Filipenses 4
Oriya Bible (GL_ORIYA) vs VC
1 ମାେ ପ୍ରିୟ ଭାଇ ଓ ଭଉଣୀମାନେ ! ମୁଁ ତୁମ୍ଭକୁ ଭଲ ପାଏ ଓ ଦେଖିବାକୁ ଇଚ୍ଛା କରେ। ତୁମ୍ଭେ ମାରେ ଆନନ୍ଦ ଓ ମାରେ ଗର୍ବ। ମୁଁ କହିଥିଲା ଭଳି ପ୍ରଭୁଙ୍କୁ ଅନୁସରଣ କରି ଚାଲିଥାଅ।
1 Portanto, meus muito amados e saudosos irmãos, alegria e coroa minha, continuai assim firmes no Senhor, caríssimos.
2 ଇଯଦିଆ, ଓ ସୁନ୍ତୁଖୀ ଉଭୟଙ୍କୁ ପ୍ରଭୁଙ୍କଠା ରେ ଏକମତ ହବୋକୁ ମୁଁ ନିବଦନେ କରେ।
2 Exorto a Evódia, exorto igualmente a Síntique que vivam em paz no Senhor.
3 ହେ ବନ୍ଧୁ, ତୁମ୍ଭେ ଯେ ହତେୁ ମାେ ସହିତ ବିଶ୍ବସ୍ତ ଭାବରେ ସବୋ କରୁଛ, ଯେଉଁ ସ୍ତ୍ରୀ ଲୋକମାନେ ମୁଁ ସୁସମାଚାର ପ୍ରଚାର କଲା ବେଳେ ମାେ ସହିତ ପରିଶ୍ରମ କରିଅଛନ୍ତି, ସମାନଙ୍କେୁ ସାହାୟ୍ଯ କର ବୋଲି ତୁମ୍ଭକୁ ମୁଁ ନିବଦନେ କରେ। ସମାନେେ କ୍ଲମେନ୍େସ ଏବଂ ମାରେ ଅନ୍ୟ ସହକାରୀମାନଙ୍କ ସହିତ ସବୋକାର୍ୟ୍ଯ କରିଛନ୍ତି। ସମାନଙ୍କେ ନାମ ଜୀବନ-ପୁସ୍ତକ288 ରେ ଲଖାେଅଛି।
3 E a ti, fiel Sínzigo, também rogo que as ajudes, pois que trabalharam comigo no Evangelho, com Clemente e com os demais colaboradores meus, cujos nomes estão inscritos no livro da vida.
4 ପ୍ରଭୁଙ୍କଠା ରେ ସର୍ବଦା ଆନନ୍ଦ କର। ମୁଁ ଆଉ ଥରେ କ ହେ, ଆନନ୍ଦ କର।
4 Alegrai-vos sempre no Senhor. Repito: alegrai-vos!
5 ସମସ୍ତେ ଦେଖନ୍ତୁ ଯେ ତୁମ୍ଭେ ଶାନ୍ତ ଓ ଦୟାଳୁ ଅଟ। ପ୍ରଭୁ ଯୀଶୁ ଆସୁଛନ୍ତି।
5 Seja conhecida de todos os homens a vossa bondade. O Senhor está próximo.
6 କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ବରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲା ବେଳେ ସଦା ଧନ୍ଯବାଦ ଦିଅ।
6 Não vos inquieteis com nada! Em todas as circunstâncias apresentai a Deus as vossas preocupações, mediante a oração, as súplicas e a ação de graças.
7 ପରମେଶ୍ବରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠା ରେ ସୁରକ୍ଷା କରି ରଖିବ। ପରମେଶ୍ବରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।
7 E a paz de Deus, que excede toda a inteligência, haverá de guardar vossos corações e vossos pensamentos, em Cristo Jesus.
8 ଭାଇ ଓ ଭଉଣୀମାନେ ! ଯାହା ସତ୍ଯ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍ ଗୁଣ ଓ ପ୍ରଶଂସାର ଥାଏ, ସହେି ବିଷୟଗୁଡ଼ିକରେ ମନୋୟୋଗ କର।
8 Além disso, irmãos, tudo o que é verdadeiro, tudo o que é nobre, tudo o que é justo, tudo o que é puro, tudo o que é amável, tudo o que é de boa fama, tudo o que é virtuoso e louvável, eis o que deve ocupar vossos pensamentos.
9 ମାଠାରୁେ ଯାହା ସବୁ ଶିଖିଛି ଓ ପାଇଛ, ତାହା କର। ମୁଁ ଯାହା କହିଛି ଓ ତୁମ୍ଭେ ମାେତେ ଯାହାସବୁ କରିଥିବା ଦେଖିଛ, ସଗେୁଡ଼ିକୁ କର। ଶାନ୍ତିଦାତା ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିବେ।
9 O que aprendestes, recebestes, ouvistes e observastes em mim, isto praticai, e o Deus da paz estará convosco.
10 ତୁମ୍ଭମାନେେ ମାେ ବିଷୟ ରେ ଚିନ୍ତିତ ହାଇେଥିବାରୁ ମୁଁ ପ୍ରଭୁଙ୍କଠା ରେ ଆନନ୍ଦିତ। ତୁମ୍ଭମାନେେ ମାେ ବିଷୟ ରେ ଚିନ୍ତା କରୁଥିଲ, କିନ୍ତୁ ତାହା ଦଖାଇବୋ ପାଇଁ ସୁଯୋଗ ପାଇ ନ ଥିଲ।
10 Fiquei imensamente contente, no Senhor, porque, finalmente, vi reflorescer o vosso interesse por mim. É verdade que sempre pensáveis nisso, mas vos faltava oportunidade de mostrá-lo.
11 ମୁଁ ଏପରି କହିବାର କାରଣ ନୁହେଁ ଯେ ମୁଁ କୌଣସି ବିଷୟ ଚାହୁଁଛି। କାରଣ ମାରେବର୍ତ୍ତମାନ ଯାହା ଅଛି ଏବଂ ଯାହା ମାେ ପାଇଁ ଘଟୁଛି, ସେଥି ରେ ସନ୍ତୁଷ୍ଟ ରହିବାକୁ ମୁଁ ଶିଖିଛି।
11 Não é minha penúria que me faz falar. Aprendi a contentar-me com o que tenho.
12 ଅଭାବରେ ମୁଁ ଚଳିବା ଜାଣିଛି। ପ୍ରଚୁରତା ରେ କିପରି ରହିବାକୁ ହୁଏ, ତାହା ମଧ୍ଯ ମୁଁ ଜାଣେ। ପ୍ରେତ୍ୟକକ ସମୟରେ ଓ ପ୍ରେତ୍ୟକକ ଘଟଣା ରେ ଆନନ୍ଦିତ ହବୋର ରହସ୍ଯ ମୁଁ ଜାଣେ। ଯେତବେେଳେ ମାରେ ଖାଇବା ପାଇଁ ୟଥେଷ୍ଟ ଥାଏ କିଅବା ଯେତବେେଳେ ୟଥେଷ୍ଟ ନ ଥାଏ, ଯେତବେେଳେ ମାରେ ପ୍ରଚୁର ଥାଏ ବା ଯେତବେେଳେ ମାରେ ଅଭାବ ଥାଏ, ସେତବେେଳେ କିପରି ଆନନ୍ଦିତ ହାଇପୋରିବି, ତାହା ମୁଁ ଜାଣେ।
12 Sei viver na penúria, e sei também viver na abundância. Estou acostumado a todas as vicissitudes: a ter fartura e a passar fome, a ter abundância e a padecer necessidade.
13 ଖ୍ରୀଷ୍ଟଙ୍କଠାରୁ ମାେତେ ଶକ୍ତି, ପ୍ରଦତ୍ତ ହାଇେଥିବାରୁ, ତାଙ୍କ ମାଧ୍ଯମ ରେ ମୁଁ ସବୁକିଛି କରିବାକୁ ସକ୍ଷମ।
13 Tudo posso naquele que me conforta.
14 କିନ୍ତୁ ମାରେ ସାହାୟ୍ଯ ଦରକାର ଥିଲା ବେଳେ, ତୁମ୍ଭମାନେେ ମାେତେ ସାହାୟ୍ଯ କରି ଭଲ କରିଛ।
14 Contudo, fizestes bem em tomar parte na minha tribulação.
15 ମୁଁ ଯେତବେେଳେ ସଠାେରେ ସୁସମାଚାର ପ୍ରଚାର ଆରମ୍ଭ କଲି, ସେତବେେଳେ ତୁମ୍ଭେ ଫିଲିପ୍ପୀବାସୀ, ତାହା ମନେ ରଖିଛ। ମୁଁ ଯେତବେେଳେ ମାକିଦନିଆ ଛାଡ଼ିଲି, ସେତବେେଳେ କବଳେ ତୁମ୍ଭର ମଣ୍ଡଳୀ ମାେତେ ସାହାୟ୍ଯ ଦଇେଥିଲା।
15 Vós que sois de Filipos, bem sabeis como, no início do meu ministério evangélico, quando parti da Macedônia, nenhuma comunidade abriu comigo contas de deve-haver, senão vós somente.
16 ଥସେଲନୀକୀ ନଗର ରେ ଥିଲା ବେଳେ ତୁମ୍ଭମାନେେ ଅନକେ ଥର ମାରେ ଆବଶ୍ଯକତା ପୂରଣ କରିବାକୁ ଜିନିଷମାନ ପଠାଇଛ।
16 Já por duas vezes mandastes para Tessalônica o que me era necessário.
17 ମୁଁ ତୁମ୍ଭ ଉପହାର ପାଇଁ ଲାଳାଯିତ ନୁହେଁ କିନ୍ତୁ ମୁଁ ଚା ହେଁ ଯେ, ଦବୋ ଦ୍ବାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ।
17 Não é o donativo em si que eu procuro, e sim os lucros que vão aumentando a vosso crédito.
18 ମାରେସମସ୍ତ ଆବଶ୍ଯକୀୟ ଜିନିଷ ମାେ ପାଖ ରେ ଅଛି। ଏପାଫ୍ରାଦିତଙ୍କ ଦ୍ବାରା ତୁମ୍ଭମାନେେ ଉପହାରମାନ ପଠାଇଥିବାରୁ ମାେ ପାଖ ରେ ମାରେ ଆବଶ୍ଯକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ବରଙ୍କୁ ଅର୍ପଣ କରାଯାଇଛି।
18 Recebi tudo, e em abundância. Estou bem provido, depois que recebi de Epafrodito a vossa oferta: foi um suave perfume, um sacrifício que Deus aceita com agrado.
19 ପରମେଶ୍ବର ସଗେୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନ ରେ ମାେ ପରମେଶ୍ବର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ଯକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତାଙ୍କ ଧନର ବ୍ଯବହାର କରିବେ।
19 Em recompensa, o meu Deus há de prover magnificamente a todas as vossas necessidades, segundo a sua glória, em Jesus Cristo.
20 ଆମ୍ଭର ପରମେଶ୍ବରଙ୍କ ମହିମା ଗୌରବ ସଦାସର୍ବଦା ହେଉ। ଆମେନ୍!
20 A Deus, nosso Pai, seja a glória, por toda a eternidade! Amém.
21 ଖ୍ରୀଷ୍ଟଙ୍କଠା ରେ ପରମେଶ୍ବରଙ୍କ ପ୍ରେତ୍ୟକକ ପବିତ୍ର ଲୋକକୁ ନମସ୍କାର। ମାେ ସହିତ ଥିବା ପରମେଶ୍ବରଙ୍କ ଲୋକମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।
21 Saudai em Jesus Cristo todos os santos. Os irmãos que estão comigo vos saúdam.
22 ପରମେଶ୍ବରଙ୍କ ସମସ୍ତ ଲୋକ ଓ ବିଶଷେ ଭାବରେ ଯେଉଁମାନେ କାଇସରଙ୍କ ପ୍ରାସାଦ ରେ ଅଛନ୍ତି, ସହେି ବିଶ୍ବାସୀମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଇଛନ୍ତି।
22 Todos os santos vos saúdam, especialmente os da casa de César.
23 ତୁମ୍ଭ ସମସ୍ତଙ୍କ ସହିତ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ରହିଥାଉ।
23 A graça do Senhor Jesus Cristo esteja com o vosso espírito!
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Filipenses 4, comparar traduções ou montar um estudo — tudo direto pelo WhatsApp.