Gênesis 10

Oriya Bible (GL_ORIYA) vs VC

Sair da comparação
VC Versão Católica
1 ନୋହର ପୁତ୍ରମାନେ ଥିଲେ, ଶମେ, ହାମ ଏବଂ ଯଫେତ୍। ବନ୍ଯାପରେ ଏହି ତିନିଜଣ ସମାନଙ୍କେର ସନ୍ତାନ ସନ୍ତତି ଜନ୍ମ ନଇେଥିଲେ।
1 Eis a posteridade dos filhos de Noé: Sem, Cam e Jefet. Estes tiveram filhos depois do dilúvio.
2 ଯଫେତ୍ଙ୍କର ପୁତ୍ରମାନେ ହେଲ, ଗୋମର, ମାଗୋଗ୍, ମାଦଯ, ତୁବଲ, ୟବନ, ମେଶକ ଓ ତିରସ।
2 Filhos de Jafet: Gomer, Magog, Madai, Javã, Tubal, Mosoc e Tiras.
3 ଅସ୍ମିନସ୍, ରୀଫତ୍ ଓ ତୋଗର୍ମ ଏମାନେ ଥିଲେ ଗୋମର ସନ୍ତାନ।
3 Filhos de Gomer: Ascenez, Rifat e Togorma.
4 ପୁଣି ଇଲୀଶା, ତର୍ଶୀଶ, କିତ୍ତୀମ ଓ ଦୋଦାନୀମ ଏମାନେ ୟବନର ସନ୍ତାନ ଥିଲେ।
4 Filhos de Javã: Elisa e Társis, Cetim e Dodanim.
5 ଏମାନଙ୍କଠାରୁ ଅନ୍ୟଦେଶୀଯମାନଙ୍କର ଦ୍ବୀପ ନିବାସୀଗଣ ଆପଣାମାନଙ୍କ ପାଇଁ ଦେଶ ବିଦେଶ ରେ ନିଜ ନିଜ ଭାଷାନୁୟାଯୀ ବ୍ଯାପ୍ତ ହାଇେ ନିଜ ନିଜ ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲ!
5 Destes saíram os povos dispersos nas ilhas das nações, em seus diversos países, cada um segundo sua língua e segundo suas famílias e suas nações.
6 ହାମର ସନ୍ତାନଗଣ ଥିଲେ। କୂଶ୍, ମିଶର, ପୂଟ୍ ଓ କିଣାନ।
6 Filhos de Cam: Cus, Mesraim, Fut e Canaã.
7 ସବା, ହବୀଲା, ସପ୍ତା, ରଯମା ଓ ସପ୍ତକା ଏମାନେ ଥିଲେ କୂଶର ସନ୍ତାନ। ଶିବା ଓ ଦନାନ ଏମାନେ ରଯମାର ସନ୍ତାନ।
7 Filhos de Cus: Saba, Hevila, Sabata, Regma e Sabataca. Filhos de Regma: Saba e Dadã.
8 ନିମ୍ରୋଜ୍ କୂଶର ପୁତ୍ର। ସେ ପୃଥିବୀ ମଧିଅରେ ପରାକ୍ରମି ହବୋକୁ ଲାଗିଲା।
8 Cus gerou Nemrod, que foi o primeiro homem poderoso da terra.
9 ସେ ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ହେଲା। ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ନିମ୍ରୋଜ ତୁଲ୍ଯ ଥିଲେ ବୋଲି ଲୋକମାନେ କହୁଥିଲେ, ସେ ବ୍ଯକ୍ତି ନିମ୍ରୋଜ ସଦୃଶ ସଦାପ୍ରଭୁଙ୍କ ସମ୍ମୁଖ ରେ ଗୋଟିଏ ପରାକ୍ରାନ୍ତ ବ୍ଯାଧ।
9 Ele foi um grande caçador diante do Senhor. Donde a expressão: "Como Nemrod, grande caçador diante do Eterno."
10 ଶନିଯର ଦେଶ ରେ ବାବିଲ୍, ଏରକ୍, ଏକ୍କଦ୍ ଓ କଲନୀ ଏହିସବୁ ନଗର ତାହାର ପ୍ରଥମ ରାଜ୍ଯ ହେଲା।
10 Ele estabeleceu o seu reino primeiramente em Babilônia, Arac, Acad e em Calane, na terra de Senaar.
11 ସହେି ଦେଶରୁ ଅଗ୍ରିଯା ବାହାରି ନୀନିବୀ ରହୋବୋଚ୍ ପୁରୀ ଓ କଲହେ
11 Daí foi para Assur e construiu Nínive, Recobot-Ir, Cale
12 ଏବଂ ନୀନିବୀ ଓ କଲହରେ ମଧ୍ଯସ୍ଥିତ ରଷେନ ନଗର ସ୍ଥାପଲ କଲା। ( ରଷେନ ଏକ ପ୍ରଧାନ ନଗର ଥିଲା)।
12 e Resem, a grande cidade entre Nínive e Cale.
13 ମିଶରୀଯମ ଲୂଦୀଯ, ଅନାମୀଯ, ଲହାବୀଯ ଓ ନପ୍ତୁହୀଯ ଲୋକମାନଙ୍କର ପିତା ଥିଲେ।
13 Mesraim gerou os ludim, os anamim, os laabim, os neftuim,
14 ପଥ୍ରୋଷୀଯ, କସ୍ଲୁହୀଯ ଓ କପ୍ତୋରିଯ (ଏହି ପଲେଷ୍ଟୀୟ ଲୋକମାନେ କସ୍ଲୁହୀଯରୁ ଆସିଲେ।)
14 os fetrusim, os casluim e os caftorim, donde saíram os filisteus.
15 ସୀଜୋନର ପିତା ଥିଲେ କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ଯ ହେତ୍ର ପିତାଥିଲେ। ହେତ୍ ହେଲେ ହିଟାତୀଯମାନଙ୍କର ପିତା।
15 Canaã gerou Sidon, seu primogênito, e Het,
16 କିଣାନ ମଧ୍ଯ ୟିବୁଷୀଯ, ଇମାରେୀୟ ଓ ଗିର୍ଗାଶୀଯ ପିତା ଥିଲେ।
16 assim como os jebuseus, os amorreus, os gergeseus,
17 ହିଦ୍ଦୀଯ, ଅର୍କୀଯ ଓ ସୀନିଯ
17 os heveus, os araceus, os sineus,
18 ଅର୍ବଦୀଯ, ସାମରୀଯ ଓ ହମାତୀଯ, ଏହିପରି କିଣାନିଯମାନଙ୍କର ବଂଶ ବ୍ଯାପିଲା।
18 os aradeus, os samareus e os hamateus. Em seguida, as famílias dos cananeus se dispersaram,
19 ତହିଁରେ ସୀଦୋନଠାରୁ ଗରା ରେ ଦିଗକୁ ହସା ପ୍ରର୍ୟ୍ଯନ୍ତ ପୁଣି ସଦୋମ୍, ହ ମାରୋ ଓ ଅଦ୍ମା, ସବୋଯୀମ ଦିଗ ରେ ଲୋଶା ପର୍ୟ୍ଯନ୍ତ କିଣାନୀଯମାନଙ୍କ ବସତିର ସୀମା ଥିଲା।
19 e o território dos cananeus era desde Sidon, na direção de Gerara, até Gaza; e na direção de Sodoma, Gomorra, Adama e Seboim, até Lesa.
20 ନିଜ ନିଜ ଦେଶ ଓ ଗୋଷ୍ଠୀ ରେ ସମାନଙ୍କେ ବଂଶ ଓ ଭାଷାନୁସା ରେ ଓ ସମସ୍ତ ହାମର ସନ୍ତାନ।
20 Estes são os filhos de Cam segundo suas famílias, suas línguas, em seus diversos países e suas nações.
21 ଯଫେତର ବଡ଼ଭାଇ ଶମଙ୍କେର ମଧ୍ଯ ସନ୍ତାନ ସନ୍ତତି ଥିଲେ, ସହେି ଏବର ଯଫେତର ବଡ଼ଭାଇ ହିବ୍ରୁ ବଂଶଧରମାନଙ୍କ ଆଦିପୁରୁଷ ଥିଲେ।
21 Nasceram também filhos a Sem, pai de todos os filhos de Heber, e irmão mais velho de Jafet.
22 ଶମରେ ଏହିସବୁ ସନ୍ତାନ: ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ୍ ଓ ଅରାମ୍।
22 Filhos de Sem: Elão, Assur, Arfaxad, Lud e Arão.
23 ଏହି ଅରାମର ସନ୍ତାନ ଊଷ୍, ହୂଲ, ଗେଥର ଓ ମଶ୍।
23 Filhos de Arão: Us, Hul, Geter e Mes.
24 ଏବଂ ଅର୍ଫକ୍ଷଦର ସନ୍ତାନ ଶଲହେ ଓ ଶଲହରେ ସନ୍ତାନ ଏବର।
24 Arfaxad gerou Salé, Salé gerou Heber.
25 ଏହି ଏବରର ଦୁଇ ପୁତ୍ର, ପ୍ରଥମର ନାମ ପଲେଗ୍ କାରଣ ସହେି ସମୟରେ ପୃଥିବୀ ବିଭକ୍ତ ହେଲା। ତାହାର ଭ୍ରାତାର ନାମ ୟକ୍ତନ୍।
25 Heber teve dois filhos: um se chamava Faleg, porque no seu tempo a terra foi dividida, e o outro se chamava Jetã.
26 ଏବଂ ୟକ୍ତନର ପୁତ୍ର ଅଲମାଦେଦ୍ ଓ ଶଲେପ୍, ହତସର୍ମାବତ ଓ ଯରହେ।
26 Jetã gerou Elmodad, Salef, Asarmot, Jaré,
27 ହଦୋରାମ ଓ ଊଷଲ ଓ ଦିକ୍ଲ।
27 Adurão, Uzal, Decla,
28 ଓବଲ ଓ ଅବୀମାଯେଲ୍ ଓ ଶବା।
28 Ebal, Abimael, Saba,
29 ଓଫୀର, ହବୀଲା ଓ ୟୋବବ୍, ଏହି ସମସ୍ତ ୟକ୍ତଲର ସନ୍ତାନ।
29 Ofir, Hevila e Jobab. Estes são os filhos de Jetã.
30 ମଷୋ ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ୟ୍ଯନ୍ତ ସମାନଙ୍କେର ବସତି ଥିଲା।
30 A terra que eles habitavam se estendia desde Mesa, na direção de Sefar, até a montanha do Oriente.
31 ଆପଣା ଦେଶ ରେ ସମାନଙ୍କେର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏ ସମସ୍ତେ ଶମରେ ସନ୍ତାନ।
31 Estes são os filhos de Sem, segundo suas famílias, segundo suas línguas, em seus diversos países e suas nações.
32 ନିଜ ନିଜ ଗୋଷ୍ଠୀ ରେ ସମାନଙ୍କେ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ। ପୁଣି ଜଳପ୍ଲାବନ ପରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀ ରେ ବିଭକ୍ତ ହେଲେ।
32 Tais são as famílias dos filhos de Noé, segundo suas gerações e suas nações. É dele que descendem as nações que se espalharam sobre a terra depois do dilúvio.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Gênesis 10, comparar traduções ou montar um estudo — tudo direto pelo WhatsApp.