Ezequiel 8

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ଅନନ୍ତର ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନ ରେ ଆମ୍ଭେ ଆପଣା ଗୃହ ରେ ବସିଥିଲୁ ଓ ଯିହୁଦାର ପ୍ରାଚୀନମାନେ ଆମ୍ଭ ସମ୍ମୁଖ ରେ ବସିଥିଲେ। ଏହି ସମୟରେ ମାରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମାେ ଉପ ରେ ଅଧିଷ୍ଠିତ ହେଲା।
1 Um dia, os líderes do povo de Judá estavam me visitando em casa. Fazia exatamente seis anos, seis meses e cinco dias que eles tinham sido levados como prisioneiros. De repente, o poder do Senhor Deus veio sobre mim.
2 ଏବଂ ସେତବେେଳେ ଆମ୍ଭେ ଅଗ୍ନିର ଆଭାତୁଲ୍ଯ ଏକ ମୂର୍ତ୍ତି ଦେଖିଲୁ। ତାଙ୍କର କଟୀଦେଶରୁ ତଳ ପର୍ୟ୍ଯନ୍ତ ଅଗ୍ନିମଯ ଥିଲା ଓ କଟୀଠାରୁ ଉପର ପର୍ୟ୍ଯନ୍ତ ଉତ୍ତପ୍ତ ଧାତୁ ତୁଲ୍ଯ ଜ୍ଯୋତିର୍ମଯ ଥିଲା।
2 Olhei e tive uma visão: nela, vi um ser que parecia feito de fogo. Da cintura para baixo, o seu corpo parecia fogo e da cintura para cima brilhava como bronze polido.
3 ତା'ପ ରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମାରେକେଶ ଧରିଲେ। ତା'ପ ରେ ପବନ ମାେତେ ଉଠାଇ ନଲୋ, ପୃଥିବୀ ଓ ଆକାଶର ମଧ୍ଯବର୍ତ୍ତୀ ସ୍ଥାନ ରେ ରଖି ଦଲୋ। ଏବଂ ପରମେଶ୍ବରଙ୍କର ଦର୍ଶନକ୍ରମେ ୟିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ବାର ନିକଟକୁ ମାେତେ ଆଣିଲେ। ସଠାେ ରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ବରଙ୍କର କୋରଧର କାରଣ ହେଲା।
3 Ele estendeu o que parecia uma mão e me agarrou pelos cabelos. E nessa visão o Espírito de Deus me levantou bem alto no ar e me levou a Jerusalém. Ele me levou até a parte de dentro do portão norte do Templo, onde havia um ídolo que era uma ofensa contra Deus.
4 ଉପତ୍ୟକା ରେ ମୁଁ ଦେଖିଥିବା ଦୃଶ୍ଯ ତୁଲ୍ଯ ସେ ସ୍ଥାନ ରେ ଇଶ୍ରାୟେଲର ପରମେଶ୍ବରଙ୍କର ମହିମା ବିଦ୍ଯମାନ ଥିଲା।
4 Ali, eu vi a glória do Deus de Israel, como eu tinha visto na minha visão perto do rio Quebar.
5 ତହୁଁ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଉତ୍ତର ଦିଗକୁ ଦେଖ। ତେଣୁ ମୁଁ ନିରୀକ୍ଷଣ କଲି ଏବଂ ଦେଖିଲି ଯେ, ୟଜ୍ଞବଦେୀ ଫାଟକର ଉତ୍ତର ଦିଗସ୍ଥ ପ୍ରବେଶ ପଥରେ ସହେି ମୂର୍ତ୍ତି ଥିଲା, ଯାହା ପରମେଶ୍ବରଙ୍କୁ କୋରଧିତ ଓ ଇର୍ଷାପରାଯଣ କରିଥିଲା।
5 Deus me disse: — Olhei e ali, perto do altar, na entrada do portão, vi o ídolo que era uma ofensa contra Deus.
6 ତା'ପ ରେ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଦେଖ, ସମାନେେ କ'ଣ କରୁଛନ୍ତି ? ଆମ୍ଭେ ଯେପରି ଆପଣା ମନ୍ଦିର ଅଗଣାରୁ ଦୂ ରଇେ ୟିବା ପାଇଁ ଇସ୍ରାଯଲରେ ଉତ୍ତରାଧିକାରୀଗଣ ଏଠା ରେ ମହା ଘୃଣ୍ଯକର୍ମ କରୁଅଛନ୍ତି। ମାତ୍ର ଏହାପ ରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣ୍ଯକର୍ମ ଦେଖିବ।
6 E Deus me disse: — Homem mortal, você vê o que está acontecendo? Olhe para as coisas nojentas que o povo de Israel está fazendo aqui para me afastar cada vez mais do meu lugar santo. Você verá coisas ainda mais vergonhosas do que essas.
7 ପୁଣି ସେ ମାେତେ ପ୍ରାଙ୍ଗଣର ଦ୍ବାର ନିକଟକୁ ଆଣିଲେ, ତହିଁରେ ମୁଁ ଦୃଷ୍ଟି କରନ୍ତେ କାନ୍ଥ ରେ ଗୋଟିଏ ଛିଦ୍ର ଥିବାର ଦେଖିଲି।
7 Ele me levou até a entrada do pátio de fora e me mostrou um buraco na parede.
8 ତା'ପ ରେ ପରମେଶ୍ବର କହିଲେ, ହେ ମନୁଷ୍ଯ ପୁତ୍ର, ଏହି କାନ୍ଥକୁ ଖୋଳ। ତହୁଁ ମୁଁ ସହେି କାନ୍ଥ ଖୋଳିଲି ଓ ଏକ ସୁନ୍ଦର ଦ୍ବାର ଆବିଷ୍କାର କଲି।
8 E disse: — Homem mortal, arrebente esta parede. Arrebentei a parede e encontrei uma porta.
9 ତା'ପ ରେ ପରମେଶ୍ବର ମାେତେ କହିଲେ, ଭିତରକୁ ୟାଅ ଓ ଏଠା ରେ ସମାନେେ ଯେଉଁ ଜଘନ୍ଯ ଘୃଣ୍ଯ କର୍ମମାନ କରୁଅଛନ୍ତି ତାହା ଦେଖ।
9 Então ele me disse: — Entre e veja as coisas imorais e vergonhosas que estão fazendo aí dentro.
10 ତେଣୁ ମୁଁ ଭିତରକୁ ଗଲି, ଚତୁର୍ଦ୍ଦିଗସ୍ଥ କାନ୍ଥ ରେ ଚିତ୍ରିତ ହାଇେଥିବା ସରୀସୃପମାନଙ୍କ ଏବଂ କୀଟପତଙ୍ଗମାନଙ୍କର ଘୃଣ୍ଯ ପଶୁମାନଙ୍କର ଓ ଇଶ୍ରାୟେଲୀୟମାନଙ୍କର ଭୟଙ୍କର ମୂର୍ତ୍ତି ଦେଖିଲି।
10 Entrei e olhei. As paredes estavam cobertas com desenhos de cobras e outros animais impuros e de outras coisas que os israelitas estavam adorando.
11 ପୁଣି ସେ ସବୁର ସମ୍ମୁଖ ରେ ଇଶ୍ରାୟେଲ ବଂଶୀଯ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହାଇେଅଛନ୍ତି ଓ ସମାନଙ୍କେ ମଧ୍ଯ ସ୍ଥାନ ରେ ଶାଫନର ପୁତ୍ର ୟାସନିଯ ଠିଆ ହାଇେଅଛି। ପ୍ରେତ୍ୟକକ ଲୋକ ନିଜ ନିଜ ଧୂପଦାନୀ ହସ୍ତ ରେ ଧରିଛନ୍ତି। ଆଉ ଧୂପରୂପ ଧୂମର ସୁଗନ୍ଧି ଉର୍ଦ୍ଧ୍ବକୁ ଉଠୁଅଛି।
11 Setenta líderes israelitas se achavam ali, e entre eles estava Jazanias, filho de Safã. Cada um segurava um queimador de incenso, do qual saía fumaça.
12 ତା'ପ ରେ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲ ବଂଶର ପ୍ରାଚୀନବର୍ଗ ପ୍ରେତ୍ୟକକ ନିଜ ନିଜ ପ୍ରତିମା ଗୃହ ରେ ଅନ୍ଧକାର ରେ ଯାହା କରୁଅଛନ୍ତି ତାହା କ'ଣ ତୁମ୍ଭେ ଦେଖିପାରିବ ? କାରଣ ସମାନେେ ଭାବନ୍ତି, 'ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ। ସଦାପ୍ରଭୁ ଦେଶକୁ ତ୍ଯାଗ କରିଛନ୍ତି।'
12 Aí Deus me perguntou: — Homem mortal, você está vendo o que os líderes israelitas estão fazendo em segredo? Estão prestando culto em um salão cheio de imagens. A desculpa deles é esta: “O
13 ସେ ଆହୁରି କହିଲେ, ତୁମ୍ଭେ ଯଦି ଆମ୍ଭ ସହିତ ଆସିବ ତବେେ ସମାନଙ୍କେର ଆହୁରି ଅନକେ ଜଘନ୍ଯ ଘୃଣ୍ଯ କର୍ମମାନ ଦେଖିବ।
13 Depois, Deus me disse o seguinte: — Você verá esses líderes fazendo coisas ainda mais vergonhosas do que isso.
14 ତା'ପ ରେ ପରମେଶ୍ବର ମାେତେ ସଦାପ୍ରଭୁଙ୍କ ମନ୍ଦିରର ଉତ୍ତର ଦିଗସ୍ଥ ଦ୍ବାରର ପ୍ରବେଶ ସ୍ଥାନ ନିକଟକୁ ନେଲେ। ସଠାେ ରେ ମୁଁ ଦେଖିଲି ସ୍ତ୍ରୀ ଲୋକମାନେ ବସି ଭଣ୍ଡ ଦବେତା ତମ୍ମୁଷ ପାଇଁ କ୍ରନ୍ଦନ କରୁଅଛନ୍ତି।
14 Aí ele me levou até o portão norte do Templo e me mostrou mulheres chorando a morte do deus Tamuz .
15 ପୁନର୍ବାର ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଏହିସବୁ ଘୃଣ୍ଯ କର୍ମମାନ ଦେଖିଲ। ଏହାପ ରେ ଆହୁରି ଏହା ଅପେକ୍ଷା ଅଧିକ ଘୃଣ୍ଯ କର୍ମମାନ ଦେଖିବ।
15 O Senhor Deus perguntou: — Homem mortal, você está vendo isso? Pois verá coisas ainda mais vergonhosas.
16 ତା'ପ ରେ ସେ ମାେତେ ସଦାପ୍ରଭୁଙ୍କ ମନ୍ଦିରର ଭିତର ପ୍ରାଙ୍ଗଣ ମଧ୍ଯକୁ ଆଣିଲେ। ସଠାେ ରେ ମୁଁ ଦେଖିଲି, ସଦାପ୍ରଭୁଙ୍କ ମନ୍ଦିରର ଦ୍ବାର ନିକଟରେ, ବାରଣ୍ଡା ଓ ୟଜ୍ଞବଦେୀର ମଧ୍ଯ ସ୍ଥାନ ରେ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ଆଡ଼େ ପିଠି କରି ଓ ପୂର୍ବ ଦିଗଆଡ଼େ ମଥାନତ କରି ସମାନେେ ସୂର୍ୟ୍ଯଙ୍କୁ ପୂଜା କରୁଥିଲେ।
16 Depois, ele me levou para o pátio interno do Templo. Ali, perto da entrada do Templo, entre o altar e o corredor, havia uns vinte e cinco homens. Estavam de costas para o Templo, virados para o leste, e se curvavam até ao chão, adorando o sol nascente.
17 ତା'ପ ରେ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ'ଣ ଏହିସବୁ ଦେଖିଲ ? ଏହିପରି ଘୃଣ୍ଯ କର୍ମମାନ କରିବା କ'ଣ ଯିହୁଦାର ଭବିଷ୍ଯତ୍ ବଂଶଧରଙ୍କ ପାଇଁ ଠିକ୍ ଅଟେ। ବାସ୍ତବ ରେ ସମାନେେ ଦେଶକୁ ଦୌରାତ୍ମ୍ଯ ରେ ପରିପୂର୍ଣ୍ଣ କରିଅଛନ୍ତି, ଏବଂ ଆମ୍ଭକୁ କୋର୍ଧିତ କରି ରଖିଛନ୍ତି। ଆଉ ଦେଖ ସମାନଙ୍କେର ମୂର୍ତ୍ତିଗୁଡ଼ିକୁ ସମ୍ମାନ ଦବୋ ପାଇଁ ସମାନେେ ନାସିକା ରେ ନାକଫୁଲ ପିନ୍ଧିଛନ୍ତି।
17 Então o Senhor me disse: — Homem mortal, você está vendo isso? Essa gente de Judá faz todas as coisas vergonhosas que você viu aqui e ainda não fica satisfeita. Por causa deles há violência por toda parte, no país inteiro. Além disso, eles vêm e fazem essas coisas aqui no Templo e assim me irritam mais ainda. Veja só como me insultam da pior maneira possível!
18 ଏଣୁ ଆମ୍ଭେ ସମାନଙ୍କେ ବିଷଯ ରେ ଆମ୍ଭର କୋରଧଭାବ ଦଖାଇବୋ। ଆମ୍ଭେ ସମାନଙ୍କେୁ ଅନୁକମ୍ପା କରିବା ନାହିଁ କି ଦୟା ଦଖାଇବୋ ନାହିଁ। ଏବଂ ଏପରିକି ଯଦି ସମାନେେ ଆମ୍ଭ କର୍ଣ୍ଣ ପାଖ ରେ ଉଚ୍ଚ ସ୍ବର ରେ ଡ଼ାକନ୍ତି, ତଥାପି ଆମ୍ଭେ ସମାନଙ୍କେ କଥା ଶୁଣିବା ନାହିଁ।
18 Por causa disso, eles sentirão toda a força da minha ira . Não deixarei ninguém escapar e não terei pena de ninguém. Eles gritarão com toda a força, pedindo a minha ajuda, mas eu não os atenderei.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Ezequiel 8, comparar traduções ou montar um estudo — tudo direto pelo WhatsApp.