Ezequiel 33

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
1 A palavra do Senhor foi-me dirigida nestes termos:
2 ହେ ମନୁଷ୍ଯ ପୁତ୍ର, ତୁମ୍ଭେ ନିଜ ଲୋକମାନଙ୍କୁ କୁହ, 'ଆମ୍ଭେ ଯେତବେେଳେ କୌଣସି ଦେଶ ବିରୁଦ୍ଧ ରେ ଖଡ୍ଗ ଆଣୁ, ସେ ଦେଶର ଲୋକମାନେ ନିଜ ଲୋକମାନଙ୍କ ମଧ୍ଯରୁ ଜଣଙ୍କୁ ସେତବେେଳେ ଏକ ପ୍ରହରୀ କରି ନିୟୁକ୍ତ କରନ୍ତି।
2 filho do homem, dirige-te a teus compatriotas e dize-lhes: quando eu erguer a espada contra uma terra, e seus habitantes escolherem um dentre eles para ser sentinela,
3 ଆଉ ସେ ଯଦି ଦେଶ ବିରୁଦ୍ଧ ରେ ଖଡ୍ଗ ଆଣିବାର ଦେଖେ, ତବେେ ସେ ତୂରୀ ବଜାଇ ଲୋକମାନଙ୍କୁ ସଚତନେ କରାଏ।
3 suposto que esse homem, vendo vir a espada, faça soar a trombeta para dar alarme à população,
4 ଯଦି କହେି ତୂରୀ ଶବ୍ଦ ଶୁଣି ସତର୍କ ନ ହୁଏ ଓ ଶତ୍ରୁର ଖଡ୍ଗ ତାହାକୁ ହତ୍ଯା କରେ, ତବେେ ତାହାର ମୃତ୍ଯୁ ପାଇଁ ସେ ଦାଯୀ ରହିବ।
4 todo aquele que escutar o seu som sem lhe dar atenção, e então venha a espada fazer com que ele pereça, esse homem é responsável por aquilo que lhe suceder:
5 କାରଣ ସେ ତୁରୀଶବ୍ଦ ଶୁଣି ସତର୍କ ହେଲା ନାହିଁ ଏବଂ ଶତ୍ରୁଗଣ ତାକୁ ହତ୍ଯା କରନ୍ତି। ତବେେ ସମାନେେ ନିଜର ମୃତ୍ଯୁ ପାଇଁ ଦାଯୀ ରହିବେ। କାରଣ ସମାନେେ ସଚତନେ ହାଇେଥିଲେ ନିଜର ପ୍ରାଣ ବଞ୍ଚାଇ ଥାନ୍ତେ।
5 ouviu o soar da trombeta e todavia não tomou precaução - é ele responsável pelo que lhe advier. Mas aquele que levou em consideração o alarme, esse terá salva a sua vida.
6 'କିନ୍ତୁ ସେ ପ୍ରହରୀ ଯଦି ଖଡ୍ଗ ଆସିବାର ଦେଖି ତୂରୀ ନ ବଜାଏ ଓ ଲୋକମାନେ ସଚତନେ ନ ହୁଅନ୍ତି ଆଉ ଖଡ୍ଗ ଆସି ସମାନଙ୍କେ ମଧ୍ଯରୁ କୌଣସି ଲୋକକୁ ହତ୍ଯା କରେ, ତବେେ ନିଜ ପାପ ଯୋଗୁଁ ହତ୍ଯା ହେଲା। କିନ୍ତୁ ମୁଁ ତାହାର ରକ୍ତର ପ୍ରତିଶୋଧ ସହେି ପ୍ରହରୀ ଉପ ରେ ନବେି।'
6 Suposto, ao contrário, que a sentinela veja vir a espada, não faça soar a trombeta, de sorte que o alarme não seja dado às gentes e que a espada venha a tirar a vida de alguém, este, é certo, perecerá devido à sua iniqüidade, mas eu pedirei conta do seu sangue à sentinela.
7 ଏଣୁ ହେ ମନୁଷ୍ଯ ପୁତ୍ର, ମୁଁ ତୁମ୍ଭକୁ ଇଶ୍ରାୟେଲ ବଂଶର ପ୍ରହରୀ କରି ନିୟୁକ୍ତ କରିଅଛି, ତୁମ୍ଭେ ମାରେ ମୁଖରୁ ଯେଉଁ ବାକ୍ଯଗୁଡ଼ିକ ମାେ ପକ୍ଷରୁ ସମାନଙ୍କେୁ ସଚତନେ କରିବ।
7 Filho do homem, eu te constituí sentinela na casa de Israel. Logo que escutares um oráculo meu, tu lhe transmitirás esse oráculo de minha parte.
8 ମୁଁ ଯେତବେେଳେ କୌଣସି ଦୁଷ୍ଟ ଲୋକକୁ କହିବି, ' ହେ ଦୁଷ୍ଟଲୋକ, ତୁମ୍ଭେ ନିଶ୍ଚଯ ମରିବ।' ସେତବେେଳେ ତୁମ୍ଭେ ଯଦି ତାକୁ ସଚତନେ ନ କର ଓ ସେ ତାହାର ଜୀବନ ପଥ ପରିବର୍ତ୍ତନ ନ କରେ, ତବେେ ସହେି ଦୁଷ୍ଟଲୋକ ନିଜ ପାପ ରେ ମରିବ। ମୁଁ ତାହାର ରକ୍ତର ପ୍ରତିଶୋଧ ତୁମ୍ଭ ଉପ ରେ ନବେି।
8 Se eu disser ao pecador que ele deve morrer, e tu não o avisares para pô-lo de guarda contra seu proceder nefasto, ele perecerá por causa de seu pecado, mas a ti pedirei conta do seu sangue.
9 କିନ୍ତୁ ଯଦି ସହେି ଦୁଷ୍ଟ ଲୋକକୁ ସଚତନେ କଲାପ ରେ ତା'ର ଜୀବନ ପଥ ନ ବଦଳାଏ ଓ ପାପରୁ ନିବୃତ୍ତ ନ ହୁଏ, ତବେେ ସେ ତାହାର ପାପ ଯୋଗୁଁ ମରିବ। କିନ୍ତୁ ତୁମ୍ଭେ ନିଜର ପ୍ରାଣ ବଞ୍ଚାଇବ।
9 Todavia, se depois de receber tua advertência para mudar de proceder, nada fizer, ele perecerá devido a seu pecado, enquanto tu salvarás a tua vida.
10 ଆଉ ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କୁ କୁହ, ତୁମ୍ଭମାନେେ ଏ ପ୍ରକାର କହୁଅଛ, 'ଆମ୍ଭମାନଙ୍କର ବ୍ଯବସ୍ଥା ଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପ ରେ ଅଛି ଓ ଆମ୍ଭମାନେେ ସେଥି ରେ ହିଁ କ୍ଷଯ ପାଉଅଛୁ, କିନ୍ତୁ ବର୍ତ୍ତମାନ ମୁଁ କିପରି ରକ୍ଷା ପାଇବି ?'
10 Filho do homem, dize aos israelitas: não cessais de repetir: são os nossos delitos e os nossos pecados que pesam sobre nós; eis por que perecemos. Como poderemos nós subsistir?
11 ତବେେ ତୁମ୍ଭେ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣ ରେ ଆମ୍ଭର ସନ୍ତାଷେ ନାହିଁା କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହାଇେ ବଞ୍ଚେ, ସେଥି ରେ ଆମ୍ଭେ ସନ୍ତାଷେ ଲାଭ କରୁ। ତେଣୁ ତୁମ୍ଭମାନେେ ନିଜ ନିଜ କୁପଥରୁ ଫରେ ଓ ମାରେ ନିକଟବର୍ତ୍ତୀ ହୁଅ। ହେ ଇଶ୍ରାୟେଲ ବଂଶ ତୁମ୍ଭେ କାହିଁକି ମରିବ ?'
11 Dize-lhes isto: Por minha vida - oráculo do Senhor Javé -, não me comprazo com a morte do pecador, mas antes com a sua conversão, de modo que tenha a vida. Convertei-vos! Afastai-vos do mau caminho que seguis; por que haveis de perecer, ó casa de Israel?
12 ହେ ମନୁଷ୍ଯପୁତ୍ର, ତୁମ୍ଭର ଲୋକମାନଙ୍କୁ କୁହ, 'ଧାର୍ମିକମାନଙ୍କର ପୁଣ୍ଯ ସଦେିନ ତାକୁ ରକ୍ଷା କରିପାରିବ ନାହିଁ, ଯେତବେେଳେ ସେ ପାପ କରେ। ଏବଂ ଦୁଷ୍ଟ ଲୋକର ଦୁଷ୍ଟ ସ୍ବଭାବ ତା'ର ପତନର କାରଣ ହବେ ନାହିଁ ଯେତବେେଳେ ସେ ଠିକ୍ କାର୍ୟ୍ଯ କରିବାକୁ ଆରମ୍ଭ କରେ। ଏବଂ ଯେଉଁଦିନ ଦୁଷ୍ଟ ଲୋକଟି ତା'ର ପାପରୁ ନିବୃତ ହବେ, ସେ ତା'ର ପାପ ପାଇଁ ଆଉ ୟନ୍ତ୍ରଣା ଭୋଗ କରିବ ନାହିଁ। ଏବଂ ଠିକ୍ ସହେିପରି ଜଣେ ଧାର୍ମିକ ଲୋକ ପାପ କରେ, ତବେେ ତାକୁ ତା'ର ଅତୀତର ଧାର୍ମିକତା ୟୋଗୁଁ ବଞ୍ଚିବାକୁ ଅନୁମତି ଦିଆୟିବ ନାହିଁ।'
12 Filho do homem, dize a teus compatriotas: no dia em que o justo vier a pecar, a sua justiça não o salvará; do mesmo modo, a malícia do pecador não há de fazê-lo sucumbir, se ele, um dia, renunciar à sua perversidade. Não, o justo, desde que haja cometido delito, não poderá viver em virtude de sua justiça.
13 ଯଦି ମୁଁ ଜଣେ ଧାର୍ମିକ ବ୍ଯକ୍ତିକୁ କୁ ହେ, 'ତୁମ୍ଭେ ନିଶ୍ଚିତ ଭାବରେ ବଞ୍ଚିବ,' ଏବଂ ସେ ତା'ର ଅତୀତର ଧାର୍ମିକତାକୁ ଭରସା କରି ପାପ କରେ, ତା'ର କୌଣସି ପୂର୍ବ ଧାର୍ମିକତା ସ୍ମରଣ କରାୟିବ ନାହିଁ ଏବଂ ସେ ତା'ର ପାପ ପାଇଁ ମରିବ।
13 Ainda mesmo que eu lhe tenha declarado que ele viveria, se ele praticar o mal confiando em sua justiça, nem uma de suas boas ações será computada: ele morrerá por causa de suas faltas.
14 ଏବଂ ଯେତବେେଳେ ମୁଁ ଜଣେ ଦୁଷ୍ଟ ଲୋକକୁ କୁ ହେ, ତୁମ୍ଭେ ନିଶ୍ଚିତ ଭାବରେ ମରିବ, ଏବଂ ସେ ପାପରୁ ବିରତ ହୁଏ ଯାହା ଠିକ୍ ଓ ଯଥାର୍ଥ ତାହା କରେ,
14 E ainda mesmo que houvesse eu afirmado ao pecador que ele haveria de morrer, se, renunciando ao mal, ele praticar a justiça e a honestidade,
15 ସହେି ଦୁଷ୍ଟଲୋକ ଯବେେ ବନ୍ଧନ ଦ୍ରବ୍ଯ ଫରୋଇ ଦିଏ, ସେ ଯାହା ଅପହରଣ କରିଥିଲା, ଯଦି ସେ ସମସ୍ତ ଜିନିଷଗୁଡ଼ିକ ପାଇଁ ପରିଶାଧେ କରେ, ଯେ ସେ ପାଦ୍ରୀ, କୌଣସି ପାପ ନ କରି ଜୀବନଦାୟକ ବିଧି ପଥରେ ଚାଲେ, ତବେେ ସେ ନିଶ୍ଚଯ ବଞ୍ଚିବ ସେ ମରିବ ନାହିଁ।
15 se ele devolver o penhor que exigiu, se restituir o que roubou, se observar as leis que dão vida e se se abstiver de todo o mal, ele viverá e será preservado da morte.
16 ତାହାର ଅତୀତର କୌଣସି ପାପକର୍ମଗୁଡ଼ିକୁ ସ୍ମରଣ କରାୟିବ ନାହିଁ। ଯେ ହତେୁ ସେ ଯାହା ନ୍ଯାଯ ଓ ଧର୍ମାଚରଣ କରିଛି, ସେ ବଞ୍ଚିବ।
16 Nenhum delito que tenha ele cometido será computado. Ele viverá porque terá observado a justiça e a honestidade.
17 କିନ୍ତୁ ତୁମ୍ଭର ଲୋକମାନେ କହୁଅଛନ୍ତି ଯେ, 'ସଦାପ୍ରଭୁ ଆମ୍ଭର ପ୍ରଭୁ ପଥ ସରଳ ନୁହେଁ।'
17 Teus compatriotas dizem que o proceder do Senhor não é justo. É o deles que não o é.
18 ଯଦି ଜଣେ ଧାର୍ମିକ ବ୍ଯକ୍ତି ଆପଣା ଧାର୍ମିକତାରୁ ଓହରି ପାପ କରେ ସେ ତହିଁରେ ମରିବ।
18 Se um justo abandonar sua retidão para cometer o mal, ele morrerá.
19 ଯଦି ଜଣେ ଦୁଷ୍ଟ ଆପଣା ଦୁଷ୍ଟତାରୁ ଫରେି ନ୍ଯାଯ ଓ ଧର୍ମାଚରଣ କରେ ସେ ବଞ୍ଚିବ।
19 Se o mau renunciar à sua malícia para praticar o bem e ser honesto, ele viverá por essa razão.
20 ତଥାପି ତୁମ୍ଭମାନେେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇଶ୍ରାୟେଲର ଲୋକମାନେ, ମୁଁ ତୁମ୍ଭମାନଙ୍କର ପ୍ରେତ୍ୟକକ ଲୋକର ତା'ର ଆଚାର ବ୍ଯବହାର ଅନୁସାରେ ବିଚାର କରିବି।
20 E vós ousais dizer que o modo de proceder do Senhor é injusto! Será segundo os atos de cada um que vos julgarei, ó israelitas!
21 ଅନନ୍ତର ଆମ୍ଭମାନଙ୍କ ନିର୍ବାସ ରେ ଦ୍ବାଦସ ବର୍ଷର ଦଶମ ମାସର ପଞ୍ଚମ ଦିନ ରେ ୟିରୁଶାଲମରୁ ଜଣେ ପଳାତକ ମାେ ନିକଟକୁ ଆସି କହିଲା, ନଗର ପରାଜିତ ହାଇେଅଛି।
21 No décimo segundo ano, no quinto dia do décimo mês de nosso cativeiro, um fugitivo de Jerusalém veio a mim, dizendo: a cidade está tomada!
22 ସହେି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସନ୍ଧ୍ଯା ସମୟରେ ମାରେ ପ୍ରଭୁ ସଦାପ୍ରଭୁଙ୍କର ହସ୍ତ ମାେ ଉପ ରେ ଥିଲା। ପ୍ରାତଃକାଳ ରେ ସହେି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସେ ମାରେ ମୁଖ ଫିଟାଇଥିଲେ। ଆଉ ମୁଁ ଚୁପ୍ ହାଇେ ରହିଲି ନାହିଁ।
22 Ora, a mão do Senhor se achava posta sobre mim na noite precedente à chegada desse fugitivo, e, pela manhã, no momento em que ele chegava, o Senhor me abriu a boca. Tendo-me sido aberta a boca, meu mutismo cessou.
23 ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
23 A palavra do Senhor foi-me dirigida nestes termos:
24 ହେ ମନୁଷ୍ଯ ପୁତ୍ର, ଯେଉଁମାନେ ଇଶ୍ରାୟେଲ ଦେଶର ସହେି ଧ୍ବଂସପ୍ରାପ୍ତ ସ୍ଥାନ ରେ ବାସ କରନ୍ତି, ସମାନେେ କହୁଅଛନ୍ତି, 'ଅବ୍ରହାମ ଏକମାତ୍ର ଜଣେ ବ୍ଯକ୍ତି ଥିଲେ, ତଥାପି ସେ ଦେଶ ଅଧିକାର କରିବା ପାଇଁ ଆସିଲେ। କିନ୍ତୁ ଆମ୍ଭମାନେେ ଅନକେ ଲୋକ, ତେଣୁ ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦିଆଗଲା।'
24 filho do homem, os habitantes das ruínas de que se acha coberto o solo de Israel dizem: Abraão estava sozinho, quando ele se apossou desta terra; a nós, que somos numerosos, ele a deixou em partilha.
25 ତେଣୁ ତୁମ୍ଭେ ସମାନଙ୍କେୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ତୁମ୍ଭେ ରକ୍ତ ସହିତ ମାଂସ ଖାଉଅଛ ଓ ତୁମ୍ଭେ ତୁମ୍ଭର ପ୍ରତିମାଗଣକୁ ଦେଖ ସାହାୟ୍ଯ ପାଇଁ, ଆଉ ରକ୍ତପାତ କରୁଅଛ। ତବେେ ତୁମ୍ଭମାନଙ୍କୁ କାହିଁକି ଦଶାଧେିକାର ଦିଆୟିବ ?
25 Responde-lhes, pois: eis o que diz o Senhor Javé: comeis a carne com sangue, ergueis os olhos para os ídolos, derramais o sangue: e tereis a posse da terra?
26 ତୁମ୍ଭମାନେେ ନିଜ ନିଜ ଖଡ୍ଗ ଉପ ରେ ନିର୍ଭର କରୁଅଛ। ଆଉ ପାପ ଯୋଗ୍ଯ କର୍ମ କରୁଅଛ ଓ ପ୍ରେତ୍ୟକକ ନିଜ ନିଜ ପ୍ରତିବେଶୀର ସ୍ତ୍ରୀକୁ ପାପ ବ୍ଯଭିଚାରୀ ଦ୍ବାରା ଅଶୁଚି କରୁଅଛ। ତେଣୁ ତୁମ୍ଭମାନଙ୍କୁ କାହିଁକି ଦେଶଧିକାର ଦିଆୟିବ ?'
26 Vós vos fiais em vossa espada, cometeis abominações, manchais cada um de vós a mulher do próximo: e haveis de ter a posse da terra?
27 ଏହିରୂପେ ତୁମ୍ଭେ ସମାନଙ୍କେୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ଜୀବିତ ଥିବା ପର୍ୟ୍ଯନ୍ତ ଧ୍ବଂସପ୍ରାପ୍ତ ସ୍ଥାନ ରେ ରହିଥିବା ଲୋକମାନେ ଖଡ୍ଗ ରେ ପତିତ ହବେେ ଏବଂ ଯେଉଁମାନେ ଖାେଲା ପ୍ରାନ୍ତର ରେ ଥିବେ ସମାନଙ୍କେୁ ପଶୁମାନେ ଭକ୍ଷଣ କରିବେ କିନ୍ତୁ ଯେଉଁ ଲୋକମାନେ ଦୃଢ଼ ଦୁର୍ଗ ଓ ଗୁମ୍ଫା ମଧିଅରେ ଲୁଚି ରହିବେ, ସମାନେେ ମହାମାରୀ ରେ ମରିବେ।
27 Eis, dir-lhes-ás, o que diz o Senhor Javé: Por minha vida, aqueles que habitam as ruínas tombarão sob o gládio; aquele que vive no campo, eu o lançarei como pasto às feras, e aqueles que estão nos fortes e nas cavernas morrerão de peste.
28 ଏବଂ ମୁଁ ଇଶ୍ରାୟେଲ ଦେଶକୁ ବିନଷ୍ଟ ଓ ଶୂନ୍ଯ କରିବି। ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହବେ। ପୁଣି ଇଶ୍ରାୟେଲର ପର୍ବତଗଣ ନିର୍ଜ୍ଜନ ହବେେ, ଆଉ କହେି ତାହା ମଧ୍ଯ ଦଇେ ଗମନାଗମନ କରିବେ ନାହିଁ।
28 Assim farei da terra uma desolação e uma solidão, o que porá termo ao orgulho que ela concebia de sua força. As montanhas de Israel ficarão desoladas de tal modo que ninguém mais passará por elas.
29 ସମାନେେ ଏପରି ଘୃଣ୍ଯ ଓ ମନ୍ଦକର୍ମ କରିଅଛନ୍ତି ଯେ ଆମ୍ଭେ ଦେଶକୁ ଧ୍ବଂସିତ ଓ ଶୂନ୍ଯସ୍ଥାନ କରାଇବା। ତାହା ହେଲେ ଆମ୍ଭେ ଯେ ସଦାପ୍ରଭୁ ଅଟୁ ତାହା ସମାନେେ ଜାଣିବେ।
29 Então se saberá que sou eu o Senhor, quando eu houver feito da terra uma triste solidão, por causa de todas as abominações que cometeram.
30 ପୁଣି ହେ ମନୁଷ୍ଯ ପୁତ୍ର, ତୁମ୍ଭ ଲୋକମାନଙ୍କର କାନ୍ଥ ନିକଟରେ ଠିଆ ହାଇେ ସମାନଙ୍କେର ଦ୍ବାରଗୁଡ଼ିକରେ ଦେଶ ରେ ତୁମ୍ଭ ବିଷଯ ରେ କଥାବାର୍ତ୍ତା କରନ୍ତି। ଆଉ ଜଣେ ଅନ୍ୟ ଜଣକୁ କ ହେ, ଭାଇ ଆସ, ସଦାପ୍ରଭୁଙ୍କଠାରୁ ଭବିଷ୍ଯଦବାଣୀ ଶୁଣିବା।
30 Quanto a ti, filho do homem, teus compatriotas falam de ti ao longo dos muros e nas portas das casas: vinde, dizei um ao outro entre vizinhos: vinde escutar o derradeiro oráculo do Senhor.
31 ଏବଂ ସମାନେେ ମାେ ଲୋକପରି ତୁମ୍ଭ ନିକଟକୁ ଆସନ୍ତି। ମାେ ଲୋକପରି ସମାନେେ ତୁମ୍ଭ ସମ୍ମୁଖ ରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି। କିନ୍ତୁ ସମାନେେ ମାେ କଥା ମାନନ୍ତି ନାହିଁ। କାରଣ ସମାନେେ କବଳେ ତାହା କରନ୍ତି, ଯାହା ସମାନେେ କରିବାକୁ ଚାହାଁନ୍ତି। ଏବଂ ସମାନଙ୍କେ ହୃଦଯ ଅସାଧୁ ଲାଭ ପାଇଁ ଲୋଭି ଅଟେ।
31 Depois, eles acorrem em multidão até ti, sentam-se diante de ti, ouvem o que dizes, mas não o põem em prática. Eles só fazem o que lhes agrada e só procuram o próprio proveito.
32 ତୁମ୍ଭେ ସମାନଙ୍କେ ନିକଟରେ ମଧୁର ସଙ୍ଗୀତ ଗାନ କରୁଥିବା ଗାଯକ ସଦୃଶ ଅଟ। ତୁମ୍ଭର ମଧୁର ସ୍ବର ଅଛି, ତୁମ୍ଭେ ଉତ୍ତମ ରୂପେ ବାଦ୍ଯୟନ୍ତ୍ର ବଜାଇ ପାର। ତେଣୁ ସମାନେେ ତୁମ୍ଭର କଥା ଶୁଣନ୍ତି, କିନ୍ତୁ ତୁମ୍ଭେ ଯାହା କୁହ ତାହା କରନ୍ତି ନାହିଁ।
32 Tu és para eles como um cantor romântico, dotado de bela voz, que toca bem o seu instrumento; escutam o que dizes, porém não o põem em prática.
33 ଏବଂ ଯେତବେେଳେ ଏହା ସତ ହୁଏ ଏବଂ ଏହା ଆସୁଛି, ତା'ପ ରେ ସମାନେେ ଜାଣିବେ ଯେ, ସମାନଙ୍କେ ମଧିଅରେ ଜଣେ ଭବିଷ୍ଯତବକ୍ତା ଥିଲେ।'
33 Entretanto, quando tudo isso se realizar - e eis que está em vésperas de acontecer -, saberão que houve um profeta no meio deles.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Ezequiel 33, comparar traduções ou montar um estudo — tudo direto pelo WhatsApp.