Filipenses 1

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ଯୀଶୁ ଖ୍ରୀଷ୍ଟଙ୍କ ସବେକ ପାଉଲ ଓ ତୀମଥି, ଫିଲିପ୍ପୀର ଖ୍ରୀଷ୍ଟଯୀଶୁଙ୍କ ସମସ୍ତ ପବିତ୍ର ଲୋକମାନଙ୍କୁ ଓ ତୁମ୍ଭମାନଙ୍କର ପ୍ରାଚୀନ286 ଏବଂ ବିଶଷେ ସବେକମାନଙ୍କୁ ପତ୍ର।
1 Paulo e Timóteo, servos de Cristo Jesus, a todos os santos em Cristo Jesus, inclusive bispos e diáconos que vivem em Filipos,
2 ଆମ୍ଭ ପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
2 graça e paz a vós outros, da parte de Deus, nosso Pai, e do Senhor Jesus Cristo.
3 ଯେତେଥର ମୁଁ ତୁମ୍ଭମାନଙ୍କୁ ମନେପକାଏ,
3 Dou graças ao meu Deus por tudo que recordo de vós,
4 େସତେଥର ପରମେଶ୍ବରଙ୍କୁ ଆନନ୍ଦ ସହକା ରେ ପ୍ରାର୍ଥନା ରେ ଧନ୍ଯବାଦ ଦିଏ।
4 fazendo sempre, com alegria, súplicas por todos vós, em todas as minhas orações,
5 ଲୋକମାନଙ୍କୁ ସୁସମାଚାର ଶୁଣାଇଲା ବେଳେ, ତୁମ୍ଭମାନଙ୍କଠାରୁ ପାଇଥିବା ସାହାୟ୍ଯ ପାଇଁ ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଏ। ବିଶ୍ବାସ କରିବା ପ୍ରଥମଦିନଠାରୁ ଏବେ ପର୍ୟ୍ଯନ୍ତ ତୁମ୍ଭେ ସାହାୟ୍ଯ କରି ଆସୁଛ।
5 pela vossa cooperação no evangelho, desde o primeiro dia até agora.
6 ପରମେଶ୍ବର ତୁମ୍ଭର ମଙ୍ଗଳ କରିବା ଆରମ୍ଭ କରିଛନ୍ତି ଓ ବର୍ତ୍ତମାନ ମଧ୍ଯ ତାହା କରୁଛନ୍ତି। ଯୀଶୁଖ୍ରୀଷ୍ଟଙ୍କ ଆଗମନ ଦିନ ପର୍ୟ୍ଯନ୍ତ ସେ ସହେି କାମ ସାଧନ କରି ସମାପ୍ତ କରିବେ। ମୁଁ ଏଥି ରେ ନିଶ୍ଚିତ ଅଟେ।
6 Estou plenamente certo de que aquele que começou boa obra em vós há de completá-la até ao Dia de Cristo Jesus.
7 ତୁମ୍ଭମାନଙ୍କ ବିଷୟ ରେ ମାରେ ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମାେ ହୃଦୟ ରେ ସ୍ଥାନ ପାଇଛ। ତୁମ୍ଭମାନେେ ପରମେଶ୍ବରଙ୍କ କୃପା ରେ ମାରେ ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘ ରେ ଅଛି, ଯେତବେେଳେ ମୁଁ ସୁସମାଚାରର ପକ୍ଷ ସମର୍ଥନ କରୁଛି ଓ ଯେତବେେଳେ ମୁଁ ସୁସମାଚାରର ସତ୍ଯ ପ୍ରମାଣିତ କରୁଛି, ସେତବେେଳେ ମଧ୍ଯ ତୁମ୍ଭମାନେେ ମାେ ସହିତ ପରମେଶ୍ବରଙ୍କ ଅନୁଗ୍ରହର ସହଭାଗୀ ଅଟ।
7 Aliás, é justo que eu assim pense de todos vós, porque vos trago no coração, seja nas minhas algemas, seja na defesa e confirmação do evangelho, pois todos sois participantes da graça comigo.
8 ପରମେଶ୍ବର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟଯୀଶୁଙ୍କର ସ୍ନହପେୂର୍ଣ୍ଣ କରୁଣା ରେ ମୁଁ ତୁମ୍ଭମାନଙ୍କୁ ପ୍ ରମେ କରେ।
8 Pois minha testemunha é Deus, da saudade que tenho de todos vós, na terna misericórdia de Cristo Jesus.
9 ତୁମ୍ଭମାନଙ୍କ ପାଇଁ ମାରେପ୍ରାର୍ଥନା ଏହି ଯେ :
9 E também faço esta oração: que o vosso amor aumente mais e mais em pleno conhecimento e toda a percepção,
10 ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ଯ ଦେଖିପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ଯ ହବେ ;
10 para aprovardes as coisas excelentes e serdes sinceros e inculpáveis para o Dia de Cristo,
11 ତୁମ୍ଭେ ପରମେଶ୍ବରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ଯ ରେ ଯୀଶୁଖ୍ରୀଷ୍ଟଙ୍କ ସାହାୟ୍ଯ ରେ ଅନକେ ଉତ୍ତମ କାମ କରିବ।
11 cheios do fruto de justiça, o qual é mediante Jesus Cristo, para a glória e louvor de Deus.
12 ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଜଣାଇଦବୋକୁ ଇଚ୍ଛା କରେ ଯେ ମାେ ପ୍ରତି ଯାହା କିଛି ଘଟିଛି, ତାହା ସୁସମାଚାର ପ୍ରଚାର କରିବା ରେ ସାହାୟ୍ଯ କଲା।
12 Quero ainda, irmãos, cientificar-vos de que as coisas que me aconteceram têm, antes, contribuído para o progresso do evangelho;
13 ସମଗ୍ର ପ୍ରହରୀ ଦଳ ଓ ଅନ୍ୟ ଲୋକମାନେ ଜାଣନ୍ତି ଯେ ମୁଁ ଖ୍ରୀଷ୍ଟଙ୍କ ଜଣେ ବିଶ୍ବାସୀ ହାଇେଥିବାରୁ ବନ୍ଦୀଘ ରେ ରଖାଯାଇଛି।
13 de maneira que as minhas cadeias, em Cristo, se tornaram conhecidas de toda a guarda pretoriana e de todos os demais;
14 ମୁଁ ଏବେ ମଧ୍ଯ ବନ୍ଦୀଘ ରେ ଅଛି କିନ୍ତୁ ଅଧିକାଂଶ ଖ୍ରୀଷ୍ଟ ବିଶ୍ବାସୀ ଭାଇମାନେ, ଅଧିକ ଉତ୍ସାହିତ ହାଇେ ସାହସ ପୂର୍ବକ ନିର୍ଭୟ ରେ ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ବାଣୀ ଶୁଣାଉଛନ୍ତି।
14 e a maioria dos irmãos, estimulados no Senhor por minhas algemas, ousam falar com mais desassombro a palavra de Deus.
15 ଏହା ସତ୍ଯ ଯେ ସମାନଙ୍କେ ଭିତରୁ କେତଜେଣ କଠାେର ଓ ଈର୍ଷାନ୍ବିତ ହାଇେ ବିବାଦ ମନୋଭାବ ନଇେ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚାର କରୁଛନ୍ତି, କିନ୍ତୁ ଅନ୍ୟମାନେ ସଦ୍ ଭାବରେ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚାର କରୁଛନ୍ତି।
15 Alguns, efetivamente, proclamam a Cristo por inveja e porfia; outros, porém, o fazem de boa vontade;
16 ସମାନେେ ପ୍ ରମେ କରୁଥିବାରୁ ପ୍ରଚାର କରୁଛନ୍ତି। ସମାନେେ ଜାଣନ୍ତି ଯେ, ସୁସମାଚାରର ପକ୍ଷ ସମର୍ଥନ କରିବା ପାଇଁ ପରମେଶ୍ବର ମାେତେ ଦାଯିତ୍ବ ଦଇେଛନ୍ତି।
16 estes, por amor, sabendo que estou incumbido da defesa do evangelho;
17 କିନ୍ତୁ ଅନ୍ୟ ଲୋକମାନେ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚାର କରୁଛନ୍ତି କାରଣ ସମାନେେ ସ୍ବାର୍ଥପର। ସମାନେେ ମନ୍ଦ ଅଭିପ୍ରାୟ ରେ ପ୍ରଚାର କରନ୍ତି। ସମାନେେ ବନ୍ଦୀଘ ରେ ମାେ ପାଇଁ ବିପଦ ସୃଷ୍ଟି କରିବା ପାଇଁ ଚାହାଁନ୍ତି।
17 aqueles, contudo, pregam a Cristo, por discórdia, insinceramente, julgando suscitar tribulação às minhas cadeias.
18 ଯଦି ସମାନେେ ମାେ ପାଇଁ ବିପଦ ସୃଷ୍ଟି କରନ୍ତି, ମୁଁ ସେଥିପାଇଁ ଚିନ୍ତିତ ନୁହେଁ। ମୁଖ୍ଯ କଥା ହେଲା ଯେ ସମାନେେ ଖ୍ରୀଷ୍ଟଙ୍କ ବିଷୟ ରେ କହୁଛନ୍ତି। ମୁଁ ମଧ୍ଯ ଚା ହେଁ ଯେ ସମାନେେ ଖ୍ରୀଷ୍ଟଙ୍କ ବିଷୟ ରେ ଲୋକମାନଙ୍କୁ କୁହନ୍ତୁ। ସମାନେେ ଭଲ ଉଦ୍ଦେଶ୍ଯ ରଖି ସପରେି କରନ୍ତୁ। କିନ୍ତୁ ଉଦ୍ଦେଶ୍ଯ ଭଲ ହେଉ ବା ମନ୍ଦ, ପ୍ରଚାର ତ ଯୀଶୁଙ୍କର ହେଉଛି, ସେଥିପାଇଁ ମୁଁ ଆନନ୍ଦିତ। ମୁଁ ଆନନ୍ଦିତ ହେଉଥିବି ମଧ୍ଯ।
18 Todavia, que importa? Uma vez que Cristo, de qualquer modo, está sendo pregado, quer por pretexto, quer por verdade, também com isto me regozijo, sim, sempre me regozijarei.
19 ତୁମ୍ଭମାନେେ ମାେ ପାଇଁ ପ୍ରାର୍ଥନା କରୁଛ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମା ମାେତେ ସାହାୟ୍ଯ କରୁଛନ୍ତି। ଅତଏବ ମୁଁ ଜାଣେ ଯେ ଏହି ବିଷୟ ମାେ ପରିତ୍ରାଣର କାରଣ ହବେ।
19 Porque estou certo de que isto mesmo, pela vossa súplica e pela provisão do Espírito de Jesus Cristo, me redundará em libertação,
20 ମାରେ ଦୃଢ଼ ଆଶା ଓ ଭରସା ଯେ ମୁଁ ଖ୍ରୀଷ୍ଟଙ୍କୁ କଦାପି ହରାଇବି ନାହିଁ। ବରଂ, ମୁଁ ନିଶ୍ଚିତ ଯେ ମୁଁ ସାହସୀ ହବେି ଏବଂ ମୁଁ ମୃତ ବା ଜୀବିତ ଥାଏ, ଖ୍ରୀଷ୍ଟଙ୍କ ମହାନତା ମାେ ଶରୀର ରେ ପ୍ରକାଶିତ କରିବି।
20 segundo a minha ardente expectativa e esperança de que em nada serei envergonhado; antes, com toda a ousadia, como sempre, também agora, será Cristo engrandecido no meu corpo, quer pela vida, quer pela morte.
21 ମାରେ ବଞ୍ଚି ରହିବାର ଅର୍ଥ ହେଉଛି ଖ୍ରୀଷ୍ଟ। ମୃତ୍ଯୁ ମଧ୍ଯ ମାେ ପାଇଁ ଏକ ଲାଭ ଅଟେ।
21 Porquanto, para mim, o viver é Cristo, e o morrer é lucro.
22 ଯଦି ମୁଁ ଶରୀର ରେ ଜୀବିତ ରୁ ହେ, ତା ହେଲେ ମୁଁ ପ୍ରଭୁଙ୍କ ପାଇଁ କାମ କରି ପାରିବି। ଜୀବନ ବା ମୃତ୍ଯୁ ତହିଁରୁ ତାହାକୁ ବାଛିବ, ମୁଁ ଏହା ଜାଣନୋ ?
22 Entretanto, se o viver na carne traz fruto para o meu trabalho, já não sei o que hei de escolher.
23 ଜୀବନ ଓ ମୁତ୍ଯୁ ମଧ୍ଯରୁ ଗୋଟିକୁ ବାଛିବା କଷ୍ଟକର। ମୁଁ ଏହି ଜୀବନକୁ ଛାଡ଼ି ଖ୍ରୀଷ୍ଟଙ୍କ ସହିତ ରହିବାକୁ ଇଚ୍ଛା କରେ। ଏହା ଅଧିମ ଭଲ।
23 Ora, de um e outro lado, estou constrangido, tendo o desejo de partir e estar com Cristo, o que é incomparavelmente melhor.
24 କିନ୍ତୁ ତୁମ୍ଭ ପାଇଁ ମାରେ ଶରୀର ରେ ବଞ୍ଚି ରହିବା ଅଧିକ ଆବଶ୍ଯକ।
24 Mas, por vossa causa, é mais necessário permanecer na carne.
25 ମୁଁ ଜାଣେ ତୁମ୍ଭମାନେେ ମାେତେ ଚାହୁଁଛ। ସେଥିପାଇଁ ମୁଁ ତୁମ୍ଭ ସହିତ ରହିବି ବୋଲି ମୁଁ ଜାଣେ। ବିଶ୍ବାସ ରେ ତୁମ୍ଭର ବୃଦ୍ଧି ଓ ଆନନ୍ଦ ପାଇବା ନିମନ୍ତେ ମୁଁ ତୁମ୍ଭକୁ ସାହାୟ୍ଯ କରିବି।
25 E, convencido disto, estou certo de que ficarei e permanecerei com todos vós, para o vosso progresso e gozo da fé,
26 ଯଦି ମୁଁ ତୁମ୍ଭ ପାଖକୁ ଫରେିଯାଏ, ତବେେ ଏହା ଖ୍ରୀଷ୍ଟଯୀଶୁଙ୍କଠା ରେ ମାେ ପାଇଁ ତୁମ୍ଭର ଅଧିକ ଗର୍ବର କାରଣ ହବେ।
26 a fim de que aumente, quanto a mim, o motivo de vos gloriardes em Cristo Jesus, pela minha presença, de novo, convosco.
27 ଖ୍ରୀଷ୍ଟଙ୍କ ସୁସମାଚାର ଯୋଗ୍ଯ ଜୀବନ ଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହାଦ୍ବାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂର ରେ ଥାଏ ; ତୁମ୍ଭ ବିଷୟ ରେ ଶୁଣିବି ଯେ ତୁମ୍ଭମାନେେ ଏକ ଉଦ୍ଦେଶ୍ଯ ରେ, ଏକମନ ହାଇେ, ସୁସମାଚାରରୁ ଉତ୍ପନ୍ନ ବିଶ୍ବାସ ପାଇଁ ଦୃଢ଼ ଭାବରେ କାର୍ୟ୍ଯ କରୁଛ।
27 Vivei, acima de tudo, por modo digno do evangelho de Cristo, para que, ou indo ver-vos ou estando ausente, ouça, no tocante a vós outros, que estais firmes em um só espírito, como uma só alma, lutando juntos pela fé evangélica;
28 ଯେଉଁ ଲୋକମାନେ ତୁମ୍ଭ ବିରୁଦ୍ଧ ରେ ଅଛନ୍ତି ସମାନଙ୍କେୁ ଭୟ କରିବ ନାହିଁ। ଏହି ସମସ୍ତ ବିଷୟ ଯେ ଈଶ୍ବରଙ୍କଠାରୁ ଆଗତ ଏହାର ପ୍ରମାଣ ତୁମ୍ଭମାନେେ ପରିତ୍ରାଣ ପାଉଅଛ ଓ ତୁମ୍ଭମାନଙ୍କର ଶତୃମାନେ ବିନାଶ ହବେେ।
28 e que em nada estais intimidados pelos adversários. Pois o que é para eles prova evidente de perdição é, para vós outros, de salvação, e isto da parte de Deus.
29 ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରିବା ନିମନ୍ତେ କବଳେ ପରମେଶ୍ବର ତୁମ୍ଭକୁ ସୁ ଯୋଗ ଦଇେଛନ୍ତିା ତାହା ୟଥେଷ୍ଟ ନୁହେଁ, ଖ୍ରୀଷ୍ଟଙ୍କ ପାଇଁ ଦୁଃଖ ଭୋଗ କରିବା ନିମନ୍ତେ ମଧ୍ଯ ତୁମ୍ଭମାନଙ୍କୁ ସୁଯୋଗ ଦଇେଛନ୍ତି। ଏହି ଉଭୟ ବିଷୟ ଯୀଶୁଖ୍ରୀଷ୍ଟଙ୍କୁ ଗୌରବନ୍ବିତ କରେ।
29 Porque vos foi concedida a graça de padecerdes por Cristo e não somente de crerdes nele,
30 ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ ତୁମ୍ଭମାନେେ ମାେତେ ସୁସମାଚାର ବିରୁଦ୍ଧ ରେ ଥିବା ଲୋକଙ୍କ ସହିତ ସଂଘର୍ଷ କରିବା ଦେଖିଛ। ତୁମ୍ଭେ ଏବେ ଶୁଣୁଛ ଯେ ମୁଁ ଏଠା ରେ ସଂଘର୍ଷରତ। ତୁମ୍ଭମାନେେ ମଧ୍ଯ ସହେିଭଳି ଏବେ ସଂଘର୍ଷରତ ଅଛ।
30 pois tendes o mesmo combate que vistes em mim e, ainda agora, ouvis que é o meu.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Filipenses 1, comparar traduções ou montar um estudo — tudo direto pelo WhatsApp.