Gênesis 18

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଏହାପରେ, ପୁନଃର୍ବାର ସଦାପ୍ରଭୁ ଅବ୍ରହାମଙ୍କୁ ମମ୍ରିର ଆଲୋନ ବୃକ୍ଷ ନିକଟରେ ଦଖାଦେେଲେ। ମଧ୍ଯାନ୍ନ ସମୟରେ ଅବ୍ରହାମ ତାଙ୍କର ଦମ୍ବୁର ଦ୍ବାର ଦେଶ ରେ ବସିଥିଲେ।
1 O Senhor apareceu a Abraão nos carvalhos de Mambré, quando ele estava assentado à entrada de sua tenda, no maior calor do dia.
2 ଅବ୍ରହାମ ଦେଖିଲେ ତିନିଜଣ ଲୋକ ତାଙ୍କ ସମ୍ମୁଖ ରେ ଛିଡା ହାଇେଥିଲେ। ଅବ୍ରହାମ ଏହା ଦେଖିବାପରେ ସମାନଙ୍କେ ପାଖକୁ ଧାଇଁଗଲେ ଓ ଭୂମିଷ୍ଠ ହେଲେ।
2 Abraão levantou os olhos e viu três homens de pé diante dele. Levantou-se no mesmo instante da entrada de sua tenda, veio-lhes ao encontro e prostrou-se por terra.
3 ଅବ୍ରହାମ କହିଲେ, ମହାଶୟଗଣ, ଯଦି ତୁମ୍ଭମାନେେ ମାେ ଉପରେ ସନ୍ତୁଷ୍ଟ ଦୟାକରି ତୁମ୍ଭର ଦାସ ନିକଟରେ କିଛି କ୍ଷଣ ରୁହ।
3 "Meus senhores, disse ele, se encontrei graça diante de vossos olhos, não passeis avante sem vos deterdes em casa de vosso servo.
4 ମୁଁ କିଛି ଜଳ ରେ ଆପଣମାନଙ୍କୁ ପଦଧେ ୗତ କରିବି ଓ ଆପଣମାନେ ଏହି ବୃକ୍ଷ ମୂଳ ରେ ଟିକେ ବିଶ୍ରାମ କରନ୍ତୁ।
4 Vou buscar um pouco de água para vos lavar os pés.
5 ମୁଁ ତୁମ୍ଭକୁ ତୃପ୍ତ କରିବା ପାଇଁ କିଛି ଖାଦ୍ୟ ଦବେି। ତା'ପରେ ତୁମ୍ଭେ ତୁମ୍ଭର ୟାତ୍ରା କରିବ।
5 Descansai um pouco sob esta árvore. Eu vos trarei um pouco de pão, e assim restaurareis as vossas forças para prosseguirdes o vosso caminho; porque é para isso que passastes perto de vosso servo." Eles responderam: "Faze como disseste."
6 ଅବ୍ରହାମ ଶିଘ୍ର ତମ୍ବୁ ଭିତରକୁ ପ୍ରବେଶ କରି ସାରାକୁ କହିଲେ, ତିନି ସରେ ଉତ୍ତମ ମଇଦା ନଇେ ଛାଣି ଶିଘ୍ର ରୋଟି ପ୍ରସ୍ତୁତ କର।
6 Abraão foi depressa à tenda de Sara: "Depressa, disse ele, amassa três medidas de farinha e coze pães."
7 ଏହାପରେ ଅବ୍ରହାମ ଗୁହାଳକୁ ଦୌଡ଼ିଗଲା। ଅବ୍ରହାମ ତାଙ୍କର ଏକ ସୁନ୍ଦର ବାଛୁରି ଆଣିଲେ ାଓ ତାଙ୍କର ଦାସକୁ ନିର୍ଦେଶ ଦେଲେ, ଶିଘ୍ର ଏହାକୁ ଖାଦ୍ୟ ପ୍ରସ୍ତୁତ କର।
7 Correu em seguida ao rebanho, escolheu um novilho tenro e bom, e deu-o a um criado que o preparou logo.
8 ଅବ୍ରହାମ କିଛି ରନ୍ଧା ମାଂସ, କିଛି ରୋଟି, ଦୁଗ୍ଧ କିଛି ଛନୋ ଆଣି ସହେି ତିନି ଲୋକଙ୍କ ସମ୍ମୁଖ ରେ ରଖିଲେ। ଅବ୍ରହାମ ତାଙ୍କ ନିକଟରେ ଛିଡ଼ା ହାଇେ ଖାଇବାକୁ ନିବଦନେ କଲେ। ସମାନେେ ସହେି ବୃକ୍ଷ ମୂଳେ ତାହା ଭୋଜନ କଲେ।
8 Tomou manteiga e leite e serviu aos peregrinos juntamente com o novilho preparado, conservando-se de pé junto deles, sob a árvore, enquanto comiam.
9 ଏହାପରେ ସହେି ଲୋକମାନେ ପଚାରିଲେ, ତୁମ୍ଭର ସ୍ତ୍ରୀ ସାରା କେଉଁଠା ରେ?
9 E disseram-lhe: "Onde está Sara, tua mulher?" "Ela está na tenda", respondeu ele.
10 ତହୁଁ ସେ କହିଲେ, ବସନ୍ତ ସମୟରେ ଆମ୍ଭେ ପୁନ୍ନରାଯ ତୁମ୍ଭ ତମ୍ବୁକୁ ଆସିବୁ। ଏହି ସମୟରେ ତୁମ୍ଭ ସ୍ତ୍ରୀ ଏକ ପୁତ୍ର ସନ୍ତାନ ଜନ୍ମ ଦବେ।
10 E ele disse-lhe: "Voltarei à tua casa dentro de um ano, a esta época; e Sara, tua mulher, terá um filho." Ora, Sara ouvia por detrás, à entrada da tenda.
11 ବର୍ତ୍ତମାନ ଅବ୍ରହାମ ଓ ସାରା ବହୁତ ବୃଦ୍ଧ ହେଲେ। ସାରାର ପିଲା ଜନ୍ମ କରିବା ବଯସ ଅତିକ୍ରମ ହାଇେଥିଲା।
11 {Abraão e Sara eram velhos, de idade avançada, e Sara tinha já passado da idade.}
12 ତେଣୁ ସାରା ଶୁଣିଥିବା କଥାକୁ ବିଶ୍ବାସ କରିପାରିଲା ନାହିଁ। ସେ ନିଜକୁ ନିଜେ ହସିଲା ଏବଂ କହିଲା, ମୁଁ ଏବଂ ମାରେ ସ୍ବାମୀ ବର୍ଦ୍ଧକ୍ଯ ରେ ଉପନୀତ। ପିଲା ଜନ୍ମ କରିବା ପାଇଁ, ଆମ୍ଭେ ବହୁତ ବୁଢ଼ା ବୁଢ଼ି ହାଇୟୋଇଛୁ।
12 Ela pôs-se a rir secretamente: "Velha como sou, disse ela consigo mesma, conhecerei ainda o amor? E o meu senhor também é já entrado em anos."
13 ଏହାପରେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, ସାରା ହସି କହୁଛି ସେ ପିଲା ଜନ୍ମ କରିବା ପାଇଁ ବେଶି ବୁଢ଼ି ହାଇୟୋଇଛି।
13 O Senhor disse a Abraão: "Por que se riu Sara, dizendo: 'Será verdade que eu teria um filho, velha como sou?'
14 ସଦାପ୍ରଭୁଙ୍କ ପାଇଁ କ'ଣ କିଛି କଷ୍ଟସାଧ୍ଯ? ନାଁ! ମୁଁ ନୁଶ୍ଚିତ ଏହି ବସନ୍ତ ରେ ପୁନ୍ନରାଯ ଏଠାକୁ ଆସିବି, ମୁଁ କହୁଛି ପୁନ୍ନରାଯ ଆସିବି। ଏବଂ ତୁମ୍ଭର ସ୍ତ୍ରୀ ସାରା ଏକ ପୁତ୍ରସନ୍ତାନ ଜନ୍ମ ଦବେ।
14 Será isso porventura uma coisa muito difícil para o Senhor? Em um ano, a esta época, voltarei à tua casa e Sara terá um filho."
15 କିନ୍ତୁ ସାରା ଅସ୍ବୀକାର କରି କହିଲା, ମୁଁ ହସି ନଥିଲି! ସହେିପରି ଭୟ ରେ କହିଥିଲି।
15 Sara protestou: "Eu não ri", disse ela, pois tinha medo. Mas o Senhor disse-lhe: "Sim, tu riste."
16 ଏହାପରେ ସହେି ତିନିଜଣ ୟିବା ପାଇଁ ଉଠିଲେ, ସମାନେେ ସଦୋମ ଆଡ଼େ ମୁହାଁଇଲେ। ଏବଂ ସମାନେେ ସହେି ବାଟେ ୟିବାକୁ ଆରମ୍ଭ କଲେ। ଅବ୍ରହାମ ତାଙ୍କୁ ବାଟଇେ ଦେଲେ।
16 Os homens levantaram-se e partiram na direção de Sodoma, e Abraão os ia acompanhando.
17 ସଦାପ୍ରଭୁ ନିଜକୁ ନିଜେ କହିଲେ, ମୁଁ ଯାହା କରିବାକୁ ଉଦ୍ଯତ ଅଟେ, ତାହା କଣ ଅବ୍ରହାମକୁ କହିବି?
17 O Senhor disse então: "Acaso poderei ocultar a Abraão o que vou fazer?
18 ଅବ୍ରହାମଠାରୁ ଏକ ମହାନ ଓ ବଳଶାଳି ଗୋଷ୍ଠୀ ଉତ୍ପନ୍ନ ହବେ ଓ ପୃଥିବୀର ୟାବତୀଯ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହବେେ।
18 Pois que Abraão deve tornar-se uma nação grande e poderosa, e todos os povos da terra serão benditos nele.
19 ମୁଁ ତାଙ୍କୁ ମନୋନୀତ କରିଛି। ମୁଁ ଏପରି କଲି, ସେଥିପାଇଁ ସେ ତାଙ୍କର ପିଲାମାନଙ୍କୁ ଓ ବଂଶଧରଙ୍କୁ ନିର୍ଦ୍ଦେଶ ଦବେେ, ଯେଉଁପରି ଭାବରେ ମୁଁ ସମାନଙ୍କେୁ ଜୀବନଧାରଣ କରିବାକୁ ଏବଂ ଯାହା ନ୍ଯାଯ ଓ ଯଥାର୍ଥ ତାହା କରିବାକୁ ଚା ହେଁ। ତା'ପରେ ମୁଁ ସଦାପ୍ରଭୁ, ଯାହା ମୁଁ ପ୍ରତିଜ୍ଞା କଲି ତାହା ମୁଁ କରିବି।
19 Eu o escolhi para que ele ordene aos seus filhos e à sua casa depois dele, que guardem os caminhos do Senhor, praticando a justiça e a retidão, para que o Senhor cumpra em seu favor as promessas que lhe fez."
20 ଏହାପରେ ସଦାପ୍ରଭୁ କହିଲେ, ମୁଁ ଅନକେ ଅଭିଯୋଗ ଶୁଣିଅଛି, ସଦୋମ ଓ ଗୋମରର ଲୋକମାନଙ୍କ ବିରୁଦ୍ଧ ରେ, ସମାନେେ ବହୁତ ପାପ କରିଛନ୍ତି।
20 O Senhor ajuntou: "É imenso o clamor que se eleva de Sodoma e Gomorra, e o seu pecado é muito grande.
21 ତେଣୁ ମୁଁ ସଠାେକୁ ୟିବି ଏବଂ ଦେଖିବି, ଯଦି ସମାନେେ ସପରେି କରିଅଛନ୍ତି, ଯାହା ମୁଁ ଶୁଣିଛି। ଯଦି ନାହିଁ, ମୁଁ ଜାଣିବାକୁ ଚା ହେଁ।
21 Eu vou descer para ver se as suas obras correspondem realmente ao clamor que chega até mim; se assim não for, eu o saberei."
22 ଦୁଇ ଜଣ ଲୋକ ସଦୋମ ଆଡ଼କୁ ଗଲେ, ଯେତବେେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ରହିଲେ।
22 Os homens partiram, pois, na direção de Sodoma, enquanto Abraão ficou em presença do Senhor.
23 ଏହାପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, ହେ ସଦାପ୍ରଭୁ, ଆପଣ କ'ଣ ନୀରିହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବାପାଇଁ ଯୋଜନା କରିଅଛନ୍ତି?
23 Abraão aproximou-se e disse: "Fareis o justo perecer com o ímpio?
24 ଯଦି ପଚାଶ ଜଣ ଧାର୍ମିକ ଲୋକ ସହେି ନଗର ରେ ଥାନ୍ତି, ତୁମ୍ଭେ କ'ଣ କରିବ?ତୁମ୍ଭେ କ'ଣ ସମ୍ପୁର୍ଣରୂପେ ସହେି ଦେଶକୁ ଧ୍ବଂସ କରିବ?ପଚ଼ାଶ ଜଣ ଧାର୍ମିକଙ୍କ ସକା ସେ କଣ ସହେି ସ୍ଥାନ ରକ୍ଷା ନକରି ସଂହାର କରିବେ?
24 Talvez haja cinqüenta justos na cidade: fá-los-eis perecer? Não perdoaríeis antes a cidade, em atenção aos cinqüenta justos que nela se poderiam encontrar?
25 ନିଶ୍ଚଯ ତୁମ୍ଭେ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବ ନାହିଁ। ଯଦି ଏହା ହୁଏ, ତବେେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କଣ ସାରା ପୃଥିବୀର ବିଚାରକର୍ତ୍ତା ଯାହା ନ୍ଯାଯ, ତାହା କରିବେ ନାହିଁ।
25 Não, vós não poderíeis agir assim, matando o justo com o ímpio, e tratando o justo como ímpio! Longe de vós tal pensamento! Não exerceria o juiz de toda a terra a justiça?"
26 ଏହାପରେ ସଦାପ୍ରଭୁ କହିଲେ, ମୁଁ ଯଦି ପଚାଶ ଜଣ ଭଲ ବ୍ଯକ୍ତି ସଦୋମ ରେ ଦେଖିବି, ମୁଁ ସହେି ସହରକୁ ଧ୍ବଂସ କରିବି ନାହିଁ।
26 O Senhor disse: "Se eu encontrar em Sodoma cinqüenta justos, perdoarei a toda a cidade em atenção a eles."
27 ଏହାପରେ ଅବ୍ରହାମ କହିଲେ, ସଦାପ୍ରଭୁ ତୁମ୍ଭ ତୁଳନା ରେ ମୁଁ କବଳେ ଧୂଳି ଓ ପାଉଁଶ। କିନ୍ତୁ ମାେତେ କ୍ଷମା କର ମୁଁ ଏତେ ସାହାସୀ ହାଇେ ଆଉ ଏକ ପ୍ରଶ୍ନ ପଚାରୁଅଛି।
27 Abraão continuou: "Não leveis a mal, se ainda ouso falar ao meu Senhor, embora seja eu pó e cinza.
28 ହାଇପୋ ରେ ସହେି ପଚାଶ ଜଣଙ୍କ ମଧ୍ଯରୁ ପାଞ୍ଚଜଣ ଉଣା ହାଇପୋରନ୍ତି, ତୁମ୍ଭେ କ'ଣ ଏହି ପାଞ୍ଚଜଣଙ୍କ କାରଣରୁ ସହେି ସହରକୁ ଧ୍ବଂସ କରିବେ କି?
28 Se porventura faltarem cinco aos cinqüenta justos, fareis perecer toda a cidade por causa desses cincos?" "Não a destruirei, respondeu o Senhor, se nela eu encontrar quarenta e cinco justos."
29 ଅବ୍ରହାମ ପୁଣି କହିଲେ, ତୁମ୍ଭେ ଯଦି ସଠାେରେ ଚାଳିଶ ଜଣ ଉତ୍ତମ ଲୋକ ଦେଖ ତବେେ କ'ଣ ତୁମ୍ଭେ ନଗରଟିକୁ ଧ୍ବଂସ କରିବ?
29 Abraão insistiu ainda e disse: "Talvez só haja aí quarenta." "Não destruirei a cidade por causa desses quarenta."
30 ଏହାପରେ ଅବ୍ରହାମ କହିଲେ, ହେ ସଦାପ୍ରଭୁ ମାେ ପ୍ରତି କୋର୍ଧ କରନ୍ତୁ ନାହିଁ। ତୁମ୍ଭକୁ ଏହି କଥା ପଚାରିବାକୁ ଦିଅ। ଯଦି ତିରିଶ ଜଣ ଧାର୍ମିକଲୋକ ଥାନ୍ତି, ତବେେ କ'ଣ ସହେି ନଗର ଧ୍ବଂସ କରିବେ?
30 Abraão disse de novo: "Rogo-vos, Senhor, que não vos irriteis se eu insisto ainda! Talvez só se encontrem trinta!" "Se eu encontrar trinta, disse o Senhor, não o farei."
31 ଏହାପରେ ଅବ୍ରହାମ କହିଲେ, ମୁଁ ତୁମ୍ଭଙ୍କୁ କଷ୍ଟ ଦଇେ ପୁନର୍ବାର ପଚାରିବି କି। ଯଦି କୋଡ଼ିଏ ଜଣ ଧାର୍ମିକ ଲୋକ ଥାନ୍ତି, ତବେେ କଣ ତୁମ୍ଭେ ନଗରକୁ ଧ୍ବଂସ କରିବ?
31 Abraão continuou: "Desculpai, se ouso ainda falar ao Senhor: pode ser que só se encontre vinte." "Em atenção aos vinte, não a destruirei."
32 ଏହାପରେ ଅବ୍ରହାମ କହିଲେ, ସଦାପ୍ରଭୁ ମାେ ଉପରେ କୋରଧ କରନ୍ତୁ ନାହିଁ। ମାେତେ ଶଷେ ଥର ପାଇଁ ଅନୁମତି ମିଳୁ। ଯଦି ତୁମ୍ଭେ ସଠାେରେ ଦଶଜଣ ଉତ୍ତମ ଲୋକ ଦେଖ ତବେେ କ'ଣ ତୁମ୍ଭେ ଏପରି କରିବ?
32 Abraão replicou: "Que o Senhor não se irrite se falo ainda uma última vez! Que será, se lá forem achados dez?" E Deus respondeu: "Não a destruirei por causa desses dez."
33 ସଦାପ୍ରଭୁ ଅବ୍ରହାମଙ୍କ ସହିତ କଥା ଶଷେ କଲାପରେ, ସଦାପ୍ରଭୁ ସଠାରୁେ ବିଦାଯ ନେଲେ ଓ ଏହାପରେ ଅବ୍ରହାମ ତାଙ୍କ ତମ୍ବୁକୁ ଫରେିଲେ।
33 E o Senhor retirou-se, depois de ter falado com Abraão, e este voltou para sua casa.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Gênesis 18, comparar traduções ou montar um estudo — tudo direto pelo WhatsApp.