Gênesis 17

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ଯେତବେେଳେ ଅବ୍ରାମକୁ ଅନେଶ୍ବତ ବର୍ଷ ସେତବେେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ସର୍ବଶକ୍ତିମାନ ପରମେଶ୍ବର। ଉତ୍ତମ କାର୍ୟ୍ଯମାନ କର। ମାେତେ ମାନ ଏବଂ ନିଷ୍ଠାପର ଜୀବନୟାପନ କର।
1 Quando Abrão estava com noventa e nove anos de idade o Senhor lhe apareceu e disse: "Eu sou o Deus Todo-poderoso; ande segundo a minha vontade e seja íntegro.
2 ଯଦି ତୁମ୍ଭେ ଏପରି କର, ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବାକୁ ପ୍ରସ୍ତୁତ ଅଛି। ମୁଁ ପ୍ରତିଜ୍ଞା କରୁଛି ତୁମ୍ଭର ଲୋକମାନଙ୍କୁ ନଇେ ମୁଁ ଏକ ବିରାଟ ଜାତି ସୃଷ୍ଟି କରିବି।
2 Estabelecerei a minha aliança entre mim e você e multiplicarei muitíssimo a sua descendência".
3 ତହିଁରେ ଅବ୍ରାମ ପରମେଶ୍ବରଙ୍କଠା ରେ ମଥାନତ କଲେ। ପରମେଶ୍ବର ତାଙ୍କୁ କହିଲେ,
3 Abrão prostrou-se, rosto em terra, e Deus lhe disse:
4 ଏହା ହେଉଛି ତୁମ୍ଭ ସହିତ ମାରଚେୁକ୍ତିର ଏକ ଅଂଶ। ମୁଁ ତୁମ୍ଭକୁ ବହୁଜାତିର ପିତା କରିବି।
4 "De minha parte, esta é a minha aliança com você. Você será o pai de muitas nações.
5 ମୁଁ ତୁମ୍ଭର ନାମ ପରିବର୍ତ୍ତନ କରି ଦବେି। ତୁମ୍ଭର ନାମ ଅବ୍ରାମ ରହିବ ନାହିଁ। ତୁମ୍ଭର ନାମ ଅବ୍ରହାମ ରହିବ। ମୁଁ ତୁମ୍ଭକୁ ଏପରି ନାମ ଦବେି କାରଣ ମୁଁ ତୁମ୍ଭକୁ ଅନକେ ଜାତିଗଣର ଜନକ କରିବି।
5 Não será mais chamado Abrão; seu nome será Abraão, porque eu o constituí pai de muitas nações.
6 ଆମ୍ଭେ ତୁମ୍ଭକୁ ବହୁତ ବଂଶଧର କରିବୁ। ନୂଆ ଜାତି ଓ ନୂତନ ରାଜା ତୁମ୍ଭଠାରୁ ସୃଷ୍ଟି ହବେେ।
6 Eu o tornarei extremamente prolífero; de você farei nações e de você procederão reis.
7 ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।
7 Estabelecerei a minha aliança como aliança eterna entre mim e você e os seus futuros descendentes, para ser o seu Deus e o Deus dos seus descendentes.
8 ବର୍ତ୍ତମାନ ତୁମ୍ଭେ ଯେଉଁ ଦେଶ ରେ ଅସ୍ଥାଯୀ ଭାବରେ ବାସ କରୁଅଛ ତାହା ଚିରଦିନ ପାଇଁ ତୁମ୍ଭର ହବେ। ମୁଁ ତୁମ୍ଭକୁ ଏବଂ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କୁ କିଣାନର ସମଗ୍ର ଦେଶ ଚିରକାଳ ପାଇ ଦବେି ଏବଂ ମୁଁ ସମାନଙ୍କେର ପରମେଶ୍ବର ହବେି।
8 Toda a terra de Canaã, onde agora você é estrangeiro, darei como propriedade perpétua a você e a seus descendentes; e serei o Deus deles.
9 ଏବଂ ପରମେଶ୍ବର ଅବ୍ରହାମଙ୍କୁ କହିଲେ, ବର୍ତ୍ତମାନ ଏହା ତୁମ୍ଭର ଚୁକ୍ତିର ଏକ ଅଂଶ।ତୁମ୍ଭେ ତୁମ୍ଭର ବଂଶ ଆମ୍ଭର ଚୁକ୍ତିକୁ ମାନି ଚଳିବ।
9 "De sua parte", disse Deus a Abraão, "guarde a minha aliança, tanto você como os seus futuros descendentes.
10 ଏହି ଚୁକ୍ତିକୁ ତୁମ୍ଭମାନେେ ନିଶ୍ଚଯ ପାଳନ କରିବ। ଏହା ହେଉଛି ତୁମ୍ଭ ଓ ମାେ ମଧିଅରେ ଚୁକ୍ତି ଏବଂ ଏହା ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ। ତାହା ଏହି ପ୍ରେତ୍ୟକକ ଜନ୍ମ ହବୋ ପୁରୁଷକୁ ନିଶ୍ଚଯ ସୁନ୍ନତ କରାୟିବ।
10 Esta é a minha aliança com você e com os seus descendentes, aliança que terá que ser guardada: Todos os do sexo masculino entre vocês serão circuncidados na carne.
11 ତୁମ୍ଭମାନେେ ନିଶ୍ଚଯ ସୁନ୍ନତ ହବେ। ଏହା ତୁମ୍ଭମାନଙ୍କର ନିଯମର ଚିହ୍ନ ହବେ।
11 Terão que fazer essa marca, que será o sinal da aliança entre mim e vocês.
12 ତୁମ୍ଭର ପୁତ୍ରମାନଙ୍କୁ ଯେତବେେଳେ ଆଠଦିନ ହବେ, ତୁମ୍ଭେ ସେତବେେଳେ ସମାନଙ୍କେୁ ସୁନ୍ନତ କରିବ। ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ଦାସମାନଙ୍କର, ତୁମ୍ଭର ଘ ରେ ଯେଉଁମାନେ ଜନ୍ମ ହାଇେଛନ୍ତି, ଯେଉଁମାନେ ବିଦେଶରୁ କିଣା ୟାଇଅଛନ୍ତି, ସମସ୍ତ ପୁତ୍ରଗଣଙ୍କୁ ସୁନ୍ନତ କରାୟିବ।
12 Da sua geração em diante, todo menino de oito dias de idade entre vocês terá que ser circuncidado, tanto os nascidos em sua casa quanto os que forem comprados de estrangeiros e que não forem descendentes de vocês.
13 ସେଥିବାଇଁ ତୁମ୍ଭର ସମସ୍ତ ପୁରୁଷ ସବେକଗଣ ନିଶ୍ଚଯ ସୁନ୍ନତ ହବେେ ଓ ତୁମ୍ଭମାନଙ୍କର ଶରୀର ରେ, ଚୁକ୍ତି ହିସାବ ରେ ମାରେ ଚିରନ୍ତନ ଚିହ୍ନ ରହିବ।
13 Sejam nascidos em sua casa, sejam comprados, terão que ser circuncidados. Minha aliança, marcada no corpo de vocês, será uma aliança perpétua.
14 ଯେଉଁ ମନୁଷ୍ଯମାନଙ୍କର ସୁନ୍ନତ ହାଇନୋହିଁ, ସମାନଙ୍କେୁ ତା'ର ଲୋକମାନଙ୍କଠାରୁ ବାସନ୍ଦ କରାୟିବ। କାହିଁକି? କାରଣ ସେ ମାରେ ଚୁକ୍ତି ଭଙ୍ଗ କରିଛି।
14 Qualquer do sexo masculino que for incircunciso, que não tiver sido circuncidado, será eliminado do meio do seu povo; quebrou a minha aliança".
15 ପରମେଶ୍ବର ଅବ୍ରହାମଙ୍କୁ କହିଲେ, ମୁଁ ତୁମ୍ଭ ସ୍ତ୍ରୀ ସାରୀର ଏକ ନୂତନ ନାମକରଣ କରିବି। ତାଙ୍କର ନୂତନ ନାମ ସାରା ହବେ।
15 Disse também Deus a Abraão: "De agora em diante sua mulher já não se chamará Sarai; seu nome será Sara.
16 ମୁଁ ତାଙ୍କୁ ଆଶୀର୍ବାଦ କରିବି। ମୁଁ ତାଙ୍କ କୋଳ ରେ ଏକ ପୁତ୍ର ଦବେି। ଏବଂ ତୁମ୍ଭେ ତା'ର ପିତା ହବେ। ସେ ବହୁ ଜାତିର ଆଦିମାତା ହବେ। ଜାତିଗଣର ରାଜାମାନେ ତାଙ୍କଠାରୁ ଜନ୍ମ ନବେେ।
16 Eu a abençoarei e também por meio dela darei a você um filho. Sim, eu a abençoarei e dela procederão nações e reis de povos".
17 ଅବ୍ରାମ ମୁହଁ ତଳକୁ କରି ଭୂମିରେ ପଡ଼ିଲେ ଓ ହସିଲେ। ସେ ନିଜକୁ କହିଲେ, କଣ ଜଣେ 100 ବର୍ଷର ଲୋକ କୌଣସି ସ୍ତ୍ରୀକୁ ଗର୍ଭବତୀ କରାଇପାରିବ? କଣ ସାରା ନବେ ବର୍ଷ ରେ ପିଲା ଧାରଣ କରିପାରିବ?
17 Abraão prostrou-se, rosto em terra; riu-se e disse a si mesmo: "Poderá um homem de cem anos de idade gerar filhos? Poderá Sara dar à luz aos noventa anos? "
18 ଏହାପରେ ଅବ୍ରହାମ ପରମେଶ୍ବରଙ୍କୁ କହିଲେ, ମୁଁ ଇଛାକରୁଛି ଯେ, ତୁମ୍ଭେ ଇଶ୍ମାଯଲକେୁ ଅନୁଗ୍ରହ କରିବ।
18 E Abraão disse a Deus: "Permite que Ismael seja o meu herdeiro! "
19 ପରମେଶ୍ବର କହିଲେ, ନାଁ, ମୁଁ କହିଲେ, ତୁମ୍ଭର ସ୍ତ୍ରୀ ସାରା, ପୁତ୍ର ଜନ୍ମ କରିବ। ତୁମ୍ଭେ ତା'ର ନାମ ଇସ୍ହାକ ରଖିବ। ମୁଁ ତାଙ୍କ ସହିତ ଚୁକ୍ତି କରିବି। ସହେି ଚୁକ୍ତି ତୁମ୍ଭର ବଂଶଧରମାନଙ୍କ ପାଇଁ ଚିରକାଳସ୍ଥାଯୀ ହବେ।
19 Então Deus respondeu: "Na verdade Sara, sua mulher, lhe dará um filho, e você lhe chamará Isaque. Com ele estabelecerei a minha aliança, que será aliança eterna para os seus futuros descendentes.
20 ମୁଁ ଇଶ୍ମାଯଲେ ବିଷଯ ରେ ତୁମ୍ଭର ଅନୁ ରୋଧ ଶୁଣିଛି। ମୁଁ ତାଙ୍କୁ ଆଶୀର୍ବାଦ କରିବି। ତା'ର ବହୁସନ୍ତାନ ଜନ୍ମ ହବେେ। ତାହାଠାରୁ ବାରଜଣ ଅଧିପତି ଜନ୍ମ ନବେେ ତାଙ୍କର ପରିବାର ଏକ ବିରାଟ ଜାତି ହବେ।
20 E no caso de Ismael, levarei em conta o seu pedido. Também o abençoarei; eu o farei prolífero e multiplicarei muito a sua descendência. Ele será pai de doze príncipes e dele farei um grande povo.
21 କିନ୍ତୁ ମାରେ ଚୁକ୍ତି ଇସ୍ହାକ ସହିତ ହବେ। ସାରା ଇସ୍ହାକକୁ ଜନ୍ମ ଦବେ। ଆସନ୍ତା ବର୍ଷ ଏହି ସମୟରେ ଇସ୍ହାକ ଜନ୍ମ ନବେ।
21 Mas a minha aliança, eu a estabelecerei com Isaque, filho que Sara lhe dará no ano que vem, por esta época".
22 ପରମେଶ୍ବର ଅବ୍ରହାମଙ୍କ ସହିତ କଥା ହାଇେ ସାରିବାପରେ ସ୍ବର୍ଗକୁ ଚାଲି ଗଲେ।
22 Quando terminou de falar com Abraão, Deus subiu e retirou-se da presença dele.
23 ତା'ପରେ ଠିକ୍ ସହେିଦିନ ଅବ୍ରହାମ ଇଶ୍ମାଯଲେ ଓ ତାଙ୍କର ସମସ୍ତ ସବେକଗଣଙ୍କୁ ଏବଂ ଦାସଗଣଙ୍କୁ ଏକତ୍ରୀତ କଲେ। ଅବ୍ରହାମ ମଧ୍ଯ କ୍ରିତଦାସମାନଙ୍କୁ ଏକତ୍ରୀତ କଲେ। ଅବ୍ରହାମ ପରିବାରର ସମସ୍ତ ପୁରୁଷଗଣ ଏକତ୍ରିତ ହେଲେ। ଏବଂ ସମସ୍ତେ ସୁନ୍ନତ ହେଲେ। ପରମେଶ୍ବରଙ୍କ ବାକ୍ଯାନୁସା ରେ ଅବ୍ରହାମ ସମାନଙ୍କେୁ ସୁନ୍ନତ କରାଇଲେ।
23 Naquele mesmo dia Abraão tomou seu filho Ismael, todos os nascidos em sua casa e os que foram comprados, todos os do sexo masculino de sua casa, e os circuncidou, como Deus lhe ordenara.
24 ଅବ୍ରହାମ ଅନେଶ୍ବତ ବର୍ଷ ବଯସ ରେ ସୁନ୍ନତ ହେଲେ।
24 Abraão tinha noventa e nove anos quando foi circuncidado,
25 ଇଶ୍ମାଯଲଙ୍କେୁ ଯେତବେେଳେ ତରେ ବର୍ଷ ବଯସ ହାଇେଥିଲା ସେତବେେଳେ ସେ ସୁନ୍ନତ ହେଲେ।
25 e seu filho Ismael tinha treze;
26 ଅବ୍ରହାମ ଏବଂ ତାଙ୍କର ପୁତ୍ର ଇଶ୍ମାଯଲେ ସହେି ଗୋଟିଏ ଦିନ ରେ ସୁନ୍ନତ ହେଲେ।
26 Abraão e seu filho Ismael foram circuncidados naquele mesmo dia.
27 ଯଦିଓ ଅବ୍ରହାମ ପରିବାର ସମସ୍ତ ଲୋକ ସଦେିନ ସୁନ୍ନତ ହେଲେ। ସମସ୍ତ ଦାସ ଏବଂ କ୍ରିତଦାସମାନେ ମଧ୍ଯ ସୁନ୍ନତ ହେଲେ।
27 E com ele foram circuncidados todos os de sua casa, tanto os nascidos em casa como os comprados de estrangeiros.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Gênesis 17, comparar traduções ou montar um estudo — tudo direto pelo WhatsApp.