟଜ୍ଞବଦେୀର ସମସ୍ତ ପାତ୍ର ନିର୍ମାଣ କଲେ।
30 Dele fez as bases da porta da tenda da revelação, o altar de bronze, e o crivo de bronze para ele, todos os utensílios do altar,
31 ପ୍ରାଙ୍ଗଣର ଚତୁଃପାଶର୍ବର ଆଧାର ପ୍ରାଙ୍ଗଣର ପ୍ରବେଶ ଦ୍ବାରର ଆଧାର ଓ ତମ୍ବୁର ସମସ୍ତ ଖିଲ ଏବଂ ପ୍ରଙ୍ଗଣର ଖିଲ ସବୁ ସହେି କଂସା ରେ ନିର୍ମିତ କରାଗଲା।
31 as bases do átrio ao redor e as bases da porta do átrio, todas as estacas do tabernáculo e todas as estacas do átrio ao redor.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Êxodo 38, comparar traduções ou montar um estudo — tudo direto pelo WhatsApp.