Ezequiel 38

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା, ସେ କହିଲେ
1 Veio mais a mim a palavra do Senhor , dizendo:
2 ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଗେଶର, ମେଶକର ଓ ତୁବଲର ମୁଖ୍ଯ ଅଧିପତି ମାଗଗେ ଦେଶୀଯ ଗୋଗ ଆଡ଼େ ମୁଖ ରଖି ତାହା ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରି କୁହ,
2 Filho do homem, dirige o rosto contra Gogue, terra de Magogue, príncipe e chefe de Meseque e de Tubal, e profetiza contra ele.
3 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ' ହେ ଗେଶର, ମେଶକର ଓ ତୁବଲର ମୁଖ୍ଯ ଅଧିପତି ରାଜା ଗୋଗ, ଦେଖ, ମୁଁ ତୁମ୍ଭର ପ୍ରତିକୂଳ ଅଟେ।
3 E dize: Assim diz o Senhor Jeová : Eis que eu sou contra ti, ó Gogue, príncipe e chefe de Meseque e de Tubal.
4 ମୁଁ ତୁମ୍ଭକୁ ବନ୍ଦୀ କରିବି, ତୁମ୍ଭ କଳପାଟି ରେ ଅଙ୍କୁଶ ଦବେି। ଆଉ ମୁଁ ତୁମ୍ଭକୁ, ତୁମ୍ଭର ସୈନ୍ଯମାନଙ୍କୁ ଓ ଅଶ୍ବ ଏବଂ ଅଶ୍ବାରୋହୀଗଣଙ୍କୁ ବାହାର କରି ଆଣିବି। ସମାନେେ ସମସ୍ତେ ସମ୍ପୂର୍ଣ୍ଣ ୟୁଦ୍ଧ ବେଶ ରେ ସୁସଜ୍ଜିତ ଥିବେ ଏବଂ ସମାନେେ ସମସ୍ତ ଫଳକ, ଢ଼ାଲ ଓ ଖଡ୍ଗ ଧାରଣ କରିଥିବେ।
4 E te farei voltar, e porei anzóis nos teus queixos, e te levarei a ti, com todo o teu exército, cavalos e cavaleiros, todos vestidos bizarramente, congregação grande, com escudo e rodela, manejando todos a espada;
5 ସମାନଙ୍କେ ସହିତ ପାରସ୍ଯ, କୂଶ ଓ ପୁଟ ଦେଶର ସୈନ୍ଯମାନେ ଥିବେ ଓ ସମାନେେ ଢ଼ାଲ ଓ ଟୋପର ଧାରଣ କରିଥିବେ।
5 persas, etíopes e os de Pute com eles, todos com escudo e capacete;
6 ଗୋମର ଓ ତା'ର ସମସ୍ତ ସୈନ୍ଯବାହିନୀ ଉତ୍ତର ଦିଗର ପ୍ରାନ୍ତ ସୀମାସ୍ଥିତ ତାଗେର୍ମାର ବଂଶ ଓ ତାହାର ସମସ୍ତ ଦଳ, ଏହି ଅନକେ ଜାତି ସମାନଙ୍କେର ସହିତ ଥିବେ।
6 Gomer e todas as suas tropas; a casa de Togarma, da banda do Norte, e todas as suas tropas, muitos povos contigo.
7 'ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ନିଜକୁ ଓ ତୁମ୍ଭ ସହିତ ଯୋଗ ଦଇେଥିବା ସୈନ୍ଯଦଳକୁ ପ୍ରସ୍ତୁତ କର। ଆଉ ଗୋଗ ତୁମ୍ଭେ ସମାନଙ୍କେର ଦାଯିତ୍ବ ନିଅ।
7 Prepara-te, sim, dispõe-te, tu e todas as tuas congregações que se reuniram a ti, e serve-lhes tu de guarda.
8 ଅନକେ ଦିନ ପ ରେ ତୁମ୍ଭକୁ ଅସ୍ତ୍ର ପାଇଁ ନିବଦନେ କରାୟିବ। ପରବର୍ତ୍ତୀ ବର୍ଷମାନଙ୍କ ରେ ୟୁଦ୍ଧରୁ ପୂର୍ବାବସ୍ଥାକୁ ଫରେୁଥିବା ଦେଶମାନଙ୍କୁ ଆକ୍ରମଣ କରିବ, ଯାହାର ବହୁ ଦେଶରୁ ଲୋକମାନେ ପର୍ବତ ଉପ ରେ ଏକତ୍ରୀତ ହାଇେଛନ୍ତି। ଯେଉଁମାନେ ଅତୀତ ରେ ବାରମ୍ବାର ବିଧ୍ବସ୍ତ ହାଇେଥିଲେ କିନ୍ତୁ ଦେଶଗୁଡ଼ିକରୁ ସମାନଙ୍କେୁ ଅଣାୟାଇଛି ଏବଂ ସମାନେେ ସମସ୍ତେ ସଠାେ ରେ ନିରାପଦ ରେ ବାସ କରୁଛନ୍ତି।
8 Depois de muitos dias, serás visitado; no fim dos anos, virás à terra que se retirou da espada e que veio dentre muitos povos aos montes de Israel, que sempre serviram de assolação; mas aquela terra foi tirada dentre os povos, e todos eles habitarão seguramente.
9 ତୁମ୍ଭେ ତୁମ୍ଭର ସୈନ୍ଯଦଳ ଓ ତୁମ୍ଭ ସହିତ ବହୁତ ଦେଶ ଝଡ଼ି ସଦୃଶ ଉଠିବ। ତୁମ୍ଭେ ଓ ତୁମ୍ଭର ସୈନ୍ଯଦଳ ଦେଶକୁ ମେଘତୁଲ୍ଯ ଆଚ୍ଛନ୍ନ କରିଆସିବ।'
9 Então, subirás, virás como uma tempestade, far-te-ás como uma nuvem para cobrir a terra, tu e todas as tuas tropas, e muitos povos contigo.
10 ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ସେ ସମୟରେ ନାନା ଭାବନା ତୁମ୍ଭ ମନ ରେ ଆସିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ।
10 Assim diz o Senhor Jeová : E acontecerá, naquele dia, que terás imaginações no teu coração e conceberás um mau desígnio.
11 ତୁମ୍ଭେ କହିବ, 'ମୁଁ ପ୍ରାଚୀର ବିହୀନ ସହର ବିଶିଷ୍ଟ ଦେଶକୁ ଯିବି ; ସମାନେେ ଶାନ୍ତି ରେ ଅଛନ୍ତି, ସମାନେେ ଭାବନ୍ତି ସମାନେେ ନିରାପଦ ରେ ଅଛନ୍ତି, ସମାନଙ୍କେର ନଗରର ସୁରକ୍ଷା ପାଇଁ ଚତୁର୍ଦ୍ଦିଗ ରେ ପ୍ରାଚୀର ନାହିଁ କିମ୍ବା ସମାନଙ୍କେର ଅର୍ଗଳ କି କବାଟ ନାହିଁ। ତେଣୁ ଆମ୍ଭେ ସମାନଙ୍କେ ଦେଶ ବିପକ୍ଷ ରେ ଖଡ୍ଗ ଆଣିବା।
11 E dirás: Subirei contra a terra das aldeias não muradas, virei contra os que estão em repouso, que habitam seguros; todos eles habitam sem muro e não têm ferrolho nem portas;
12 ଲୁଣ୍ଠନ ଓ ଦ୍ରବ୍ଯ ଅପହରଣ ଉଦ୍ଦେଶ୍ଯ ରେ ମୁଁ ସମାନଙ୍କେ ବିରୁଦ୍ଧ ରେ ୟାତ୍ରା କରିବି। ଯେଉଁ ସମସ୍ତ ଧ୍ବଂସପ୍ରାପ୍ତ ସ୍ଥାନ ଏବେ ବସତି ବିଶିଷ୍ଟ ହାଇେଅଛି ତାହା ବିରୁଦ୍ଧ ରେ ଓ ଯେଉଁ ଲୋକମାନେ ନାନା ଦେଶୀୟ ମଧ୍ଯରୁ ସଂଗୃହୀତ ହାଇେଅଛନ୍ତି ସମାନଙ୍କେ ବିରୁଦ୍ଧ ରେ ୟିବି ଏବଂ ସମାନେେ ପଶୁ ଓ ଦ୍ରବ୍ଯାଦି ପ୍ରାପ୍ତ ହାଇେ ଦେଶର ମଧ୍ଯଭାଗ ରେ ବାସ କରୁଅଛନ୍ତି।'
12 isso a fim de tomar o despojo, e de arrebatar a presa, e tornar a tua mão contra as terras desertas que agora se habitam e contra o povo que se ajuntou dentre as nações, o qual tem gado e possessões e habita no meio da terra.
13 ଶିବା ଦାଦନ ଓ ତର୍ଶୀଶର ବଣିକଗଣ ଆଉ ସଠାେସ୍ଥିତ ୟୁବା ସିଂହାସକଳ ତୁମ୍ଭକୁ ପଚାରିବେ, 'ତୁମ୍ଭେ କ'ଣ ଲୁଟିବାକୁ ଆସିଅଛ ? ତୁମ୍ଭେ କ'ଣ ଦ୍ରବ୍ଯ ଅପହରଣ କରିବାକୁ ଆପଣାର ଜନସମାଜକୁ ଏକତ୍ରୀତ କରିଅଛ ? ରୂପା ସୁନା ବହି ନବୋର, ପଶୁ ଓ ଦ୍ରବ୍ଯାଦି ଲୁଟି ନଇୟିବୋର ଅଭିପ୍ରାଯ କ'ଣ ରଖିଅଛ ?'
13 Sabá, e Dedã, e os mercadores de Társis, e todos os seus leõezinhos te dirão: Vens tu para tomar o despojo? Ajuntaste o teu bando para arrebatar a presa, para levar a prata e o ouro, para tomar o gado e as possessões, para saquear grande despojo?
14 ପରମେଶ୍ବର କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଭବିଷ୍ଯଦବାକ୍ଯ ପ୍ରଚାର କରି ଗୋଗକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, 'ଯେତବେେଳେ ମାରେ ଲୋକମାନେ ଶାନ୍ତି ରେ ଓ ନିରାପଦ ରେ ବାସ କରୁଛନ୍ତି, ତୁମ୍ଭେ ସମାନଙ୍କେୁ ଆକ୍ରମଣ କରିବାକୁ ଆସିବ ?
14 Portanto, profetiza, ó filho do homem, e dize a Gogue: Assim diz o Senhor Jeová : Não o saberás, naquele dia, quando o meu povo de Israel habitar com segurança?
15 ଏବଂ ତୁମ୍ଭେ ନିଜ ବାସସ୍ଥାନ ସୁଦୂର ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସହିତ ଅନକେ ଜାତିମାନେ ଆସିବେ। ସମାନେେ ସମସ୍ତେ ଅଶ୍ବାେୃରାହଣ କରିଥିବା ମହାସମାଜ ଓ ପରାକ୍ରମଶାଳୀ ସୈନ୍ଯସାମନ୍ତ ଥିବେ।
15 Virás, pois, do teu lugar, das bandas do Norte, tu e muitos povos contigo, montados todos a cavalo, grande ajuntamento e exército numeroso;
16 ତୁମ୍ଭେ ଇଶ୍ରାୟେଲ ବିରୁଦ୍ଧ ରେ ମାରେ ଲୋକ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିବ ଏବଂ ଦେଶକୁ ମେଘତୁଲ୍ଯ ଆଚ୍ଛାଦନ କରିବ। ସହେି ଭବିଷ୍ଯତ ଦିନଗୁଡ଼ିକରେ, ମୁଁ ତୁମ୍ଭକୁ ମାେ ଦେଶ ବିରୁଦ୍ଧ ରେ ଆଣିବି, ଯାହା ଫଳ ରେ ଦେଶଗୁଡ଼ିକ ମାେତେ ଜାଣି ପାରିବେ। ଯେତବେେଳେ ମାରେ ପବିତ୍ରତା ତୁମ୍ଭ ମାଧ୍ଯମ ରେ ସମାନଙ୍କେୁ ଉପସ୍ଥିତି ରେ ଦଖାଇବେି।'
16 e subirás contra o meu povo de Israel, como uma nuvem, para cobrir a terra; no fim dos dias, sucederá que hei de trazer-te contra a minha terra, para que as nações me conheçam a mim, quando eu me houver santificado em ti os seus olhos, ó Gogue.
17 ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସହେି ଜଣକ ନୁହଁ କି, ଯାହାକୁ ମୁଁ ମାେ ସବେକ ମାଧ୍ଯମ ରେ ବହୁ ସମୟ ଆଗରୁ କହିଥିଲି, ଇଶ୍ରାୟେଲର ଯାଜକଗଣ ଯେଉଁମାନେ ଆସିବାକୁ ଥିବା ଏଇ ବର୍ଷ ବିଷଯ ରେ ଭବିଷ୍ଯତବାଣୀ କହିଥିଲେ ଯେ, ମୁଁ ତୁମ୍ଭକୁ ସମାନଙ୍କେ ବିରୁଦ୍ଧ ରେ ଆଣିବି।
17 Assim diz o Senhor Jeová : Não és tu aquele de quem eu disse nos dias antigos, pelo ministério de meus servos, os profetas de Israel, os quais, naqueles dias, profetizaram largos anos, que te traria contra eles?
18 ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ଯେଉଁଦିନ ଗୋଗ ଇଶ୍ରାୟେଲ ଦେଶ ବିରୁଦ୍ଧ ରେ ଆସିବ। ସେ ସମୟରେ ମୁଁ ମାରେ କୋପ ପ୍ରଦର୍ଶନ କରିବି।
18 Sucederá, porém, naquele dia, no dia em que vier Gogue contra a terra de Israel, diz o Senhor Jeová , que a minha indignação subirá a meus narizes.
19 ଆଉ ମୁଁ ମାରେଅନ୍ତଜର୍‌ବାଳା ଓ କୋରଧାଗ୍ନି ରେ ପ୍ରତିଜ୍ଞା କରେ, ଇଶ୍ରାୟେଲ ରେ ଭୟଙ୍କର ଭୂମିକମ୍ପ ହବେ।
19 Porque disse no meu zelo, no fogo do meu furor, que, naquele dia, haverá grande tremor sobre a terra de Israel,
20 ସେ ସମୟରେ ସମୁଦ୍ରର ମତ୍ସ୍ଯଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରସ୍ଥ ପଶୁଗଣ ଓ ଭୂମିରେ ଗୁରୁଣ୍ଡୁଥିବା ସରୀସୃପଗଣ ଆଉ ପୃଥିବୀସ୍ଥ ସମସ୍ତ ଲୋକମାନେ ଆମ୍ଭ ସାକ୍ଷାତ ରେ ଭୟ ରେ କମ୍ପିତ ହବେେ। ପର୍ବତସବୁ ଉତ୍ପାଟିତ ହବେେ ଓ ଶୃଙ୍ଗଗୁଡ଼ିକ ଭାଙ୍ଗି ପଡ଼ିବ। ଆଉ ପ୍ରେତ୍ୟକକ ପ୍ରାଚୀର ଭୂମିସାତ୍ ହବେ।
20 de tal sorte que tremerão diante da minha face os peixes do mar, e as aves do céu, e os animais do campo, e todos os répteis que se arrastam sobre a terra, e todos os homens que estão sobre a face da terra; e os montes cairão, e os precipícios se desfarão, e todos os muros desabarão por terra.
21 ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ମୁଁ ମାରେ ସମସ୍ତ ପର୍ବତ ରେ ଖଡ୍ଗକୁ ଗୋଗ ବିରୁଦ୍ଧ ରେ ଆଣିବି। ତାହାର ସୈନ୍ଯସାମନ୍ତମାନେ ଏପରି ବିହ୍ବଳ ହବେେ ସମାନେେ ପରସ୍ପର ବିରୁଦ୍ଧ ରେ ଖଡ୍ଗ ଆଣିବେ।
21 Porque chamarei contra Gogue a espada, sobre todos os meus montes, diz o Senhor Jeová ; a espada de cada um se voltará contra seu irmão.
22 ପୁଣି ମୁଁ ଗୋଗ ବିପକ୍ଷ ରେ ମହାମାରୀ ଓ ମୃତ୍ଯୁ ଆଣି ଦଣ୍ଡିତ କରିବି। ମୁଁ ତାହା ଉପ ରେ, ତାହାର ସୈନ୍ଯଦଳ ଉପ ରେ ଓ ତା'ର ସଙ୍ଗୀ ଅନକେ ଜାତିମାନଙ୍କ ଉପ ରେ ପ୍ଲାବନକାରୀ ବୃଷ୍ଟି, ବୃହତ୍ ଶିଳା, ଅଗ୍ନି ଓ ଗନ୍ଧକ ବୃଷ୍ଟି କରାଇବି।
22 E contenderei com ele por meio da peste e do sangue; e uma chuva inundante, e grandes pedras de saraiva, fogo e enxofre farei cair sobre ele, e sobre as suas tropas, e sobre os muitos povos que estiverem com ele.
23 ଏବଂ ଏହି ପ୍ରକା ରେ ମୁଁ ନିଜକୁ ବହୁ ଦେଶକୁ ଜ୍ଞାତ କରାଇବି, ମୁଁ ଦଖାଇେ ଦବେି ଯେ, ମୁଁ ମହାନ୍ ଓ ପବିତ୍ର ଅଟେ। ତାହା ହେଲେ ସମାନେେ ଜାଣିବେ, ଆମ୍ଭେ ସଦାପ୍ରଭୁ ଅଟୁ।
23 Assim, eu me engrandecerei, e me santificarei, e me farei conhecer aos olhos de muitas nações; e saberão que eu sou o Senhor .

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Ezequiel 38, comparar traduções ou montar um estudo — tudo direto pelo WhatsApp.