Gênesis 26

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଥରେ ଅବ୍ରହାମଙ୍କର ସମୟରେ ଦୁର୍ଭିକ୍ଷ ହାଇେଥିଲା। ସହେି ଦେଶ ରେ ଆଉ ସହେିଭଳି ଏକ ଦୁର୍ଭିକ୍ଷ ଦଖାଦେବୋରୁ ଇସ୍ହାକ ଗରାର ରେ ପଲେଷ୍ଟୀୟମାନଙ୍କ ରାଜା ଅବିମଲକେ ନିକଟକୁ ଗଲେ।
1 Sobreveio uma fome à região {além da primeira fome que houve no tempo de Abraão}, e Isaac foi ter com Abimelec, rei dos filisteus em Gerara.
2 ସେତବେେଳେ ସଦାପ୍ରଭୁ ଇସ୍ହାକକୁ କହିଲେ, ତୁମ୍ଭେ ମିଶର ଦେଶକୁ ୟାଅ ନାହିଁ। ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସଠାେରେ ବାସ କର।
2 O Senhor apareceu-lhe e disse-lhe: "Não desças ao Egito; fica na terra que eu te indico.
3 ତୁମ୍ଭେ ଏହି ଦେଶ ରେ ପ୍ରବାସ କର। ତହିଁରେ ମୁଁ ତୁମ୍ଭକୁ ସାହାୟ୍ଯ ଓ ଆଶୀର୍ବାଦ କରିବି। ପୁଣି ମୁଁ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦବେି। ତୁମ୍ଭ ପିତା ଅବ୍ରାହାମଙ୍କ ନିକଟରେ କରିଥବା ଶପଥ ମୁଁ ସଫଳ କରିବି।
3 Habita nela; eu estou contigo e te abençoarei, porque é a ti e à tua posteridade que darei toda esta terra, e cumprirei o juramento que fiz ao teu pai Abraão.
4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧିକରି ସମାନଙ୍କେୁ ଏହିସବୁ ଦେଶ ଦବୋ ଓ ତୁମ୍ଭ ବଂଶଧର, ପୃଥିବୀସ୍ଥ ସମସ୍ତ ଜାତି ଆଶୀର୍ବାଦ ପ୍ରପ୍ତ ହବେେ।
4 Multiplicarei tua posteridade como as estrelas do céu, dar-lhe-ei todas estas regiões, e nela serão benditas todas as nações da terra,
5 ମୁଁ ଏହା କରିବି, କାରଣ ତୁମ୍ଭର ପିତା ଅବ୍ରହାମ ମାରେ କଥା ମାନିଥିଲେ ଓ ମୁଁ ଯାହା କହିଥିଲି ତାହା କରିଥିଲେ। ଅବ୍ରହାମ ମାରେ ଆଦେଶ, ନିଯମ ଓ ବିଧିସବୁ ମାନିଲେ।
5 porque Abraão obedeceu à minha voz e observou os meus preceitos, meus mandamentos e minhas leis."
6 ତହିଁରେ ଇସ୍ହାକ ଗରାରଠା ରେ ବାସକଲେ।
6 Isaac ficou, pois, em Gerara.
7 ତହିଁରେ ସହେି ସ୍ଥାନର ଲୋକମାନେ ତାଙ୍କର ସ୍ତ୍ରୀ ବିଷଯ ରେ ପଚାରନ୍ତେ ସେ କହିଲେ, ସେ ମାରେ ଭଉଣୀ ସେ ଏହା କହିଲେ, କାରଣ ସେ ରିବିକା ଲାଗି ଭୟ କରୁଥିଲେ। ସଠାେକାର ଲୋକମାନେ ତାଙ୍କୁ ବଧ କରିଥାଆନ୍ତେ, କାରଣ ସେ ବହୁତ ସୁନ୍ଦରୀ ଥିଲେ।
7 Quando os habitantes da região o interrogavam a respeito de sua mulher, ele dizia-lhes que era sua irmã, pois respondendo "É minha mulher", temia que os homens daquele lugar o matassem por causa de Rebeca, que era muito bela.
8 ଇସ୍ହାକ ସଠାେରେ ବହୁଦିନ ବାସ କଲାପରେ ଦିନେ ପଲେଷ୍ଟୀୟ ରାଜା ଅବିମଲକେ ଝରକା ଦଇେ ଇସ୍ହାକ ଓ ତା'ର ସ୍ତ୍ରୀକୁ କୌତୁକ କରିବାର ଦେଖିଲେ।
8 E, como sua estada ali se prolongasse, aconteceu que um dia, olhando Abimelec pela janela, viu Isaac que acariciava Rebeca, sua mulher.
9 ଅବିମଲକେ ଇସ୍ହାକକୁ ଡ଼ାକି କହିଲେ, ସହେି ସ୍ତ୍ରୀଲୋକ ଜଣଙ୍କ ତୁମ୍ଭର ସ୍ତ୍ରୀ। ସେ ତୁମ୍ଭର ଭଉଣୀ ବୋଲି ତୁମ୍ଭେ କାହିଁକି କହିଲ?
9 Mandou chamá-lo e disse-lhe: "É evidente que é tua mulher! E como dizias tu que era tua irmã." "Porque, respondeu Isaac, eu temia que me matassem por causa dela."
10 ଅବିମଲକେ କହିଲା, ତୁମ୍ଭେ ଆମ୍ଭକୁ ଖରାପ ବ୍ଯବହାର କଲ। ଯଦି କୌଣସି ଲୋକ ତୁମ୍ଭ ସ୍ତ୍ରୀ ସଂଗ ରେ ଅନ୍ଯାଯାସ ରେ ଶଯନ କରି ଥାଆନ୍ତା। ତାହାହେଲେ ସେ ପାପରେ ଭାଗିଦାର ହାଇେଥାନ୍ତା।
10 Abimelec replicou: "Que nos fizeste? Um pouco mais e alguém do povo teria abusado de tua mulher, e terias atraído o pecado sobre nós!"
11 ତେଣୁ ଅବିମଲକେ ସମସ୍ତ ଲୋକଙ୍କୁ ଚତାବେନି ଦଇେ କହିଲେ, ସେ କହିଲେ, କୌଣସି ଲୋକ ସହେି ଲୋକ ଓ ତାଙ୍କର ସ୍ତ୍ରୀଙ୍କୁ ଛୁଇଁବ ନାହିଁ। ଯଦି କୌଣସି ଲୋକ ଏପରି କରେ ତବେେ ତାକୁ ମୃତ୍ଯୁ ଦଣ୍ଡ ଦିଆୟବ।
11 Então Abimelec mandou publicar diante de todo o povo que seria morto quem quer que tocasse naquele homem ou em sua mulher.
12 ଏହାପରେ ଇସ୍ହାକ ସହେି ଦେଶ ରେ କୃଷି କର୍ମ କରି ସହେି ବର୍ଷ ଯାହା ଲଗାଇଥିଲେ, ସବୁ ଅମଳ କଲେ। କାରଣ ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।
12 Isaac semeou naquela terra, e colheu o cêntuplo naquele mesmo ano; o Senhor o abençoava.
13 ଇସ୍ହାକ ପାଇବାକୁ ଲାଗିଲେ। ଅଧିକରୁ ଅଧିକ ଧନୀ ହେଲେ ୟୋ ପର୍ୟ୍ଯନ୍ତ ସେ ଅଧିକ ଧନଶାଳୀ ହେଲେ।
13 E este homem cresceu, e seus bens foram aumentando cada vez mais; tornou-se extremamente rico.
14 ତାଙ୍କର ପଲପଲ ମଷେ, ପଶୁପଲ ଏବଂ ଦାସ ଥିଲେ। ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଇର୍ଷା କରିବାକୁ ଲାଗିଲେ।
14 Possuía rebanhos de ovelhas e de bois e numerosos escravos. E os filisteus o invejavam.
15 ଏଣୁ ଇସ୍ହାକଙ୍କର ପିତା ଅବ୍ରହାମ ଇସ୍ହାକଙ୍କର ପିତାଙ୍କର ଦାସମାନେ ସେସମୟରେ ଯେଉଁ ସବୁ କୂପ ଖାେଳିଥିଲେ ପଲେଷ୍ଟୀୟ ଲୋକମାନେ ମାଟି ଦ୍ବାରା ସେସବୁ ପୋତି ପକାଇଲେ।
15 Por isso, entupiram todos os poços que tinham cavado os escravos de seu pai Abraão, quando este ainda vivia.
16 ଏହାପରେ ଅବିମଲକେ ଇସ୍ହାକଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର। ଯେ ହତେୁ ତୁମ୍ଭେ ଆମ୍ଭମାନଙ୍କଠାରୁ ବଳବାନ ହାଇେଅଛ।
16 Abimelec disse-lhe: "Aparta-te de nós, pois te tornaste muito mais poderoso do que nós."
17 ତେଣୁ ସହେି ସ୍ଥାନ ପିରତ୍ଯାଗ କରି ଗରାର େଛାଟ ନଦୀ ନିକଟରେ ଛାଉଣୀ ପକାଇଲେ। ଇସ୍ହାକ ସହେିଠା ରେ ରହି ବାସ କଲେ।
17 Partiu Isaac e, tendo levantado o seu acampamento no vale de Gerara, habitou aí.
18 ଇସ୍ହାକ ପୂନର୍ବାର ସହେି କୂପମାନ ଖୋଳାଇଲେ, ଯାହା ପଲେଷ୍ଟୀୟଙ୍କ ଦ୍ବାରା ପୋତା ୟାଇଥିଲା। ଯେଉଁ କୂପଗୁଡ଼ିକ ତାଙ୍କ ପିତା ବଞ୍ଚିଥିଲା ବେଳେ ଖୋଳା ୟାଇଥିଲା। ସେ ସହେି ନାମ ବ୍ଯବହାର କଲେ, ଯାହା ତାଙ୍କ ପିତା ବ୍ଯବହାର କରିଥିଲେ।
18 Abriu de novo os poços cavados outrora, no tempo de seu pai Abraão, que os filisteus tinham entupido depois de sua morte, e deu-lhes os mesmos nomes que o seu pai lhes tinha dado.
19 ଆଉ ଇସ୍ହାକଙ୍କର ଦାସମାନେ ସହେି ଉପତ୍ୟକା ଖାେଳି ସୋର୍ତାବାହି କୂପ ପାଇଲେ।
19 Seus servos cavaram outro poço no vale, e encontraram ali uma fonte de água viva.
20 ତହିଁରେ ଗରାର ଦେଶୀଯ ପଶୁପାଳକମାନେ ଇସ୍ହାକଙ୍କ ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, ଏହି ଜଳ ଆମ୍ଭମାନଙ୍କର ଏଣୁ ସମାନେେ ସହେି କୂପର ନାମ ଏଷକ ରଖିଲେ। ଯେ ହତେୁ ତାଙ୍କ ସହିତ ସମାନେେ ବିବାଦ କଲେ।
20 Mas os pastores de Gerara começaram a disputar com os pastores de Isaac: "Esta água é nossa", diziam eles. Isaac chamou então a esse poço Esec, porque lho tinham contestado.
21 ଏହାପରେ ଇସ୍ହାକର ଦାସମାନେ ଆଉ ଏକ କୂପ ଖୋଳନ୍ତେ ସଠାେକାର ଲୋକମାନେ ତା' ପାଇଁ ମଧ୍ଯ ବିବାଦ କଲେ। ତହିଁରେ ଇସ୍ହାକ ତହିଁର ନାମ ସିଟନା ରଖିଲେ।
21 Abriram seus pastores um segundo poço, mas surgiu uma outra disputa, e por isso pôs-lhe o nome de Sitna.
22 ପୁଣି ସେ ସଠାରୁେ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖାେଳିଲେ। ତହିଁ ନିମିତ୍ତ ସମାନେେ ବିବାଦ ନକରିବାରୁ ତହିଁର ନାମ ରିହୋବୋତ୍ ରଖିଲେ। ସଦାପ୍ରଭୁ ଆମ୍ଭଙ୍କୁ ରହିବା ପାଇଁ ୟଥେଷ୍ଟ ସ୍ଥାନ ଦଇେଛନ୍ତି। ଆମ୍ଭେ ଏହି ଦେଶ ରେ ବୃଦ୍ଧି ପାଇବା।
22 Partindo em seguida dali, abriu outro poço, sobre o qual não houve mais discussão, e pôs-lhe o nome de Rehobot, "porque agora, disse ele, o Senhor nos pôs ao largo, e prosperaremos na terra."
23 ସହେି ସ୍ଥାନରୁ ଇସ୍ହାକ ବରେଶବୋକୁ ଗଲେ।
23 Dali, Isaac subiu a Bersabéia.
24 ସହେି ରାତ୍ରି ରେ ସଦାପ୍ରଭୁ ଇସ୍ହାକକୁ କହିଲେ, ମୁଁ ତୁମ୍ଭର ପିତା ଅବ୍ରହାମର ପରମେଶ୍ବର। ଭୟ କର ନାହିଁ, ମୁଁ ତୁମ୍ଭ ସହିତ ଅଛି। ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।
24 Naquela mesma noite, o Senhor apareceu-lhe e disse-lhe: "Eu sou o Deus de Abraão, teu pai. Nada temas, estou contigo. Eu te abençoarei e multiplicarei tua descendência por causa de Abraão, meu servo."
25 ତେଣୁ ଇସ୍ହାକ ଏକ ୟଜ୍ଞବଦେୀ ସ୍ଥାପନ କରି ସଦାପ୍ରଭୁଙ୍କର ଉପାସନା କଲେ। ଇସ୍ହାକ ସଠାେରେ ତାଙ୍କର ତମ୍ବୁ ପକାଇଲେ। ଏବଂ ତାଙ୍କର ଦାସମାନେ ସଠାେରେ ଏକ କୂପ ଖନନ କଲେ।
25 Isaac construiu um altar nesse lugar e invocou o nome do Senhor. Levantou depois ali sua tenda e seus escravos cavaram um poço.
26 ଅବିମଲକେ ଇସ୍ହାକକୁ ସାକ୍ଷାତ କରିବା ପାଇଁ ଗରାରକୁ ଆସିଲେ। ଅବିମଲକେ ତାଙ୍କ ସହିତ ଅହୁଷତ୍ ଯେ ତାଙ୍କର ଉପଦେଷ୍ଟା ଏବଂ ଫୀଖୋଲ ତାଙ୍କ ସୈନ୍ଯଗଣର ଅଧ୍ଯକ୍ଷ।
26 Abimelec veio de Gerara procurá-lo, com Ocozat, seu amigo, e Ficol, general do seu exército.
27 ଇସ୍ହାକ ପଚାରିଲେ, ମାେତେ ଦେଖିବାକୁ କାହିଁକି ଆସିଛ? ପୂର୍ବରୁ ମାେ ସହିତ ବନ୍ଧୁତା ରଖି ନଥିଲେ। ଏପରିକି ତୁମ୍ଭେ ମାେତେ ତୁମ୍ଭ ଦେଶରୁ ଜାରେ କରି ବିଦା କରିଥିଲ।
27 Isaac disse: "Por que me procurais, já que me detestais e me expulsastes do meio de vós?"
28 ସମାନେେ ଉତ୍ତର ଦେଲେ, ବର୍ତ୍ତମାନ ଆମ୍ଭେ ଜାଣିଲୁ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ଆମ୍ଭେ ଭାବିଲୁ ତୁମ୍ଭ ସହିତ ଏକ ଚୁକ୍ତି କରିବା। ଆମ୍ଭେ ଚାହୁଁଛୁ ତୁମ୍ଭେ ଆମ୍ଭ ନିକଟରେ ପ୍ରତିଜ୍ଞା କର।
28 Eles responderam: "Nós vimos que o Senhor está contigo, e pensamos conosco: Haja um juramento entre nós e ti. Queremos, pois, fazer aliança contigo.
29 ଆମ୍ଭେ ତୁମ୍ଭକୁ ଆଘାତ କରି ନ ଥିଲୁ,ତୁମ୍ଭେ ବର୍ତ୍ତମାନ ପ୍ରତିଜ୍ଞା କର ଆମ୍ଭମାନଙ୍କେୁ ତୁମ୍ଭେ ଆଘାତ କରିବ ନାହିଁ। ତୁମ୍ଭକୁ ଶାନ୍ତି ରେ ଆମ୍ଭେ ବିଦା କରିଅଛୁ। ସହେିପରି ତୁମ୍ଭେ ହିଂସା କରିବ ନାହିଁ। ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାତର ପାତ୍ର।
29 Jura que não nos farás nenhum mal, assim como também nós não tocamos em nada do que é teu e só te temos feito bem, deixando-te partir em paz. Agora, tu és o bendito do Senhor."
30 ତେଣୁ ଇସ୍ହାକ ତାଙ୍କୁ ଏକ ଭୋଜି ଦେଲେ। ସମାନେେ ସମସ୍ତେ ଖାଇଲେ ଓ ପିଇଲେ।
30 Isaac preparou-lhes um banquete, e eles comeram e beberam.
31 ପରଦିନ ପ୍ରତ୍ଯୁଷରୁ ପ୍ରେତ୍ୟକକ ଲୋକ ଶପଥ ଓ ପ୍ରତିଜ୍ଞା କଲେ। ଏହାପରେ ସମାନେେ ଶାନ୍ତି ରେ ଫରେିଲେ।
31 No dia seguinte pela manhã, fizeram mutuamente os seus juramentos; Isaac despediu-os em seguida, e eles afastaram-se dele em paz.
32 ସହେିଦିନ ଇସ୍ହାକର ଦାସମାନେ ଆସି କହିଲେ ଯେ ସମାନେେ ଏକ କୂପ ଖନନ କରିଛନ୍ତି। ଦାସମାନେ କହିଲେ, ଆମ୍ଭେ ସେ କୂଅରୁ ପାଣି ବାହାର କରିଅଛୁ।
32 Nesse mesmo dia, os escravos de Isaac vieram dar-lhe notícias do poço que estavam cavando: "Encontramos água", disseram eles.
33 ତେଣୁ ଇସ୍ହାକ ସହେି କୂପର ନାମ ଦେଲେ, ଶବୋ। ପୁଣି ଆଜିୟାଏ ସହେି ସ୍ଥାନର ନାମ ବରେଶବୋ ନାମ ରେ ଖ୍ଯାତ ଅଟେ।
33 Ele pôs a esse poço o nome de Sibea. De onde vem o nome de Bersabéia, nome que a cidade conserva até o dia de hoje.
34 ଏହାପରେ ଏଷୌ ଚାଳିଷ ବର୍ଷ ବଯସ ରେ ହିତ୍ତୀଯ ବରେିର ୟିହୁଦୀତ୍ ନାମ୍ନୀ କନ୍ଯାକୁ ଓ ହିତ୍ତୀଯ ଏଲୋନର ବାସମତ୍ ନାମ୍ନୀ କନ୍ଯାକୁ ବିବାହ କଲେ।
34 Esaú, com a idade de quarenta anos, tomou por mulheres Judite, filha de Beeri, o hiteu, e Basemat, filha de Elon, o hiteu.
35 ଏହି ବିବାହ ଇସ୍ହାକ ରିବିକାଙ୍କୁ ବହୁତ ବିବ୍ରତ କଲା।
35 Elas foram um motivo de desgosto para Isaac e Rebeca.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Gênesis 26, comparar traduções ou montar um estudo — tudo direto pelo WhatsApp.