Ezequiel 5

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ହେ ମନୁଷ୍ଯ ପୁତ୍ର, ନାପିତର କ୍ଷୁର ପରି ତୁମ୍ଭେ ଏକ ତୀକ୍ଷ୍ମ ଖଡ୍ଗ ରେ ନିଜର ମସ୍ତକ ଓ ଦାଢ଼ି ଖିଅର ହବେ। ତହୁଁ ନିକିତି ରେ ବାଳକୁ ଓଜନ କର ଏବଂ ଏହା ତିନି ଭାଗ ରେ ବିଭକ୍ତ କର। ତା'ପ ରେ ଏହାର ଏକ ତୃତୀଯାଂଶ ନିଅ ଏବଂ ତୁମ୍ଭର ଅବରୋଧ ସମାପ୍ତ ହେଲାପ ରେ, ସହେି ବାଳକୁ ସହେି ନଗର ନକସାର ମଝି ରେ ଦଗ୍ଧ କରିବ।
1 — Filho do homem, pegue uma espada afiada e use-a como navalha de barbeiro, passando-a pela sua cabeça e pela sua barba. Depois, pegue uma balança e reparta os cabelos que você cortou.
2 ଆଉ ଏକ ତୃତୀଯାଂଶ ଖଡ୍ଗ ରେ କାଟ ଓ ନଗର ଚତୁର୍ଦ୍ଦିଗ ରେ ଭିଣି ଦିଅ। ଆଉ ଏକ ତୃତୀଯାଂଶ କେଶ ପବନର ମୁହଁକୁ ଫୋପାଡ଼ି ଦିଅ କାରଣ ଆମ୍ଭେ ସମାନଙ୍କେୁ ଦୂର ଦେଶ ପର୍ୟ୍ଯନ୍ତ ଅନୁସରଣ କରିବା ଓ ଖଣ୍ଡା ରେ ସମାନଙ୍କେୁ ହତ୍ଯା କରିବା।
2 Queime uma terça parte no meio da cidade, quando se cumprirem os dias do cerco. Pegue outra terça parte e corte-a com a espada, enquanto você rodeia a cidade. Espalhe a outra terça parte ao vento, e irei atrás deles com a espada.
3 ପୁଣି ତୁମ୍ଭେ ଅଳ୍ପ ପରିମାଣର କେଶ ନଇେ ଆପଣା ବସ୍ତ୍ରାଞ୍ଚଳ ରେ ବାନ୍ଧିବ।
3 Mas pegue uns poucos cabelos e prenda-os nas bordas das suas roupas.
4 ଏହି ବାଳଗୁଡ଼ିକରୁ କିଛି ଅଧିକ ନିଅ ଏବଂ ସଗେୁଡ଼ିକ ଅଗ୍ନି ରେ ଫୋପାଡ଼ି ଦିଅ ଏବଂ ସଗେୁଡ଼ିକ ଦଗ୍ଧ କର, କାରଣ ଇଶ୍ରାୟେଲସାରା ଆମ୍ଭେ ଅଗ୍ନି ପଠାଇବା।
4 Pegue ainda alguns cabelos, jogue-os no fogo, e deixe que se queimem. Dali sairá um fogo contra toda a casa de Israel.
5 ତା'ପ ରେ ସଦାପ୍ରଭୁ ମାରେ ପ୍ରଭୁ ମାେତେ କହିଲେ, ଏହା ୟିରୁଶାଲମ ଅଟେ, ଯାହାକୁ ଆମ୍ଭେ ଦେଶମାନଙ୍କ ମଧିଅରେ ସ୍ଥାପନ କରିଅଛୁ ଓ ତା'ର ଚତୁର୍ଦ୍ଦିଗ ରେ ଅନ୍ଯାନ୍ଯ ଦେଶଗୁଡ଼ିକ ଅଛି।
5 — Assim diz o Senhor Deus: Esta é Jerusalém; eu a coloquei no meio das nações, com os outros países ao seu redor.
6 ଆଉ ୟିରୁଶାଲମର ଲୋକମାନେ ଦୁଷ୍ଟତା କରି ସହେି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ୍ ଶାସନାବଳି ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶ ସମୂହର ଅପେକ୍ଷା ଆମ୍ଭ ବିଧି ସକଳର ବିରୁଦ୍ଧ ରେ ବିଦ୍ରୋହାଚରଣ କରିଅଛନ୍ତି। କାରଣ ସମାନେେ ଆମ୍ଭର ଶାସନାବଳି ଅଗ୍ରାହ୍ଯ କରିଅଛନ୍ତି ଓ ଆମ୍ଭର ବିଧିପୂର୍ବକ ପଥରେ ଗମନ କରି ନାହାଁନ୍ତି।
6 Ela, porém, se rebelou contra os meus juízos e os meus estatutos, sendo mais perversa do que as nações e os países ao seu redor. Porque os moradores de Jerusalém rejeitaram os meus juízos e não andaram nos meus estatutos.
7 ତେଣୁ ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, ତୁମ୍ଭମାନେେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ତୁମ୍ଭମାନେେ ମାେ ଆଜ୍ଞାନୁସା ରେ ବ୍ଯବହାର କରୁ ନାହଁ କିଅବା ତୁମ୍ଭ ଚତୁର୍ଦ୍ଦିଗସ୍ଥ ଦେଶମାନଙ୍କର ଚଳଣି ଅନୁସାରେ ଜୀବନ ଧାରଣ କରିପାରିଲ ନାହିଁ।
7 Portanto, assim diz o Senhor Deus: Vocês são mais rebeldes do que as nações que estão ao seu redor. Não andaram nos meus estatutos, não executaram os meus juízos, nem procederam segundo o direito das nações ao redor de vocês.
8 ତେଣୁ ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଜାତିଗୁଡ଼ିକ ମଧିଅରେ ତୁମ୍ଭର ବିଚାର କରିବାା
8 Por isso, assim diz o Senhor Deus: Eis que eu, eu mesmo, estou contra você, Jerusalém, e vou executar os meus juízos dentro de você, à vista das nações.
9 ଆମ୍ଭେ ତୁମ୍ଭମାନଙ୍କ ପ୍ରତି ତାହା କରିବା, ଯାହା ଆଗରୁ କବେେ କରି ନାହୁଁ କିଅବା ଭବିଷ୍ଯତ ରେ କବେେ କରିବା ନାହିଁ, କାରଣ ଏହିସବୁ ତୁମ୍ଭମାନଙ୍କର ଘୃଣ୍ଯ ବ୍ଯବହାର ପାଇଁ ହବେ।
9 Farei com você o que nunca fiz e o que jamais farei de novo, por causa de todas as suas abominações.
10 ୟିରୁଶାଲମର ଲୋକମାନେ ଏପରି କ୍ଷୁଧାର୍ତ୍ତ ହବେ ଯେ ସମାନଙ୍କେ ମଧ୍ଯରୁ ପିତାମାତା ନିଜର ସନ୍ତାନମାନଙ୍କୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାମାତାଙ୍କୁ ଭୋଜନ କରିବେ। ଏବଂ ଆମ୍ଭେ ତୁମ୍ଭର ବିଚାର କରିବା ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ପୃଥିବୀର ଶଷେ ସୀମା ରେ ଛିନ୍ନଭିନ୍ନ କରିବା।
10 Por isso, os pais vão devorar os próprios filhos dentro de você, ó Jerusalém, e os filhos vão devorar os pais. Executarei em você os meus juízos e tudo o que restar de você espalharei aos quatro ventos.
11 ତହୁଁ ସଦାପ୍ରଭୁ ମାରେପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁ ସକଳ ଦ୍ବାରା ଓ ଆପଣାର ସବୁ ଘୃଣା ଯୋଗ୍ଯ କର୍ମଦ୍ବାରା ଆମ୍ଭର ପବିତ୍ରସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ଶପଥ କରୁଛୁ ଯେ, ଆମ୍ଭେ ତୁମ୍ଭମାନଙ୍କୁ ପଛ କରିଦବୋ। ଆଉ ତୁମ୍ଭମାନଙ୍କ ପାଇଁ ଦୁଃଖ କରିବା ନାହିଁ କି ଦୟା କରିବା ନାହିଁ।
11 Portanto, porque você profanou o meu santuário com todas as suas coisas detestáveis e com todas as suas abominações, tão certo como eu vivo, diz o Senhor Deus, eu me retirarei. Os meus olhos não terão piedade, e eu não a pouparei.
12 ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ମହାମାରୀ ରେ ଓ ଦୁର୍ଭିକ୍ଷ ରେ ନଗର ମଧିଅରେ ମରିବେ। ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ୟୁଦ୍ଧ ରେ ନଗର ବାହା ରେ ମୃତ୍ଯୁବରଣ କରିବେ ; ଆଉ ଅବଶିଷ୍ଟ ଏକ ତୃତୀଯାଂଶ ଛିନ୍ନଭିନ୍ନ ହବେେ। ଯେ ହତେୁ ଆମ୍ଭେ ଖଡ୍ଗ ନଇେ ଗୋଡ଼ାଇବା।
12 Uma terça parte dos seus moradores morrerá de peste e será consumida pela fome dentro de suas muralhas; outra terça parte cairá à espada nos seus arredores; e a outra terça parte espalharei aos quatro ventos e irei atrás dela com a espada na mão.
13 ତା'ପ ରେ ସମାନଙ୍କେ ବିରୁଦ୍ଧ ରେ ଆମ୍ଭର କୋରଧ ଶଷେ ହବେ ଓ ଆମ୍ଭର କୋପ ଶାନ୍ତ ହବେ। ଏବଂ ସମାନଙ୍କେ ଉପ ରେ ପ୍ରତିଶାଧେ ନଇେଥିବାରୁ ଆମ୍ଭେ ନିଜେ ଆଶ୍ବସ୍ତ ହବୋ। ତା'ପ ରେ ଯେତବେେଳେ ସମାନଙ୍କେ ଉପରୁ ମାରେ କୋରଧ ଦୂ ରଇେ ୟିବ, ସମାନେେ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା କୋର୍ଧ ସମାନଙ୍କେ ବିରୁଦ୍ଧ ରେ କହିଅଛୁ।
13 — Assim se cumprirá a minha ira, satisfarei neles o meu furor e me acalmarei. Saberão que eu, o Senhor , falei motivado pelo meu zelo, quando cumprir neles o meu furor.
14 ପୁନର୍ବାର ପରମେଶ୍ବର କହିଲେ, ହେ ୟିରୁଶାଲମ, ଆମ୍ଭେ ତୁମ୍ଭକୁ ବିନାଶ କରିବା। ତୁମ୍ଭର ଚତୁର୍ଦ୍ଦିଗସ୍ଥ ଦେଶଗୁଡ଼ିକ ଓ ତୁମ୍ଭ ମଧ୍ଯ ଦଇେ ଯାଉଥିବା ପଥିକଗଣ ତୁମ୍ଭକୁ ଗାଳି ଦବେେ, ପରିହାସ କରିବେ।
14 Jerusalém, farei de você uma desolação e objeto de deboche entre as nações que estão ao seu redor, à vista de todos os que passarem.
15 ଏବଂ ଯେତବେେଳେ ଆମ୍ଭେ କୋରଧ ରେ ଏବଂ କୋର୍ଧ ଭର୍ତ୍ସନା ରେ ତୁମ୍ଭମାନଙ୍କୁ ଦଣ୍ଡ ଦବୋ, ତୁମ୍ଭମାନଙ୍କର ଚତୁଃପାଶର୍‌ବ ରେ ଥିବା ଗୋଷ୍ଠୀମାନଙ୍କ ପାଇଁ ଗାଳିର, ପରିହାସର ଓ ଆଶ୍ଚର୍ୟ୍ଯର ଏକ ବିସ୍ମଯର ବିଷଯ ହବେ। କିନ୍ତୁ ସମାନେେ ମଧ୍ଯ ଏଥିରୁ ଏକ ପାଠ ଶିଖିବେ। ଆମ୍ଭେ ସଦାପ୍ରଭୁ ଏହା କରିଅଛୁ।
15 — Assim, você será objeto de deboche e de zombaria, um exemplo de castigo e um motivo de espanto às nações que estão ao seu redor, quando eu executar em você juízos com ira e indignação, em furiosos castigos. Eu, o Senhor , falei.
16 ଆମ୍ଭେ ଆମ୍ଭର ବିନାଶକାରୀ ଦୁର୍ଭିକ୍ଷର ତୀରଗୁଡ଼ିକ ତୁମ୍ଭମାନଙ୍କ ଉପରକୁ ନିକ୍ଷପେ କରିବା। ଆମ୍ଭେ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ସଗେୁଡ଼ିକୁ ପଠାଇବା, ମୁଁ ତୁମ୍ଭମାନଙ୍କ ପାଖକୁ ଅଧିକରୁ ଅଧିକ ଦୁର୍ଭିକ୍ଷ ପଠାଇବି ଏବଂ ଆମ୍ଭେ ତୁମ୍ଭମାନଙ୍କର ଖାଦ୍ୟ ଯୋଗାଣ ବନ୍ଦ କରିବା।
16 Quando eu atirar contra eles as flechas mortais da fome, flechas destruidoras, que eu enviarei para destruir vocês, então aumentarei a fome entre vocês e lhes cortarei o suprimento de pão.
17 ଆଉ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଦୁର୍ଭିକ୍ଷ ଓ ବନ୍ଯ ଜନ୍ତୁମାନଙ୍କୁ ପଠାଇବା, ସମାନେେ ତୁମ୍ଭକୁ ନିଃସନ୍ତାନ କରି ଛାଡ଼ି ଦବେେ। ମହାମାରୀ ଓ ରକ୍ତପାତ ତୁମ୍ଭମାନଙ୍କର ମଧ୍ଯ ଦଇେ ୟିବ। ଏବଂ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଖଡ୍ଗ ଉଠାଇବା। ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
17 Enviarei sobre vocês a fome, e animais selvagens que os deixarão sem filhos; a peste e o derramamento de sangue passarão por você, e trarei a espada contra você. Eu, o Senhor , falei.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Ezequiel 5, comparar traduções ou montar um estudo — tudo direto pelo WhatsApp.