Êxodo 7
Oriya Bible (GL_ORIYA) vs ARIB
1 ସଦାପ୍ରଭୁ ମାଶାଙ୍କେୁ କହିଲେ, ମୁଁ ତୁମ୍ଭଙ୍କୁ ଫାରୋଙ୍କ ନିକଟରେ ପରମେଶ୍ବର ତୁଲ୍ଯ କରିଅଛି। ଏବଂ ତୁମ୍ଭର ଭାଇ ହାରୋଣ ତୁମ୍ଭର ଭବିଷ୍ଯଦବକ୍ତା ହବେ।
1 Então disse o Senhor a Moisés: Eis que te tenho posto como Deus a Faraó, e Arão, teu irmão, será o teu profeta.
2 ତୁମ୍ଭର ଭାଇ ହାରୋଣଙ୍କୁ ମାରେସମସ୍ତ ଆଜ୍ଞା କୁହ। ସେ ରାଜା ଫାରୋଙ୍କୁ କହିବ, ମୁଁ ଯାହାସବୁ କହିଅଛି, ଫାରୋ ନିଶ୍ଚଯ ଇଶ୍ରାୟେଲୀୟ ଲୋକମାନଙ୍କୁ ତାଙ୍କ ଦେଶରୁ ବାହାରକୁ ୟିବାକୁ ଛାଡ଼ି ହବେ।
2 Tu falarás tudo o que eu te mandar; e Arão, teu irmão, falará a Faraó, que deixe ir os filhos de Israel da sua terra.
3 କିନ୍ତୁ ମୁଁ ଫାରୋଙ୍କ ହୃଦଯ କଠିନ କରିବି। ତା'ପରେ ମିଶର ଦେଶ ରେ ବହୁତ ଆଶ୍ଚର୍ୟ୍ଯ ଓ ଅଦ୍ଭୁତ କର୍ମ କରିବି। ତଥାପି ଫାରୋ ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ।
3 Eu, porém, endurecerei o coração de Faraó e multiplicarei na terra do Egito os meus sinais e as minhas maravilhas.
4 ତେଣୁ ଏହାପରେ ମୁଁ ମିଶରକୁ ବହୁତ ଦଣ୍ଡ ଦବେି। ଏବଂ ତା'ପରେ ମୁଁ ମାରେଲୋକମାନଙ୍କୁ ମିଶରରୁ ବାହାର କରି ଆଣିବି।
4 Mas Faraó não vos ouvirá; e eu porei minha mão sobre o Egito, e tirarei os meus exércitos, o meu povo, os filhos de Israel, da terra do Egito, com grandes juízos.
5 ତା ହେଲେ ମିଶରର ଲୋକମାନେ ଜାଣିବାକୁ ପାଇବେ ଯେ, ମୁଁ ହେଉଛି ସଦାପ୍ରଭୁ। ସମାନଙ୍କେ ବିରୁଦ୍ଧ ରେ ଯେତବେେଳେ ମୁଁ ହସ୍ତ ପ୍ରସାରଣ କରିବି ଏବଂ ସମାନଙ୍କେ ମଧ୍ଯରୁ ଇଶ୍ରାୟେଲୀୟ ଲୋକମାନଙ୍କୁ ବାହାର କରି ଆଣିବି।
5 E os egípcios saberão que eu sou o Senhor, quando estender a minha mão sobre o Egito, e tirar os filhos de Israel do meio deles.
6 ମାଶାେ ଏବଂ ହାରୋଣ ସଦାପ୍ରଭୁଙ୍କର ଆଜ୍ଞା ପାଳନ କଲେ।
6 Assim fizeram Moisés e Arão; como o Senhor lhes ordenara, assim fizeram.
7 ଫାରୋଙ୍କ ସହିତ କଥାବାର୍ତ୍ତା କଲା ବେଳେ ମାଶାଙ୍କେୁ ଅଶୀବର୍ଷ ଓ ହାରୋଣଙ୍କୁ ତଯୋଅଶୀ ବର୍ଷ ହାଇେଥିଲା।
7 Tinha Moisés oitenta anos, e Arão oitenta e três, quando falaram a Faraó.
8 ସଦାପ୍ରଭୁ ମାଶାେ ଓ ହାରୋଣକୁ କହିଲେ,
8 Falou, pois, o Senhor a Moisés e Arão:
9 ଫାରୋ କହିବ ତୁମ୍ଭମାନଙ୍କର ପ୍ରମାଣ କିଛି ଦଖାେଅ। ସେ ତୁମ୍ଭମାନଙ୍କୁ ଅଦ୍ଭୁତ କର୍ମ ଦଖାଇବୋକୁ କହିବ। ହାରୋଣକୁ କୁହ ତା'ର ଆଶାବାଡ଼ି ଭୂମିରେ ପକାଇବ। ଏହି ଆଶାବାଡ଼ିଟି ଫାରୋଙ୍କ ସମ୍ମୁଖ ରେ ସର୍ପରେ ପରିଣତ ହବେ।
9 Quando Faraó vos disser: Apresentai da vossa parte algum milagre; dirás a Arão: Toma a tua vara, e lança-a diante de Faraó, para que se torne em serpente.
10 ତେଣୁ ମାଶାେ ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ ଏବଂ ସଦାପ୍ରଭୁଙ୍କ କହିବା ମୁତାବକ କର୍ୟ୍ଯମାନ କଲେ। ହାରୋଣ ତାଙ୍କର ଆଶାବାଡିଟିକୁ ଭୂମିରେ ପକାଇଲେ। ଯେତବେେଳେ ଫାରୋ ଏବଂ ତାଙ୍କର କର୍ମକର୍ତ୍ତାଗଣ ଚାହିଁଥିଲେ ସମାନଙ୍କେ ସମ୍ମୁଖ ରେ ଆଶାବାଡ଼ିଟି ସର୍ପରେ ପରିଣତ ହାଇଗେଲା।
10 Então Moisés e Arão foram ter com Faraó, e fizeram assim como o Senhor ordenara. Arão lançou a sua vara diante de Faraó e diante dos seus servos, e ela se tornou em serpente.
11 ତେଣୁ ଫାରୋ ତାଙ୍କର ପଣ୍ଡିତ ଓ ମନ୍ତ୍ରଜ୍ଞମାନଙ୍କୁ ଡାକିଲେ। ସମାନେେ ମଧ୍ଯ ହାରୋଣଙ୍କ ପରି ତାଙ୍କ ଗୁପ୍ତ ୟାଦୁ ବିଦ୍ଯା ପ୍ରଯୋଗ କରି ଆଶାବାଡିକୁ ସର୍ପରେ ପରିଣତ କରି ଦେଲେ।
11 Faraó também mandou vir os sábios e encantadores; e eles, os magos do Egito, também fizeram o mesmo com os seus encantamentos.
12 ସମାନେେ ତାଙ୍କର ଆଶାବାଡିକୁ ଭୂମିରେ ଫିଙ୍ଗ ଦେଲେ ଏବଂ ତାଙ୍କର ଆଶାବାଡି ସର୍ପରେ ପରିଣତ ହାଇଗେଲା। କିନ୍ତୁ ହାରୋଣଙ୍କର ଆଶାବାଡି ତାଙ୍କର ସମସ୍ତଙ୍କୁ ଖାଇଗଲା।
12 Pois cada um deles lançou a sua vara, e elas se tornaram em serpentes; mas a vara de Arão tragou as varas deles.
13 ତଥାପି ଫାରୋ ଦୃଢ ହେଲ ଲୋକମାନଙ୍କୁ ୟିବାକୁ ଅନୁମତି ଦେଲେ ନାହିଁ। ଏହା ସହେିପରି ହାଇେଥିଲା ଯେପରି ସଦାପ୍ରଭୁ ହବେ ବୋଲି କହିଥିଲେ। ଫାରୋ ମାଶାେ ଓ ହାରୋଣଙ୍କର କଥା ଶୁଣିଲେ ନାହିଁ।
13 Endureceu-se, porém, o coração de Faraó, e ele não os ouviu, como o Senhor tinha dito.
14 ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଫାରୋର ହୃଦଯ କଠିନ ହାଇେଅଛି, ସେ ଲୋକମାନଙ୍କୁ ୟିବାକୁ ଦବେେ ନାହିଁ।
14 Então disse o Senhor a Moisés: Obstinou-se o coração de Faraó; ele recusa deixar ir o povo.
15 ପ୍ରଭାତ ରେ, ଫାରୋ ନଦୀକୁ ଯିବେ। ନଦୀ କୂଳ ରେ ଫାରୋଙ୍କୁ ଅପେକ୍ଷା କର। ସହେି ଆଶାବାଡିକୁ ତୁମ୍ଭ ସହିତ ନିଅ ଯାହା ସର୍ପ ହାଇେ ୟାଇଥିଲା।
15 Vai ter com Faraó pela manhã; eis que ele sairá às águas; pôr-te-ás à beira do rio para o encontrar, e tomarás na mão a vara que se tomou em serpente.
16 ତାଙ୍କୁ ଏହା କୁହ, 'ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର ମାେତେ ତୁମ୍ଭ ନିକଟକୁ ପଠାଇଛନ୍ତି। ତାଙ୍କର ଲୋକମାନଙ୍କୁ ଛାଡିଦବୋ ପାଇଁ କହିବାକୁ ଆପଣଙ୍କ ପାଖକୁ ସଦାପ୍ରଭୁ ମାେତେ ପଠାଇଛନ୍ତି। ସମାନେେ ତାଙ୍କୁ ଉପାସନା କରିବାକୁ ମରୁଭୂମିକୁ ଯିବେ। ଏପର୍ୟ୍ଯନ୍ତ ତୁମ୍ଭେ ସଦାପ୍ରଭୁଙ୍କର ଆଜ୍ଞା ଶୁଣି ନାହଁ।
16 E lhe dirás: O Senhor, o Deus dos hebreus, enviou-me a ti para dizer-te: Deixa ir o meu povo, para que me sirva no deserto; porém eis que até agora não o tens ouvido.
17 ତେଣୁ ସଦାପ୍ରଭୁ କହିଲେ, ଯେ ସେ କିଛି କରିବେ ଯେଉଁଥି ରେ ତୁମ୍ଭେ ଜାଣିବ ସେ ସଦାପ୍ରଭୁ ବୋଲି। ମୁଁ ନୀଳନଦୀ ରେ ଜଳକୁ ମାରେଆଶାବାଡି ରେ ଛୁଇଁବି ତାହା ସଙ୍ଗେ ସଙ୍ଗେ ନଦୀର ଜଳ ପରିବର୍ତେ ରକ୍ତ ପ୍ରବାହିତ ହବେ।
17 Assim diz o Senhor: Nisto saberás que eu sou o Senhor: Eis que eu, com esta vara que tenho na mão, ferirei as águas que estão no rio, e elas se tornarão em sangue.
18 ନଦୀର ମାଛମାନେ ମରିଯିବେ ଏବଂ ନଦୀ ଦୁର୍ଗନ୍ଧ ୟୁକ୍ତ ହବେ। ତେଣୁ ମିଶରବାସୀ ଆଉ ନୀଳନଦୀର ଜଳ ପିଇପାରିବେ ନାହିଁ।'
18 E os peixes que estão no rio morrerão, e o rio cheirará mal; e os egípcios terão nojo de beber da água do rio.
19 ସଦାପ୍ରଭୁ ମାଶାଙ୍କେୁ କହିଲେ, ହାରୋଣକୁ କୁହ ସେ ତା'ର ଆଶାବାଡିକୁ ହାତ ରେ ଧରି ଏବଂ ଜଳଧାରଗୁଡିକୁ ଯଥା ନଦୀ, ହ୍ରଦ ଓ କନୋଲ ଯେଉଁଠା ରେ ପାଣି ଗଚ୍ଛିତ ଅଛି ସବୁକୁ ସ୍ପର୍ଶ କରୁ। ଯେତବେେଳେ ସେ ଏପରି କଲା, ସମସ୍ତ ଜଳ ରକ୍ତ ରେ ପରିଣତ ହେଲା। ଏହିପରିକି କାଠ ପାତ୍ର ଓ ପ୍ରସ୍ତର ପାତ୍ର ରେ ଥିବା ଜଳସବୁ ରକ୍ତ ରେ ପରିଣତ ହେଲା।
19 Disse mais o Senhor a Moisés: Dize a Arão: Toma a tua vara, e estende a mão sobre as águas do Egito, sobre as suas correntes, sobre os seus rios, e sobre as suas lagoas e sobre todas as suas águas empoçadas, para que se tornem em sangue; e haverá sangue por toda a terra do Egito, assim nos vasos de madeira como nos de pedra.
20 ତେଣୁ ମାଶାେ ଏବଂ ହାରୋଣ ସଦାପ୍ରଭୁଙ୍କର ଆଜ୍ଞାନୁ ସେ ରେ କାର୍ୟ୍ଯ କଲେ। ହାରୋଣ ତାଙ୍କର ହସ୍ତ ପ୍ରସାରଣ କରି ତାଙ୍କର ଆଶାବାଡ଼ି ଦ୍ବାରା ନିଳନଦୀର ଜଳକୁ ସ୍ପର୍ଶ କଲେ। ସେ ଏପରି ଫାରୋ ଓ ତାଙ୍କର କର୍ମଚାରୀମାନଙ୍କ ସମ୍ମୁଖ ରେ କଲେ। ତେଣୁ ନଦୀର ସମସ୍ତ ଜଳ ରକ୍ତ ରେ ପରିଣତ ହାଇଗେଲା।
20 Fizeram Moisés e Arão como lhes ordenara o Senhor; Arão, levantando a vara, feriu as águas que estavam no rio, diante dos olhos de Faraó, e diante dos olhos de seus servos; e todas as águas do rio se tornaram em sangue.
21 ନଦୀର ମତ୍ସ୍ଯମାନେ ମଲେ ଏବଂ ନଦୀର ଜଳ ଦୁର୍ଗନ୍ଧ ୟୁକ୍ତ ହେଲା। ତେଣୁ ମିଶରବାସୀ ଆଉ ନୀଳନଦୀରୁ ଜଳପାନ କରିପାରି ନଥିଲେ। ମିଶରର ସବୁଆଡେ ଜଳଭାଗ ରକ୍ତ ରେ ପରିଣତ ହାଇଗେଲା।
21 De modo que os peixes que estavam no rio morreram, e o rio cheirou mal, e os egípcios não podiam beber da água do rio; e houve sangue por toda a terra do Egito.
22 ମନ୍ତ୍ରଜ୍ଞମାନେ ତାଙ୍କର ଗୁପ୍ତ ୟାଦୁବିଦ୍ଯା ପ୍ରଯୋଗ କରି ଠିକ୍ ଏପରି କଲେ। ଫାରୋ ପୁଣି ଦୃଢ଼ ହେଲ ହୃଦଯ କଠିନ କଲେ ଏବଂ ସେ ସମାନଙ୍କେର କଥା ଶୁଣିଲେ ନାହିଁ। ଏହା ଠିକ୍ ସଦାପ୍ରଭୁଙ୍କର ଆଜ୍ଞାନୁସା ରେ ଘଟିଲା।
22 Mas o mesmo fizeram também os magos do Egito com os seus encantamentos; de maneira que o coração de Faraó se endureceu, e não os ouviu, como o Senhor tinha dito.
23 ଫାରୋ ମାଶାେ ଏବଂ ହାରୋଣଙ୍କର କାର୍ୟ୍ଯ ରେ ଧ୍ଯାନ ନଦଇେ ଗୃହକୁ ଫରେିଗଲେ।
23 Virou-se Faraó e entrou em sua casa, e nem ainda a isto tomou a sério.
24 ମିଶରବାସୀମାନେ ଆଉ ନୀଳନଦୀରୁ ଜଳ ପାନ କରି ପାରିନଥିଲେ। ତେଣୁ ସମାନେେ ନଦୀମାନଙ୍କ ରେ କୂପମାନ ଖନନ କରି ପିଇବା ପାଣି ସଂଗ୍ରହ କଲେ।
24 Todos os egípcios, pois, cavaram junto ao rio, para achar água que beber; porquanto não podiam beber da água do rio.
25 ସଦାପ୍ରଭୁ ନୀଳନଦୀରୁ ଜଳକୁ ସାତ ଦିନ ପରେ ପରିବର୍ତ୍ତନ କଲେ।
25 Assim se passaram sete dias, depois que o Senhor ferira o rio.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Êxodo 7, comparar traduções ou montar um estudo — tudo direto pelo WhatsApp.