Gênesis 22

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଏହିସବୁ ଘଟଣା ଘଟିବାପରେ, ପରମେଶର ଅବ୍ରହାମଙ୍କ ବିଶ୍ବାସକୁ ପରୀକ୍ଷା କରିବାକୁ ନିସ୍ପତ୍ତି ନେଲେ। ପରମେଶ୍ବର ତାଙ୍କୁ କହିଲେ, ଅବ୍ରହାମ!
1 Depois disso, Deus provou Abraão, e disse-lhe: "Abraão!" "Eis-me aqui", respondeu ele.
2 ଏହାପରେ ପରମେଶ୍ବର କହିଲେ, ତୁମ୍ଭର ପୁତ୍ରକୁ ମାରେିଯାକୁ ନିଅ। ମାରେିଯା ରେ ତୁମ୍ଭର ଏକ ମାତ୍ର ସ୍ନହରେ ପୁତ୍ର ଇସ୍ହାକକୁ ମାେ ନିମନ୍ତେ ହାମେର୍ଥେ ବଳିଦାନ କର। ମୁଁ ଯେଉଁ ପର୍ବତକୁ କହିବି ସହେି ପର୍ବତକୁ ନଇେ ସଠାେରେ ହାମବେଳି କର।
2 Deus disse: "Toma teu filho, teu único filho a quem tanto amas, Isaac; e vai à terra de Moriá, onde tu o oferecerás em holocausto sobre um dos montes que eu te indicar."
3 ପ୍ରଭାତ ରେ ଅବ୍ରହାମ ଉଠିଲା ଏବଂ ତାଙ୍କର ଗଧକୁ ସଜାଇଲେ। ଅବ୍ରହାମ ତାଙ୍କର ପୁତ୍ର ଇସ୍ହାକ ଏବଂ ଦୁଇଜଣ ଦାସଙ୍କୁ ତାଙ୍କ ସହିତ ରେ ନେଲେ। ଅବ୍ରହାମ ହାମବେଳି ନିମନ୍ତେ କାଠ କାଟି ପରମେଶ୍ବର କହିଥିବା ସ୍ଥାନକୁ ନଇଗେଲେ।
3 No dia seguinte, pela manhã, Abraão selou o seu jumento. Tomou consigo dois servos e Isaac, seu filho, e, tendo cortado a lenha para o holocausto, partiu para o lugar que Deus lhe tinha indicado.
4 ତୃତୀୟ ଦିନ ରେ ୟାତ୍ରା ପରେ ଅବ୍ରହାମ ନିରୀକ୍ଷଣ କଲା ଓ ଦୂରସ୍ଥାନକୁ ଦେଖିଲା, ଯେଉଁଠାକୁ ସେ ଯାଉଥିଲ।
4 Ao terceiro dia, levantando os olhos, viu o lugar de longe.
5 ଏହାପରେ ଅବ୍ରହାମ ତାଙ୍କର ଦାସମାନଙ୍କୁ କହିଲେ, ତୁମ୍ଭମାନେେ ଗଧ ସହ ଏହିଠା ରେ ଅପେକ୍ଷା କର। ମୁଁ ମାରେପୁତ୍ରକୁ ନଇେ ସହେି ସ୍ଥାନକୁ ଉପାସନା ପାଇଁ ଯାଉଛି। କିଛି ସମୟପରେ ଆମ୍ଭେ ତୁମ୍ଭ ନିକଟକୁ ଫରେି ଆସିବୁ।
5 "Ficai aqui com o jumento, disse ele aos seus servos; eu e o menino vamos até lá mais adiante para adorar, e depois voltaremos a vós."
6 ଅବ୍ରହାମ ତାଙ୍କ ପୁତ୍ରର କାନ୍ଧ ରେ ହାମବେଳି ନିମନ୍ତେ କାଠ ରଖିଲେ ଏବଂ ନିଜେ ଏକ ସ୍ବତନ୍ତ୍ର ଛୁରୀ ଏବଂ ନିଆଁ ନଇେ ଗଲେ। ଏହାପରେ ଦୁଇଜଣ ଏକତ୍ର ହାଇଗେଲେ।
6 Abraão tomou a lenha do holocausto e a pôs aos ombros de seu filho Isaac, levando ele mesmo nas mãos o fogo e a faca. E, enquanto os dois iam caminhando juntos,
7 ଇସ୍ହାକ ତାଙ୍କର ପିତା ଅବ୍ରହାମଙ୍କୁ କହିଲ, ପିତା!
7 Isaac disse ao seu pai: "Meu pai!" "Que há, meu filho?" Isaac continuou: "Temos aqui o fogo e a lenha, mas onde está a ovelha para o holocausto?"
8 ଅବ୍ରହାମ ଉତ୍ତର ଦେଲେ, ହେ ମାରେ ପୁତ୍ର, ପରମେଶ୍ବର ନିଜେ ଉତ୍ସର୍ଗ ପାଇଁ ସହେି ମଷେ ଯୋଗଇବେ।
8 "Deus, respondeu-lhe Abraão, providenciará ele mesmo uma ovelha para o holocausto, meu filho." E ambos, juntos, continuaram o seu caminho.
9 ପରମେଶ୍ବର କହିଥିବା ସ୍ଥାନକୁ ସମାନେେ ଆସିଲେ। ସଠାେରେ ଅବ୍ରହାମ ଏକ ୟଜ୍ଞବଦେୀ ସ୍ଥାପଲ କଲେ ଏବଂ ଏହା ଉପରେ କାଠ ସଜାଡ଼ିଲେ। ଏହାପରେ ଅବ୍ରହାମ ଇସ୍ହାକକୁ ବାନ୍ଧି ୟଜ୍ଞବଦେୀର କାଠ ଉପରେ ଶୁଆଇ ଦେଲେ।
9 Quando chegaram ao lugar indicado por Deus, Abraão edificou um altar; colocou nele a lenha, e amarrou Isaac, seu filho, e o pôs sobre o altar em cima da lenha.
10 ଏହାପରେ ଅବ୍ରହାମ ତାଙ୍କର ଛୁରି ଆଣିଲେ ଏବଂ ଇସ୍ହାକକୁ ହତ୍ଯା କରିବା ପାଇଁ ପ୍ରସ୍ତୁତ ହେଲେ।
10 Depois, estendendo a mão, tomou a faca para imolar o seu filho.
11 କିନ୍ତୁ ଏହାପରେ ସଦାପ୍ରଭୁଙ୍କର ଦୂତ ସ୍ବର୍ଗରୁ ଅବ୍ରହାମକୁ ଡ଼ାକି କହିଲେ, ହେ ଅବ୍ରହାମ, ହେ ଅବ୍ରହାମ!
11 O anjo do Senhor, porém, gritou-lhe do céu: "Abraão! Abraão!" "Eis-me aqui!"
12 ସଦାପ୍ରଭୁଙ୍କର ଦୂତ ଅବ୍ରହାମକୁ କହିଲେ, ତୁମ୍ଭର ପୁତ୍ରକୁ ହତ୍ଯା କର ନାହିଁ କି କିଛି ଆଘାତ କର ନାହିଁ। ବର୍ତ୍ତମାନ ମୁଁ ଦେଖି ପାରୁଛି ଯେ, ତୁମ୍ଭେ ପରମେଶ୍ବରଙ୍କୁ ସମ୍ମାନ କରୁଛ ଏବଂ ତାଙ୍କର ଆଜ୍ଞା ମାନି ଚଳୁଛ। କାରଣ ତୁମ୍ଭେ ତୁମ୍ଭର ଏକମାତ୍ର ପୁତ୍ରକୁ ମାେ ସକାେଶ ଉତ୍ସର୍ଗ କରିବାକୁ କୁଣ୍ଠା ବୋଧ କରିନାହଁ।
12 "Não estendas a tua mão contra o menino, e não lhe faças nada. Agora eu sei que temes a Deus, pois não me recusaste teu próprio filho, teu filho único."
13 ଏହାପରେ ଅବ୍ରହାମ ଏକ ନିରୀକ୍ଷଣ କଲେ ଓ ଏକ ଅଣ୍ଡିରା ମଷେ ଦେଖିଲେ, ତା'ର ଶିଙ୍ଗ ବୁଦା ରେ ବନ୍ଧା ହାଇେଥିଲା। ତେଣୁ ଅବ୍ରହାମ ସହେି ଅଣ୍ଡିରା ମଷେକୁ ଆଣି ହତ୍ଯାକଲେ ଓ ତାହାକୁ ନିଜପୁତ୍ର ବଦଳ ରେ ହାମବେଳିରେ ଉତ୍ସର୍ଗ କଲେ।
13 Abraão, levantando os olhos, viu atrás dele um cordeiro preso pelos chifres entre os espinhos; e, tomando-o, ofereceu-o em holocausto em lugar de seu filho.
14 ତେଣୁ ଅବ୍ରହାମ ସହେି ସ୍ଥାନର ନାମ ଦେଲେ, ୟି ହାବୋ-ୟିରି ଏପରିକି ଆଜି ମଧ୍ଯ ଲୋକମାନେ କୁହନ୍ତି, ପର୍ବତ ରେ ସଦାପ୍ରଭୁ ପ୍ରଦାନ କରନ୍ତି।
14 Abraão chamou a este lugar Javé-yiré, de onde se diz até o dia de hoje: "Sobre o monte de Javé-Yiré."
15 ସଦାପ୍ରଭୁଙ୍କର ଦୂତ ଦ୍ବିତୀୟଥର ଅବ୍ରହାମଙ୍କୁ ସ୍ବର୍ଗରୁ ଡାକିଲେ।
15 Pela segunda vez chamou o anjo do Senhor a Abraão, do céu,
16 ସଦାପ୍ରଭୁଙ୍କର ଦୂତ କହିଲେ, ତୁମ୍ଭର ଏକମାତ୍ର ପୁତ୍ର ଆମ୍ଭକୁ ଦବୋକୁ ସମ୍ମତ ହେଲ, ତୁମ୍ଭେ ଏପରି କଲ କାରଣ ମାେ ପାଇଁ। ମୁଁ ତୁମ୍ଭକୁ ଏହି ପ୍ରତିଜ୍ଞା କରାଇଥିଲି। ମୁଁ ସହେି ସଦାପ୍ରଭୁ ପ୍ରତିଜ୍ଞା କରିଥିଲି ଯେ,
16 e disse-lhe: "Juro por mim mesmo, diz o Senhor: pois que fizeste isto, e não me recusaste teu filho, teu filho único, eu te abençoarei.
17 ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ଯ ଓ ସମୁଦ୍ର କୂଳର ଅସଂଖ୍ଯ ବାଲି ତୁଲ୍ଯ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସହେି ସହର ରେ ବାସକରିବ।
17 Multiplicarei a tua posteridade como as estrelas do céu, e como a areia na praia do mar. Ela possuirá a porta dos teus inimigos,
18 ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରାପ୍ତ ହବେେ। ଆମ୍ଭେ ଏପରି କରିବୁ କାରଣ ତୁମ୍ଭେ ମାରେ ବାକ୍ଯ ମାନିଅଛ।
18 e todas as nações da terra desejarão ser benditas como ela, porque obedeceste à minha voz."
19 ଏହାପରେ ଅବ୍ରହାମ ତାଙ୍କର ଦାସଗଣ ନିକଟକୁ ଫରେିଗଲେ। ଏହାପରେ ସମାନେେ ସମସ୍ତେ ବରେଶବୋକୁ ଫରେିଗଲେ। ଏବଂ ଅବ୍ରହାମ ସଠାେରେ ବାସକଲେ।
19 Abraão voltou então para os seus servos, e foram juntos para Bersabéia, onde fixou sua residência.
20 ଏହିସବୁ ଘଟଣା ଘଟିୟିବା ପରେ , ଅବ୍ରହାମକୁ ଏକ ବାର୍ତ୍ତା ପଠାଗଲା। ବର୍ତ୍ତାଟି ଏହିପରି ଥିଲା, ତୁମ୍ଭର ଭାଇ ନା ହରେ ଏବଂ ତାଙ୍କର ସ୍ତ୍ରୀ ମିଲ୍କା ସନ୍ତାନ ପ୍ରସବ କରିଅଛି।
20 Depois desses acontecimentos, vieram dizer a Abraão: "Melca deu também filhos a Nacor, teu irmão:
21 ତାହାର ଜେଷ୍ଠପୁତ୍ର ଊଷ, ତାହାର ଭାଇ ବୂଷ ଓ ଅରାମର ପିତା କମୂଯଲେ।
21 Hus, o primogênito, Buz, seu irmão, Camuel, pai de Arão,
22 ଏହାପରେ, କଷେଦ୍, ହସୋ, ପିଲଦଶ୍, ୟିଦ୍ଲଫ୍ ଓ ବଥୂଯଲେ।
22 Cased, Azau, Feldas, Jedlaf e Batuel."
23 ସହେି ବଥୂଯଲରେ କନ୍ଯା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହାରେ ନିମନ୍ତେ ଜନ୍ମ କଲା।
23 {Batuel foi o pai de Rebeca.} Estes são os oito filhos que Melca deu a Nacor, irmão de Abraão.
24 ଏବଂ ନାହାରରେ ରୂମା ନାମ୍ନୀ ଦାସୀଠାରୁ ଟବହେ, ଗହନ୍, ତହଶ୍ ଓ ମାଖା ଏମାନେ ଜନ୍ମ ନେଲେ।
24 Sua concubina, chamada Reuma, teve também filhos: Tabée, Gaam, Taas e Maaca.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Gênesis 22, comparar traduções ou montar um estudo — tudo direto pelo WhatsApp.