Gálatas 1
Oriya Bible (GL_ORIYA) vs NVI
1 ପ୍ ରରେିତ ପାଉଲଙ୍କ ନିକଟରୁ ପତ୍ର। ମୁଁ ପ୍ ରରେିତ ହବୋ ପାଇଁ ମନୁଷ୍ଯ ଦ୍ବାରା ବଛା ଯାଇ ନାହିଁ କି ମନୁଷ୍ଯ ଦ୍ବାରା ପଠାଯାଇ ନାହିଁ। ମାତ୍ର ମୁଁ ଯୀଶୁଖ୍ରୀଷ୍ଟ ଓ ପରମପିତା ପରମେଶ୍ବରଙ୍କ ଦ୍ବାରା ପ୍ ରରେିତ ଭାବେ ନିୟୁକ୍ତି ପାଇଛି। ସହେି ପରମପିତା ହିଁ ଯୀଶୁଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କରିଥିଲେ।
1 Paulo, apóstolo enviado, não da parte de homens nem por meio de pessoa alguma, mas por Jesus Cristo e por Deus Pai, que o ressuscitou dos mortos,
2 ମାେ ସହିତ ଥିବା ଏବଂ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସୀ ସମସ୍ତ ଭାଇମାନଙ୍କ ତରଫରୁ ଏହି ପତ୍ରଟି ଗାଲାତୀୟ ଅଞ୍ଚଳର ସମସ୍ତ ବିଶ୍ବାସୀ ମଣ୍ଡଳୀ ନିକଟକୁ ଲଖାଯାେଉଅଛି।
2 e todos os irmãos que estão comigo, às igrejas da Galácia:
3 ମୁଁ ପ୍ରାର୍ଥନା କରେ ଯେ, ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।
3 A vocês, graça e paz da parte de Deus nosso Pai e do Senhor Jesus Cristo,
4 ପରମପିତା ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଯୀଶୁଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।
4 que se entregou a si mesmo por nossos pecados a fim de nos resgatar desta presente era perversa, segundo a vontade de nosso Deus e Pai,
5 ପରମେଶ୍ବରଙ୍କ ମହିମା ସଦାସର୍ବଦା ହେଉ। ଆମେନ୍।
5 a quem seja a glória para todo o sempre. Amém.
6 ଅଳ୍ପକ୍ଷଣ ପୂର୍ବରୁ ପରମେଶ୍ବର ତାହାଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭମାନଙ୍କୁ ତାହାଙ୍କ ଅନୁଗ୍ରହ ରେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଡ଼ାକିଥିଲେ। କିନ୍ତୁ ଏବେ ମୁଁ ଏହା ଜାଣି ଅତି ଆଶ୍ଚର୍ୟ୍ଯ ହଲିେ ଯେ, ତୁମ୍ଭମାନେେ ସହେି ପରମେଶ୍ବରଙ୍କଠାରୁ ଦୂ ରଇେ ଯାଇ, କୌଣସି ଅନ୍ୟ ସୁସମାଚାରକୁ ବିଶ୍ବାସ କରୁଛ।
6 Admiro-me de que vocês estejam abandonando tão rapidamente aquele que os chamou pela graça de Cristo, para seguirem outro evangelho
7 ପ୍ରକୃତ ରେ ଆଉ ଅନ୍ୟ କୌଣସି ସୁସମାଚାର ନାହିଁ। କିନ୍ତୁ କେତକେ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଚାରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି।
7 que, na realidade, não é o evangelho. O que ocorre é que algumas pessoas os estão perturbando, querendo perverter o evangelho de Cristo.
8 କିନ୍ତୁ ଆମ୍ଭେ ବା ଅନ୍ୟ କୌଣସି ସ୍ବର୍ଗଦୂତ ଯଦି ଆମ୍ଭଦ୍ବାରା ପ୍ରଚାରିତ ସୁସମାଚାରଠାରୁ ଭିନ୍ନ ଅନ୍ୟ କୌଣସି ସୁସମାଚାର ପ୍ରଚାର କରେ, ତା' ହେଲେ ସମାନେେ ଦଣ୍ଡ ଓ ନିନ୍ଦାର ପାତ୍ର।
8 Mas ainda que nós ou um anjo do céu pregue um evangelho diferente daquele que lhes pregamos, que seja amaldiçoado!
9 ଏହା ମୁଁ ଆଗରୁ କହିଥିଲି, ଏବେ ପୁନର୍ବାର କହୁଛି, ତୁମ୍ଭମାନେେ ପୂର୍ବରୁ ପ୍ରକୃତ ସୁସମାଚାର ଗ୍ରହଣ କରି ସାରିଛ। ଯଦି ପରିତ୍ରାଣ ପାଇଁ କହେି ବ୍ଯକ୍ତି କିଛି ଅନ୍ୟ ଉପାୟ ବିଷୟ ରେ କ ହେ ତା' ହେଲେ ସେ ଦଣ୍ଡ ଓ ନିନ୍ଦାର ପାତ୍ର ଅଟେ।
9 Como já dissemos, agora repito: Se alguém lhes anuncia um evangelho diferente daquele que já receberam, que seja amaldiçoado!
10 ତୁମ୍ଭମାନେେ କ'ଣ ଭାବୁଛ ଯେ, ଲୋକେ ମାେତେ ଯେପରି ଗ୍ରହଣ ଓ ସମର୍ଥନ କରନ୍ତି ସେଥିପାଇଁ ମୁଁ ଚେଷ୍ଟା କରୁଛି ? ନା! ଜଣେ ପରମେଶ୍ବର ଅଛନ୍ତି, ମୁଁ କବଳେ ତାହାଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଛି। ମୁଁ ଯଦି ମଣିଷମାନଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଥାନ୍ତି, ତବେେ ଖ୍ରୀଷ୍ଟଙ୍କର ସବେକ ହାଇେ ନ ଥାନ୍ତି।
10 Acaso busco eu agora a aprovação dos homens ou a de Deus? Ou estou tentando agradar a homens? Se eu ainda estivesse procurando agradar a homens, não seria servo de Cristo.
11 ଭାଇମାନେ! ମୁଁ କହି ଦବୋକୁ ଚା ହେଁ ଯେ, ମୁଁ ତୁମ୍ଭମାନଙ୍କୁ ଯେଉଁ ସୁସମାଚାର ଶୁଣାଇଲି ତାହା ମନୁଷ୍ଯକୃତ ନୁର୍ ହେ।
11 Irmãos, quero que saibam que o evangelho por mim anunciado não é de origem humana.
12 ମୁଁ ସହେି ସୁସମାଚାର ମଣିଷମାନଙ୍କ ପାଖରୁ ପାଇ ନାହିଁ। କୌଣସି ମଣିଷ ମାେତେ ତାହା ଶିକ୍ଷା ଦଇେ ନାହିଁ, ବରଂ ଯୀଶୁଖ୍ରୀଷ୍ଟ ସହେି ସୁସମାଚାର ମାେ ଆଗ ରେ ପ୍ରକାଶିତ କଲେ।
12 Não o recebi de pessoa alguma nem me foi ele ensinado; pelo contrário, eu o recebi de Jesus Cristo por revelação.
13 ତୁମ୍ଭମାନେେ ମାେ ପୁର୍ବଜୀବନ ବିଷୟ ରେ ଶୁଣିଛ। ମୁଁ ଯିହୂଦୀ ଧର୍ମର ଥିଲି। ମୁଁ ପରମେଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରୁଥିଲି। ମୁଁ ମଣ୍ଡଳୀଗୁଡ଼ିକୁ ନଷ୍ଟ କରି ଦବୋ ପାଇଁ ଚେଷ୍ଟା କରିଥିଲି।
13 Vocês ouviram qual foi o meu procedimento no judaísmo, como perseguia com violência a igreja de Deus, procurando destruí-la.
14 ମୁଁ ଯିହୂଦୀଧର୍ମର ଜଣେ ନେତା ହାଇେ ଉଠୁଥିଲି। ମୁଁ ମାେ ବୟସର ତୁଳନା ରେ ଅନ୍ୟ ଯିହୂଦୀମାନଙ୍କଠାରୁ ଆଗୁଆଥିଲି। ପୁରାତନ ନିୟମଗୁଡ଼ିକ ପାଳନ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଥିଲି। ଏହି ନିୟମଗୁଡ଼ିକ ପରଂପରାଭାବେ ଆମ୍ଭେ ଆମ୍ଭର ପୂର୍ବପୁରୁଷମାନଙ୍କଠାରୁ ପାଇଥିଲୁ।
14 No judaísmo, eu superava a maioria dos judeus da minha idade, e era extremamente zeloso das tradições dos meus antepassados.
15 କିନ୍ତୁ ପରମେଶ୍ବର ମାେ ଜନ୍ମ ପୂର୍ବରୁ ମାେତେ ଅନୁଗ୍ରହ କରି ବାଛି ନଇେଥିଲେ। ସେ ସ୍ଥିର କରିଥିଲେ ଯେ, ମୁଁ ଅଣଯିହୂଦୀମାନଙ୍କୁ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କର ସୁସମାଚାର କହିବି।
15 Mas Deus me separou desde o ventre materno e me chamou por sua graça. Quando lhe agradou
16 ପରମେଶ୍ବର ତାହାଙ୍କ ପୁତ୍ରଙ୍କ ବିଷୟ ରେ କହିଲେ। ଯେତବେେଳେ ପରମେଶ୍ବର ମାେତେ ଡାକିଲେ, ମୁଁ କୌଣସି ମଣିଷର ପରାମର୍ଶ ବା ସାହାୟ୍ଯ ନଇେ ନ ଥିଲି।
16 revelar o seu Filho em mim para que eu o anunciasse entre os gentios, não consultei pessoa alguma.
17 ମାେ ଆଗରୁ ପ୍ ରରେିତ ହାଇେ ସାରିଥିବା ୟିରୁଶାଲମର ପ୍ ରରେିତମାନଙ୍କ ପାଖକୁ ମୁଁ ଗଲିନାହିଁ। କିନ୍ତୁ ଅପେକ୍ଷା ନ କରି ମୁଁ ପ୍ରଥମେ ଆରବ ଗଲି ଓ ତା'ପରେ ଦମ୍ମସକେ ନଗରକୁ ଫରେିଗଲି।
17 Tampouco subi a Jerusalém para ver os que já eram apóstolos antes de mim, mas de imediato parti para a Arábia, e tornei a voltar a Damasco.
18 ତିନିବର୍ଷ ପରେ ମୁଁ ୟିରୁଶାଲମକୁ ଗଲି। ମୁଁ ପିତର ଙ୍କୁ ଦଖାେ କରିବାକୁ ଯାଇଥିଲି।
18 Depois de três anos, subi a Jerusalém para conhecer Pedro pessoalmente, e estive com ele quinze dias.
19 ପିତରଙ୍କ ସହିତ ମୁଁ ପନ୍ଦର ଦିନ ରହିଲି। ମୁଁ ସଠାରୁେ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ଆଉ କୌଣସି ପ୍ ରରେିତଙ୍କୁ ଦଖାେ କଲି ନାହିଁ।
19 Não vi nenhum dos outros apóstolos, a não ser Tiago, irmão do Senhor.
20 ପରମେଶ୍ବର ଜାଣନ୍ତି ଯେ, ମୁଁ ଏଥି ରେ ଯାହା କିଛି ଲେଖୁଛି, ତାହା ମିଥ୍ଯା ନୁହେଁ।
20 Quanto ao que lhes escrevo, afirmo diante de Deus que não minto.
21 ତା'ପରେ ମୁଁ ସୁରିଆ ଓ କିଲିକିଯା ଅଞ୍ଚଳଗୁଡ଼ିକୁ ଗଲି।
21 A seguir, fui para as regiões da Síria e da Cilícia.
22 ଯିହୁଦା ରେ ଖ୍ରୀଷ୍ଟଙ୍କଠା ରେ ଥିବା ମଣ୍ଡଳୀଗୁଡ଼ିକ ମାେତେ ପୂର୍ବରୁ ଦେଖି ନ ଥିବାରୁ ମାେତେ ଚିହ୍ନି ନ ଥିଲେ।
22 Eu não era pessoalmente conhecido pelas igrejas da Judéia que estão em Cristo.
23 ସମାନେେ କବଳେ ମାେ ବିଷୟ ରେ ଶୁଣିଥିଲେ ଯେ, ପୂର୍ବରୁ ଏହି ଲୋକ ମଣ୍ଡଳୀକୁ ତାଡ଼ନା କରୁଥିଲା, ଏବେ ସେ ଖ୍ରୀଷ୍ଟଙ୍କ ବିଶ୍ବାସମତକୁ ପ୍ରଚାର କରୁଅଛି, ଯାହାକୁ ସେ ପୂର୍ବରୁ ନଷ୍ଟ କରିବା ପାଇଁ ଚେଷ୍ଟା କରିଥିଲା।
23 Apenas ouviam dizer: "Aquele que antes nos perseguia, agora está anunciando a fé que outrora procurava destruir".
24 ମାେ'ପ୍ରତି ଯାହା ଘଟିଲା, ସେଥିପାଇଁ ସମାନେେ ପରମେଶ୍ବରଙ୍କୁ ପ୍ରଶଂସା କଲେ।
24 E glorificavam a Deus por minha causa.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Gálatas 1, comparar traduções ou montar um estudo — tudo direto pelo WhatsApp.