Gênesis 28

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଇସ୍ହାକ ଯାକୁବକୁ ଡ଼ାକି ଆଶୀର୍ବାଦ ଦେଲେ। ଏହି ଆଜ୍ଞାଦଇେ ତାଙ୍କୁ କହିଲେ, ତୁମ୍ଭେ କିଣାନୀଯ କନ୍ଯାକୁ ବିବାହ କରିବ ନାହିଁ।
1 Isaac chamou Jacó e o abençoou, dando-lhe esta ordem: "Não desposarás uma filha de Canaã:
2 ତେଣୁ ତୁମ୍ଭେ ଏସ୍ଥାନ ଛାଡ଼ି ପଦ୍ଦନ ଅରାମକୁ ୟାଅ। ନିଜ ମାତାର ପରବାରକୁ ୟାଇ ବଥୂଯଲରେ ଗୁହକୁ ଯଇେ ସଠାେରେ ନିଜର ମାମୁଁ ଲାବନର କୌଣସି କନ୍ଯାକୁ ବିବାହ କର।
2 Mas vai a Padã-Arã, à casa de Batuel, pai de tua mãe, e escolhe lá uma mulher entre as filhas de Labão, irmão de tua mãe.
3 ସର୍ବଶକ୍ତିମାନ ପରମେଶ୍ବର ଆଶୀର୍ବାଦ କରି ଅନକେ ଜନସମାଜ ହବୋ ପାଇଁ ୟଥେଷ୍ଟ ବଂଶଧର କରନ୍ତୁ।
3 Deus todo-poderoso te abençoe, te faça crescer e multiplicar, de sorte que te tornes uma multidão de povos.
4 ପରମେଶ୍ବର ଅବ୍ରହାମଙ୍କୁ ସେ ଆଶୀର୍ବାଦ କଲା ପରି ତୁମ୍ଭଠା ରେ ଓ ତୁମ୍ଭ ବଂଶକୁ ଆଶୀର୍ବାଦ ଦେଉ। ତହିଁରେ ପରମେଶ୍ବର ତୁମ୍ଭର ପ୍ରବାସ ସ୍ଥାନ ଯେଉଁଠା ରେ ତୁମ୍ଭେ ବାସ କରୁଛ। ବର୍ତ୍ତମାନ, ତାହା ପରମେଶ୍ବର ଅବ୍ରହାମଙ୍କୁ ଦଇେଥିଲେ।
4 Dê-te ele, como também à tua posteridade, a bênção de Abraão, a fim de que possuas a terra onde moras, e que Deus deu a Abraão."
5 ଏହାପରେ ଇସ୍ହାକ ଯାକୁବକୁ ବିଦାଯ କରନ୍ତେ ସେ ପଦ୍ଦନ ଅରାମ ରେ ଲାବନକୁ ବଥୁଯଲରେ ପୁତ୍ର ଅରାମୀଯ ଅର୍ଥାତ୍ ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ୟାତ୍ରା କଲେ। ରିରିକା ଯାକୁବ ଏବଂ ଏଷୌର ମାତା ଥିଲେ।
5 Isaac despediu Jacó, e este partiu para Padã-Arã, para a casa de Labão, filho de Batuel, o arameu, irmão de Rebeca, a mãe de Jacó e de Esaú.
6 ଏଷୌ ଏହା ଜାଣିଲେ ଯେ ତାଙ୍କର ପିତା ଇସ୍ହାକ ଯାକୁବକୁ ଆଶୀର୍ବାଦ ଦେଲେ। ଏବଂ ଏଷୌ
6 Ora, Esaú viu que seu pai tinha abençoado Jacó, e o tinha enviado a Padã-Arã para aí tomar uma mulher e que, depois de o ter abençoado, lhe proibira desposar uma filha de Canaã.
7 ଏବଂ ଏଷୌ ଜାଣିଲେ ଯେ ଯାକୁବ ତାଙ୍କର ପିତା ମାତାଙ୍କର କଥା ମାନି ପଦ୍ଦନ ଅରାମକୁ ପଳାଇଛି।
7 Viu também que Jacó, obedecendo aos seus pais, partira para Padã-Arã.
8 ଏଷୌ ଏକଥା ଜାଣିଲେ ଯେ ତାଙ୍କର ପିତା ଚାହୁଁ ନାହାଁନ୍ତି ତାଙ୍କର ପୁତ୍ର କିଣାନୀଯ କନ୍ଯାକୁ ବିବାହ କରନ୍ତୁ।
8 E, compreendendo que as filhas de Canaã não eram bem vistas pelo seu pai,
9 ଏଷୌର ଦୁଇଟି କିଣାନୀଯ ସ୍ତ୍ରୀ ଥିଲେ। କିନ୍ତୁ ଏହାପରେ ସେ ଇଶ୍ମାଯଲକେୁ ଗଲେ ଓ ଆଉ ଏକ ସ୍ତ୍ରୀକୁ ବିବାହ କଲେ। ସେ ମହଲତ୍କୁ ବିବାହ କଲେ। ଇଶ୍ମାଯଲରେ କନ୍ଯା। ଇଶ୍ମାଯଲେ ଅବ୍ରହାମର ପୁତ୍ର। ମହଲତ୍ ନବାଯୋତର ଭଉଣୀ।
9 foi à casa de Ismael e tomou por mulher, além daquelas que já tinha, a Maelet, filha de Ismael, filho de Abraão, irmã de Nabaiot.
10 ଯାକୁବ ବରେଶବୋ ଛାଡ଼ି ହାରଣକୁ ଗଲେ।
10 Jacó, partindo de Bersabéia, tomou o caminho de Harã.
11 ଯାକୁବ ୟାତ୍ରା କରିଥିବା ସମୟରେ ସୂର୍ୟ୍ଯାସ୍ତ ହେଲା। ତେଣୁ ଯାକୁବ ରାତ୍ର ୟାପନ କରିବା ପାଇଁ ଏକ ସ୍ଥାନକୁ ଗଲେ। ଯାକୁବ ଏକ ପଥରଖଣ୍ଡ ପାଇଲେ, ସହେି ସ୍ଥାନ ରେ ପଥର ଉପରେ ମୁଣ୍ଡ ଦଇେ ସେ ଶୋଇ ପଡ଼ିଲେ।
11 Chegou a um lugar, e ali passou a noite, porque o sol já se tinha posto. Serviu-se como travesseiro de uma das pedras que ali se encontravam, e dormiu naquele mesmo lugar.
12 ଯାକୁବ ଏକ ସ୍ବପ୍ନ ଦେଖିଲେ। ସେ ସ୍ବପ୍ନ ରେ ଦେଖିଲେ ଯେ ଏକ ସିଡ଼ି ଭୂମିରୁ ସ୍ବର୍ଗକୁ ଲାଗିଛି। ଯାକୁବ ଦେଖିଲେ ପରମେଶ୍ବରଙ୍କର ଦୂତଗଣ ସହେି ସିଢ଼ିଦଇେ ଚଢୁଛନ୍ତି ଓ ଓହ୍ଲାଉଛନ୍ତ।
12 E teve um sonho: via uma escada, que, apoiando-se na terra, tocava com o cimo o céu; e anjos de Deus subiam e desciam pela escada. No alto estava o Senhor,
13 ଏବଂ ଯାକୁବ ଦେଖିଲେ ସଦାପ୍ରଭୁ ସହେି ସିଢ଼ି ପାଖ ରେ ଛିଡ଼ା ହାଇେଛନ୍ତି। ସଦାପ୍ରଭୁ କହୁଥିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ବର, ମଧ୍ଯ ଇସ୍ହାକର ପରମେଶ୍ବର। ତୁମ୍ଭେ ଶାଇେଥିବା ଭୂମି ଆମ୍ଭେ ତୁମ୍ଭକୁ ଦବୋ। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ତାହା ଦବୋ।
13 que lhe dizia: "Eu sou o Senhor, o Deus de Abraão, teu pai e o Deus de Isaac; darei a ti e à tua descendência a terra em que estás deitado.
14 ତୁମ୍ଭର ବହୁତ ବଂଶ ହବେେ। ତାହା ପୃଥିବୀର ଧୂଳୀପରି ଅସଂଖ୍ଯ ହବେେ। ସମାନେେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ଯାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରପ୍ତ ହବେେ।
14 Tua posteridade será tão numerosa como os grãos de poeira no solo; tu te estenderás, para o ocidente e para o oriente, para o norte e para o meio-dia, e todas as famílias da terra serão benditas em ti e em tua posteridade.
15 ମୁଁ ତୁମ୍ଭ ସହିତ ଅଛି। ମୁଁ ତୁମ୍ଭକୁ ସବୁଠା ରେ ସୁରକ୍ଷା ଦବେି। ପୁଣି ଆମ୍ଭେ ତୁମ୍ଭକୁ ଏହି ଭୂମିକୁ ଫରୋଇ ଆଣିବୁ। ଆମ୍ଭର ପ୍ରତିଜ୍ଞା ପୂର୍ଣ୍ଣ ନ ହବୋ ପର୍ୟ୍ଯନ୍ତ ଆମ୍ଭ ତୁମ୍ଭକୁ ଛାଡୁ ନାହୁଁ।
15 Estou contigo, para te guardar onde quer que fores, e te reconduzirei a esta terra, e não te abandonarei sem ter cumprido o que te prometi."
16 ଏହାପରେ ଯାକୁବ ନିଦ୍ରାରୁ ଉଠିଲା, ଏବଂ କହିଲେ, ମୁଁ ଜାଣେ ଯେ ସଦାପ୍ରଭୁ ଏହିଠା ରେ ଅଛନ୍ତି। କିନ୍ତୁ ମୁଁ ସଦାପ୍ରଭୁ ଏଠା ରେ ଥିଲେ ବୋଲି ଜାଣି ନଥିଲି।
16 Jacó, despertando de seu sono, exclamou: "Em verdade, o Senhor está neste lugar, e eu não o sabia!"
17 ଯାକୁବ ଭୟ କଲେ ଓ ସେ କହିଲେ, ଏହିସ୍ଥାନ ଭୟାନକ ଅଟେ। ଏହା ପରମେଶ୍ବରଙ୍କର ପବିତ୍ର ଗୃହ ଅଟେ। ଏହି ସ୍ଥାନ ହେଉଛି ସ୍ବର୍ଗର ଦ୍ବାର।
17 E, cheio de pavor, ajuntou: "Quão terrível é este lugar! É nada menos que a casa de Deus; é aqui, a porta do céu."
18 ଯାକୁବ ପ୍ରତ୍ଯୁଷରୁ ଉଠିଲେ। ଯେଉଁ ପ୍ରସ୍ଥର ମୁଣ୍ଡତଳେ ଦଇେଥିଲେ, ତାହା ନଇେ ସ୍ତମ୍ଭରୂପେ ସ୍ଥାପନ କଲେ। ଏହାପରେ ସେ ତା' ଉପରେ ତୈଳ ଢ଼ାଳିଲେ।
18 No dia seguinte, pela manhã, tomou Jacó a pedra: sobre a qual repousara a cabeça e a erigiu em estela, derramando óleo sobre ela.
19 ସହେି ସ୍ଥାନର ନାମ ଥିଲା ଲୂସ୍ କିନ୍ତୁ ଯାକୁବ ସହେି ସ୍ଥାନର ନାମ ଦେଲେ ବୌଥଲେ।
19 Deu o nome de Betel a este lugar, que antes se chamava Luz.
20 ଏହାପରେ ଯାକୁବ ଏକ ପ୍ରତିଜ୍ଞା କଲେ, ସେ କହିଲେ, ଯଦି ପରମେଶ୍ବର ମାେ ସହିତ ରହିବେ, ଯଦି ଏହି ୟାତ୍ରା ରେ ପରମେଶ୍ବର ମାରେ ସହାୟ ହବେେ, ଯଦି ପରମେଶ୍ବର ମାେତେ ଖାଦ୍ୟ ବସ୍ତ୍ର ଯୋଗଇବେ।
20 Jacó fez então este voto: "Se Deus for comigo, se ele me guardar durante esta viagem que empreendi, e me der pão para comer e roupa para vestir,
21 ଯଦି ପରମେଶ୍ବର ମାେତେ ନିରାପଦ ରେ ମାେ ଗୃହକୁ ଫରୋଇ ଆଣନ୍ତି। ତବେେ ସଦାପ୍ରଭୁ ମାରେ ପରମେଶ୍ବର ହବେେ।
21 e me fizer voltar em paz casa paterna, então o Senhor será o meu Deus.
22 ମୁଁ ଏହି ପଥରଖଣ୍ଡକୁ ଏକ ସ୍ମରଣାର୍ଥକ ପ୍ରସ୍ତର ସ୍ଥାପନ କରିବି। ଏହା ପରମେଶ୍ବରଙ୍କର ଏକ ପବିତ୍ରସ୍ଥାନ ହବେ। ଆଉ ତୁମ୍ଭେ ଯାହା ସବୁ ମାେତେ ଦବେ, ତହିଁର ଦଶମାଂଶ ମୁଁ ତୁମ୍ଭକୁ ଅବଶ୍ଯ ଦବେି।
22 Esta pedra da qual fiz uma estela será uma casa de Deus, e pagarei o dízimo de tudo o que me derdes."

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Gênesis 28, comparar traduções ou montar um estudo — tudo direto pelo WhatsApp.