Gênesis 23

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ସାରା 127 ବର୍ଷ ବଞ୍ଚିଲେ।
1 Sara viveu cento e vinte e sete anos
2 ସାରା କିଣାନ ଦେଶସ୍ଥ କିରିଯଥ ପର୍ବତ ହିବ୍ରୋଣ ରେ ମଲେ। ଅବ୍ରହାମ ଏଥିପାଇଁ ମନ ଦୁଃଖ କଲେ ଓ କ୍ରନ୍ଦନ କଲେ।
2 e morreu em Quiriate-Arba, que é Hebrom, em Canaã; e Abraão foi lamentar e chorar por ela.
3 ଏହାପରେ ଅବ୍ରହାମ ସହେି ମୃତ ଦହକେୁ ଛାଡ଼ି ହତରେମାନଙ୍କୁ କହିଲେ। ସେ ସମାନଙ୍କେୁ କହିଲେ,
3 Depois Abraão deixou ali o corpo de sua mulher e foi falar com os hititas:
4 ମୁଁ ତୁମ୍ଭମାନଙ୍କ ଦେଶ ରେ ଏକା ବିଦେଶୀ ଅଟେ। ମାରେ ସ୍ତ୍ରୀକୁ କବର ଦବୋପାଇଁ ସ୍ଥାନ ମାରେ ନାହିଁ। ଦୟାକରି ମାେତେ ମାରେ ସ୍ତ୍ରୀ ପାଇଁ କବର ସ୍ଥାନ ରେ ଅଧିକାର ଦିଅନ୍ତୁ।
4 "Sou apenas um estrangeiro entre vocês. Cedam-me alguma propriedade para sepultura, para que eu tenha onde enterrar a minha mulher".
5 ହତରେ ଲୋକମାନେ ଅବ୍ରହାମକୁ ଉତ୍ତର ଦେଲେ,
5 Responderam os hititas a Abraão:
6 ହେ ପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ମଧିଅରେ ପରମେଶ୍ବରଙ୍କର ଏକମାତ୍ର ପରାକ୍ରାନ୍ତ। ତୁମ୍ଭେ ଆମ୍ଭମାନଙ୍କ କବର ସ୍ଥାନ ରେ ଯେ କୌଣସି ସ୍ଥାନ ରେ କବର ଦଇପୋରିବ। ତୁମ୍ଭର ସ୍ତ୍ରୀଙ୍କ କବର ପାଇଁ ଆମ୍ଭେ କହେି ଅଟକାଇବୁ ନାହିଁ।
6 "Ouça-nos, senhor; o senhor é um príncipe de Deus em nosso meio. Enterre a sua mulher numa de nossas sepulturas, na que lhe parecer melhor. Nenhum de nós recusará ceder-lhe sua sepultura para que enterre a sua mulher".
7 ଅବ୍ରହାମ ଉଠି ସହେି ଲୋକମାନଙ୍କୁ ପ୍ରଣାମ କଲେ।
7 Abraão levantou-se, curvou-se perante o povo daquela terra, os hititas,
8 ଅବ୍ରହାମ ସମାନଙ୍କେୁ କହିଲେ, ଯଦି ତୁମ୍ଭମାନେେ ମାରେ ସ୍ତ୍ରୀ କବର ଦବୋପାଇଁ ସାହାୟ୍ଯ କରିବାକୁ ଚାହୁଁଥାଅ। ତବେେ ତୁମ୍ଭମାନେେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବଦନେ କର।
8 e disse-lhes: "Já que vocês me dão permissão para sepultar minha mulher, peço que intercedam por mim junto a Efrom, filho de Zoar,
9 ସେ ହୁଏତ ମକ୍ପଲୋର ଗୁମ୍ଫା ଉଚିତ ମୂଲ୍ଯ ରେ ମାେତେ ବିକି ଦବେେ, ଯାହା ତାଙ୍କର ଅଛି, ତାଙ୍କର କ୍ଷତରେ ଶଷେ ଭାଗ ରେ ଯାହା ଅଛି। ମୁଁ ଚା ହେଁ ତୁମ୍ଭମାନେେ ସମସ୍ତେ ଏହି ଦିଆନିଆର ସାକ୍ଷୀ ହିଅ। ମୁଁ ଏହାକୁ କବର ସ୍ଥାନ ରୂପେ ବ୍ଯବହାର କରିବା ପାଇଁ କ୍ରଯ କରୁଛି।
9 a fim de que ele me ceda a caverna de Macpela, que lhe pertence e se encontra na divisa do seu campo. Peçam-lhe que a ceda a mim pelo preço justo, para que eu tenha uma propriedade para sepultura entre vocês".
10 ସହେି ସମୟରେ ଇଫ୍ରୋଣ ସହେି ଲୋକମାନଙ୍କ ମଧିଅରେ ବସିଥିଲା। ତେଣୁ ହତରେ ଇଫ୍ରୋଣ ଆପଣା ନଗର ବହି ଦ୍ବାର ପ୍ରବେଶକାରୀ ହତରେ ସନ୍ତାନ ସମସ୍ତଙ୍କ ସାକ୍ଷାତ ରେ ଅବ୍ରହାମଙ୍କୁ ଉତ୍ତର ଦଲୋ।
10 Efrom, o hitita, estava sentado no meio do seu povo e respondeu a Abraão, sendo ouvido por todos os hititas que tinham vindo à porta da cidade:
11 ନା ମୁନିବ, ସପରେି ହବେ ନାହିଁ। ମାେ କଥା ଶୁଣନ୍ତୁ ମୁଁ ଆପଣଙ୍କୁ ସହେି ସ୍ଥାନ ଓ ତନ୍ମଧ୍ଯସ୍ଥିତ ଗୁହା ଦଲେି। ମୁଁ ସ୍ବବଂଶୀଯ ସନ୍ତାନମାନଙ୍କ ସାକ୍ଷାତ ରେ ତାହା ଆପଣଙ୍କୁ ଦଲେି। ଆପଣ ନିଜ ସ୍ତ୍ରୀର ମୃତ ଦହକେୁ କବର ଦିଅନ୍ତୁ।
11 "Não, meu senhor. Ouça-me, eu lhe cedo o campo e também a caverna que nele está. Cedo-os na presença do meu povo. Sepulte a sua mulher".
12 ଅବ୍ରହାମ ହତରେ ଲୋକମାନଙ୍କୁ ପ୍ରଣାମ କଲେ।
12 Novamente Abraão curvou-se perante o povo daquela terra
13 ଅବ୍ରହାମ ଇଫ୍ରୋଣକୁ ସମସ୍ତଙ୍କୁ ଆଗ ରେ କହିଲେ, କିନ୍ତୁ ମୁଁ ତୁମ୍ଭକୁ ସହେି ସ୍ଥାନ ରେ ସମସ୍ତ ପଇସା ଦବୋକୁ ଚାହୁଁଅଛି। ମାରେଅର୍ଥକୁ ଗ୍ରହଣ କରନ୍ତୁ। ଏବଂ ମୁଁ ମାରେସ୍ତ୍ରୀର ମୃତ ଦହକେୁ କବର ଦବେି।
13 e disse a Efrom, sendo ouvido por todos: "Ouça-me, por favor. Pagarei o preço do campo. Aceite-o, para que eu possa sepultar a minha mulher".
14 ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦଇେ କହିଲେ,
14 Efrom respondeu a Abraão:
15 ମହାଶୟ, ମାରେକଥା ଶୁଣନ୍ତୁ। ଭୂମି ଖଣ୍ଡକର ମୂଲ୍ଯ ତ ଚାରିଶହ ସକେଲ ରୂପା ତୁମ୍ଭ ମାେପାଇଁ କିଛି ନୁହେଁ। ଭୂମି ଗ୍ରହଣ କରନ୍ତୁ ଏବଂ ଆପଣଙ୍କର ମୃତ ସ୍ତ୍ରୀକୁ କବର ଦିଅନ୍ତୁ।
15 "Ouça-me, meu senhor: aquele pedaço de terra vale quatrocentas peças de prata, mas o que significa isso entre mim e você? Sepulte a sua mulher".
16 ଅବ୍ରହାମ ବୁଝି ପାରିଲେ ଯେ ଇଫ୍ରୋଣ ଜମିର ମୂଲ୍ଯ ବିଷଯ ରେ କଥା କହୁଛନ୍ତି। ତେଣୁ ଅବ୍ରହାମ ତାଙ୍କୁ ଜମିର ମୂଲ୍ଯ ଦେଲେ। ଯାହା ହତେୀଯମାନଙ୍କର ଥିଲା। ଅବ୍ରହାମ ଅଢ଼ଇେ ପାଉଣ୍ଡ ରୂପା ଏବଂ ସମସ୍ତଙ୍କ ସମ୍ମୁଖ ରେ ଇଫ୍ରୋଣକୁ ଦେଲେ।
16 Abraão concordou com Efrom e pesou-lhe o valor por ele estipulado diante dos hititas: quatrocentas peças de prata, de acordo com o peso corrente entre os mercadores.
17 ଏଣୁ ଇଫ୍ରୋଣ ସହେି ଭୂମିର ମାଲିକାନା ବଦଳାଇଲେ। କାମ୍ରି ପାଖ ରେ ଯେଉଁ ଜମି ମକ୍ପଲୋ ରେ ଥିଲା ଗୁହା ପାଶର୍ବ ଏବଂ ଚତୁଃପାଶର୍ବ ରେ ଥିବା ବୃକ୍ଷଗୁଡ଼ିକ ଅବ୍ରହାମଙ୍କୁ ବିକାଗଲା।
17 Assim o campo de Efrom em Macpela, perto de Manre, o próprio campo com a caverna que nele há e todas as árvores dentro das divisas do campo, foi transferido
18 ଏହି ଚୁକ୍ତି ନଗର ଫାଟକରେ ହତରେ ଲୋକମାନଙ୍କ ଆଗ ରେ କରାଗଲା।
18 a Abraão como sua propriedade diante de todos os hititas que tinham vindo à porta da cidade.
19 ଏହାପରେ ଅବ୍ରହାମ ମକ୍ପଲୋ କ୍ଷେତ୍ରସ୍ଥିତ ଗୁହା ରେ ମମ୍ରିର ପାଶର୍ବ ରେ ହେବ୍ରୋଣ ମଧିଅରେ କିଣାନ ଦେଶ ରେ ନିଜର ସ୍ତ୍ରୀ ସାରାକୁ କବର ଦେଲେ। ସହେିସ୍ଥାନ କିଣାନ ଦେଶସ୍ଥ ଥିଲା।
19 Depois disso, Abraão sepultou sua mulher Sara na caverna do campo de Macpela, perto de Manre, que se encontra em Hebrom, na terra de Canaã.
20 ଏହି ପ୍ରକା ରେ ଅବ୍ରହାମ ହତରେମାନଙ୍କଠାରୁ କ୍ଷତେ ଏବଂ ସେଥି ରେ ଥିବା ଗୁମ୍ଫା କିଣିଲେ। ସେ ଏହାକୁ କବର ସ୍ଥାନ ରୂପେ ବ୍ଯବହାର କଲେ।
20 Assim o campo e a caverna que nele há foram transferidos a Abraão pelos hititas como propriedade para sepultura.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Gênesis 23, comparar traduções ou montar um estudo — tudo direto pelo WhatsApp.