Gênesis 15

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ଏହି ସବୁ ଘଟିୟିବା ପରେ ସଦାପ୍ରଭୁଙ୍କର ବାକ୍ଯ ଦର୍ଶନ ରେ ଅବ୍ରାମ ନିକଟକୁ ଆସିଲେ। ଏହା କହି, ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦବେି।
1 Depois destas coisas veio a palavra do Senhor a Abrão em visão, dizendo: Não temas, Abrão, eu sou o teu escudo, o teu grandíssimo galardão.
2 କିନ୍ତୁ ଅବ୍ରାମ କହିଲେ, ସଦାପ୍ରଭୁ ପରମେଶ୍ବର, ମାେତେ ପୁରସ୍କାର ଦଇେ କଣ ଭଲ ହବେ? ମୁଁ ସନ୍ତାନ ବିନା ମରିବାକୁ ଯାଉଛି। ସେଥିପାଇଁ ଦମ୍ମସକରେ ମାରେ ମୁଖ୍ଯ ସବେକ ଇଲିଯଜେର ମାରେ ସମ୍ପତ୍ତି ଅଧିକାର କରିବ।
2 Então, disse Abrão: Senhor Jeová , que me hás de dar? Pois ando sem filhos, e o mordomo da minha casa é o damasceno Eliézer.
3 ପୁଣି ଅବ୍ରାମ କହିଲେ, ତୁମ୍ଭେ ମାେତେ ସନ୍ତାନ ଦଲେ ନାହିଁ। ସେଥିପାଇଁ ମାେ ଗୃହର ଜଣେ ସଦସ୍ଯ ମାରେ ଉତ୍ତରାଧିକାରୀ ହବେ।
3 Disse mais Abrão: Eis que me não tens dado semente, e eis que um nascido na minha casa será o meu herdeiro.
4 ତା'ପରେ ସଦାପ୍ରଭୁ ଅବ୍ରାମକୁ କହିଲେ, ଦେଖ ସହେି ଦାସଟି ତୁମ୍ଭର ଉତ୍ତରାଧିକାରୀ ହବେ ନାହିଁ। ମାତ୍ର ଯେ ତୁମ୍ଭ ଔରସ ରେ ଜାତ ହବେ, ସହେି ତୁମ୍ଭର ଉତ୍ତରାଧିକାରୀ ହବେ।
4 E eis que veio a palavra do Senhor a ele, dizendo: Este não será o teu herdeiro; mas aquele que de ti será gerado, esse será o teu herdeiro.
5 ଏହାପରେ ପରମେଶ୍ବର ତାଙ୍କୁ ବାହାରକୁ ନେଲେ ଓ କହିଲେ, ଉର୍ଦ୍ଧ ରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରିପାରିବ। ଏବଂ ସେ ମଧ୍ଯ କହିଲେ, ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ଯକ ହବେେ।
5 Então, o levou fora e disse: Olha, agora, para os céus e conta as estrelas, se as podes contar. E disse-lhe: Assim será a tua semente.
6 ଅବ୍ରାମ ସଦାପ୍ରଭୁଙ୍କୁ ବିଶ୍ବାସ କଲେ ଏବଂ ପରମେଶ୍ବର ତା'ର ବିଶ୍ବାସକୁ ଧାର୍ମିକତା କାର୍ୟ୍ଯ ବୋଲି ବିବଚେନା କଲେ।
6 E creu ele no Senhor , e foi-lhe imputado isto por justiça.
7 ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ମୁଁ ସହେି ସଦାପ୍ରଭୁ, ୟିଏ ତୁମ୍ଭମାନଙ୍କୁ କଲଦୀଯମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦବୋପାଇଁ ବାହାର କରି ଆଣିଲି।
7 Disse-lhe mais: Eu sou o Senhor , que te tirei de Ur dos caldeus, para dar-te a ti esta terra, para a herdares.
8 କିନ୍ତୁ ଅବ୍ରାମ କହିଲେ, ହେ ସଦାପ୍ରଭୁ, ମାରେ ପ୍ରଭୁ ମୁଁ ଯେ ଏ ଦେଶର ଅଧିକାରୀ ହବେି, ତାହା ମୁଁ କିପରି ଜାଣିବି?
8 E disse ele: Senhor Jeová , como saberei que hei de herdá-la?
9 ସଦାପ୍ରଭୁ ଉତ୍ତର ଦେଲେ, ତୁମ୍ଭେ ଏକ ତିନି ବର୍ଷର ବାଛୁରୀ, ଗୋଟିଏ ତିନି ବର୍ଷର ମାଇ ଛଳେି, ଗୋଟିଏ ତିନି ବର୍ଷର ମେଣ୍ଢା, ଗୋଟିଏ କପୋତ ଏବଂ ଗୋଟିଏ ୟୁବା କପୋତ ମାେ ନିକଟକୁ ଆଣ।
9 E disse-lhe: Toma-me uma bezerra de três anos, e uma cabra de três anos, e um carneiro de três anos, e uma rola, e um pombinho.
10 ସେ ସେସବୁକୁ ସେ ପରମେଶ୍ବରଙ୍କ ନିକଟକୁ ଆଣିଲେ ଏବଂ ଦୁଇ ଖଣ୍ଡ କରି କାଟିଲେ, ଏବଂ ସଗେୁଡ଼ିକ ଦୁଇ ଧାଡ଼ି ରେ ରଖି ପ୍ରେତ୍ୟକକ ଅଧାର ଉପରେ ଆଉ ଅଧା ୟୁକ୍ତି ଚ଼ିହ୍ନ ଭାବରେ ରଖିଲେ। କିନ୍ତୁ ସେ ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।
10 E trouxe-lhe todos estes, e partiu-os pelo meio, e pôs cada parte deles em frente da outra; mas as aves não partiu.
11 ଏହାପରେ, ଅନ୍ୟ ବନ୍ଯ ପକ୍ଷୀ ସହେି ମୃତ ପ୍ରାଣୀଙ୍କ ଉପରେ ଝାମ୍ପ ମାରିଲେ ଏବଂ ଅବ୍ରାମ ସମାନଙ୍କେୁ ଘଉଡ଼ାଇ ଦେଲେ।
11 E as aves desciam sobre os cadáveres; Abrão, porém, as enxotava.
12 ଯେତବେେଳେ ସୂର୍ୟ୍ଯାସ୍ତ ହେଉଥିଲା ଅବ୍ରାମ ଘାରେ ନିଦ୍ରା ରେ ଶାଇେ ପଡ଼ିଲେ ଏବଂ ହଠାତ୍ ତାଙ୍କ ଉପରକୁ ଏକ ଭୟଙ୍କର ଅନ୍ଧକାର ଆସିଲା ଓ ସେ ଆତଙ୍କିତ ହାଇଗେଲେ।
12 E, pondo-se o sol, um profundo sono caiu sobre Abrão; e eis que grande espanto e grande escuridão caíram sobre ele.
13 ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭେ ଏ ବିଷଯ ରେ ନିଶ୍ଚିତ ହାଇପୋରିବ, ତୁମ୍ଭର ବଂଶଧର ବିଦେଶ ରେ ପ୍ରବାସୀ ହବେେ ଏବଂ କ୍ରୀତଦାସ ହବେେ ଏବଂ କ୍ଲେଶ ଭୋଗ କରିବେ 400 ବର୍ଷ ପର୍ୟ୍ଯନ୍ତ।
13 Então, disse a Abrão: Saibas, decerto, que peregrina será a tua semente em terra que não é sua; e servi-los-á e afligi-la-ão quatrocentos anos.
14 କିନ୍ତୁ ଯେଉଁ ଜାତିମାନେ ସମାନଙ୍କେୁ କ୍ରୀତଦାସ କଲେ ସମାନଙ୍କେର ମୁଁ ବିଚାର କରିବି ଏବଂ ତାହାପରେ ପ୍ରଚୁର ଧନ ସହିତ ସମାନେେ ସ୍ବାଧୀନ ହବେେ।
14 Mas também eu julgarei a gente à qual servirão, e depois sairão com grande fazenda.
15 ତଥାପି ତୁମ୍ଭ ନିମନ୍ତେ, ତୁମ୍ଭେ ଶାନ୍ତି ରେ ମରିବ ଏବଂ ତୁମ୍ଭର ପୂର୍ବପୁରୁଷଙ୍କ ସହିତ ମିଳିତ ହବେ ଏବଂ ତୁମ୍ଭେ ବହୁତ ବୃଦ୍ଧ ବଯସ ରେ କବର ପା୍ରପ୍ତ ହବେ।
15 E tu irás a teus pais em paz; em boa velhice serás sepultado.
16 ପୁଣି ଏହି ଦେଶକୁ ତୁମ୍ଭ ବଂଶର ଚ଼ତୁର୍ଥ ପୁରୁଷ ଫରେିବେ। କାରଣ ଯେଉଁ ଇ ମାରେୀଯମାନେ ଏଠା ରେ ବାସ କରନ୍ତି, ସମାନଙ୍କେର ପାପ ଏପର୍ୟ୍ଯନ୍ତ ଶଷେ ହାଇନୋହିଁ।
16 E a quarta geração tornará para cá; porque a medida da injustiça dos amorreus não está ainda cheia.
17 ସୂର୍ୟ୍ଯାସ୍ତ ପରେ, ଯେତବେେଳେ ଏହା ଘାରେ ଅନ୍ଧକାର ହେଲା, ଏକ ଧୂଆଁ ବାହାରୁଥିବା ପାତ୍ର ଏବଂ ଜ୍ଯଳନ୍ତ ମଶାଲ ହଠାତ୍ ଦଖାଗେଲା ଏବଂ ତାହା ଦୁଇ ଧାଡ଼ି ରେ ଥିବା ମୃତ ପଶୁଗୁଡ଼ିକର ଖଣ୍ଡସବୁ ମଧ୍ଯ ଦଇେ ଗଲା।
17 E sucedeu que, posto o sol, houve escuridão; e eis um forno de fumaça e uma tocha de fogo que passou por aquelas metades.
18 ସହେିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦଲେି। ମିଶରୀଯ ନଦୀଠାରୁ ମହାନ ନଦୀ ଫରାତ୍ ପର୍ୟ୍ଯନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦଲେି।
18 Naquele mesmo dia, fez o Senhor um concerto com Abrão, dizendo: À tua semente tenho dado esta terra, desde o rio do Egito até ao grande rio Eufrates,
19 କନେୀଯମାନଙ୍କର, କନଜୀଯମାନଙ୍କର ଓ କଦ୍ମୋନୀଯମାନଙ୍କର ଭୂମି ଏହିସବୁ ।
19 e o queneu, e o quenezeu, e o cadmoneu,
20 ହୀତ୍ତୀଯମାନଙ୍କର, ପରିଜୀଯମାନଙ୍କର ଓ ରଫାଯୀଯମାନଙ୍କର
20 e o heteu, e o ferezeu, e os refains,
21 ଇ ମାରେୀଯମାନଙ୍କର, କିଣାନୀଯମାନଙ୍କର ,ଓ ଗିର୍ଗାଶୀଯମାନଙ୍କର ଓ ୟିବୁଶୀଯମାନଙ୍କର ଦେଶ ତୁମ୍ଭକୁ ଦଲେି।
21 e o amorreu, e o cananeu, e o girgaseu, e o jebuseu.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Gênesis 15, comparar traduções ou montar um estudo — tudo direto pelo WhatsApp.