Ezequiel 40

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ମ୍ଭର ନିର୍ବାସନର ପଞ୍ଚବିଂଶ ବର୍ଷର, ଆରମ୍ଭ ରେ ମାସର ଦଶମ ଦିନ ରେ ସଦାପ୍ରଭୁଙ୍କ ଶକ୍ତି ମାେ ଉପ ରେ ଅଧିଷ୍ଠିତ ହେଲା। ଏହା ବାବିଲ ୟିରୁଶାଲମ ଅକ୍ତିଆର କରିବାର ଚତୁର୍ଦ୍ଦଶବର୍ଷ ପ ରେ ସହେିଦିନ ସଦାପ୍ରଭୁ ମାେତେ ସଠାେକୁ ଦର୍ଶନ ରେ ଆଣିଲେ।
1 No ano vinte e cinco do nosso cativeiro, no princípio do ano, no décimo dia do mês, no ano catorze depois que a cidade foi conquistada, naquele mesmo dia veio sobre mim a mão do Senhor,
2 ଦର୍ଶନ ୟୋଗେ ପରମେଶ୍ବର ମାେତେ ଇଶ୍ରାୟେଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତ ରେ ବସାଇଲେ। ସହେି ପର୍ବତ ଉପ ରେ ମାରେ ସମ୍ମୁଖ ରେ ଗୋଟିଏ ନଗର ତୁଲ୍ଯ ଆକୃତି ଥିଲା।
2 e em visões de Deus me levou à terra de Israel, e me pôs sobre um monte muito alto, sobre o qual havia como que um edifício de cidade para a banda do sul.
3 ସେ ମାେତେ ସେ ସ୍ଥାନକୁ ନଇଗେଲେ। ସଠାେ ରେ ଏକ ପୁରୁଷ ଥିଲେ। ତାଙ୍କର ଆଭା ପିତ୍ତଳର ଆଭା ତୁଲ୍ଯ ଥିଲା। ତାଙ୍କ ହସ୍ତ ରେ କନାର ଏକ ମାପ ଫିତା ଓ ପରିମାପକ ଏକ ଦଣ୍ଡ ଥିଲା। ଆଉ ସେ ଦ୍ବାର ନିକଟରେ ଛିଡ଼ା ହାଇେଥିଲେ।
3 Levou-me, pois, para lá; e eis um homem cuja aparência era como a do bronze, tendo na mão um cordel de linho e uma cana de medir; e ele estava em pé na porta.
4 ସେ ଲୋକଟି ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ତୁମ୍ଭର ଆଖି ଓ କାନ ଖାେଲା ରଖିଛ ଓ ଧ୍ଯାନ ଦଇେଛ, ଯାହା ମୁଁ ତୁମ୍ଭକୁ ଦଖାଇବୋ ପାଇଁ ଯାଉଛି, ଏଥିପାଇଁ ତୁମ୍ଭକୁ ଏଠାକୁ ଅଣାଗଲା। ତୁମ୍ଭେ ଯାହାସବୁ ଦେଖିବ ସଗେୁଡ଼ିକ ଇଶ୍ରାୟେଲର ଲୋକମାନଙ୍କୁ ଜଣାଅ।
4 E disse-me o homem: Filho do homem, vê com os teus olhos, e ouve com os teus ouvidos, e põe no teu coração tudo quanto eu te fizer ver; porque, para to mostrar foste tu aqui trazido. Anuncia pois à casa de Israel tudo quanto vires.
5 ମୁଁ ଦେଖିଲି ମନ୍ଦିରର ବାହା ରେ ଚତୁର୍ଦ୍ଦିଗ ରେ ଏକ ପ୍ରାଚୀର ଥିଲା। ଆଉ ସେ ପୁରୁଷଙ୍କ ହସ୍ତ ରେ ଏକ ପରିମାପକ ଦଣ୍ଡ ଥିଲା। ତାହା ଛଅହାତ ଦୀର୍ଘ, ପ୍ରେତ୍ୟକକ ହାତ ଏକହାତ ଚାରି ଅଙ୍ଗୁଳି ପରିମିତ। ତହିଁରେ ସେ ଗୃହର ସ୍ଥୁଳତା ଏକ ଦଣ୍ଡ ଓ ଉଚ୍ଚତା ଏକ ଦଣ୍ଡ ମାପିଲେ।
5 E havia um muro ao redor da casa do lado de fora, e na mão do homem uma cana de medir de seis côvados de comprimento, tendo cada côvado um palmo a mais; e ele mediu a largura do edifício, era uma cana; e a altura, uma cana.
6 ତା'ପ ରେ ସେ ପୁନର୍ବାର ନିକଟକୁ ଆସି ତହିଁର ପାବାଛ ନଇେ ଉପରକୁ ଉଠିଲେ। ତା'ପ ରେ ସେ ଫାଟକର ଏରୁଣ୍ଡି ବନ୍ଧ ମାପିଲେ, ଏହାର ଓସାର ଏକ ଦଣ୍ଡ ଥିଲା।
6 Então veio à porta que olhava para o oriente, e subiu pelos seus degraus; mediu o limiar da porta, era uma cana de largo, e o outro limiar, uma cana de largo.
7 ପ୍ରହରୀମାନଙ୍କର କୋଠରୀଗୁଡ଼ିକ ଏକଦଣ୍ଡ ଦୀର୍ଘ ଓ ଏକ ଦଣ୍ଡ ପ୍ରସ୍ଥ ଥିଲା। ଆଉ ପ୍ରେତ୍ୟକକ କଠାେରୀର କାନ୍ଥଗୁଡ଼ିକ ମଧିଅରେ ପାଞ୍ଚ ପାଞ୍ଚ ହାତ ଛଡ଼ା ହାଇେଥିଲା ଓ ଗୃହାଭିମୁଖେ ଦ୍ବାରର ବାରଣ୍ଡା ନିକଟସ୍ଥ ଦ୍ବାରର ସମ୍ମୁଖ ସ୍ଥାନ ଏକ ଦଣ୍ଡ ଥିଲା।
7 E cada câmara tinha uma cana de comprido, e uma cana de largo; e o espaço entre as câmaras era de cinco côvados; e o limiar da porta, ao pé do vestíbulo da porta, em direção da casa, tinha uma cana.
8 ତା'ପ ରେ ସେ ଗୃହାଭିମୁଖ ଦ୍ବାରର ବାରଣ୍ଡା ମଧ୍ଯ ମାପିଲେ।
8 Também mediu o vestíbulo da porta em direção da casa, uma cana.
9 ଦ୍ବାରର ବାରଣ୍ଡା ଆଠ ହାତ ଥିଲା ଓ ତହିଁର ଉପସ୍ତମ୍ଭ ସକଳ ଦୁଇହାତ ଥିଲା। ଆଉ ଦ୍ବାରର ବାରଣ୍ଡା ମନ୍ଦିର ଆଡ଼େ ଥିଲା।
9 Então mediu o vestíbulo da porta, e tinha oito côvados; e os seus pilares, dois côvados; e o vestíbulo da porta olha para a casa.
10 ଆଉ ପୂର୍ବାଭିମୁଖ ଦ୍ବାରର ଏପାଖ ରେ ତିନି ଓ ସପୋଖ ରେ ତିନି କଠାେରୀ ଥିଲା। ସେ ତିନି ତିନି କଠାେରୀର ମାପ ସମାନ ଥିଲା ଓ ପ୍ରତିପାଖ ସ୍ତମ୍ଭଗୁଡ଼ିକ ସମାନ ମାପର ଥିଲା।
10 E as câmaras da porta para o lado do oriente eram três dum lado, e três do outro; a mesma medida era a das três; também os umbrais dum lado e do outro tinham a mesma medida.
11 ପୁଣି ସେ ଦ୍ବାରର ପ୍ରବେଶ ପଥ ମାପିଲେ। ତାହାର ଦୀର୍ଘତା ତରେ ହାତ ଓ ପ୍ରସ୍ଥ ଦଶ ହାତ ଥିଲା।
11 Mediu mais a largura da entrada da porta, que era de dez côvados; e o comprimento da porta, treze côvados.
12 ପ୍ରତି କଠାେରୀର ସମ୍ମୁଖ ରେ ଏ ପାଖ ରେ ଏକ ହାତ ଓସାର ଓ ସେ ପାଖ ରେ ଏକ ହାତ ଲମ୍ବା ; େଛାଟ କାନ୍ଥ ଥିଲା। ଆଉ ପ୍ରେତ୍ୟକକ କଠାେରୀ ଛଅହାତ ବର୍ଗ ପରିମିତ ଥିଲା।
12 E a margem em frente das câmaras dum lado era de um côvado, e de um côvado a margem do outro lado; e cada câmara tinha seis côvados de um lado, e seis côvados do outro.
13 ତା'ପ ରେ ଏକ କାନ୍ଥଠାରୁ ଅନ୍ୟ କାନ୍ଥ ପର୍ୟ୍ଯନ୍ତ ପଚିଶ ହାତ ମାପିଲେ। ଏହାର ଦ୍ବାର ସମ୍ମୁଖ ରେ ଦ୍ବାର ଥିଲା।
13 Então mediu a porta desde o telhado de uma câmara até o telhado da outra, era vinte e cinco côvados de largo, estando porta defronte de porta.
14 ସହେି ମନୁଷ୍ଯଟି ଉପସ୍ତମ୍ଭର ଦୁଇ କାନ୍ଥ ସମତେ ଚାରି କାନ୍ଥକୁ ସାମ୍ନା ସାମ୍ନି ମାପିଲେ। ଏହା ସର୍ବମାଟେ ଷାଠିଏ ହାତ ଥିଲା।
14 Mediu também o vestíbulo, vinte côvados; e em torno do vestíbulo da porta estava o átrio.
15 ପୁଣି ପ୍ରବଶାେର୍ଥକ ଦ୍ବାରର ଅଗ୍ରଭାଗରୁ ଅନ୍ତରସ୍ଥ ବାରଣ୍ଡାର ଅଗ୍ରଭାଗ ପର୍ୟ୍ଯନ୍ତ ପଚାଶ ହାତ ଥିଲା।
15 E, desde a dianteira da porta da entrada até a dianteira do vestíbulo da porta interior, havia cinqüenta côvados.
16 ପ୍ରତି ଦ୍ବାର କୋଠରୀର ଓ ଉପସ୍ତମ୍ଭ ଗୁଡ଼ିକର ଭିତ ରେ ଚାରିଆଡ଼େ କଳାକବାଟି ଥିଲା। ଆଉ ମଣ୍ଡପଗୁଡ଼ିକରେ ମଧ୍ଯ ସହେିପରି ଥିଲା। ଆଉ କଳାକବାଟିସବୁ ଭତର ଆଡ଼କୁ ମୁହଁ ଥିଲା ଫାଟକ ଦ୍ବାରର ପ୍ରେତ୍ୟକକ ପାଶର୍‌ବର କାନ୍ଥ ରେ ଖଜୁର୍ର ବୃକ୍ଷର ଆକୃତି ଖାଦେିତ ହାଇେଥିଲା।
16 Havia também janelas de fechar nas câmaras e nos seus umbrais, dentro da porta ao redor, e da mesma sorte nos vestíbulos; e as janelas estavam à roda pela parte de dentro; e nos umbrais havia palmeiras.
17 ତା'ପ ରେ ସେ ମାେତେ ବାହାର ଅଗଣାକୁ ଆଣିଲେ। ମୁଁ ଦେଖିଲି ପ୍ରାଙ୍ଗଣର ଚତୁର୍ଦ୍ଦିଗ ରେ କେତକେ କଠାେରୀ ଓ ନିର୍ମିତ ଚଟାଣ ଥିଲା। ସହେି ଚଟାଣ ଉପ ରେ ତିରିଶଟି କଠାେରୀ ଥିଲା।
17 Então ele me levou ao átrio exterior; e eis que havia câmaras e um pavimento feitos para o átrio em redor; trinta câmaras havia naquele pavimento.
18 ସହେି ଚଟାଣ ଦ୍ବାରର ଦୀର୍ଘତାନୁସା ରେ ପ୍ରଶସ୍ତ ଥିଲା, ଆଉ ସହେି ଚଟାଣ ଦ୍ବାରସବୁର ପାଶର୍‌ବ ରେ ଥିଲା ଓ ଏହା ନିମ୍ନତର ଚଟାଣ।
18 E o pavimento, isto é, o pavimento inferior, corria junto às portas segundo o comprimento das portas.
19 ତବେେ ସେ ନିମ୍ନତର ଫାଟକର ଭିତର ଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ୟ୍ଯନ୍ତ ବାହାର ପ୍ରସ୍ଥ ମାପିଲେ ଓ ତାହା ପୂର୍ବ ଓ ଉତ୍ତର ଦିଗ ରେ 100 ହାତ ଥିଲା।
19 A seguir ele mediu a largura desde a dianteira da porta inferior até a dianteira do átrio interior, por fora, cem côvados, tanto do oriente como do norte.
20 ତବେେ ସେ ବାହାର ପ୍ରାଙ୍ଗଣର ଉତ୍ତର ଦ୍ବାରର ର୍ଦୈଘ୍ଯ ପ୍ରସ୍ଥ ମାପିଲେ।
20 E, quanto à porta que olhava para o norte, no átrio exterior, ele mediu o seu comprimento e a sua largura.
21 ଏହି ଫାଟକଟି ପ୍ରେତ୍ୟକକ ପାଶର୍‌ବ ରେ ତିନୋଟି କଠାେରୀ ସହିତ ଏହାର ପ୍ରାଙ୍ଗଣ ରେ ମାପ ପ୍ରଥମ ଚଟାଣ ସହିତ ସମାନ ଥିଲା। ତାହାର ର୍ଦୈଘ୍ଯ ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।
21 As suas câmaras eram três dum lado, e três do outro; e os seus umbrais e os seus vestíbulos eram da medida da primeira porta: de cinqüenta côvados era o seu comprimento, e a largura de vinte e cinco côvados.
22 ଏବଂ ତାହାର କଳାକବାଟି, ମଣ୍ଡପ ଓ ଖାଦେିତ ଖଜୁର୍ର ବୃକ୍ଷର ମାପ ପୂର୍ବାଭିମୁଖ ଦ୍ବାରର ମାପ ଅନୁସାରେ ଥିଲା। ସାତାଟେି ପାହାଚ ଫାଟକ ଆଡ଼କୁ ୟାଇଥିଲା ଏବଂ ଏହାର ପ୍ରାଙ୍ଗଣ ଶଷେ ଫାଟକର ଭିତର ପାଖ ରେ ଥିଲା।
22 As suas janelas, e o seu vestíbulo, e as suas palmeiras eram da medida da porta que olhava para o oriente; e subia-se para ela por sete degraus; e o seu vestíbulo estava diante dela.
23 ଉତ୍ତର ଫାଟକ ପାଖରୁ ଭିତର ପ୍ରାଙ୍ଗଣ ଆଡ଼କୁ ଆଉ ଗୋଟିଏ ଫାଟକ ଥିଲା, ଠିକ୍ ପୂର୍ବ ରେ ଥିବା ଫାଟକ ପରି। ଗୋଟିଏ ଦ୍ବାରରୁ ଅନ୍ୟ ଗୋଟିଏ ଦ୍ବାର ପର୍ୟ୍ଯନ୍ତ 100 ହାତ ଥିଲା।
23 Havia uma porta do átrio interior defronte da outra porta tanto do norte como do oriente; e mediu de porta a porta cem côvados.
24 ତା'ପ ରେ ସେ ମାେତେ ଦକ୍ଷିଣ ପାଶର୍‌ବକୁ କଢ଼ାଇ ନେଲେ। ଏବଂ ସଠାେ ରେ ପୂର୍ବକୁ ମୁହଁ କରିଥିବା ଫାଟକ ଥିଲା। ସେ ଏହାର ପାଶର୍‌ବକାନ୍ଥ ପ୍ରାଙ୍ଗଣକୁ ମାପିଲେ। ସମାନେେ ଅନ୍ୟ ଫାଟକ ପରି ଏହାକୁ ମାପିଲେ।
24 Então ele me levou ao caminho do sul; e eis que havia ali uma porta que olhava para o sul; e mediu os seus umbrais e o seu vestíbulo conforme estas medidas.
25 ପୁଣି ସେ ଦ୍ବାର ରେ ଓ ତାହାର ମଣ୍ଡପ ସକଳର ଚାରିଆଡ଼େ ପୂର୍ବୋକ୍ତ ଫାଟକ ପରି କଳାକବାଟି ଥିଲା। ଏହାର ର୍ଦୈଘ୍ଯ ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।
25 E havia também janelas em redor do seu vestíbulo, como as outras janelas; cinqüenta côvados era o comprimento, e a largura vinte e cinco côvados.
26 ତାହା ଉପରକୁ ୟିବା ପାଇଁ ସାତାଟେି ପାବଚ୍ଛ ଥିଲା। ଏହାର ମଣ୍ଡପ ଶଷେ ଫାଟକର ଭିତର ଭାଗ ରେ ଥିଲା। ଫାଟକର ଉଭୟ ପାଶର୍‌ବର କାନ୍ଥ ରେ ଖଜ୍ଜୁର୍ର ବୃକ୍ଷର ଛବି ଖାଦେିତ ଥିଲା।
26 Subia-se a ela por sete degraus, e o seu vestíbulo era diante deles; e tinha palmeiras, uma de uma banda e outra da outra, nos seus umbrais.
27 ଆଉ ଦକ୍ଷିଣ ପାଖ ରେ ଭିତର ପ୍ରାଙ୍ଗଣକୁ ଏକ ଦ୍ବାର ଥିଲା। ତହୁଁ ସେ ଦକ୍ଷିଣ ପାଶର୍‌ବର ଏକ ଦ୍ବାରଠାରୁ ଅନ୍ୟ ଦ୍ବାର ପର୍ୟ୍ଯନ୍ତ 100 ହାତ ମାପିଲେ।
27 Também havia uma porta para o átrio interior que olha para o sul; e mediu de porta a porta, para o sul, cem côvados.
28 ତା'ପ ରେ ସେ ମାେତେ ଦକ୍ଷିଣ ଦ୍ବାର ନଇେ ଭିତର ପ୍ରାଙ୍ଗଣକୁ ଆଣିଲେ। ସେ ପୂର୍ବୋକ୍ତ ପରିମାଣାନୁସା ରେ ଦକ୍ଷିଣଦ୍ବାର ମାପିଲେ।
28 Então me levou ao átrio interior pela porta do sul; e mediu a porta do sul conforme estas medidas.
29 କଠାେରୀ, ଉପସ୍ତମ୍ଭ ଓ ମଣ୍ଡପଗୁଡ଼ିକ ମଧ୍ଯ ସମାନ ମାପ ବିଶିଷ୍ଟ ଥିଲା। ଆଉ ମଣ୍ଡପ ଓ ତାହାର ପ୍ରାଙ୍ଗଣର ଚାରିଆଡ଼େ ଜଳାକବାଟି ଥିଲା। ଆଉ ତାହା ପଚାଶ ହାତ ର୍ଦୈଘ୍ଯ ଓ ପଚିଶ ହାତ ପ୍ରସ୍ଥ ଥିଲା।
29 E as suas câmaras, e os seus umbrais, e o seu vestíbulo eram conforme estas medidas; e nele havia janelas e no seu vestíbulo ao redor; o comprimento era de cinqüenta côvados, e a largura de vinte e cinco côvados.
30 ଏବଂ ତାହାର ମଣ୍ଡପ ପଚିଶ ହାତ ର୍ଦୈଘ୍ଯ ଓ ପାଞ୍ଚ ହାତ ପ୍ରସ୍ଥ ଥିଲା।
30 Havia um vestíbulo em redor; o comprimento era de vinte e cinco côvados e a largura de cinco côvados.
31 ତା'ପ ରେ ତାହାର ମଣ୍ଡପଗୁଡ଼ିକ ବାହାର ପ୍ରାଙ୍ଗଣର ଅଭିମୁଖ ରେ ଥିଲା। ତାହାର ଉପସ୍ତମ୍ଭଗୁଡ଼ିକର ଉପର ଖଜ୍ଜୁର୍ର ବୃକ୍ଷର ଆକୃତି ଥିଲା। ତାହା ଉପରକୁ ୟିବାପାଇଁ ଆଠଟି ପାବଛ ଥିଲା।
31 O seu vestíbulo olhava para o átrio exterior; e havia palmeiras nos seus umbrais; e subia-se a ele por oito degraus.
32 ଅନନ୍ତର ସେ ମାେତେ ପୂର୍ବ ଦିଗର ଭିତର ପ୍ରାଙ୍ଗଣ ମଧ୍ଯକୁ ନଇଗେଲେ, ଏବଂ ସେ ଫାଟକଟିକୁ ମାପିଲେ ଓ ଏହା ଅନ୍ୟଟି ସହିତ ସମାନ ଥିଲା।
32 Depois me levou ao átrio interior, que olha para o oriente; e mediu a porta conforme estas medidas;
33 ତା'ର କଠାେରୀଗୁଡ଼ିକ, କାନ୍ଥଗୁଡ଼ିକ ଏବଂ ସ୍ତମ୍ଭଗୁଡ଼ିକର ମଧ୍ଯ ସହେି ପରିମାଣ ଅନୁସାରେ ମାପିଲେ। ତହିଁର ଫାଟକ ଓ ପ୍ରାଙ୍ଗଣର ଚାରିଆଡ଼େ ଜଳାକବାଟି ଥିଲା। ତାହା ପଚାଶ ହାତ ଲମ୍ବ ଓ ପଚିଶ ହାତ ପ୍ରସ୍ଥ ଥିଲା।
33 e também as suas câmaras, e os seus umbrais, e o seu vestíbulo, conforme estas medidas; também nele havia janelas e no seu vestíbulo ao redor; o comprimento era de cinqüenta côvados, e a largura era de vinte e cinco côvados.
34 ତାହାର ପ୍ରାଙ୍ଗଣ ଗୁଡିକ ବାହାର ପ୍ରାଙ୍ଗଣ ଅଭି ମୁଖ ରେ ଥିଲା। ତାହାର ଉପସ୍ତମ୍ଭଗୁଡ଼ିକର ଉଭୟ ପାଶର୍‌ବ ରେ ଖଜ୍ଜୁର୍ର ବୃକ୍ଷର ଆକୃତି ଥିଲା। ତାହା ଉପରକୁ ୟିବା ପାଇଁ ଆଠଟି ପାବଛ ଥିଲା।
34 E o seu vestíbulo olhava para o átrio exterior; também havia palmeiras nos seus umbrais de uma e de outra banda; e subia-se a ele por oito degraus.
35 ତା'ପ ରେ ସେ ମାେତେ ଉତ୍ତର ଦ୍ବାରକୁ ଆଣିଲେ ଓ ତାହାକୁ ମାପିଲେ। ତା'ର ମାପସବୁ ଅନ୍ଯାନ୍ଯ ଫାଟକର ମାପ ସହିତ ସମାନ ଥିଲା।
35 Então me levou à porta do norte; e mediu-a conforme estas medidas.
36 ତହିଁର କୋଠରୀ, ଉପସ୍ତମ୍ଭ ଓ ମଣ୍ଡପଗୁଡ଼ିକୁ ସମାନ ମାପ ବିଶିଷ୍ଟ ଥିଲା। ଆଉ ତାହାର ଚାରିଆଡ଼େ ଜଳାକବାଟି ଥିଲା। ଫାଟକର ର୍ଦୈଘ୍ଯ ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।
36 As suas câmaras, os seus umbrais, e o seu vestíbulo; também tinha janelas em redor; o comprimento era de cinqüenta côvados, e a largura de vinte e cinco côvados.
37 ଏହାର ତ୍ବରଣ ଫାଟକଟି ବାହାର ପ୍ରାଙ୍ଗଣ ଆଡ଼େ ମୁହଁ କରିଥିଲା। ସହେି ଉଚ୍ଚସ୍ତମ୍ଭ ସବୁର ଉପ ରେ ଉଭୟ ପାଖ ରେ ଖଜୁର୍ର ଆକୃତି ଥିଲା। ପୁଣି ତାହା ଉପରକୁ ୟିବା ପାଇଁ ଆଠଟି ପାବଛ ଥିଲା।
37 E os seus umbrais olhavam para o átrio exterior; também havia palmeiras nos seus umbrais de uma e de outra banda; e subia-se a ela por oito degraus.
38 ପ୍ରେତ୍ୟକକ ଫାଟକର ତ୍ବରଣ ନିକଟରେ ଏକ ଦ୍ବାର ବିଶିଷ୍ଟ ଏକ କଠାେରୀ ଥିଲା। ସଠାେ ରେ ଯାଜକମାନେ ହାମବେଳି ଧୌତ କଲେ।
38 Havia uma câmara com a sua entrada junto aos umbrais perto das portas; aí se lavava o holocausto.
39 ଆଉ ତ୍ବରଣ ଦ୍ବାରର ଉଭୟ ପାଶର୍‌ବ ରେ ଦୁଇଟି ଲଖାଏଁେ ମଜେ ଥିଲା। ଏହିଠା ରେ ହାମବେଳି, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ନିମନ୍ତେ ପଶୁଗୁଡ଼ିକୁ ଉତ୍ସର୍ଗ କରାୟାଏ।
39 E no vestíbulo da porta havia duas mesas de uma banda, e duas da outra, em que se haviam de imolar o holocausto e a oferta pelo pecado e a oferta pela culpa.
40 ତ୍ବରଣର ବାହାର ଦ୍ବାରର ପ୍ରେତ୍ୟକକ ପାଶର୍‌ବ ରେ ଦୁଇଟି ଲଖାଏଁେ ମଜେ ଥିଲା।
40 Também duma banda, do lado de fora, junto da subida para a entrada da porta que olha para o norte, havia duas mesas; e da outra banda do vestíbulo da porta, havia duas mesas.
41 କାନ୍ଥର ଭିତର ପାଖ ରେ ଚାରୋଟି ମଜେ ଓ ବାହାର ପାଖର କାନ୍ଥର ଚା ରୋଟି ମଜେ, ଏହିପରି ଆଠ ମଜେ ଥିଲା। ଏହି ଆଠଟି ମଜେକୁ ଯାଜକମାନେ ବଳିଦାନ ଉତ୍ସର୍ଗ କଲା ବେଳେ ବ୍ଯବହାର କରୁଥିଲେ।
41 Havia quatro mesas de uma, e quatro mesas da outra banda, junto à porta; oito mesas, sobre as quais imolavam os sacrifícios.
42 ଆଉ ହାମବେଳି ପାଇଁ କଟା ପ୍ରସ୍ତରର ଚାରି ମଜେ ଥିଲା। ତାହା ର୍ଦୈଘ୍ଯ ଦେଢ଼ହାତ, ପ୍ରସ୍ଥ ଦେଢ଼ହାତ ଓ ଉଚ୍ଚତା ଏକହାତ ଥିଲା। ତାହା ଉପ ରେ ହାମବେଳି ଓ ପ୍ରାଯଶ୍ଚିତାର୍ଥକ ବଳି ବଧ କରିବାର ଅସ୍ତ୍ର ରଖା ୟାଇଥିଲା।
42 E havia para o holocausto quatro mesas de pedras lavradas, sendo o comprimento de um côvado e meio, a largura de um côvado e meio, e a altura de um côvado; e sobre elas se punham os instrumentos com que imolavam o holocausto e o sacrifício.
43 ଏବଂ ତିନି ଇଞ୍ଚ ଦୀର୍ଘ ଆଙ୍କୁଡ଼ିମାନ ଭିତର କାନ୍ଥର ଚାରିଆଡ଼େ ଲଗା ୟାଇଥିଲା ଏବଂ ମଜେମାନଙ୍କ ଉପ ରେ ଉପହାରାର୍ଥକ ମାଂସ ରଖାୟାଇଥିଲା।
43 E ganchos, de um palmo de comprido, estavam fixos por dentro ao redor; e sobre as mesas estava a carne da oferta.
44 ଭିତର ପ୍ରାଙ୍ଗଣ ରେ ଦୁଇଟି କଠାେରୀ ଥିଲା। ଉତ୍ତର ଦ୍ବାର ନିକଟରେ ଥିବା କଠାେରୀଟି ଦକ୍ଷିଣାଭିମୁଖୀ ଓ ଦକ୍ଷିଣ ଦ୍ବାର ନିକଟରେ ଥିବା କଠାେରୀଟି ଉତ୍ତରାଭିମୁଖୀ ଥିଲା।
44 Fora da porta interior estavam as câmaras para os cantores, no átrio interior, que estava ao lado da porta do norte; e elas olhavam para o sul; uma estava ao lado da porta do oriente, e olhava para o norte.
45 ପୁଣି ସେ ମାେତେ କହିଲେ, ଏହି ଦକ୍ଷିଣାଭିମୁଖୀ କଠାେରୀଟି ସଦାପ୍ରଭୁଙ୍କ ମନ୍ଦିରର ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି।
45 E ele me disse: Esta câmara que olha para o sul é para os sacerdotes que têm a guarda do templo.
46 ଆଉ ଯେଉଁ କୋଠରୀର ମୁଖ ଉତ୍ତର ଆଡ଼େ ଅଛି ତାହା ଯାଜକମାନଙ୍କ ପାଇଁ ଅଛି, ଯେଉଁମାନେ ୟଜ୍ଞବଦେୀର ଦାଯିତ୍ବ ରେ ଥାଆନ୍ତି। ଏମାନେ ସାଦୋକର ସନ୍ତାନ, ଲବେୀର ବଂଶଧର ମଧ୍ଯରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ୟ୍ଯା କରିବା ପାଇଁ ତାଙ୍କ ନିକଟକୁ ଆସନ୍ତି।
46 Mas a câmara que olha para o norte é para os sacerdotes que têm a guarda do altar, a saber, os filhos de Zadoque, os quais dentre os filhos de Levi se chegam ao Senhor para o servirem.
47 ଏହାପ ରେ ସେ ଭିତର ପ୍ରାଙ୍ଗଣ ମାପିଲେ। ତାହା ଏକ ବର୍ଗାକାର ଓ ତାହାର ର୍ଦୈଘ୍ଯ 100 ହାତ ଓ ପ୍ରସ୍ଥ 100 ହାତ ଥିଲା। ୟଜ୍ଞବଦେୀଟି ମନ୍ଦିର ସମ୍ମୁଖ ରେ ଥିଲା।
47 E mediu o átrio; o comprimento era de cem côvados e a largura de cem côvados, um quadrado; e o altar estava diante do templo.
48 ତବେେ ସେ ମାେତେ ମନ୍ଦିରର ବାରଣ୍ଡାରୁ ଆଣି ବାରଣ୍ଡା ରେ ଥିବା ପ୍ରେତ୍ୟକକ ଉପସ୍ତମ୍ଭ ମାପିଲେ। ତାହାର ପ୍ରେତ୍ୟକକ ପାଖ କାନ୍ଥର ର୍ଦୈଘ୍ଯ ପାଞ୍ଚହାତ ଥିଲା ଓ ପ୍ରସ୍ଥ ତିନିହାତ ଥିଲା ଓ ସମାନଙ୍କେ ମଧିଅରେ ପନ୍ଦର ହାତ ଜାଗା ଥିଲା।
48 Então me levou ao vestíbulo do templo, e mediu cada umbral do vestíbulo, cinco côvados de um lado e cinco côvados do outro; e a largura da porta era de três côvados de um lado, e de três côvados do outro.
49 ତ୍ବରଣଟିର ର୍ଦୈଘ୍ଯ କୋଡ଼ିଏ ହାତ ଓ ପ୍ରସ୍ଥ ବାର ହାତ ଥିଲା। ଦଶଟି ପାହାଚ ତ୍ବରଣକୁ ୟାଇଥିଲା। ଉଭୟ ପାଶର୍‌ବର ପ୍ରେତ୍ୟକକ କାନ୍ଥ ପାଇଁ ଦୁଇଟି ଲଖାଏଁେ ସ୍ତମ୍ଭ ଥିଲା। ଗୋଟିଏ କାନ୍ଥ ରେ ଗୋଟିଏ ସ୍ତମ୍ଭ ଥିଲା।
49 O comprimento do vestíbulo era de vinte côvados, e a largura de doze côvados; e era por dez degraus que se subia a ele; e havia colunas junto aos umbrais, uma de um lado e outra do outro.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Ezequiel 40, comparar traduções ou montar um estudo — tudo direto pelo WhatsApp.