Gênesis 27

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଇସ୍ହାକ ବୃଦ୍ଧ ହେଲାପରେ ତାଙ୍କ ଆଖିକୁ ଭଲ ଦଖାେ ଗଲା ନାହିଁ। ଦିନେ ସେ ତାଙ୍କର ବଡ଼ପୁତ୍ର ଏଷୌକୁ ପାଖକୁ ଡ଼ାକି ଇସ୍ହାକ କହିଲେ, ହେ ପୁତ୍ର ଏଷୌ! ସେ ଉତ୍ତର ଦେଲେ, ମୁଁ ଏହିଠା ରେ,
1 Isaac envelhecera e seus olhos enfraqueceram-se, de modo que não podia ver. Chamou Esaú, seu filho primogênito, e disse-lhe: "Meu filho!" " Eis-me aqui!", respondeu ele.
2 ଇସ୍ହାକ କହିଲେ, ମୁଁ ବୃଦ୍ଧ। ମୁଁ ଜାଣିନି, କବେେ ମୁଁ ମରିବିା
2 Isaac disse: "Tu vês, estou velho e não sei quando vou morrer.
3 ତେଣୁ ତମ୍ଭେ ତୁମ୍ଭର ଧନୁ ଏବଂ ଶର ନଇେ ଶିକାର କରିବାକୁ ୟାଅ। ମାେ ଖାଦ୍ୟ ପାଇଁ ଏକ ମୃଗ ଶିକାର କର।
3 Toma as tuas armas, tua aljava e teu arco, vai ao campo e mata-me uma caça.
4 ମୁଁ ଯେଉଁ ପିର ଖାଦ୍ୟକୁ ଭଲପାଏ ସହେିପରି ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମାେ ପାଇଁ ଆଣ। ତହିଁରେ ମାରେ ମୃତ୍ଯୁ ପୂର୍ବରୁ ତୁମ୍ଭକୁ ଆଶିର୍ବାଦ କରିବି।
4 Prepara-me depois um prato suculento, como sabes que gosto, e traze-mo para que o coma e minha alma te abençoe antes que eu morra."
5 ତେଣୁ ଏଷୌ ଶିକାରକୁ ଗଲା।
5 {Ora, Rebeca ouviu atentamente enquanto Isaac falava ao seu filho Esaú.} E Esaú partiu para o campo, a fim de matar e trazer a caça.
6 ରିବିକା ତା'ର ପୁତ୍ର ଯାକୁବକୁ କହିଲେ, ଶୁଣ, ତୁମ୍ଭର ପିତା ଏଷୌକୁ କହିବାର କଥା ମୁଁ ଶୁଣିଛି।
6 Rebeca disse a Jacó, seu filho: "Acabo de ouvir teu pai dizer ao teu irmão Esaú para que lhe traga uma caça
7 ତୁମ୍ଭର ପିତା କହିଲେ, 'ମାେ ପାଇଁ ମୃଗଯା ମାଂସ ରାନ୍ଧି କରି ମାଦେେ ଖୁଆଅ। ମାେ ପାଇଁ ଖାଦ୍ୟ ପ୍ରସ୍ତୁତ କରିଆଣ ମୁଁ ତାହା ଖାଇ ମରିବା ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବି।'
7 e lhe prepare um bom prato, a fim de comer e o abençoar diante do Senhor antes de morrer.
8 ତେଣୁ ପୁତ୍ର, ମାରେ କଥା ଶୁଣ। ମୁଁ ଯେପରି କହୁଛି ସହେିପରି କର।
8 Ouve-me, pois, meu filho, e faze o que te vou dizer.
9 ଆମ୍ଭର ଗୋଠରୁ ଦୁଇଟି ୟୁବା ଛଳେି ଆଣ। ତୁମ୍ଭର ପିତାଙ୍କର ରୁଚି ମୁତାବକ ଖାଦ୍ୟ ମୁଁ ପ୍ରସ୍ତୁତ କରି ଦବେି।
9 Vai ao rebanho e traze-me dois belos cabritos. Prepararei com eles um prato suculento para o teu pai, como ele gosta,
10 ଏହାପରେ ତୁମ୍ଭେ ତୁମ୍ଭ ପିତାଙ୍କ ନିକଟକୁ ଖାଦ୍ୟ ନଇେ ୟିବ। ଏବଂ ସେ ମରିବା ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ ଦବେେ।
10 tu lho levarás e ele comerá, a fim de que te abençoe antes de morrer."
11 କିନ୍ତୁ ଯାକୁବ ତା'ର ମାତା ରିବିକାକୁ କହିଲେ, ମାରେ ଭାଇ ଏଷୌ ଲୋମଶ ଶରୀର। ମୁଁ ତାଙ୍କ ପରି ଲୋମଶ ନୁହେଁ।
11 "Mas, respondeu Jacó à sua mãe, Esaú, meu irmão, é peludo, enquanto eu sou de pele lisa.
12 ଯଦି ମାରେ ପିତା ମାେତେ ସ୍ପର୍ଶ କରନ୍ତି। ସେ ଜାଣିପାରିବେ ଯେ ମୁଁ ଏଷୌ ନୁହେଁ। ତା'ପରେ ସେ ମାେତେ ଆଶୀର୍ବାଦ କରିବା ପରିବର୍ତେ ଅଭିଶାପ ଦବେେ। କାରଣ ମୁଁ ତାଙ୍କୁ ପ୍ରବଞ୍ଚନା କରିବାକୁ ଚେଷ୍ଟା କରୁଛି।
12 Se meu pai me tocar, passarei aos seus olhos por um embusteiro e atrairei sobre mim uma maldição em lugar de bênção."
13 ତେଣୁ ରିବିକା ତାଙ୍କୁ କହିଲେ, ଯଦି କିଛି ସମସ୍ଯା ଆ ସେ ତବେେ ମୁଁ ସହିନବେି। ମୁଁ ଯାହା କହୁଛି ତୁମ୍ଭେ ସହେିପରି କର। ୟାଅ ମାେ ପାଇଁ ଛଳେି ଧରି ଆସ।
13 "Tomo sobre mim esta maldição, meu filho, disse sua mãe. Ouve-me somente, e vai buscar o que te digo."
14 ତେଣୁ ଯାକୁବ ୟାଇ ଦୁଇଟି ଛଳେି ଆଣି ତା'ର ମା'କୁ ଦଲୋ। ଏହାପରେ ତାଙ୍କର ମା' ତାଙ୍କ ପିତାଙ୍କର ରୁଚି ଅନୁସାରେ ଖାଦ୍ୟ ପ୍ରସ୍ତୁତ କଲେ।
14 Jacó foi e trouxe os dois cabritos, com os quais sua mãe preparou um prato suculento, como seu pai gostava.
15 ରିବିକା ତା'ର ବଡ଼ପୁଅର ପୋଷାକ, ଯାହା ଘ ରେ ତାଙ୍କ ନିକଟରେ ଥିଲା, ନଇେ ଆଣି ତା'ର ସାନ ପୁଅ ଯାକୁବକୁ ସହେି ବସ୍ତ୍ର ପିନ୍ଧାଇ ଦଲୋ।
15 Escolheu as mais belas vestes de Esaú, seu filho primogênito, que tinha em casa, e revestiu com elas Jacó, seu filho mais novo.
16 ରିବିକା ଛଳେି ଚମଡ଼ା ଆଣି ଯାକୁବର ହାତ ରେ ଏବଂ ତାଙ୍କ ଗଳାଦେଶ ରେ ଗୁଡ଼ାଇ ଦଲୋ।
16 Cobriu depois suas mãos, assim como a parte lisa do pescoço, com a pele dos cabritos,
17 ଏହାପରେ ରିବିକା ପ୍ରସ୍ତୁତ ଖାଦ୍ୟକୁ ଆଣି ଯାକୁବକୁ ଦଲୋ।
17 e pôs-lhe nas mãos o prato suculento e o pão que tinha preparado.
18 ଯାକୁବ ତାଙ୍କର ପିତାଙ୍କ ନିକଟକୁ ୟାଇ କହିଲା, ପିତା।
18 Jacó foi para junto do seu pai e disse-lhe: "Meu pai!" "Eis-me aqui! Quem és, meu filho?"
19 ଯାକୁବ ତାଙ୍କର ପିତାଙ୍କୁ କହିଲା, ମୁଁ ଏଷୌ ତୁମ୍ଭର ପ୍ରଥମ ସନ୍ତାନ ଅଟେ। ତୁମ୍ଭର ବାକ୍ଯ ଅନୁସାରେ ମୁଁ କରିଛି। ଏବଂ ବର୍ତ୍ତମାନ ବସି ଶିକାର ମାଂସ ଭୋଜନ କରି ମାେତେ ଆଶୀର୍ବାଦ କର।
19 Jacó respondeu: "Eu sou Esaú, teu primogênito; fiz o que me pediste. Levanta-te, assenta-te e come de minha caça, a fim de que tua alma me abençoe."
20 କିନ୍ତୁ ଇସ୍ହାକ ତାଙ୍କ ପୁତ୍ରଙ୍କୁ କହିଲେ, ତୁମ୍ଭେ ଏତେ ଶିଘ୍ର ଶିକାରରୁ କିପରି ଫରେିଲ?
20 "Como encontraste caça tão depressa, meu filho?" "É que o Senhor, teu Deus, fez que ela se apresentasse diante de mim."
21 ଏହାପରେ ଇସ୍ହାକ ଯାକୁବକୁ କହିଲେ, ପୁତ୍ର ମାରେ ପାଖକୁ ଆସ ଦବେେ ମୁଁ ଜାଣି ପାରିବି। ଯଦି ମୁଁ ତୁମ୍ଭକୁ ସ୍ପର୍ଶ କରେ ତବେେ ମୁଁ ଜାଣି ପାରିବି ଯେ ତୁମ୍ଭେ ମାରେ ପୁତ୍ର ଏଷୌ କି ନୁହେଁ।
21 "Aproxima-te, então, meu filho, para que eu te apalpe e veja se, de fato, és o meu filho Esaú."
22 ତେଣୁ ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲା। ଇସ୍ହାକ ସ୍ପର୍ଶ କରି କହିଲା, ତୁମ୍ଭର ସ୍ବର ଯାକୁବର ସ୍ବର ପରି କିନ୍ତୁ ତୁମ୍ଭର ହାତ ଲୋମଶ ଠିକ୍ ଏଷୌର ହାତପରି।
22 Jacó aproximou-se de Isaac, seu pai, que o apalpou e disse: "A voz é a voz de Jacó, mas as mãos são as mãos de Esaú."
23 ଇସ୍ହାକ ତାଙ୍କୁ ଚିହ୍ନିପାରିଲେ ନାହିଁ, କାରଣ ତା'ର ହାତଗୁଡ଼ିକ ଏଷୌର ଲୋମଶ ହାତ ପରି। ତେଣୁ ସେ ତାଙ୍କୁ ଆଶୀର୍ବାଦ କଲେ।
23 E não o reconheceu, porque suas mãos estavam peludas como as do seu irmão Esaú. E abençoou-o.
24 ଇସ୍ହାକ କହିଲେ, ତୁମ୍ଭେ କ'ଣ ମାରେ ପୁତ୍ର ଏଷୌ?
24 "Tu és bem o meu filho Esaú?" Disse-lhe ele: "Sim."
25 ଏହାପରେ ଇସ୍ହାକ କହିଲେ, ସହେି ଖାଦ୍ୟ ମାେ ପାଇଁ ଆଣ। ମୁଁ ତାହାକୁ ଖାଇ ତୁମ୍ଭକୁ ଆଶୀର୍ବାଦ ଦବେି। ତେଣୁ ଯାକୁବ ତାଙ୍କୁ ଖାଦ୍ୟ ଦେଲେ ଏବଂ ସେ ତାକୁ ଖାଇଲେ। ଏବଂ ଯାକୁବ ତାଙ୍କୁ ଦ୍ରାକ୍ଷାରସ ଦେଲେ। ସେ ତାକୁ ପିଇଲେ।
25 "{Então} serve-me, para que eu coma de tua caça, meu filho, e minha alma te abençoe." Jacó serviu-lhe e ele comeu; e trouxe-lhe também vinho, do qual ele bebeu.
26 ଏହାପରେ ଇସ୍ହାକ ତାଙ୍କୁ କହିଲେ, ମାରେ ପୁତ୍ର ମାେ ପାଖକୁ ଆସ ମାେତେ ଚୁମ୍ବନ ଦିଅ।
26 Então Isaac, seu pai, disse-lhe: "Aproxima-te, meu filho, e beija-me."
27 ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲା ଓ ତାଙ୍କୁ ନୁମ୍ବନ ଦଲୋ। ଇସ୍ହାକ ତାଙ୍କର ଗନ୍ଧ ବାରି ପାରିଲେ। ତାହା ଏଷୌର ପୋଷାକର ଗନ୍ଧ ଥିଲା। ଏବଂ ଇସ୍ହାକ ତାଙ୍କୁ ଆଶୀର୍ବାଦ ଦେଲେ।
27 E, aproximando-se Jacó para lhe dar um beijo, Isaac sentiu o perfume de suas vestes, e o abençoou nestes termos. "Sim. o odor de meu filho é como o odor de um campo que o Senhor abençoou.
28 ସଦାପ୍ରଭୁ ତୁମ୍ଭକୁ ୟଥେଷ୍ଟ ବର୍ଷା ଦିଅନ୍ତୁ। ତେଣୁ ତୁମ୍ଭେ ବହୁତ ଫସଲ ଓ ଦ୍ରାକ୍ଷାରସ ପାଇବ।
28 Deus te dê o orvalho do céu e a gordura da terra, uma abundância de trigo e de vinho!
29 ସବୁ ଲୋକ ତୁମ୍ଭର ସବୋ କରନ୍ତୁ। ସବୁ ଜାତି ତୁମ୍ଭ ନିକଟରେ ମସ୍ତକ ଅବନତ କରନ୍ତୁ। ତୁମ୍ଭର ଭାଇ ଉପରେ ତୁମ୍ଭେ ଶାସନ କର। ତୁମ୍ଭର ମା'ର ସନ୍ତାନ ତୁମ୍ଭକୁ ମାନୁ।
29 Sirvam-te os povos e prostrem-se as nações diante de ti! Sê o senhor dos teus irmãos, e curvem-se diante de ti os filhos de tua mãe! Maldito seja quem te amaldiçoar e bendito quem te abençoar!"
30 ଇସ୍ହାକ ଯାକୁବକୁ ଆଶୀର୍ବାଦ ଦଇେ ସାରିଲେ। ଏହାପରେ ସେ ସହେି ସ୍ଥାନ ପରିତ୍ଯାଗ କଲେ। ଏହି ସମୟରେ ଏଷେ ଶିକାରରୁ ଫରେିଲେ।
30 Apenas Isaac acabara de abençoar Jacó, e este saíra de junto do seu pai, chegou Esaú da caça.
31 ତାଙ୍କର ପିତାଙ୍କ ରୁଚି ଅନୁସାରେ ସେ ଖାଦ୍ୟ ପ୍ରସ୍ତୁତ କଲେ। ଏବଂ ତାହା ତାଙ୍କ ପିତାଙ୍କ ନିକଟକୁ ଆଣିଲେ। ସେ ତାଙ୍କ ପିତାଙ୍କୁ କହିଲେ, ପିତା, ମୁଁ ତୁମ୍ଭର ପୁତ୍ର, ଉଠ ଏବଂ ମାଂସ ଖାଅ, ମୁଁ ତାହା ତୁମ୍ଭ ପାଇଁ ରାନ୍ଧି ଆଣିଛି। ତା'ପରେ ତୁମ୍ଭେ ମାେତେ ଆଶୀର୍ବାଦ କରିବ।
31 Preparou também ele um prato suculento e trouxe-o ao seu pai, dizendo: "Levanta-te, meu pai, e come da caça do teu filho, a fim de que tua alma me abençoe."
32 କିନ୍ତୁ ଇସ୍ହାକ ତାଙ୍କୁ କହିଲେ, ତୁମ୍ଭେ କିଏ?
32 "Quem és tu?", perguntou-lhe seu pai Isaac. "Eu sou o teu filho primogênito Esaú."
33 ଏହାପରେ ଇସ୍ହାକ ବହୁତ ବ୍ଯସ୍ତ ହେଲେ ଏବଂ କହିଲେ, ତବେେ ସିଏ କିଏ ଥିଲା। ଯେ ପ୍ରଥମେ ତୁମ୍ଭ ପୂର୍ବରୁ ରନ୍ଧାମାଂସ ଧରି ଆସିଥିଲା? ମୁଁ ତାହା ଖାଇ ତାଙ୍କୁ ଆଶିର୍ବାଦ କଲି। ବର୍ତ୍ତମାନ ମାରେଆଶୀର୍ବାଦ ଫରୋଇବା ପାଇଁ ଡ଼ରେି ହାଇେଛି।
33 Então Isaac, tomado de emoção violenta, exclamou: "Quem é, pois, aquele que foi à caça e me trouxe o prato que eu comi antes que tu voltasses? Eu o abençoei, e ele será bendito."
34 ଏଷୌ ପିତାଙ୍କର କଥା ଶୁଣିଲା! ସେ ବହୁତ ରାଗିଗଲା ଏବଂ ଚିତ୍କାର କଲା। ସେ ତାଙ୍କ ପିତାଙ୍କୁ କହିଲା, ତବେେ ମାେତେ ଆଶୀର୍ବାଦ କରନ୍ତୁ ପିତା
34 Ouvindo estas palavras de seu pai, Esaú soltou um grito cheio de amargura, e disse-lhe: "Abençoa-me também a mim, meu pai!"
35 ଇସ୍ହାକ କହିଲେ, ତୁମ୍ଭର ଭାଇ ମାେତେ ପ୍ରବଞ୍ଚନା କଲା। ସେ ଆସି ତୁମ୍ଭର ଆଶୀର୍ବାଦ ନଇଗେଲା।
35 "Teu irmão, respondeu-lhe Isaac, veio, fraudulentamente, tomar a tua bênção."
36 ଏଷୌ କହିଲା, ତା'ର ନାମ ହେଲା ଯାକୁବ ତାହା କ'ଣ ଯଥାର୍ଥ ନୁହେଁ। ସେ ମାେତେ ଦୁଇଥର ପ୍ରବଞ୍ଚନା କଲା। ସେ ମାରେ ଜେଷ୍ଠ ଅଧିକାର ଛଡ଼ାଇ ନଲୋ। ଏବଂ ମାରେଆଶୀର୍ବାଦ ନଇଗେଲା। ଏହାପରେ ଏଷୌ କହିଲା, ମାେ ପାଇଁ କିଛି ଆଶୀର୍ବାଦ ରଖିଛନ୍ତି କି?
36 Esaú disse então: "Será porque ele se chama Jacó que me suplantou já duas vezes? Tirou-me meu direito de primogenitura, e eis que agora me rouba minha bênção!" E ajuntou: "Não reservaste, porventura, uma bênção também para mim?"
37 ଇସ୍ହାକ ଉତ୍ତର ଦେଲେ, ହାଇଗେଲା, ତୁମ୍ଭକୁ ଶାସନ କରିବା ପାଇଁ, ମୁଁ ଯାକୁବକୁ କ୍ଷମତା ଦଲେି। ଏବଂ ମୁଁ ତାଙ୍କୁ କହିଲି ତୁମ୍ଭର ସମସ୍ତ ଭାଇ ତୁମ୍ଭର ସବୋ କରିବେ। ଏବଂ ମୁଁ ତାଙ୍କୁ ପ୍ରବଳ ଫସଲ ଓ ପ୍ରଚୁର ଦ୍ରାକ୍ଷାରସ ଜାତ ହବୋ ପାଇଁ ଆଶୀର୍ବାଦ କରିସାରିଛି। କଣ ମୁଁ କରିପାରିବି, ମାେ ପୁତ୍ର।
37 Isaac respondeu-lhe: "Eu o constituí teu senhor, e dei-lhe todos os seus irmãos por servos e o estabeleci na posse do trigo do vinho. Que posso ainda fazer por ti, meu filho?"
38 କିନ୍ତୁ ଏଷୌ କହିଲା, ମାେ ପିତା, ତୁମ୍ଭର କଣ ଗୋଟିଏ ଆଶୀର୍ବାଦ ଅଛି? ଆଶୀର୍ବାଦ କର ମାେତେ ମଧ୍ଯ, ପିତା। ଏବଂ ଏହା କରି ଏଷୌ ଜାରେ ରେ କାନ୍ଦିଲା।
38 Esaú disse ao seu pai: "Então só tens uma bênção, meu pai? Abençoa-me também a mim, meu pai!" E pôs-se a chorar.
39 ତା'ପରେ ଇସ୍ହାକ ତାଙ୍କୁ କହିଲେ, ତୁମ୍ଭେ ବାହା ରେ ବର୍ଷା ରେ ରହିବ ଏବଂ ଯାହା ଭୂମି ଉତ୍ପାଦନ କରିବ ଛାଡ଼ି ଦବେ।
39 Isaac tomou a palavra: "Eis, disse ele, que a tua habitação será desprovida da gordura da terra e do orvalho que desce dos céus.
40 ତୁମ୍ଭେ ଖଡ୍ଗଜୀବି ଓ ଆପଣା ଭ୍ରାତାର ଦାସ ହବେ। କିନ୍ତୁ ତୁମ୍ଭେ ଯେତବେେଳେ ପ୍ରସ୍ତୁତ, ତୁମ୍ଭ କାନ୍ଧରୁ ଜୁଆଳି କାଢ଼ି ଦବେ, ତବେେ ତୁମ୍ଭେ ମୁକ୍ତି ପାଇବ।
40 Viverás de tua espada, servindo o teu irmão, mas, se te libertares, quebrarás o seu jugo de cima do teu pescoço."
41 ଏହିପ୍ରକା ରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ହତେୁରୁ ଏଷୌ ତାହା ପ୍ରତି ଇର୍ଷାଭାବ ବହି ଏବଂ ସେ ସ୍ଥିର କଲା, ମୁଁ ଅପେକ୍ଷା କରିବି ମାରେ ପିତାଙ୍କର ଶାେକର ସମୟ ବିତିବା ୟାଏ। ଏହାପରେ ମୁଁ ଆପଣା ଭ୍ରାତା ଯାକୁବକୁ ବଦ୍ଧ କରିବି।
41 Esaú concebeu ódio por Jacó por causa da bênção que lhe tinha dado seu pai e disse em seu coração: "Virão os dias do luto de meu pai, e matarei meu irmão Jacó."
42 କିନ୍ତୁ ସହେି ବାକ୍ଯଗୁଡ଼ିକ ରିବିକାକୁ ଶୁଣା ୟାଇଥିଲା। ଏଷୌ ଯାକୁବକୁ ହତ୍ଯା କରିବାର ଯୋଜନା କରିଅଛି। ସେ ଯାକୁବକୁ ଡ଼ାକି କହିଲା, ଶୁଣ ତୁମ୍ଭର ଭାଇ ଏଷୌ ତୁମ୍ଭକୁ ମାରିବା ପାଇଁ ଯୋଜନା କରିଛି।
42 E foram referidas a Rebeca estas palavras do seu filho primogênito. Ela mandou chamar seu filho mais novo, Jacó, e disse-lhe: "Teu irmão Esaú quer matar-te para se vingar de ti.
43 ତେଣୁ ହେ ମାରେ ପୁତ୍ର ମୁଁ ଯମେନ୍ତ କହୁଛି, ସହେିପରି କର। ମାରେଭ୍ରାତା ଲାବନ ହାରଣ ରେ ବାସ କରୁଛି। ତୁମ୍ଭେ ତା' ପାଖ ରେ ୟାଇ ଲୁଚ।
43 Escuta-me, pois, meu filho: vai, foge para junto de Labão, meu irmão, em Harã;
44 ତାଙ୍କ ପାଖ ରେ ଅଳ୍ପ ସମୟ ପାଇଁ ରୁହ। ତୁମ୍ଭ ଭାଇର ରାଗ ଶାନ୍ତ ହବୋ ପର୍ୟ୍ଯନ୍ତ ତୁମ୍ଭେ ସଠାେରେ ରୁହ।
44 fica em casa dele algum tempo, até que se acalme a cólera do teu irmão.
45 କିଛି ସମୟପରେ ତୁମ୍ଭ ଭାଇ ଭୁଲିଯିବେ ତୁମ୍ଭେ ତାଙ୍କ ପ୍ରତି କ'ଣ କରିଥିଲ। ତା'ପରେ ମୁଁ ଚାକର ପଠାଇ ତୁମ୍ଭକୁ ନଇେ ଆସିବି। ମୁଁ ଏକାଦିନେ ଦୁଇ ଜଣକୁ ହରାଇବାକୁ ଚାହୁଁ ନାହିଁ।
45 Assim que passar a sua cólera e tiver ele esquecido do que lhe fizeste, mandar-te-ei buscar. Por que perderia eu vocês dois num só dia?"
46 ଏହାପରେ ରିବିକା ଇସ୍ହାକକୁ କହିଲେ, ତୁମ୍ଭର ପୁତ୍ର ଏଷୌ ହିତ୍ତୀଯ କନ୍ଯାକୁ ବିବାହ କଲା, ଏହା ମାରେ ପ୍ରାଣକୁ କଷ୍ଟ ଦେଉଅଛି। କାହିଁକି? କାରଣ ସମାନେେ ଆମ୍ଭର ଲୋକ ନୁହଁନ୍ତି। ଯଦି ଯାକୁବ ଏହି ଦେଶର କନ୍ଯାକୁ ବିବାହ କରେ ତବେେ ମୁଁ ମରିୟିବି।
46 Rebeca disse a Isaac: "Estou desgostosa da vida por causa das filhas de Het. Se Jacó tomar uma mulher entre as filhas de Het, para que ainda viver?"

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Gênesis 27, comparar traduções ou montar um estudo — tudo direto pelo WhatsApp.