Gênesis 11
Oriya Bible (GL_ORIYA) vs NVI
1 ବନ୍ଯାପରେ ପୃଥିବୀ ରେ ଏକ ପ୍ରକାର ଭାଷା କହୁଥିଲେ। ସମସ୍ତ ଲୋକ ଏକ ପ୍ରକାର ଶବ୍ଦ ବ୍ଯବହାର କରୁଥିଲେ।
1 No mundo todo havia apenas uma língua, um só modo de falar.
2 ଲୋକମାନେ ପୂର୍ବ ଦିଗ ରେ ଭ୍ରମଣ କରୁ କରୁ ସମାନେେ ଶିନିଯର ଦେଶ ରେ ଏକ ସମତଳ ଭୂମି ପାଇଲେ। ଲୋକମାନେ ସଠାେରେ ବସତି ଆରମ୍ଭ କଲେ।
2 Saindo os homens do Oriente, encontraram uma planície em Sinear e ali se fixaram.
3 ଲୋକମାନେ କହିଲେ, ଆସ ଆମେ ଇଟା ପୋଡ଼ି ଟାଣ କରିବା। ତେଣୁ ଲୋକମାନେ ପଥର ବ୍ଯବହାର ନ କରି ଇଟାକୁ ଘର କରିବା ପାଇଁ ବ୍ଯବହାର କଲେ। ଏବଂ ସମାନେେ ମାଟିଆ ତଲକେୁ ଚୂନ ସ୍ବରୂପ ବ୍ଯବହାର କଲେ।
3 Disseram uns aos outros: "Vamos fazer tijolos e queimá-los bem". Usavam tijolos em lugar de pedras, e piche em vez de argamassa.
4 ଏହାପରେ ଲୋକମାନେ କହିଲେ, ଆସ ଆମ୍ଭ ପାଇଁ ଏକ ନଗର ଓ ଏକ ନଭଶ୍ଚୁମ୍ବୀ ଅଟ୍ଟାଳିକା ନିର୍ମାଣ କରିବା ଆମ୍ଭମାନେେ ଅତି ଜଣାଶୁଣା ହବୋ। ତା ହେଲେ ଆମ୍ଭମାନେେ ପୃଥିବୀର ଚ଼ାରିଆଡ଼େ ବିକ୍ଷିପ୍ତ ହବୋ ନାହିଁ।
4 Depois disseram: "Vamos construir uma cidade, com uma torre que alcance os céus. Assim nosso nome será famoso e não seremos espalhados pela face da terra".
5 ସଦାପ୍ରଭୁ ଲୋକମାନଙ୍କ ଦ୍ବାରା ଦିଆରି ହେଉଥିବା ନଗର ଏବଂ ଦୂର୍ଗ ଦେଖିବାପାଇଁ ଓହ୍ଲାଇ ଆସିଲେ।
5 O Senhor desceu para ver a cidade e a torre que os homens estavam construindo.
6 ସଦାପ୍ରଭୁ କହିଲେ, ଏହି ସମସ୍ତ ଲୋକ ଏକ ଓ ସମାନଙ୍କେର ଭାଷା ଏକ, ସମାନେେ ଏହି କାମ କରିବାକୁ ଏକତ୍ରିତ ହାଇେଛନ୍ତି। ଏହା ତାଙ୍କର ଆରମ୍ଭ ମାତ୍ର। ସମାନେେ ଯେତବେେଳେ ଯାହା ଚ଼ାହିଁବେ ତାହା କରିବେ।
6 E disse o Senhor: "Eles são um só povo e falam uma só língua, e começaram a construir isso. Em breve nada poderá impedir o que planejam fazer.
7 ତେଣୁ ଆସ ତଳକୁ ୟିବା ଏବଂ ସମାନଙ୍କେ ମଧିଅରେ ବିଭିନ୍ନ ଭାଷା ତିଆରି କରିବା। ତେଣୁ ସମାନେେ ପରସ୍ପର ଭାଷା ବୁଝିପାରିବେ ନାହିଁ।
7 Venham, desçamos e confundamos a língua que falam, para que não entendam mais uns aos outros".
8 ଏହିପରି ଭାବରେ ସଦାପ୍ରଭୁ ପୃଥିବୀର ଲୋକମାନଙ୍କୁ ଛିନ୍ନ ବିଛିନ୍ନ କରି ପକାଇଲେ। ତେଣୁ ସହେି ଲୋକମାନେ ନଗର ନିର୍ମାଣ ଶଷେ କରିପାରିଲେ ନାହିଁ।
8 Assim o Senhor os dispersou dali por toda a terra, e pararam de construir a cidade.
9 ସହେି ସ୍ଥାନର ନାମ ବାବିଲ୍ ହେଲା। ଯେ ହତେୁ ସତାପ୍ରଭୁ ସେସ୍ଥାନ ରେ ସମସ୍ତ ପୃଥିବୀର ଭାଷା ରେ ଭଦେ ଜନ୍ମାଇଲେ ଏବଂ ସେସ୍ଥାନରୁ ଲୋକମାନଙ୍କୁ ଛିନ୍ନ ବିଛିନ୍ନ କରାଇଲେ।
9 Por isso foi chamada Babel, porque ali o Senhor confundiu a língua de todo o mundo. Dali o Senhor os espalhou por toda a terra.
10 ଏହା ହେଉଛି ଶମେ ପରିବାରର ବିବରଣୀ, ଯେ ତବେଳେ ଶମେକୁ ଏକଶହ ବର୍ଷ ହାଇେଥିଲା ଏବଂ ବନ୍ଯାର ଦୁଇବର୍ଷ ପରେ ସେ ଅର୍ଫକଷଦର ପିତା ହେଲ।
10 Este é o registro da descendência de Sem: Dois anos depois do Dilúvio, aos 100 anos de idade, Sem gerou Arfaxade.
11 ଏହାପରେ ଅର୍ଫକଷଦର ଜନ୍ମ ପରେ ଶମେ 500 ବର୍ଷ ବଞ୍ଚିଲେ ଓ ପୁତ୍ର ଏବଂ କନ୍ଯାଗଣର ପିତା ହେଲ।
11 E depois de ter gerado Arfaxade, Sem viveu 500 anos e gerou outros filhos e filhas.
12 ଆର୍ଫକଷଦ ପଞ୍ଚତିରିଶ ବର୍ଷ ବଯସ ରେ ଶଲହରେ ପିତା ହେଲ।
12 Aos 35 anos, Arfaxade gerou Salá.
13 ଶଲହରେ ପିତା ହେଲାପରେ, ଆର୍ଫକ୍ଷଦ 403 ବର୍ଷ ବଞ୍ଚିଲେ ଏବଂ ପୁତ୍ର ଓ କନ୍ଯାଗଣ ଲାଭ କଲେ।
13 Depois que gerou Salá, Arfaxade viveu 403 anos e gerou outros filhos e filhas.
14 ଶଲହକେୁ ତିରିଶ ବର୍ଷ ବଯସ ରେ ସେ ଏବରର ପିତା ହେଲ।
14 Aos 30 anos, Salá gerou Héber.
15 ଏବର ଜନ୍ମ ହବୋପରେ ଶଲହେ 403 ବର୍ଷ ବଞ୍ଚିଲା। ସହେି ସମୟ ମଧିଅରେ ସେ ପୁତ୍ର କନ୍ଯାଙ୍କୁ ଜନ୍ମ ଦେଲେ।
15 Depois que gerou Héber, Salá viveu 403 anos e gerou outros filhos e filhas.
16 ଏବରକୁ 34 ବର୍ଷପରେ ତାଙ୍କର ଏକ ପୁତ୍ର ଜନ୍ମିଲା ଯାହାର ନାମ ପଲଗେ।
16 Aos 34 anos, Héber gerou Pelegue.
17 ପଲଗରେ ଜନ୍ମପରେ, ଏବର 430 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ତାଙ୍କର ଅନ୍ୟ ସନ୍ତାନ ସନ୍ତତିମାନେ ଜନ୍ମ ନେଲେ।
17 Depois que gerou Pelegue, Héber viveu 430 anos e gerou outros filhos e filhas.
18 ପଲଗକେୁ ତିରିଶ ବର୍ଷ ବଯସ ରେ ରିଯୁ ନାମକ ଏକ ପୁତ୍ରକୁ ଜନ୍ମ ଦେଲେ।
18 Aos 30 anos, Pelegue gerou Reú.
19 ରିଯର ଜନ୍ମପରେ ପଲଗେ 209 ବର୍ଷ ପଞ୍ଚିଲେ। ସହେି ସମୟରେ ତାଙ୍କର ଅନ୍ୟ ପୁତ୍ର ଓ କନ୍ଯାମାନ ଜନ୍ମ ନେଲେ।
19 Depois que gerou Reú, Pelegue viveu 209 anos e gerou outros filhos e filhas.
20 ରିଯକୁ ବତିଶ ବର୍ଷ ବଯସ ରେ ତାଙ୍କ ଠାରୁ ସରୁଗ ଜନ୍ମ କଲେ।
20 Aos 32 anos, Reú gerou Serugue.
21 ସରୁଗର ଜନ୍ମ ପରେ ରିଯୁ 207 ବର୍ଷ ବଞ୍ଚିଲା। ସହେି ସମୟ ମଧିଅରେ ତାଙ୍କଠାରୁ ଆହୁରି ପୁତ୍ର ଓ କନ୍ଯାଗଣ ଜନ୍ମ ନଇେଥିଲେ।
21 Depois que gerou Serugue, Reú viveu 207 anos e gerou outros filhos e filhas.
22 ସରୁଗ ତିରିଶ ବର୍ଷ ବଯସ ରେ ନାହାରରେ ପିତା ହେଲ।
22 Aos 30 anos, Serugue gerou Naor.
23 ନାହାରରେ ଜନ୍ମ ପରେ ସରୁଗ 200 ବର୍ଷ ଅଧିକ ବଞ୍ଚିଲେ। ସହେି ସମୟରେ ମଧିଅରେ ତାଙ୍କଠାରୁ ଅନ୍ୟ ପୁତ ୍ରକନ୍ଯାମାନ ଜନ୍ମ ନେଲେ।
23 Depois que gerou Naor, Serugue viveu 200 anos e gerou outros filhos e filhas.
24 ନାହାରକେୁ ଅଣତିରିଶ ବର୍ଷ ବଯସ ରେ ତରହକେୁ ଜନ୍ମ ଦେଲେ।
24 Aos 29 anos, Naor gerou Terá.
25 ତରହରେ ଜନ୍ମ ପରେ ନାହାରେ 119 ବର୍ଷ ବଞ୍ଚିଲେ। ସହେି ସମୟରେ ତାଙ୍କଠାରୁ ଅନ୍ୟ ପୁତ୍ରମାନେ ଜନ୍ମ କଲେ।
25 Depois que gerou Terá, Naor viveu 119 anos e gerou outros filhos e filhas.
26 ତରହକେୁ ସତୁରି ବର୍ଷ ବଯସ ରେ ତାଙ୍କର ପୁତ୍ର ଅବ୍ରାମ, ନାହାରେ ଓ ହାରଣ ଜନ୍ମ କଲେ।
26 Aos 70 anos, Terá havia gerado Abrão, Naor e Harã.
27 ଏହା ଅଟେ ତରହରେ ବଂଶାବଳୀ। ତରହେ ଥିଲେ ଅବ୍ରାମ, ନାହାରେ ଓ ହାରୋଣର ପିତା। ହାରୋଣ ଲୋଟକୁ ଜନ୍ମ କଲା।
27 Esta é a história da família de Terá: Terá gerou Abrão, Naor e Harã. E Harã gerou Ló.
28 ହାରୋଣ ଆପଣା ପିତା ତରହରେ ସାକ୍ଷା ସାକ୍ଷାତ ରେ କଲଦୀଯମାନଙ୍କ ଊର୍ ନାମକ ଆପଣା ଜନ୍ମ ଦେଶ ରେ ମଲା।
28 Harã morreu em Ur dos caldeus, sua terra natal, quando ainda vivia Terá, seu pai.
29 ଏହାପରେ ଅବ୍ରାମ ଓ ନାହାରେ ଉଭୟ ବିବାହ କଲେ। ଅବ୍ରାମ ସ୍ତ୍ରୀର ନାମ ସାରୀ ଏବଂ ନାହାରରେ ସ୍ତ୍ରୀ ମିଲ୍କା, ହାରୋଣର କନ୍ଯା। ହାରୋଣର ଅନ୍ୟ ଝିଅର ନାମ ୟିସ୍କା।
29 Tanto Abrão como Naor casaram-se. O nome da mulher de Abrão era Sarai, e o nome da mulher de Naor era Milca; esta era filha de Harã, pai de Milca e de Iscá.
30 ସାରୀ ବନ୍ଧ୍ଯା ଥିଲେ। ତାଙ୍କର କୌଣସି ସନ୍ତାନ ନଥିଲେ।
30 Ora, Sarai era estéril; não tinha filhos.
31 ତରହେ ଆପଣା ପୁତ୍ର ଅବ୍ରାମକୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ ଏବଂ ଅବ୍ରାମଙ୍କ ସ୍ତ୍ରୀ ସାରୀ ପୁତ୍ରବଧୁଙ୍କୁ ସଂଗ ରେ ନଲୋ। ଏବଂ ସେ ସମସ୍ତ କଲଦୀଯମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ଯ ରେ ୟାତ୍ରା କରି ହାରଣ ନଗର ରେ ବସତି ସ୍ଥାପନ କଲେ।
31 Terá tomou seu filho Abrão, seu neto Ló, filho de Harã, e sua nora Sarai, mulher de seu filho Abrão, e juntos partiram de Ur dos caldeus para Canaã. Mas, ao chegarem a Harã, estabeleceram-se ali.
32 ତରହେ ହାରଣ ନଗର ରେ ଥାଇ 205 ବର୍ଷ ରେ ମଲେ।
32 Terá viveu 205 anos e morreu em Harã.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Gênesis 11, comparar traduções ou montar um estudo — tudo direto pelo WhatsApp.