Ezequiel 17

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ଅନନ୍ତର ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା, ସେ କହିଲେ,
1 Recebi esta mensagem do S enhor :
2 ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲର ପୁତ୍ରଗଣଙ୍କ ନିମନ୍ତେ ଏକ ପ୍ର ହଳେିକା ଉପସ୍ଥାପନ କର ଏବଂ ସମାନଙ୍କେୁ ଏକ ନୀତିକଥା କୁହ।
2 “Filho do homem, apresente esta parábola e conte esta história ao povo de Israel.
3 ସମାନଙ୍କେୁ କୁହ,
3 Transmita-lhes a seguinte mensagem do S enhor Soberano: “Uma grande águia, com asas grandes e penas longas, coberta com plumagem de várias cores, veio ao Líbano. Agarrou a ponta de um cedro
4 ସେ ଏରସ ବୃକ୍ଷର ଅଗ୍ରଭାଗ ଭାଙ୍ଗିଲା ଏବଂ ତାହାକୁ କିଣାନ ଦେଶକୁ ନଇଗେଲା। ସଠାେ ରେ ସେ ତାକୁ ବଣିକମାନଙ୍କର ନଗରୀ ରେ ରଖିଲା।
4 e arrancou seu galho mais alto. Levou-o para uma terra de comerciantes e plantou-o numa cidade de mercadores.
5 ଏବଂ ସହେି ପକ୍ଷୀ ସେ ଦେଶ ରେ ବୀଜ ନଇେ ଏକ ଉର୍ବର ଭୂମିର କ୍ଷତେ ରେ ତାହା ରୋପଣ କଲା। ସେ ପ୍ରଚୁର ଜଳରାଶିର ନିକଟରେ ତାହା ରୋପଣ କଲା।
5 Também levou da terra uma semente e a plantou em solo fértil. Colocou-a junto a um rio largo, onde pudesse crescer como um salgueiro.
6 ତା'ପ ରେ ତାହା ବଢ଼ି ଦ୍ରାକ୍ଷାଲତା ହେଲା। ଏହା ଏକ ବିସ୍ତୃତ ଅଞ୍ଚଳକୁ ବ୍ଯାପିଲା। ଏହାର ଶାଖାସବୁ ଓ ତହିଁର ମୂଳ ବଢ଼ିଲା। ଏହି ପ୍ରକା ରେ ତାହା ଦ୍ରାକ୍ଷାଲତା ହାଇେ ଶାଖା ବିଶିଷ୍ଟ ଓ ପଲ୍ଲବିତ ହେଲା।
6 A planta criou raízes, cresceu e se tornou uma videira baixa, mas espalhada. Os ramos se voltaram para a águia, e as raízes se aprofundaram no solo. Produziu ramos fortes e deu brotos.
7 କିନ୍ତୁ ଆଉ ଗୋଟିଏ ବଡ଼ ବଡ଼ ଡ଼ଣୋ ଥିବା ବୃହତ୍ ଓ ୟଥେଷ୍ଟ ପର ବିଶିଷ୍ଟ ଛଞ୍ଚାଣ ପକ୍ଷୀ, ବିରାଟ ଉତ୍କ୍ରୋଶ ପକ୍ଷୀ ସହେି ସ୍ଥାନକୁ ଆସିଲା। ଏହି ନୂତନ ପକ୍ଷୀର ଯତ୍ନ ପାଇବା ସକାେଶ ସହେି ଦ୍ରାକ୍ଷାଲତାର ଚରେ ତା' ଆଡ଼କୁ ବିସ୍ତାର କଲା ଏବଂ ଏହାର ଶାଖାଗୁଡ଼ିକ ପ୍ରସାରିତ ହେଲା, ଯେଉଁଠା ରେ ଏହା ରୋପିତ ହାଇେଥିଲା ଏବଂ ପାଣି ଦ୍ବାରା ସଚେିତ ହେଉଥିଲା।
7 Então, surgiu outra águia, com asas grandes e muita plumagem. A videira lançou raízes e ramos na direção dela, em busca de água,
8 ସହେି ଦ୍ରାକ୍ଷାଲତା, ଯେପରି ଶାଖା ବିଶିଷ୍ଟ ଓ ଫଳବତୀ ହାଇେ ଉତ୍ତମ ଦ୍ରାକ୍ଷାଲତା ହବେ, ଏଥିପାଇଁ ତାହା ଜଳରାଶିର ନିକଟସ୍ଥ ଉର୍ବର ଭୂମିରେ ରୋପିତ ହାଇେଥିଲା।
8 embora já estivesse plantada em boa terra e tivesse água com fartura, para que crescesse e se transformasse numa bela videira e produzisse ramos e frutos.
9 ତୁମ୍ଭେ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହିକଥା କହନ୍ତି, ତାହା କ'ଣ ସଫଳ ହବେ ? ଏହାର ଚରେ ଛିଣ୍ଡି ୟିବନିତ, ଏବଂ ଏହାର ଫଳ ଝଡ଼ି ୟିବନିତ ଏବଂ ଶୁଖି ୟିବନତି ? ନୂତନ ଭାବରେ ପଲ୍ଲବିତ ହେଉଥିବା ପତ୍ରସବୁ ଝାଉଁଳି ଯିବେ। ଏହାକୁ ଉପାଡ଼ିବା ପାଇଁ ବଳଶାଳୀ ସୈନ୍ଯବାହିନୀକୁ ଓ ଲୋକମାନଙ୍କୁ ଦରକାର ହବେ କି ? ନା !
9 “Agora, portanto, assim diz o S enhor Soberano: Acaso essa videira prosperará? Não! Eu a arrancarei pela raiz! Cortarei seus frutos e deixarei que suas folhas murchem. Eu a arrancarei facilmente; não será necessário um braço forte nem um grande exército.
10 ଆଉ ସହେି ଦ୍ରାକ୍ଷାଲତା ରୋପିତ କ୍ଷେତ୍ର ରେ କ'ଣ ବୃଦ୍ଧି ପାଇବ ? ପୂର୍ବୀଯ ବାଯୁ ସ୍ପର୍ଶ କଲେ ତାହା ସମ୍ପୂର୍ଣ୍ଣରୂପେ ଶୁଷ୍କ ହାଇଯେିବ। ବଢ଼ିବା କିଆରୀ ରେ ତାହା ଶୁଷ୍କ ହାଇୟିବେ।
10 Mas, quando a videira for replantada, acaso florescerá? Pelo contrário, murchará quando o vento do leste soprar contra ela. Morrerá na mesma terra onde havia crescido”.
11 ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
11 Então recebi esta mensagem do S enhor :
12 ତୁମ୍ଭେ ସହେି ବିଦ୍ରୋହୀ ଜାତିକୁ କୁହ, ଇଶ୍ରାୟେଲ ତୁମ୍ଭେ କ'ଣ ଏସବୁର ତାତ୍ପର୍ୟ୍ଯ ଜାଣ ନାହିଁ ? ସମାନଙ୍କେୁ କୁହ, ଦେଖ, ବାବିଲର ରାଜା ୟିରୁଶାଲମକୁ ଆସି ତହିଁର ରାଜାଙ୍କୁ ଓ ତହିଁର ମୁଖ୍ଯଗଣଙ୍କୁ ଆପଣାର ନ୍ଯାଯାଳଯ ବାବିଲକୁ ନଇଗେଲା।
12 “Diga a este povo rebelde: Vocês não entendem o que significa essa parábola? O rei da Babilônia veio a Jerusalém e levou seu rei e seus príncipes para a Babilônia.
13 ଏବଂ ସେ ଏକ ରାଜସ୍ବ ନଇେ ତାକୁ ଶପଥ କରାଇ ତା' ସହିତ ଏକ ଚୁକ୍ତି କଲେ ଏବଂ ସେ ମହତ୍ତ୍ବପୂର୍ଣ୍ଣ ଲୋକମାନଙ୍କୁ ନଇଗେଲେ।
13 Firmou um tratado com um membro da família real e o obrigou a jurar lealdade. Também exilou os líderes mais influentes de Israel,
14 ତେଣୁ ଯେପରି ଦେଶ ଦୁର୍ବଳ ହବେ ଓ ଉଠିପାରିବ ନାହିଁ ଏବଂ ତାଙ୍କର ନିଯମକୁ ବଞ୍ଚାଇ ରଖି ପାରନ୍ତି।
14 para que o reino não voltasse a se fortalecer nem se rebelasse. Ele só sobreviveria se cumprisse seu tratado com a Babilônia.
15 କିନ୍ତୁ ସେ ବାବିଲର ରାଜା ବିରୁଦ୍ଧ ରେ ଗଲା। ସେ ତା'ର ବାର୍ତ୍ତାବହମାନଙ୍କୁ ଅଶ୍ବ ଓ ସୈନ୍ଯ ସାହାୟ୍ଯ ପାଇବା ନିମନ୍ତେ ମିଶରକୁ ପଠାଇଲା, ସେ କ'ଣ କୃତକାର୍ୟ୍ଯ ହବେ ? ୟିଏ ଏପରି କାର୍ୟ୍ଯସବୁ କରେ, ସେ କ'ଣ ରକ୍ଷା ପାଇବ ? ଆଉ ସେ ଚୁକ୍ତି ଲଙ୍ଘନ କରି କ'ଣ ଦଣ୍ଡ ପାଇବ ନାହିଁ ?
15 “Contudo, esse homem da família real de Israel se rebelou contra a Babilônia e enviou embaixadores ao Egito, para pedir um grande exército e muitos cavalos. Acaso Israel pode deixar de cumprir os tratados que fez sob juramento e ficar impune?
16 ସଦାପ୍ରଭୁ ମାେତେ ପ୍ରଭୁ ଏହି କଥା କହନ୍ତି, ମୁଁ ଜୀବିତ ଥିବା ପ୍ରମାଣେ ରାଜା ବାବିଲ ରେ ମୃତ୍ଯୁବରଣ କରିବ, ଯେ ହତେୁ ସେ ରାଜା ବିରୁଦ୍ଧ ରେ ବିଦ୍ରୋହ କଲା, ୟିଏ ତାକୁ ସିଂହାସନ ରେ ସ୍ଥାପନ କରିଥିଲେ, ସେ ତାଙ୍କ ସହିତ କରିଥିବା ପ୍ରତିଜ୍ଞା ଭଙ୍ଗ କଲେ।
16 Tão certo como eu vivo, diz o S enhor Soberano, o rei de Israel morrerá na Babilônia, a terra do rei que o colocou no poder e cujo tratado ele desprezou e quebrou.
17 ଏବଂ ଫାରୋ ତାଙ୍କର ମହାନ ଶକ୍ତି ଓ ଶକ୍ତିଶାଳି ସୈନ୍ଯବାହିନୀ ତାଙ୍କୁ ୟୁଦ୍ଧ ରେ ସାହାୟ୍ଯ କରିବେ ନାହିଁ। ଯେତବେେଳେ ସମାନେେ କଚ୍ଚା ରାସ୍ତା ଓ ଦୁର୍ଗ ନିର୍ମାଣ କରିବେ, ବହୁତ ଲୋକ ହତ୍ଯା ହବେେ।
17 O faraó e todo o seu exército poderoso não serão capazes de ajudar Israel quando o rei da Babilônia cercar Jerusalém novamente e destruir muitas vidas.
18 କିନ୍ତୁ ସେ ରକ୍ଷା ପାଇବ ନାହିଁ। କାରଣ ସେ ଚୁକ୍ତି ଭଙ୍ଗ କରି ଶପଥ ତୁଚ୍ଛ କରିଅଛି। ସେ ଏସବୁ କରିଅଛି ଏବଂ ଦଣ୍ଡରୁ ପଳାଇ ୟାଇପାରିବ ନାହିଁ।
18 Pois o rei de Israel desprezou seu tratado e o quebrou depois de jurar obediência; portanto, ele não escapará.
19 ତେଣୁ ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ସେ ଆମ୍ଭର ଯେଉଁ ଶପଥ ଭଙ୍ଗ କରିଅଛି ଓ ଆମ୍ଭର ଯେଉଁ ଚୁକ୍ତି ଭଙ୍ଗ କରିଅଛି ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚଯ ତା'ର ପ୍ରତିଫଳ ତାହାର ମସ୍ତକରେ ରଖିବା।
19 “Por isso, assim diz o S enhor Soberano: Tão certo como eu vivo, eu o castigarei por quebrar minha aliança e desprezar o voto solene que fez em meu nome.
20 ମୁଁ ମାରଜୋଲ ବିଛାଇବି ଓ ତାକୁ ଫାଶ ରେ ପକାଇ ବାବିଲକୁ ନଇୟିବେି ଏବଂ ମୁଁ ସଠାେ ରେ ତା'ର ବିଚାର କରିବି। କାରଣ ସେ ମାେ ପ୍ରତି ଅବିଶ୍ବସ୍ତ ଥିଲା।
20 Lançarei minha rede sobre ele e o pegarei em meu laço. Eu o levarei à Babilônia e o julgarei por sua traição contra mim.
21 ଏବଂ ତା'ର ସମସ୍ତ ସୈନ୍ଯ ଖଡ୍ଗ ଦ୍ବାରା ହତ ହବେେ ଯେତବେେଳେ ସମାନେେ ଦୌଡ଼ି ପଳାଇବେ ଏବଂ ଯେ କହେି ବଞ୍ଚିବେ ମୁଁ ପବନ ରେ ଛିନ୍ନଛତ୍ର କରିବି। ମୁଁ ସଦାପ୍ରଭୁ ଏବଂ ମୁଁ ଏହିସବୁ କହିଅଛି।
21 Todos os seus melhores guerreiros serão mortos na batalha, e os que sobreviverem serão espalhados aos quatro ventos. Então você saberá que eu, o S enhor , falei.
22 ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ମୁଁ ନିଜେ ଏରସ ବୃକ୍ଷର ଅଗ୍ରଭାଗକୁ ନଇୟିବେି ଓ ତା'ର କୋମଳ ଅଗ୍ରଭାଗକୁ କାଟିବି ଏବଂ ଏହାକୁ ପର୍ବତର ଶୀର୍ଷ ରେ ରୋପଣ କରିବି।
22 “Assim diz o S enhor Soberano: Pegarei um ramo da ponta de um cedro alto e o plantarei no topo do monte mais elevado de Israel.
23 ମୁଁ ସ୍ବଯଂ ଇଶ୍ରାୟେଲର ଉଚ୍ଚତମ ପର୍ବତ ରେ ସହେି ଅଗ୍ରଭାଗକୁ ରୋପଣ କରିବି। ତହିଁରେ ସହେି ଅଗ୍ରଭାଗ ବଢ଼ିବ ଏବଂ ଏକ ଶାଖାବିଶିଷ୍ଟ ବୃକ୍ଷ ହବେ ଏବଂ ଏଥି ରେ ଫଳ ଫଳିବ। ଏହା ଏକ ସୁନ୍ଦର ଏରସ ବୃକ୍ଷ ହବେ। ତହିଁରେ ସବୁ ଜାତିର ପକ୍ଷୀମାନେ ବସା କରିବେ। ଆଉ ମଧ୍ଯ ସମାନେେ ତାହାର ଶାଖାଗୁଡ଼ିକର ଛାଯା ରେ ବାସ କରିବେ।
23 Ele se tornará um cedro majestoso que estenderá seus ramos e produzirá sementes. Aves de toda espécie farão ninhos ali e encontrarão abrigo à sombra de seus ramos.
24 ତାହା ହେଲେ କ୍ଷେତ୍ରସ୍ଥ ସମସ୍ତ ବୃକ୍ଷ ଜାଣିବେ ଯେ, ମୁଁ ଉଚ୍ଚବୃକ୍ଷକୁ ନୀଚ୍ଚ କରିପା ରେ ଓ ନୀଚ୍ଚ ବୃକ୍ଷକୁ ଉଚ୍ଚ କରିପା ରେ। ପୁଣି ସତଜେ ବୃକ୍ଷକୁ ଶୁଷ୍କ କରିପା ରେ ଓ ଶୁଷ୍କ ବୃକ୍ଷକୁ ସତଜେ କରିପା ରେ। ମୁଁ ସଦାପ୍ରଭୁ ଏହା କହିଅଛି ଓ ମୁଁ ଏହା କରିବି।
24 E todas as árvores saberão que eu, o S enhor , derrubo a árvore alta e faço crescer a árvore baixa. Faço a árvore verde murchar e dou vida à árvore seca. Eu, o S enhor , falei e cumprirei o que prometi!”.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Ezequiel 17, comparar traduções ou montar um estudo — tudo direto pelo WhatsApp.