Ezequiel 28

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
1 De novo veio a mim a palavra do Senhor, dizendo:
2 ହେ ମନୁଷ୍ଯ ପୁତ୍ର, ତୁମ୍ଭେ ସୋରର ଅଧିପତିକୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି,
2 Filho do homem, dize ao príncipe de Tiro: Assim diz o Senhor Deus: Visto como se elevou o teu coração, e disseste: Eu sou um deus, na cadeira dos deuses me assento, no meio dos mares; todavia tu és homem, e não deus, embora consideres o teu coração como se fora o coração de um deus.
3 ଏବଂ ତୁମ୍ଭେ ଭାବୁଛ ଯେ, ତୁମ୍ଭେ ଦାନିୟେଲଠାରୁ ଅଧିକ ଜ୍ଞାନୀ, ସମସ୍ତ ନିଗୂଢ଼ କଥା ଲୋକମାନଙ୍କଠାରୁ ତୁମ୍ଭେ ଜାଣିପାରିବ।
3 com efeito és mais sábio que Daniel; não há segredo algum que se possa esconder de ti.
4 ତୁମ୍ଭେ ଆପଣା ଜ୍ଞାନଦ୍ବାରା ଓ ଆପଣା ବୁଦ୍ଧିଦ୍ବାରା ଧନ ପ୍ରାପ୍ତ ହାଇେଅଛ ଓ ଆପଣା ଭଣ୍ଡାର ରେ ସୁନା ଓ ରୂପା ସଞ୍ଚଯ କରିଅଛ।
4 Pela tua sabedoria e pelo teu entendimento alcançaste para ti riquezas, e adquiriste ouro e prata nos teus tesouros.
5 ତୁମ୍ଭେ ଆପଣା ମହାଜ୍ଞାନ ଦ୍ବାରା ଓ ବାଣିଜ୍ଯ ଦ୍ବାରା ଆପଣାର ଧନ ବଢ଼ାଇ ଅଛ। ଆଉ ତୁମ୍ଭର ଏହି ଧନ ସକାେଶ ତୁମ୍ଭର ଚିତ୍ତ ଗର୍ବିତ ହାଇେଅଛି।
5 Pela tua grande sabedoria no comércio aumentaste as tuas riquezas, e por causa das tuas riquezas eleva-se o teu coração;
6 ' ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ହେ ସୋର, ତୁମ୍ଭେ ଆପଣା ଚିତ୍ତକୁ ପରମେଶ୍ବରଙ୍କ ଚିତ୍ତ ତୁଲ୍ଯ କରିଅଛ।
6 portanto, assim diz o Senhor Deus: Pois que consideras o teu coração como se fora o coração de um deus,
7 ମୁଁ ତୁମ୍ଭମାନଙ୍କ ବିପକ୍ଷ ରେ ବିଦେଶୀମାନଙ୍କୁ ଆଣିବି, ବାହାର ଦେଶରୁ ନିର୍ଦ୍ଦଯ ଲୋକମାନଙ୍କୁ ଆଣିବି। ତେଣୁ ସମାନେେ ତୁମ୍ଭର ସୁନ୍ଦର ବସ୍ତୁ ବିପକ୍ଷ ରେ ଶତ୍ରୁ ଉତ୍ତୋଳନ କରିବେ ଯାହା ତୁମ୍ଭକୁ ତୁମ୍ଭର ଜ୍ଞାନ ଆଣିଦଇେଥିଲା, ଏବଂ ତୁମ୍ଭର ଶାେଭା ବିଧ୍ବସ୍ତ ହବେ।
7 por isso eis que eu trarei sobre ti estrangeiros, os mais terríveis dentre as nações, os quais desembainharão as suas espadas contra a formosura da tua sabedoria, e mancharão o teu resplendor.
8 ସମାନେେ ତୁମ୍ଭକୁ କବର ଭିତରକୁ ଘନେି ଆସିବେ। ଆଉ ତୁମ୍ଭେ ସମୁଦ୍ରର ମଧ୍ଯସ୍ଥାନ ରେ ହତ ଲୋକମାନଙ୍କ ମୃତ ତୁଲ୍ଯ ମୃତ୍ଯୁ ଭୋଗ କରିବ।
8 Eles te farão descer à cova; e morrerás da morte dos traspassados, no meio dos mares.
9 ତୁମ୍ଭେ କ'ଣ ତୁମ୍ଭ ଯାଜକ ସମ୍ମୁଖ ରେ ମୁଁ ପରମେଶ୍ବର ବୋଲି କହିବ ? କିନ୍ତୁ ତୁମ୍ଭେ ନିଜ ଘାତକ ନିକଟରେ ତୁମ୍ଭେ ଜଣେ ମନୁଷ୍ଯ ମାତ୍ର, ପରମେଶ୍ବର ନୁହଁ।
9 Acaso dirás ainda diante daquele que te matar: Eu sou um deus? mas tu és um homem, e não um deus, na mão do que te traspassa.
10 ତୁମ୍ଭମାନଙ୍କୁ ବିଦେଶୀଯମାନଙ୍କ ଦ୍ବାରା ହତ୍ଯା କରାୟିବ ଏବଂ ତୁମ୍ଭମାନେେ ଆଗନ୍ତୁକ ପରି ମୃତ୍ଯୁବରଣ କରିବ। ଏହା ମାରେଆଦେଶ।' ସଦାପ୍ରଭୁ, ମାରେ ପ୍ରଭୁ ଏହା କହନ୍ତି।
10 Da morte dos incircuncisos morrerás, por mão de estrangeiros; pois eu o falei, diz o Senhor Deus.
11 ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
11 Veio mais a mim a palavra do Senhor, dizendo:
12 ହେ ମନୁଷ୍ଯ ପୁତ୍ର, ତୁମ୍ଭେ ରାଜାଙ୍କ ପାଇଁ ସୋର ରେ ଏହି ବିଳାପ ସଙ୍ଗୀତ ଗାନ କର ଏବଂ ତାକୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି ;
12 Filho do homem, levanta uma lamentação sobre o rei de Tiro, e dize-te: Assim diz o Senhor Deus: Tu eras o selo da perfeição, cheio de sabedoria e perfeito em formosura.
13 ତୁମ୍ଭେ ପରମେଶ୍ବର ଉଦ୍ୟାନ ଏଦନ ରେ ଥିଲ। ଚୁଣୀ, ପିତମଣି, ହୀରକ, ବୈଦୁର୍ୟ୍ଯମଣି, ଗୋମଦେକମଣି, ସୂର୍ୟ୍ଯକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ୟାବତୀଯ ବହୁମୂଲ୍ଯ ପ୍ରସ୍ତର ସୁବର୍ଣ୍ଣ ରେ ଖଚିତ ହାଇେଥିଲା। ତୁମ୍ଭେ ସୃଷ୍ଟି ହବୋ ଦିନରୁ ସମସ୍ତ ସୌନ୍ଦର୍ୟ୍ଯ ଶିଳ୍ପ ଚାଚୁରୀ ରେ ପରିପୂର୍ଣ୍ଣ ଥିଲା।
13 Estiveste no Éden, jardim de Deus; cobrias-te de toda pedra preciosa: a cornalina, o topázio, o ônix, a crisólita, o berilo, o jaspe, a safira, a granada, a esmeralda e o ouro. Em ti se faziam os teus tambores e os teus pífaros; no dia em que foste criado foram preparados.
14 ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲା ; ପୁଣି ଆମ୍ଭେ ତୁମ୍ଭକୁ ପରମେଶ୍ବରଙ୍କ ପବିତ୍ର ପର୍ବତ ଉପ ରେ ସ୍ଥାପନ କଲୁ। ତୁମ୍ଭେ ଅଗ୍ନିମଯ ପ୍ରସ୍ତର ସକଳ ମଧିଅରେ ଗମନାଗମନ କଲ।
14 Eu te coloquei com o querubim da guarda; estiveste sobre o monte santo de Deus; andaste no meio das pedras afogueadas.
15 ଯେତବେେଳେ ତୁମ୍ଭମାନେେ ସୃଷ୍ଟି ହେଲ, ତୁମ୍ଭମାନେେ ନିର୍ଦ୍ ଦୋଷ ଥିଲ। କିନ୍ତୁ ପ ରେ ତୁମ୍ଭମାନେେ ଦୁଷ୍ଟ ହାଇଗେଲ।
15 Perfeito eras nos teus caminhos, desde o dia em que foste criado, até que em ti se achou iniqüidade.
16 ତୁମ୍ଭେ ବାଣିଜ୍ଯ କରି ବହୁ ଧନ ସମ୍ପଦ ଆଣିଥିଲ। ମାତ୍ର ସହେି ଧନସମ୍ପଦ ଯୋଗୁଁ ତୁମ୍ଭର ଅଭ୍ଯନ୍ତର ଦୌରାତ୍ମ୍ଯ ରେ ପରିପୂର୍ଣ୍ଣ ହେଲା। ଆଉ ତୁମ୍ଭେ ପାପ କଲ। ଏଣୁ ମୁଁ ଅଶୁଚି ବସ୍ତୁ ତୁଲ୍ଯ ତୁମ୍ଭକୁ ପରମେଶ୍ବରଙ୍କ ପର୍ବତରୁ ପକାଇ ଦଇେଅଛି। ଆଉ ମନୋନୀତ କିରୂବଦୂତ, ମୁଁ ତୁମ୍ଭକୁ ଉନ୍ନତ ପ୍ରସ୍ତରରୁ ବିତାଡ଼ିତ କଲି।
16 Pela abundância do teu comércio o teu coração se encheu de violência, e pecaste; pelo que te lancei, profanado, fora do monte de Deus, e o querubim da guarda te expulsou do meio das pedras afogueadas.
17 ତୁମ୍ଭର ସୌନ୍ଦର୍ୟ୍ଯ ହତେୁ ତୁମ୍ଭେ ଅହଙ୍କାରୀ ହାଇେଅଛ। ତୁମ୍ଭର ଜ୍ଞାନ ତୁମ୍ଭର ମହିମା ଦ୍ବାରା ଭ୍ରଷ୍ଟ ହାଇେଅଛି। ମୁଁ ତୁମ୍ଭକୁ ଧୂଳିକୁ ଫିଙ୍ଗି ଦଲେି ଯେପରି ରାଜା ତୁମ୍ଭର ଧ୍ବଂସ ଦେଖିଲେ।
17 Elevou-se o teu coração por causa da tua formosura, corrompeste a tua sabedoria por causa do teu resplendor; por terra te lancei; diante dos reis te pus, para que te contemplem.
18 ତୁମ୍ଭେ ନିଜର ଅଧର୍ମର ବାହୁଲ୍ଯ ରେ, ନିଜ ବାଣିଜ୍ଯ ବିଷଯକ ଅନ୍ଯାଯ ଦ୍ବାରା ନିଜର ପବିତ୍ର ସ୍ଥାନସବୁ ଅପବିତ୍ର କରିଅଛ। ଏଣୁ ମୁଁ ତୁମ୍ଭ ମଧ୍ଯରୁ ଅଗ୍ନି ବାହାର କଲି ଓ ତାହା ତୁମ୍ଭକୁ ଗ୍ରାସ କଲା। ପୁଣି ମୁଁ ସମସ୍ତଙ୍କୁ ଦଖାଇବୋ ପାଇଁ ତୁମ୍ଭକୁ ଧୂଳି ରେ ପରିଣତ କରିଛି।
18 Pela multidão das tuas iniqüidades, na injustiça do teu comércio, profanaste os teus santuários; eu, pois, fiz sair do meio de ti um fogo, que te consumiu a ti, e te tornei em cinza sobre a terra, à vista de todos os que te contemplavam.
19 ସହେିସବୁ ଦେଖ ଯେଉଁମାନେ ତୁମ୍ଭକୁ ଜାଣିଥିଲେ, ସମାନେେ ତୁମ୍ଭଠାରୁ ଆତଙ୍କିତ ହବେେ। ତୁମ୍ଭର ପରିସମାପ୍ତି ଲୋକମାନଙ୍କୁ କମ୍ପିତ କରାଇବ ଏବଂ ତୁମ୍ଭେ କବେେ ପୂର୍ବବସ୍ଥାକୁ ଫରେିବ ନାହିଁ।'
19 Todos os que te conhecem entre os povos estão espantados de ti; chegaste a um fim horrível, e não mais existirás, por todo o sempre.
20 ଅନନ୍ତର ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
20 Novamente veio a mim a palavra do Senhor, dizendo:
21 ହେ ମନୁଷ୍ଯ ପୁତ୍ର, ତୁମ୍ଭେ ସୀଦୋନ ଆଡ଼କୁ ମୁହଁ ବୁଲାଇ ତାହା ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କର।
21 Filho do homem, dirige o teu rosto para Sidom, e profetiza contra ela,
22 ଆଉ କୁହ, ' ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି,
22 e dize: Assim diz o Senhor Deus: Eis-me contra ti, ó Sidom, e serei glorificado no meio de ti; e saberão que eu sou o Senhor, quando nela executar juizos e nela me santificar.
23 ପୁଣି ମୁଁ ନଗର ମଧ୍ଯକୁ ମହାମାରୀ ଓ ମୃତ୍ଯୁ ପଠାଇବି, ଫଳ ରେ ବହୁ ଲୋକ ନଗର ମଧିଅରେ ମରିବେ। ନଗରର ପ୍ରାଚୀର ବାହା ରେ ଶତ୍ରୁମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରି ବହୁ ଲୋକ ମୃତ୍ଯୁବରଣ କରିବେ। ତାହା ହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ଲକୋକମାନେ ଜାଣିବେ।'
23 Pois lhe enviarei peste e sangue nas suas ruas; e os traspassados cairão no meio dela, estando a espada contra ela por todos os lados; e saberão que eu sou o Senhor.
24 'ଏବଂ ଇଶ୍ରାୟେଲ ଦେଶ ଆଉ ପଡ଼ୋଶୀମାନଙ୍କ ଦ୍ବାରା ବେଷ୍ଟିତ ହବେ ନାହିଁ, ଯେଉଁମାନେ କି ତିକ୍ଷଣ ଛୁରୀ ଓ ମୁନିଆଁ କଣ୍ଟାବୁଦା ତୁଲ୍ଯ। ଏବଂ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ସମାନଙ୍କେର ପ୍ରଭୁ ଅଟେ।'
24 E a casa de Israel nunca mais terá espinho que a fira, nem abrolho que lhe cause dor, entre os que se acham ao redor deles e que os desprezam; e saberão que eu sou o Senhor Deus.
25 ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ମୁଁ ଇଶ୍ରାୟେଲ ବଂଶକୁ ନାନା ଗୋଷ୍ଠୀଗଣ ମଧିଅରେ ଛିନ୍ନଭିନ୍ନ କରିଥିଲି। କିନ୍ତୁ ପୁନର୍ବାର ଯେତବେେଳେ ମୁଁ ସମାନଙ୍କେୁ ଏକତ୍ରୀତ କରିବି। ସେତବେେଳେ ମୁଁ ନିଜକୁ ନାନା ଦେଶୀଯମାନଙ୍କ ଦୃଷ୍ଟି ରେ ପବିତ୍ର ରୂପେ ଦଖାଇବେି ଏବଂ ମୁଁ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦଇେଥିଲି ସମାନେେ ସହେି ଦେଶ ରେ ବାସ କରିବେ।
25 Assim diz o Senhor Deus: Quando eu congregar a casa de Israel dentre os povos entre os quais estão espalhados, e eu me santificar entre eles, à vista das nações, então habitarão na sua terra que dei a meu servo, a Jacó.
26 ସମାନେେ ତାହା ମଧିଅରେ ନିରାପଦ ରେ ବାସ କରିବେ। ସମାନେେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ରୋପଣ କରିବେ। ମୁଁ ତା'ର ଚତୁର୍ଦ୍ଦିଗସ୍ଥିତ ସମସ୍ତ ଦେଶକୁ ଦଣ୍ଡିତ କରିବି ଯେଉଁମାନେ ସମାନଙ୍କେୁ ତିରସ୍କାର କଲେ, ତା'ପ ରେ ସମାନେେ ନିରାପଦ ରେ ବାସ କରିବେ, ତହିଁରେ ମୁଁ ଯେ ସଦାପ୍ରଭୁ ଓ ସମାନଙ୍କେର ପରମେଶ୍ବର ଅଟେ ଏହା ସମାନେେ ଜାଣିବେ।
26 E habitarão nela seguros; sim, edificarão casas, e plantarão vinhas, e habitarão seguros, quando eu executar juízos contra todos os que estão ao seu redor e que os desprezam; e saberão que eu sou o Senhor seu Deus.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Ezequiel 28, comparar traduções ou montar um estudo — tudo direto pelo WhatsApp.