Ezequiel 9
Oriya Bible (GL_ORIYA) vs NTLH
1 ତା'ପ ରେ ପରମେଶ୍ବର ଉଚ୍ଚସ୍ବର ରେ ମାେ କର୍ଣ୍ଣ ରେ କହିଲେ, ନଗରକୁ ଦଣ୍ଡ ଦବୋକୁ ନିୟୁକ୍ତ ହାଇେଥିବା ଅଧିକାରୀମାନଙ୍କୁ ଆଣ। ସମାନେେ ସମସ୍ତେ ସମାନଙ୍କେର ହସ୍ତ ରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ।
1 Aí ouvi o Senhor dizer em voz bem alta: — Venham cá vocês, os que vão castigar a cidade. Tragam as suas armas de destruição.
2 ତାପ ରେ ମୁଁ ଦେଖିଲି, ଉତ୍ତର ଦିଗସ୍ଥ ଉଚ୍ଚ ଫାଟକରୁ ଛଅଜଣ ପୁରୁଷ ଆସିଲେ। ସମାନଙ୍କେର ପ୍ରେତ୍ୟକକଙ୍କର ହସ୍ତ ରେ ବିନାଶକ ଅସ୍ତ୍ର ଥିଲା ଓ ସମାନଙ୍କେର ମଧ୍ଯ ସ୍ଥାନ ରେ ଶୁକ୍ଲବସ୍ତ୍ର ପରିହିତ ଏକ ପୁରୁଷ ଥିଲା। ତାହାର ପାଶର୍ବ ରେ ଲେଖକର କାଳି ଦୁଆତ ଥିଲା। ଏବଂ ସମାନେେ ମନ୍ଦିର ଭିତରକୁ ଆସିଲେ ଓ ପିତ୍ତଳମଯ ୟଜ୍ଞବଦେୀର ପାଶର୍ବ ରେ ଠିଆ ହେଲେ।
2 Naquele momento, seis homens vieram do Templo, do portão externo que fica ao norte, e cada um carregava uma arma mortal. Com eles estava um homem vestido com uma roupa de linho, que carregava material de escrever. Todos eles vieram e ficaram ao lado do altar de bronze.
3 ଏବଂ ଇଶ୍ରାୟେଲର ପରମେଶ୍ବରଙ୍କ ମହିମା ଯେଉଁ କିରୁବର ଉପ ରେ ଥିଲା, ତାହା ତାହାଠାରୁ ଉଠି ମନ୍ଦିରର ଦ୍ବାର ନିକଟକୁ ୟାଇଥିଲା। ତା'ପ ରେ ସେ ସହେି ଶୁକ୍ଲବସ୍ତ୍ର ପରିହିତ ଓ ପାଶର୍ବ ରେ ଲେଖକର କାଳିଘଡ଼ିଧାରୀ ପୁରୁଷକୁ ଡାକିଲେ।
3 Então a glória do Deus de Israel, que estava em cima dos animais com asas , subiu dali e foi para a entrada do Templo. E o Senhor gritou para o homem vestido com a roupa de linho:
4 ତା'ପ ରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ୟିରୁଶାଲମ ନଗର ମଧ୍ଯ ଦଇେ ୟାଅ ଓ ସହର ରେ ଘଟିଥିବା ଘୃଣ୍ଯ କୃତ କର୍ମ ପାଇଁ ଅନୁତପ୍ତ ଓ ଦୁଃଖ କରୁଥିବା ଲୋକମାନଙ୍କ ମଥା ରେ ଦାଗ ଦିଅ।
4 — Vá por toda a cidade de Jerusalém e faça um sinal na testa de todas as pessoas que sofrem e se aborrecem por causa de todas as coisas vergonhosas que estão sendo feitas na cidade.
5 ଏବଂ ସେ ଅନ୍ୟମାନଙ୍କୁ ମାରେ କର୍ଣ୍ଣ ଗୋଚର ରେ କହିଲେ, ତା'ର ପେଛ ନଗର ମଧ୍ଯକୁ ୟାଅ ଏବଂ କପାଳ ରେ ଚିହ୍ନ ନ ଥିବା ବ୍ଯକ୍ତିଙ୍କୁ ହତ୍ଯା କର। ଦୟା ଦଖାେଅ ନାହିଁ। ସମାନଙ୍କେୁ ଅନୁକମ୍ପା କର ନାହିଁ। ବୃଦ୍ଧବ୍ଯକ୍ତି, ୟୁବାବ୍ଯକ୍ତି, କୁମାରୀ, ସ୍ତ୍ରୀଲୋକ ଓ ଶିଶୁକୁ ମାରାତ୍ମକ ଅସ୍ତ୍ର ରେ ସମସ୍ତଙ୍କୁ ବଧ କର, କିନ୍ତୁ କପାଳ ରେ ଚିହ୍ନ ଥିବା ଲୋକ ନିକଟକୁ ୟାଅ ନାହିଁ।
5 E ouvi o Senhor dizer aos outros homens: — Vão atrás dele pela cidade e matem todos. Não deixem escapar ninguém; não tenham dó de ninguém.
6 ଆଉ ଆମ୍ଭ ମନ୍ଦିରରୁ ଏହି ଅଭିୟାନ ଆରମ୍ଭ କର। ତେଣୁ ସମାନେେ ମନ୍ଦିରର ସମ୍ମୁଖ ରେ ଉପସ୍ଥିତ ଥିବା ପ୍ରାଚୀନଗଣଠାରୁ ଆରମ୍ଭ କଲେ।
6 Matem os velhos, os moços, as moças, as mães e as crianças. Mas não toquem em quem tiver o sinal na testa. Comecem aqui no meu Templo. Aí eles começaram a matar os líderes que estavam ali na frente do Templo.
7 ପୁଣି ପରମେଶ୍ବର ସମାନଙ୍କେୁ କହିଲେ, ଏହି ଗୃହକୁ ଅଶୁଚି କର। ଏହି ପ୍ରାଙ୍ଗଣକୁ ନିହତ ଲୋକମାନଙ୍କର ଶବ ରେ ପରିପୂର୍ଣ୍ଣ କର, ବର୍ତ୍ତମାନ ବାହାରି ୟାଅ। ତହିଁରେ ସମାନେେ ବାହାରି ୟାଇ ନଗର ମଧିଅରେ ସଂହାର କଲେ।
7 O Senhor lhes disse ainda: — Então eles começaram a matar as pessoas da cidade.
8 ଏବଂ ସମାନେେ ଯେତବେେଳେ ସଂହାର କରୁଥିଲେ, ଏକମାତ୍ର ମାେତେ ଛାଡ଼ି ଦିଆଗଲା। ତହିଁରେ ମୁଁ ତଳେ ମୁହଁ ମାଡ଼ି କ୍ରନ୍ଦନ କଲି, ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ କ'ଣ ୟିରୁଶାଲମ ଉପ ରେ କୋପ କରି ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ବିନାଶ କରିବ ?
8 Enquanto a matança continuava, fiquei ali sozinho. Eu me atirei no chão, com o rosto encostado na terra, e gritei: —
9 ସେ କହିଲେ, ଇଶ୍ରାୟେଲ ଓ ଯିହୁଦା ପରିବାର ବହୁତ ଜଘନ୍ଯ ପାପ କଲେ ଓ ଦେଶ ରକ୍ତପାତ ରେ ପରିପୂର୍ଣ୍ଣ ହାଇଗେଲା। ଆଉ ନଗର ଅନ୍ଯାଯ ରେ ପରିପୂର୍ଣ୍ଣ ହାଇେଅଛି। କାରଣ ସମାନେେ କହିଛନ୍ତି, ସଦାପ୍ରଭୁ ଦେଶ ତ୍ଯାଗ କରିଛନ୍ତି ଓ ସେ କିଛି ଲକ୍ଷ୍ଯ କରନ୍ତି ନାହିଁ।'
9 O Senhor respondeu: — O povo de Israel e de Judá é culpado de pecados terríveis. Eles têm matado pessoas no país inteiro e têm enchido Jerusalém de crimes. Eles dizem: “O
10 ଏଣୁ ମୁଁ କରୁଣା ଦଖାଇବେି ନାହିଁ। ମୁଁ ସମାନଙ୍କେୁ ଅନୁକମ୍ପା କରିବି ନାହିଁ। ମୁଁ ସମାନଙ୍କେର କର୍ମର ପ୍ରତିଫଳ ସମାନଙ୍କେ ମସ୍ତକକୁ ଆଣିବି।
10 Por isso, agora não deixarei escapar ninguém e não terei dó de ninguém. Farei com eles o que fizeram com os outros.
11 ଏହାପ ରେ ସହେି ପରିହିତ ବ୍ଯକ୍ତି କାଳିଦୁଆତ ନଇେ ଫରେି ଆସିଲା ଏବଂ କହିଲା, ଆପଣଙ୍କ ଆଜ୍ଞା ଅନୁସାରେ ମୁଁ ସମସ୍ତ କାର୍ୟ୍ଯ କରିଅଛ।
11 Então o homem que vestia a roupa de linho e carregava material de escrever voltou e contou tudo ao Senhor . E disse: — Fiz tudo como mandaste.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Ezequiel 9, comparar traduções ou montar um estudo — tudo direto pelo WhatsApp.