Gênesis 19
Oriya Bible (GL_ORIYA) vs NVT
1 ସହେି ସଂଧ୍ଯା ରେ ଦୁଇଜଣ ସ୍ବର୍ଗଦୂତ ସଦୋମ ରେ ଉପସ୍ଥିତ ହେଲେ। ସହେି ସମୟରେ ଲୋଟ ନଗରଦ୍ବାର ଫାଟକ ନିକଟରେ ବସିଥିଲେ। ସେ ଯେତବେେଳେ ସ୍ବର୍ଗଦୂତଙ୍କୁ ଦେଖିଲେ, ସେ ଉଠିଲେ ଏବଂ ତାଙ୍କୁ ସାକ୍ଷାତ କରିବାକୁ ଗଲେ। ସେ ଭକ୍ତିଭାବରେ ସମାନଙ୍କେୁ ପ୍ରଣାମ କଲେ।
1 Ao anoitecer, os dois anjos chegaram à entrada da cidade de Sodoma. Ló estava sentado ali. Ao avistá-los, levantou-se para recebê-los. Deu-lhes boas-vindas, curvou-se com o rosto no chão
2 ଲୋଟ ସମାନଙ୍କେୁ କହିଲେ, ହେ ମହାଶୟଗଣ ମାରେ ଗୃହକୁ ଆସିବା ହେଉ ଏବଂ ମୁଁ ତୁମ୍ଭମାନଙ୍କର ସବୋ କରିବି। ଆପଣମାନେ ପାଦ ଧୋଇ ମାରେ ଗୃହକୁ ଆସନ୍ତୁ ଏବଂ ଏହିଠା ରେ ରାତ୍ରିୟାପନ କରନ୍ତୁ। ଏହାପରେ ଆସନ୍ତାକାଲି ତୁମ୍ଭମାନେେ ଶିଘ୍ର ଉଠିବ ଏବଂ ତୁମ୍ଭ ୟାତ୍ରା ଚାଲୁ ରଖିବ।
2 e disse: “Meus senhores, venham à minha casa para lavar os pés e sejam meus hóspedes esta noite. Amanhã, poderão levantar-se cedo e seguir viagem”. “Não”, responderam eles. “Passaremos a noite aqui, na praça da cidade.”
3 କିନ୍ତୁ ଲୋଟ ସମାନଙ୍କେୁ ତାଙ୍କର ଗୃହକୁ ୟିବା ପାଇଁ ବାରମ୍ବାର ଅନୁ ରୋଧ କଲେ। ତେଣୁ ସ୍ବର୍ଗଦୂତଗଣ ତାଙ୍କ ଗୃହକୁ ୟିବା ପାଇଁ ରାଜି ହେଲେ। ଲୋଟ ସମାନଙ୍କେୁ କିଛି ଦ୍ରାକ୍ଷାରସ ପିଇବାକୁ ଦେଲେ। ଲୋଟ ସମାନଙ୍କେ ପାଇଁ କିଛି ଖମୀର ଶୂନ୍ଯ ରୋଟୀ ପ୍ରସ୍ତୁତ କଲେ ଓ ସମାନେେ ତାହା ଗ୍ରହଣ କଲେ।
3 Mas Ló insistiu muito e, por fim, eles o acompanharam até sua casa. Ló lhes preparou um banquete completo, com pão fresco sem fermento, e eles comeram.
4 ସହେି ଦୁଇଜଣ ଅତିଥି ବିଛଣାକୁ ୟିବା ପୂର୍ବରୁ, ସଦୋମର ସମସ୍ତ ଲୋକ ୟୁବା ଏବଂ ବୃଦ୍ଧ ପ୍ରେତ୍ୟକକ ଜଣ କୌଣସି ବ୍ଯତିକ୍ରମ ନଥାଇ ଆସିଲେ ଏବଂ ଲୋଟଙ୍କ ଘରକୁ ଘରେିଗଲେ। ତା'ପରେ ସମାନେେ ଲୋଟଙ୍କୁ ଚିତ୍କାର କରି କହିଲେ,
4 Ainda não tinham ido se deitar quando todos os homens de Sodoma, jovens e velhos, chegaram de toda parte da cidade e cercaram a casa.
5 ଆଜି ରାତ୍ର ରେ ଯେଉଁ ଦୁଇଜଣ ମନୁଷ୍ଯ ତୁମ୍ଭ ଘରକୁ ଆସିଥିଲେ ସମାନେେ କାହାନ୍ତି? ସମାନଙ୍କେୁ ବାହାରକୁ ଆଣ ଆମ୍ଭମାନେେ ତାଙ୍କ ସହିତ ୟୌନ ସମ୍ପର୍କ କରିବା।
5 Gritaram para Ló: “Onde estão os homens que vieram passar a noite em sua casa? Traga-os aqui fora para nós, para que tenhamos relações com eles!”.
6 ଲୋଟ ବାହାରକୁ ଗଲା ଓ ଦ୍ବାର ବନ୍ଦ କରି ଦଲୋ।
6 Ló saiu para conversar com os homens e fechou a porta atrás de si.
7 ଲୋଟ ସମାନଙ୍କେୁ କହିଲା, ନା! ଭାଇମାନେ ମୁଁ ତୁମ୍ଭଙ୍କୁ ବିନଯ କରୁଅଛି, ଏପରି କୁକାର୍ୟ୍ଯ କର ନାହିଁ।
7 “Por favor, meus irmãos, não cometam tamanha maldade”, suplicou.
8 ଦେଖ, ମାରଦେୁଇଟି କୁମାରୀ କନ୍ଯା ଅଛନ୍ତି। ମୁଁ ସମାନଙ୍କେୁ ତୁମ୍ଭ ସମ୍ମୁଖକୁ ଆଣୁଛି। ତୁମ୍ଭମାନେେ ଯାହା ଇଛା ସମାନଙ୍କେୁ ପ୍ରତି କର। କିନ୍ତୁ ସହେି ଲୋକମାନଙ୍କୁ କିଛି କର ନାହିଁ। ସମାନେେ ମାେ ଗୃହ ରେ ଅତୀଥି ଥିବାରୁ ମୁଁ ସମାନଙ୍କେୁ ସୁରକ୍ଷା ଦବେି।
8 “Escutem, tenho duas filhas virgens. Deixem-me trazê-las para fora, e vocês poderão fazer com elas o que desejarem. Mas, por favor, deixem os homens em paz, pois são meus hóspedes e estão sob minha proteção.”
9 ଘରକୁ ଘରେି ରହିଥିବା ଲୋକମାନେ ଲୋଟଙ୍କୁ କହିଲେ, ଏହିଠାକୁ ଆସ! ଏହପରେ ପରସ୍ପରକୁ କହିଲେ, ଏହି ଲୋଟ, ଆମ ସହର ରେ ଏକ ଭ୍ରମଣକାରୀ। ବର୍ତ୍ତମାନ ସେ ଆମ୍ଭର ଜୀବନ ଶୈଳକୁ ସମାଲୋଚନା କରିବାକୁ ସାହାସ କରୁଛି! ତା'ପରେ ସହେି ଲୋକମାନେ ସମାନଙ୍କେର ଲୋଟକୁ କହିଲେ, ଆମ୍ଭମାନେେ ସମାନଙ୍କେୁ ଯେତିକି ଆଘାତ କରିବା ପାଇଁ ଯୋଜନା କରିଛୁ ତା' ଅପାକ୍ଷା ଆମ୍ଭେ ତୁମ୍ଭକୁ ଅଧିକ ଆଘାତ କରିବୁ। ସମାନେେ ସମାନଙ୍କେର କଥା ରେ ତା' ଉପରେ ଚାପ ପକାଇଲେ। ଏହାପରେ ସମାନେେ ଅତି ନିକଟତର ହପୋକୁ ଲାଗିଲେ ଓ କବାଟ ଭାଙ୍ଗିବାକୁ ଉଦ୍ଯତ ହେଲେ।
9 “Saia da frente!”, gritaram eles. “Esse sujeito é um estrangeiro que se mudou para a cidade e, agora, age como se fosse nosso juiz! Faremos a você coisas bem piores do que a seus hóspedes!” Então partiram para cima de Ló, tentando arrombar a porta.
10 ମାତ୍ର ସହେି ଦୁଇଜଣ ଲୋକ ହାତ ବଢ଼ାଇ ଲୋଟକୁ ଭିତରକୁ ନଇେ କବାଟ ବନ୍ଦ କରି ଦେଲେ।
10 Os dois anjos, porém, estenderam a mão, puxaram Ló para dentro da casa e trancaram a porta.
11 ତା'ପରେ ବାହା ରେ ଥିବା ସମସ୍ତ ଲୋକ ବୃଦ୍ଧ ଓ ୟୁବା ଅନ୍ଧ ହାଇଗେଲେ। ତେଣୁ ସଇେ ଲୋକମାନେ ଘରର ଫାଟକ ପାଇଲେ ନାହିଁ।
11 Depois, cegaram todos os homens, jovens e velhos, que estavam à porta, de modo que eles se cansaram e desistiram de invadir a casa.
12 ସହେି ଦୁଇ ଜଣ ଲୋଟକୁ କହିଲେ, ତୁମ୍ଭ ପରିବାରର ଅନ୍ୟ କୌଣସି ଲୋକ ଏହି ସହର ରେ ବାସ କରୁଛନ୍ତି କି? ତୁମ୍ଭର ଆଉ ପୁଅ, ଝିଅ, ଜ୍ବାଇଁ ଅଛନ୍ତି କି? ତବେେ ଶିଘ୍ର ଏ ସ୍ଥାନ ପରିତ୍ଯାଗ କରିବା ପାଇଁ ତାଙ୍କୁ କୁହନ୍ତୁ।
12 Os anjos perguntaram a Ló: “Você tem outros parentes na cidade? Tire-os todos daqui: genros, filhos, filhas ou qualquer outro parente,
13 ଆମ୍ଭେ ବର୍ତ୍ତମାନ ଏହି ସହରକୁ ଧ୍ବଂସ କରିବାକୁ ଯାଉଛୁ। ସଦାପ୍ରଭୁ ପରମେଶ୍ବର ଜାଣନ୍ତି ଏହି ଦେଶ କେତେ ଖରାପ ଏବଂ ଏହି ନଗର ଧ୍ବଂସ କରିବା ପାଇଁ ଆମ୍ଭକୁ ପଠାଇଛନ୍ତି।
13 pois estamos prestes a destruir toda a cidade. O clamor contra ela é tão grande que chegou ao S enhor , e ele nos enviou para destruí-la”.
14 ତେଣୁ ଲୋଟ ବାହାରକୁ ୟାଇ ତାଙ୍କର ଜ୍ବାଇଁଙ୍କୁ କହିଲେ, ଶିଘ୍ର ଏ ସହର ପରିତ୍ଯାଗ କର! ପରମେଶ୍ବର ଖୁବଶିଘ୍ର ଏହି ସହର ଧ୍ବଂସ କରିବେ। କିନ୍ତୁ ସହେି ଲୋକମାନେ ଭାବିଲେ ଲୋଟ ସମାନଙ୍କେ ସହିତ ଥଟ୍ଟା ହେଉଛନ୍ତି।
14 Então Ló correu para avisar os noivos de suas filhas: “Saiam depressa da cidade! O S enhor está prestes a destruí-la”. Os rapazes, porém, pensaram que ele estava brincando.
15 ତା'ପରଦିନ ସୁର୍ େଯ୍ଯାଦଯ ପୂର୍ବରୁ ଦୂତମାନେ ଲୋଟକୁ ତପ୍ତର କରାଇ କହିଲେ, ୟାଅ, ତୁମ୍ଭର ସ୍ତ୍ରୀ ଏବଂ ଦୁଇ ଝିଅ ସହିତ ଏସ୍ଥାନ ପରିତ୍ଯାଗ କର, ଯେଉଁମାନେ ତୁମ୍ଭ ସହିତ ରହୁଛନ୍ତି। ତାହାଲେ ତୁମ୍ଭେ ଧ୍ବଂସ ପାଇବ ନାହିଁ, ଯେତବେେଳେ ଏହି ନଗର ଦଣ୍ଡିତ ହବେ।
15 No dia seguinte, ao amanhecer, os anjos insistiram: “Rápido! Tome sua mulher e suas duas filhas que estão aqui! Saia agora mesmo, ou também morrerá quando a cidade for castigada!”.
16 କିନ୍ତୁ ଲୋଟ ତାଙ୍କର ସମୟ ନେଲେ ଏବଂ ଛାଡ଼ିବାକୁ ତତ୍ପର ହେଲେ ନାହିଁ ଧିର ଥିଲେ, ତେଣୁ ସହେି ସ୍ବର୍ଗଦୂତଗଣ ଲୋଟ, ତାଙ୍କ ସ୍ତ୍ରୀ ଏବଂ ତାଙ୍କର ଦୁଇ କନ୍ଯାଙ୍କର ହାତ ଧରି ନିରାପଦସ୍ଥାନକୁ ଆଗଇେ ନେଲେ। ସଦାପ୍ରଭୁ ସମାନଙ୍କେ ପ୍ରତି ସଦଯ ଥିଲେ। ତେଣୁ ସହେି ଦୁଇଜଣ ସ୍ବର୍ଗଦୂତ ଲୋଟର ପରିବାରଙ୍କୁ ନଗର ବାହାରକୁ ନଇଗେଲେ।
16 Visto que Ló ainda hesitava, os anjos o tomaram pela mão, e também sua mulher e as duas filhas, e correram com eles para um lugar seguro, fora da cidade, pois o S enhor foi misericordioso.
17 ସମାନେେ ନଗର ବାହାରକୁ ଆସିବା ମାତ୍ ରେ ଜଣେ ସ୍ବର୍ଗଦୂତ ସମାନଙ୍କେୁ କହିଲେ, ବର୍ତ୍ତମାନ ତୁମ୍ଭର ଜୀବନ ରକ୍ଷା ପାଇଁ ପଛକୁ ନ ଅନାଇଁ ଶିଘ୍ର ଦୌଡ଼। ଏହି ଉପତ୍ୟକାର କୌଣସି ଜାଗା ରେ ରୁହନାହିଁ। ତୁମ୍ଭେ ପର୍ବତ ରେ ପହଁଞ୍ଚିବା ପର୍ୟ୍ଯନ୍ତ ଦୌଡ଼। ଯଦି ତୁମ୍ଭେ ଅଟକି ୟାଅ ତବେେ ଏହି ନଗର ସହିତ ତୁମ୍ଭେ ଧ୍ବଂସ ପାଇୟିବ।
17 Quando estavam em segurança, fora da cidade, um dos anjos ordenou: “Corram e salvem-se! Não olhem para trás nem parem no vale! Fujam para as montanhas, ou serão destruídos!”.
18 କିନ୍ତୁ, ଲୋଟ ସହେି ଦୁଇଜଣ ସ୍ବର୍ଗଦୂତଙ୍କୁ କହିଲେ, ହେ ମହାଶୟଗଣ, ଏପରି ନ ହେଉ।
18 Mas Ló suplicou: “Não, meu senhor!
19 ତୁମ୍ଭେ ମାେତେ ମାହେ ଜୀବନକୁ ରକ୍ଷାକରି, କିଛି ସମୟ ପୂର୍ବରୁ ଆମ୍ଭଙ୍କୁ ଅତ୍ଯନ୍ତ ଦୟା ଓ ଅନୁଗ୍ରହ ଦଖାଇେଛ। କିନ୍ତୁ ମୁଁ ପର୍ବତକୁ ପଳାଇ ୟାଇ ନପା ରେ। ଏହି ବିପତ୍ତି ହୁଏତ ମାେତେ ଧରି ପକାଇବ ଓ ମାରିଦବେ।
19 Os senhores foram muito bondosos comigo, salvaram minha vida e mostraram grande compaixão. Não posso, contudo, ir para as montanhas. A calamidade também me alcançaria ali, e bem depressa eu morreria.
20 ଦେଖ ଏହି ସ୍ଥାନ ନିକଟରେ ଏକ େଛାଟ ସହର ଅଛି। ତୁମ୍ଭେ ମାେତେ ସହେି ସ୍ଥାନକୁ ଦୌଡ଼ି ୟିବାକୁ ଅନୁମତି ଦିଅ। ମୁଁ ସଠାେରେ ନିରାପଦ ରେ ବାସ କରି ପାରିବି। ତାହା ଗୋଟିଏ େଛାଟ ସହର ମାତ୍ର।
20 Vejam, aqui perto há um vilarejo. É um lugar bem pequeno. Por favor, deixem-me ir para lá, e minha vida será salva”.
21 ସ୍ବର୍ଗଦୂତ ଲୋଟକୁ କହିଲେ, ଉତ୍ତମ ଆମ୍ଭେ ତୁମ୍ଭକୁ ଅନୁମତି ଦଲେୁ। ମୁଁ ସହେି ସହରକୁ ଧ୍ବଂସ କରିବି ବାହିଁ।
21 “Está bem”, disse o anjo. “Atenderei a seu pedido. Não destruirei o vilarejo.
22 କିନ୍ତୁ ଶିଘ୍ର ସଠାେକୁ ଦୌଡ଼ିୟାଅ। କାରଣ ଯେ ପର୍ୟ୍ଯନ୍ତ ତୁମ୍ଭମାନେେ ନିରାପଦ ରେ ନ ପହଁଞ୍ଚିଛ, ମୁଁ ସଦୋମକୁ ଧ୍ବଂସ କରିପାରିବି ନାହିଁ। ସହେି ସହରର ନାମ ଥିଲା ସୋଯର କାରଣ ଏହା ଅତି କ୍ଷୁଦ୍ର ଥିଲା।
22 Mas vá logo! Fuja para ele, pois não posso fazer nada enquanto você não chegar lá.” (Isso explica por que a vila era conhecida como Zoar. )
23 ସୂର୍ େଯ୍ଯାଦଯ ହୁଅନ୍ତେ ଲୋଟ ସୋଯର ରେ ପହଞ୍ଚିଗଲେ।
23 Ló chegou a Zoar quando o sol aparecia no horizonte.
24 ଠିକ୍ ସହେି ସମୟରେ, ସଦାପ୍ରଭୁ ସଦୋମ ଏବଂ ହ ମାରେକୁ ଧ୍ବଂସ କଲେ। ସଦାପ୍ରଭୁ ଆକାଶରୁ ସଦୋମ ଓ ହ ମାରୋ ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କଲେ।
24 Então o S enhor fez chover do céu fogo e enxofre sobre Sodoma e Gomorra.
25 ସହେି ନଗରଗୁଡ଼ିକୁ, ସମୁଦାଯ ଉପତ୍ୟକା କ୍ଷେତ୍ରଗୁଡ଼ିକ ଓ ତନ୍ମଧସ୍ଥ ସମସ୍ତ ଲୋକ ଓ ସମସ୍ତ ବୃକ୍ଷଲତା ଧ୍ବଂସ ହାଇଗେଲା।
25 Destruiu-as completamente, além de outras cidades e vilas da planície, e exterminou todos os habitantes e toda a vegetação.
26 ସହେି ସମୟରେ ଲୋଟର ସ୍ତ୍ରୀ ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲେ।
26 A mulher de Ló, porém, olhou para trás enquanto o seguia e se transformou numa coluna de sal.
27 ସହେିଦିନ ପ୍ରତ୍ଯୁଷ ରେ, ଅବ୍ରହାମ ପୂର୍ବେ ଯେଉଁ ସ୍ଥାନ ରେ ଠିଆ ହାଇେ ସଦାପ୍ରଭୁଙ୍କ ସହିତ କଥା ହାଇେଥିଲେ, ସହେି ସ୍ଥାନକୁ ଗଲେ ଓ ଦେଖିଲେ ଯେ,
27 Naquela manhã, Abraão se levantou cedo e correu para o lugar onde tinha estado na presença do S enhor .
28 ସଦୋମ ଓ ହ ମାରୋ ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳକୁ ଅନାନ୍ତେ ସହେି ଦେଶରୁ ଭାଟୀର ଧୂମତୁଲ୍ଯ ଧୂମ ଉଠିବାର ଦେଖିଲେ।
28 Olhou para a planície, em direção a Sodoma e Gomorra, e viu colunas de fumaça subindo do lugar onde antes ficavam as cidades, como fumaça de uma fornalha.
29 ଏହିରୂପେ ସହେି ପ୍ରାନ୍ତର ସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ବର ଅବ୍ରହାମକୁ ମନେ କଲେ। ପୁଣି ଲୋଟ ଯେଉଁ ଯେଉଁ ନଗର ରେ ବାସ କରିଥିଲେ। ସହେି ନଗର ରେ ଉତ୍ପାଟନ ସମୟରେ ସେ ଲୋଟକୁ ତନ୍ମଧ୍ଯରୁ ବାହାର କରୁଥିଲେ।
29 Contudo, Deus atendeu ao pedido de Abraão e salvou Ló, tirando-o do meio da destruição que engoliu as cidades da planície.
30 ଲୋଟ ସୋଯର ରେ ରହିବାକୁ ଭୟ କଲା। ତେଣୁ ସେ ଏବଂ ତାଙ୍କର କନ୍ଯା ରହିବା ପାଇଁ ପର୍ବତକୁ ପଳାଇଲେ, ସମାନେେ ସଠାେରେ ଏକ ଗୁମ୍ଫା ରେ ବାସ କଲେ।
30 Algum tempo depois, Ló deixou Zoar, pois tinha medo do povo de lá, e foi morar numa caverna nas montanhas com suas duas filhas.
31 ଦିନେ ବଡ଼ ଭଉଣୀ ତାଙ୍କର ସାନ ଭଉଣୀକୁ କହିଲା, ଆମ୍ଭର ପିତା ବୃଦ୍ଧ, ସାଧାରଣ ଭାବେ ଆମକୁ ବିବାହ କରିବା ପାଇଁ କହେି ଜଣେ ହେଲେ ନାହାନ୍ତି।
31 Certo dia, a filha mais velha disse à irmã: “Nesta região não resta homem algum com quem possamos ter relações, como fazem todas as pessoas. E logo nosso pai será velho demais para ter filhos.
32 ତେଣୁ ଆସ ଆମ୍ଭେ ଆମ୍ଭର ପିତାଙ୍କୁ ମଦ୍ଯପାନ କରାଇବା ତାହାପରେ ଆମ୍ଭେ ତାଙ୍କ ସହିତ ସହବାସ କରିବା, ଏହି ଉପାଯ ରେ ଆମ୍ଭେ ଆମ୍ଭର ବଂଶ ରକ୍ଷା କରିପାରିବା।
32 Vamos embebedá-lo com vinho e então nos deitaremos com ele. Com isso, preservaremos nossa descendência por meio de nosso pai”.
33 ସହେି ରାତ୍ରି ରେ ସହେି ଦୁଇ ଝିଅ ତାଙ୍କ ପିତାଙ୍କ ନିକଟକୁ ଗଲେ ଏବଂ ତାଙ୍କର ପିତାଙ୍କୁ ମଦ ପିଆଇଲେ। ଏହାପରେ ତାଙ୍କର ବଡ଼ ଝିଅ ତାଙ୍କ ପିତାଙ୍କ ଶଯନ କକ୍ଷକୁ ଗଲା ଏବଂ ତାଙ୍କ ସହିତ ସହବାସ କଲା। ଲୋଟ ପୁରାପୁରି ମାତାଲ ଥିଲା ଏବଂ ଜାଣିପାରିଲା ନାହିଁ ଯେ, ସେ କେତବେେଳେ ତା'ର ବିଛଣାକୁ ଆସିଥିଲା ଏବଂ ସେ କେତବେେଳେ ଉଠି କଠାେରୀରୁ ପରିତ୍ଯାଗ କଲା।
33 Naquela noite, portanto, embebedaram o pai com vinho, e a filha mais velha teve relações com ele. E ele não percebeu quando ela se deitou nem quando se levantou.
34 ତା'ପର ଦିନ ବଡ଼ ଝିଅ ସାନ ଝିଅକୁ କହିଲା, ଗତ ରାତିଲେ ମୁଁ ପିତାଙ୍କ ନିକଟରେ ଶଯନ କରିଥିଲି। ଆସ ତାଙ୍କୁ ପୁଣି ଆଜି ମଦ୍ଯପାନ କରାଇବା, ତା'ପରେ ତୁ ତାଙ୍କ ସାଙ୍ଗ ରେ ୟାଇ ସହବାସ କର। ଏହି ଉପାଯ ରେ ଆମ୍ଭେ ଆମ୍ଭର ସନ୍ତାନମାନଙ୍କୁ ଜନ୍ମ କରିବା। ଆଉ ଆମ୍ଭେ ଆମ୍ଭର ପିତାଙ୍କ ମାଧ୍ଯମ ରେ ଆମ୍ଭର ପରିବାର ନଷ୍ଟ ହବୋରୁ ରକ୍ଷା କରିପାରିବା।
34 Na manhã seguinte, a filha mais velha disse à irmã mais nova: “Ontem à noite, tive relações com nosso pai. Vamos embebedá-lo com vinho outra vez hoje à noite, e você terá relações com ele. Com isso, preservaremos nossa descendência por meio de nosso pai”.
35 ତେଣୁ ସହେି ରାତି ରେ ସେ ଦୁ ହେଁ ମିଶି ତାଙ୍କର ପିତାଙ୍କୁ ମଦ୍ଯପାନ କରାଇଲେ। ତା'ପରେ ତାଙ୍କର ସାନଝିଅ ୟାଇ ତାଙ୍କ ସହିତ ସହବାସ କଲା। ଆଉଥରେ ଲୋଟ ଅତ୍ଯଧିକ ମଦ୍ଯପାନ କରିଥିବାରୁ ତାଙ୍କ ଝିଅ କେତବେେଳେ ଆସି କେତବେେଳେ ସହବାସ କରି ୟାଇଛି ସେ ଜାଣିପାରି ନଥିଲେ।
35 Naquela noite, portanto, voltaram a embebedar o pai com vinho, e a filha mais nova teve relações com ele. Mais uma vez, ele não percebeu quando ela se deitou nem quando se levantou.
36 ଲୋଟଙ୍କର ଦୁଇ ଝିଅ ଏହିପରି ଭାବରେ ଗର୍ଭବତୀ ହେଲେ।
36 Como resultado, as duas filhas de Ló engravidaram do próprio pai.
37 ବଡ଼ଝିଅ ଏକ ପୁତ୍ରକୁ ଜନ୍ମ କଲା। ତାହାର ନାମ ସେ ମାଯାେବୀଯ ରଖିଲା। ମାୟୋବୀଯ ହେଲେ ବର୍ତ୍ତମାନ ମାୟୋବୀଯ ଲୋକମାନଙ୍କର ଆଦିପିତା।
37 Quando a filha mais velha deu à luz um menino, chamou-o de Moabe. Ele se tornou o antepassado do povo conhecido até hoje como moabitas.
38 ସାନ ଝିଅ ଯେଉଁ ପୁତ୍ର ଜନ୍ମ କଲା ତା'ର ନାମ ସେ ଦେଲେ ବିନ-ଅମ୍ମି। ସେ ବର୍ତ୍ତମାନ କାଳର ଅେମ୍ମାନୀୟ ଲୋକମାନଙ୍କର ଆଦିପିତା ଅଟନ୍ତି।
38 Quando a filha mais nova deu à luz um menino, chamou-o de Ben-Ami. Ele se tornou o antepassado do povo conhecido até hoje como amonitas.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Gênesis 19, comparar traduções ou montar um estudo — tudo direto pelo WhatsApp.