Gênesis 12
Oriya Bible (GL_ORIYA) vs ACF
1 ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ଯାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦଖାଇବେି ସହେି ଦେଶକୁ ୟାଅ।
1 Ora, o SENHOR disse a Abrão: Sai-te da tua terra, da tua parentela e da casa de teu pai, para a terra que eu te mostrarei.
2 ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।
2 E far-te-ei uma grande nação, e abençoar-te-ei e engrandecerei o teu nome; e tu serás uma bênção.
3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସମାନଙ୍କେୁ ଆଶୀର୍ବାଦ କରିବି। ଏବଂ ୟିଏ ତୁମ୍ଭକୁ ଅଭିଶାପ ଦବେ ମୁଁ ସମାନଙ୍କେୁ ଅଭିଶାପ ଦବେି। ତୁମ୍ଭ ଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।
3 E abençoarei os que te abençoarem, e amaldiçoarei os que te amaldiçoarem; e em ti serão benditas todas as famílias da terra.
4 ସଦାପ୍ରଭୁଙ୍କର ବାକ୍ଯାନୁସା ରେ ଅବ୍ରାମ ହାରୋଣକୁ ପରିତ୍ଯାଗ କଲେ ଏବଂ ଲୋଟ ମଧ୍ଯ ତାଙ୍କ ସଙ୍ଗ ରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବଯସ ପଞ୍ଚସ୍ତରି ବର୍ଷ ହାଇେଥିଲା।
4 Assim partiu Abrão como o Senhor lhe tinha dito, e foi Ló com ele; e era Abrão da idade de setenta e cinco anos quando saiu de Harã.
5 ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠା ରେ ଆପଣାମାନଙ୍କ ସଂଚ଼ିତ ଧନ ଏବଂ ଲବ୍ଧ ପ୍ରାଣୀମାନଙ୍କୁ ଘନେି କିଣାନ ଦେଶକୁ ୟାତ୍ରା କଲେ।
5 E tomou Abrão a Sarai, sua mulher, e a Ló, filho de seu irmão, e todos os bens que haviam adquirido, e as almas que lhe acresceram em Harã; e saíram para irem à terra de Canaã; e chegaram à terra de Canaã.
6 ଅବ୍ରାମ ସହେି ଦେଶ ମଧ୍ଯ ଦଇେ ଗଲେ, ଶିଖିମ ରେ ପହଞ୍ଚିବା ପର୍ୟ୍ଯନ୍ତ, ମାରେିର ଆଲୋନ୍ ବୃକ୍ଷମୂଳ ରେ ରହିଲେ। ସହେି ସମୟରେ କିଣାନୀଯମାନେ ସହେି ସ୍ଥାନ ରେ ବାସ କଲେ।
6 E passou Abrão por aquela terra até ao lugar de Siquém, até ao carvalho de Moré; e estavam então os cananeus na terra.
7 ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।
7 E apareceu o Senhor a Abrão, e disse: À tua descendência darei esta terra. E edificou ali um altar ao Senhor, que lhe aparecera.
8 ଏହାପରେ ଅବ୍ରାମ ସହେି ସ୍ଥାନ ଛାଡ଼ି ବୈଥଲରେ ପୂର୍ବ ଆଡ଼େ ପର୍ବତକୁ ୟାଇ ନିଜର ତମ୍ବୁ ସ୍ଥାପଲ କଲେ। ସଠାେରେ ପଶ୍ଚିମ ରେ ବୈଥେଲ୍ ଓ ପୂର୍ବ ଦିଗ ରେ ଅଯ ନଗର ଥିଲା। ଏବଂ ସହେିଠା ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ନିର୍ମାଣ କରି ସଦାପ୍ରଭୁଙ୍କ ନାମ ରେ ପ୍ରାର୍ଥନା କଲେ।
8 E moveu-se dali para a montanha do lado oriental de Betel, e armou a sua tenda, tendo Betel ao ocidente, e Ai ao oriente; e edificou ali um altar ao Senhor, e invocou o nome do Senhor.
9 ଏହାପରେ ଅବ୍ରାମ ଭ୍ରମଣ କରୁକରୁ ଦକ୍ଷିଣ ଦିଗକୁ ଗଲେ।
9 Depois caminhou Abrão dali, seguindo ainda para o lado do sul.
10 ସହେି ସମୟରେ ସହେି ଦେଶର ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତେଣୁ ଅବ୍ରାମ ବାସ କରିବା ପାଇଁ ମିଶର ଦେଶକୁ ୟାତ୍ରା କଲେ।
10 E havia fome naquela terra; e desceu Abrão ao Egito, para peregrinar ali, porquanto a fome era grande na terra.
11 ସେ ଯେତବେେଳେ ମିଶର ଦେଶର ନିକଟବର୍ତ୍ତୀ ହେଲେ ଅବ୍ରାମ ନିଜର ସ୍ତ୍ରୀ ସାରୀଙ୍କୁ କହିଲେ, ମୁଁ ଜାଣେ ତୁମ୍ଭେ ଦେଖିବାକୁ ବହୁତ ସୁନ୍ଦର।
11 E aconteceu que, chegando ele para entrar no Egito, disse a Sarai, sua mulher: Ora, bem sei que és mulher formosa à vista;
12 ମିଶରୀଯମାନେ ତୁମ୍ଭକୁ ଦେଖିବେ ଏବଂ ଜାଣିବେ ଯେ, 'ତୁମ୍ଭେ ମାରେ ସ୍ତ୍ରୀ।' ତେଣୁ ସମାନେେ ମାେତେ ମାରି ଦବେେ ଏବଂ ତୁମ୍ଭକୁ ଦୂର ରେ ନଇେଯିବେ।
12 E será que, quando os egípcios te virem, dirão: Esta é sua mulher. E matar-me-ão a mim, e a ti te guardarão em vida.
13 ତେଣୁ ତୁମ୍ଭେ ଲୋକମାନଙ୍କୁ କହିବ, ତୁମ୍ଭେ ମାରେ ଭଉଣୀ ବୋଲି। ସେଥିପାଇଁ ସମାନେେ ମାେତେ ଦୟା ଦଖାଇବେେ। ଏହି ପ୍ରକା ରେ ତୁମ୍ଭେ ମାରେ ପ୍ରାଣକୁ ରକ୍ଷା କରିପାରିବ।
13 Dize, peço-te, que és minha irmã, para que me vá bem por tua causa, e que viva a minha alma por amor de ti.
14 ଯେତବେେଳେ ଅବ୍ରାମ ମିଶରକୁ ପ୍ରବେଶ କଲେ, ମିଶରୀଯମାନେ ସହେି ସୁନ୍ଦରୀ ସ୍ତ୍ରୀଲୋକ ସାରୀଙ୍କୁ ଦେଖିଲେ।
14 E aconteceu que, entrando Abrão no Egito, viram os egípcios a mulher, que era mui formosa.
15 ଏହାପରେ ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁ ରେ ତାଙ୍କର ପ୍ରଶଂସା କଲେ। ଏହାପରେ ସହେି ସ୍ତ୍ରୀଲୋକଟିକୁ ଫାରୋଙ୍କ ଗୃହକୁ ଅଣାଗଲା।
15 E viram-na os príncipes de Faraó, e gabaram-na diante de Faraó; e foi a mulher tomada para a casa de Faraó.
16 ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ଦୟା ଦଖାଇେଲେ, ଏବଂ ତାଙ୍କୁ ଗୋରୁ, ଗର୍ଦ୍ଦଭ, ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।
16 E fez bem a Abrão por amor dela; e ele teve ovelhas, vacas, jumentos, servos e servas, jumentas e camelos.
17 ମାତ୍ର ସଦାପ୍ରଭୁ ଫାରୋ ଏବଂ ତାଙ୍କ ପରିବାର ପ୍ରତି ଭୟଙ୍କର ମହାମାରୀ ଦ୍ବାରା ଶାସ୍ତି ବିଧାନ କଲେ, ଅବ୍ରାମଙ୍କ ସ୍ତ୍ରୀ ସାରୀଙ୍କ କାରଣରୁ।
17 Feriu, porém, o Senhor a Faraó e a sua casa, com grandes pragas, por causa de Sarai, mulher de Abrão.
18 ତେଣୁ ଫାରୋ ଅବ୍ରାମଙ୍କୁ ଡ଼ାକି କହିଲେ, ତୁମ୍ଭେ କାହିଁକି ମାେ ପ୍ରତି ଏପରି ମନ୍ଦ ଆଚ଼ରଣ କଲ? ସାରୀ ତୁମ୍ଭର ସ୍ତ୍ରୀ ବୋଲି ତୁମ୍ଭେ କହି ନଥିଲ! କାହିଁକି?
18 Então chamou Faraó a Abrão, e disse: Que é isto que me fizeste? Por que não me disseste que ela era tua mulher?
19 ତୁମ୍ଭେ କହିଲ ଯେ, ' ସେ ତୁମ୍ଭର ଭଉଣୀ ଥିଲା।' ତୁମ୍ଭେ ଏପରି କାହିଁକି କଲ? ମୁଁ ତାଙ୍କୁ ମାରେ ସ୍ତ୍ରୀ କରି ବିବାହ କରିବାକୁ ଆଣିଲି। କିନ୍ତୁ ମୁଁ ବର୍ତ୍ତମାନ ତାକୁ ଫରୋଇ ଦେଉଛି। ତାଙ୍କୁ ଗ୍ରହଣ କର ଓ ଏଠାରୁ ଫରେିୟାଅ।
19 Por que disseste: É minha irmã? Por isso a tomei por minha mulher; agora, pois, eis aqui tua mulher; toma-a e vai-te.
20 ଫାରୋ ତାଙ୍କର ଲୋକମାନଙ୍କୁ ମିଶରରୁ ତଡ଼ି ଦବୋ ପାଇଁ ଅବ୍ରାମଙ୍କୁ ନିର୍ଦ୍ଦେଶ ଦେଲେ। ତେଣୁ ଅବ୍ରାମ ଓ ତାଙ୍କର ସ୍ତ୍ରୀ ଏବଂ ସମସ୍ତ ଦ୍ରବ୍ଯ ଧରି ସହେି ସ୍ଥାନ ପରିତ୍ଯାଗ କଲେ।
20 E Faraó deu ordens aos seus homens a respeito dele; e acompanharam-no, a ele, e a sua mulher, e a tudo o que tinha.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Gênesis 12, comparar traduções ou montar um estudo — tudo direto pelo WhatsApp.