Filemom 1
Oriya Bible (GL_ORIYA) vs BKJ
1 ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଥିବା ପାଉଲ ଓ ଆମ୍ଭର ଭାଇ ତୀମଥିଙ୍କଠାରୁ
1 Paulo, prisioneiro de Jesus Cristo, e Timóteo, nosso irmão, a Filemom, nosso querido e amado cooperador,
2 ଆମ୍ଭର ପ୍ରିୟ ମିତ୍ର ଓ ସହକର୍ମୀ ଫିଲୀମାନେ, ଆମ୍ଭର ଭଉଣୀ ଆପ୍ପିଯା, ସାଥି ସୈନିକ ଆଖିପ୍ପ, ଓ ତୁମ୍ଭ ଘରଠା ରେ ଏକତ୍ରୀତ ହେଉଥିବା ଉପାସନା ମଣ୍ଡଳୀକୁ ପତ୍ର ଲେଖୁଛୁ।
2 e à nossa amada Áfia, e a Arquipo, nosso companheiro de lutas, e à igreja que está em tua casa:
3 ଆମ୍ଭର ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।
3 Graça a vós e paz, da parte de Deus, nosso Pai, e da do Senhor Jesus Cristo.
4 ମାେ ପ୍ରାର୍ଥନାମାନଙ୍କ ରେ ମୁଁ ତୁମ୍ଭକୁ ସ୍ମରଣ କରେ। ତୁମ୍ଭ ପାଇଁ ସର୍ବଦା ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଏ।
4 Graças dou ao meu Deus, fazendo menção de ti sempre em minhas orações,
5 ପରମେଶ୍ବରଙ୍କ ସମସ୍ତ ପବିତ୍ ରେଲାକମାନଙ୍କ ପ୍ରତି ତୁମ୍ଭର ପ୍ ରମେ ଓ ପ୍ରଭୁ ଯୀଶୁଙ୍କଠା ରେ ତୁମ୍ଭର ବିଶ୍ବାସ ବିଷୟ ରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସହେି ପ୍ ରମେ ଓ ବିଶ୍ବାସ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି।
5 ouvindo o teu amor e a fé que tens para com o Senhor Jesus e para com todos os santos;
6 ଖ୍ରୀଷ୍ଟଙ୍କଠା ରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ବାସର ସହଭାଗିତା ତୁମ୍ଭକୁ ସାହାୟ୍ଯ କରିବ ବୋଲି ମୁଁ ପ୍ରାର୍ଥନା କରେ।
6 para que a comunicação da tua fé seja eficaz, no conhecimento de toda boa coisa que há em vós, por Cristo Jesus,
7 ହେ ଭାଇ ପରମେଶ୍ବରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ ରମେଭାବ ଦଖାଇେଛ, ସମାନଙ୍କେୁ ତୁମ୍ଭେ ଖୁସି କରିଛ। ଏହା ମାେତେ ବହୁତ ଆନନ୍ଦ ଓ ଆଶ୍ବାସନା ଦଲୋ।
7 porque temos grande alegria e consolação no teu amor, porque por ti, ó irmão, as entranhas dos santos são revigoradas.
8 କେତଗେୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟ ରେ ଭାଇ ହିସାବ ରେ ସତ୍ କାର୍ୟ୍ଯ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦବୋର ମାରେ ଅଧିକାର ଅଛି।
8 Pelo que, ainda que seja muito corajoso em Cristo para te mandar o que é conveniente,
9 କିନ୍ତୁ ମୁଁ ତୁମ୍ଭକୁ ପ୍ ରମେ ରେ ନିବଦନେ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହାଇେ ଗଲିଣି ଓ ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଛି।
9 contudo, por amor, peço-te, sendo eu tal como sou, Paulo, o velho e agora também prisioneiro de Jesus Cristo.
10 ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବଦନେ କରୁଛି। ମୁଁ ବନ୍ଦୀ ଗୃହ ରେ ଥିଲା ବେଳେ ସେ ମାରେ ସନ୍ତାନ ହାଇେଥିଲା।
10 Peço-te por meu filho Onésimo, que gerei nas minhas prisões,
11 ଅତୀତ ରେ ସେ ତୁମ୍ଭ ପାଇଁ ଅଦରକାରୀ ଥିଲା। କିନ୍ତୁ ଏବେ ସେ ମାେ' ଓ ତୁମ୍ଭ ଦୁହିଁଙ୍କ ପାଇଁ ବଡ଼ ଉପଯୋଗୀ ଅଟେ।
11 o qual, noutro tempo, te foi inútil, mas, agora, muito útil a ti e a mim,
12 ମୁଁ ତାହାକୁ ତୁମ୍ଭ ପାଖକୁ ଫରୋଇ ଦେଉଛି। ତା ସହିତ ମାରେ ହୃଦୟ ମଧ୍ଯ ବନ୍ଧା ହାଇେଛି।
12 e que te envio de volta; tu, portanto, torna a recebê-lo como às minhas próprias entranhas.
13 ମୁଁ ବନ୍ଦୀ ଗୃହ ରେ ଥିବା ସମୟରେ ମାେତେ ସୁସମାଚାର ପାଇଁ ସାହାୟ୍ଯ କରିବ ବୋଲି ତାହାକୁ ମାେ ସହିତ ରଖିବାକୁ ଚାହୁଁଥିଲି। ମାେତେ ସାହାୟ୍ଯ କରିବା ଦ୍ବାରା ସେ ତୁମ୍ଭର ସବୋ କରିଥାଆନ୍ତା।
13 Eu bem o quisera reter comigo, para que, em teu nome, me servisse nas prisões do evangelho;
14 କିନ୍ତୁ ତୁମ୍ଭମାନଙ୍କୁ ପ୍ରଥମେ ନ ପଚାରି ମୁଁ କିଛି କରିବା ପାଇଁ ଇଚ୍ଛା କଲି ନାହିଁ। ତୁମ୍ଭର କୌଣସି ଭଲ କାମ ନିଜ ଇଚ୍ଛା ରେ ହେଉ, ମାରେ ବାଧ୍ଯ ବାଧ୍ଯକତା ରେ ନ ହେଉ ବୋଲି ମୁଁ ଚା ହେଁ।
14 mas sem o teu parecer, nada quis fazer, para que o teu benefício não fosse como por necessidade, mas voluntário.
15 ଅନୀସିମ301 କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପା ରେ ୟଦ୍ଦ୍ବାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହାଇପୋରିବ।
15 Porque bem pode ser que ele tenha se apartado de ti por algum tempo, para que o recebesses para sempre,
16 ଦାସ ହବୋ ପାଇଁ ନୁହେଁ, ବରଂ ଦାସଠାରୁ ବଳି ଏକ ପ୍ରିୟ ଭାଇ ଭଳି। ମୁଁ ତାହାକୁ ବହୁତ ଭଲ ପାଏ। କିନ୍ତୁ ତୁମ୍ଭେ ଆହୁରି ଅଧିକ ଭଲ ପାଇବ। ତୁମ୍ଭେ ତାହାକୁ ଜଣେ ମଣିଷ ଓ ପ୍ରଭୁଙ୍କଠା ରେ ଜଣେ ଭାଇ ଭଳି ଭଲ ପାଇବ।
16 não já como um servo, mas além de um servo, como irmão amado, especialmente para mim e quanto mais para ti, assim na carne como no Senhor.
17 ଯଦି ତୁମ୍ଭେ ମାେତେ ମିତ୍ର ବୋଲି ଗ୍ରହଣ କରୁଛ, ତା' ହେଲେ ଅନୀସିମଙ୍କୁ ପୁନର୍ବାର ଗ୍ରହଣ କର। ମାେତେ ଯେପରି ସ୍ବାଗତ କରିଥାନ୍ତ, ସପରେି ତାହାକୁ ସ୍ବାଗତ କର।
17 Assim, pois, se me tens por companheiro, recebe-o como a mim mesmo.
18 ଯଦି ଅନୀସିମ ତୁମ୍ଭ ପ୍ରତି କିଛି ଭୁଲ କରିଛି ବା ତା'ର ତୁମକୁ କିଛି ଦବୋକୁ ଅଛି ତବେେ ତାହା ମାେ ଖାତା ରେ ପକାଇ ଦିଅ।
18 E, se te fez algum mal ou te deve alguma coisa, põe isso na minha conta.
19 ମୁଁ ପାଉଲ, ଏହି କଥା ମାେ ହାତ ରେ ଲେଖୁଛି। ଅନୀସିମର ଯଦି ତୁମ୍ଭକୁ କିଛି ଦବୋକୁ ଅଛି, ମୁଁ ତାହା ତୁମ୍ଭକୁ ଫରୋଇ ଦବେି। ନିଜ ଜୀବନ ପାଇଁ ତୁମ୍ଭେ ଯେ ମାେ'ଠା ରେ କେତେ ଋଣୀ, ସେ ସମ୍ପର୍କ ରେ ମୁଁ କିଛି କହିବି ନାହିଁ।
19 Eu, Paulo, de minha própria mão o escrevi: Eu o pagarei, para não te dizer que tu mesmo te deves inteiramente a mim.
20 ତେଣୁ ହେ ମାରେ ଭାଇ ! ପ୍ରଭୁଙ୍କଠା ରେ ତୁମ୍ଭେ ମାେ ପାଇଁ କିଛି ଆବଶ୍ଯକୀୟ ବିଷୟ କର ବୋଲି, ମୁଁ କୁ ହେ। ଖ୍ରୀଷ୍ଟଙ୍କଠା ରେ ମାେ ହୃଦୟକୁ ଆଶ୍ବାସନା ଦିଅ।
20 Sim, irmão, eu me alegrarei de ti no Senhor; revigora as minhas entranhas no Senhor.
21 ମୁଁ ଯାହା କହିଛି, ସଗେୁଡିକ କରିବ ବୋଲି ଜାଣି ମୁଁ ଏହି ଚିଠି ଲେଖୁଛି। ମୁଁ ଜାଣେ ଯେ ମୁଁ ଯେତିକି କ ହେ, ତୁମ୍ଭେ ତା'ଠାରୁ ଅଧିକ କରିବ।
21 Confiado na tua obediência te escrevi, sabendo que ainda farás mais do que digo.
22 ମାେ ରହିବା ପାଇଁ ଗୋଟିଏ ବଖରା ମଧ୍ଯ ପ୍ରସ୍ତୁତ କର। ମୁଁ ଆଶା କରେ ଯେ ପରମେଶ୍ବର ତୁମ୍ଭ ପ୍ରାର୍ଥନା ଶୁଣିବେ ଓ ମୁଁ ତୁମ୍ଭ ପାଖକୁ ୟିବାକୁ ସମର୍ଥ ହାଇେ ପାରିବି।
22 E além disso, prepara-me também pousada, porque confio que, pelas vossas orações, vos serei restituído.
23 ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ଏପାଫ୍ରା ହେଉଛନ୍ତି ମାରେ ସହବନ୍ଦୀ। ସେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।
23 Saúdam-te Epafras, meu companheiro de prisão em Cristo Jesus,
24 ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ଏମାନେ ମଧ୍ଯ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।
24 Marcos, Aristarco, Demas e Lucas, meus cooperadores.
25 ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କର ଆତ୍ମା ସହିତ ରହିଥାଉ।
25 A graça de nosso Senhor Jesus Cristo seja com o vosso espírito. Amém.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Filemom 1, comparar traduções ou montar um estudo — tudo direto pelo WhatsApp.