Gênesis 30
Oriya Bible (GL_ORIYA) vs ARA
1 ରାହେଲ ଦେଖିଲା ଯେ, ସେ କୌଣସି ପିଲା ଜନ୍ମ କରିପାରୁ ନାହିଁ। ରାହେଲ ତା'ର ଭଊଣୀ ଲୟୋ ପ୍ରତି ଇର୍ଷାନିତ୍ବ ହେଲା। ତେଣୁ ରାହେଲ ଯାକୁବକୁ କହିଲା, ମାେତେ ପିଲା ଦିଅ ନେ ହେଲେ ମୁଁ ମରିବି।
1 Vendo Raquel que não dava filhos a Jacó, teve ciúmes de sua irmã e disse a Jacó: Dá-me filhos, senão morrerei.
2 ଯାକୁବ ରାହେଲ ଉପରେ କୋରଧ କଲେ। ସେ କହିଲେ, ମୁଁ ପରମେଶ୍ବର ନୁହେଁ। କବଳେ ପରମେଶ୍ବର ହିଁ ତୁମ୍ଭକୁ ସନ୍ତାନ ଦଇେ ପାରିବେ।
2 Então, Jacó se irou contra Raquel e disse: Acaso, estou eu em lugar de Deus que ao teu ventre impediu frutificar?
3 ଏହାପରେ ରାହେଲ କହିଲେ, ମାରେ ଦାସୀ ବିଲହା ଅଛି ତାହା ସହିତ ସହବାସ କର। ସେ ପିଲା ଜନ୍ମ କଲେ ମୁଁ ମା ହାଇେ ପାରିବି।
3 Respondeu ela: Eis aqui Bila, minha serva; coabita com ela, para que dê à luz, e eu traga filhos ao meu colo, por meio dela.
4 ତେଣୁ ରାହେଲ ବିଲହାକୁ ଆଣି ଯାକୁବକୁ ଦଲୋ, ଯାକୁବ ତାହା ସହିତ ସହବାସ କଲେ।
4 Assim, lhe deu a Bila, sua serva, por mulher; e Jacó a possuiu.
5 ଏହାପରେ ବିଲହା ଗର୍ଭବତୀ ହାଇେ ପିଲାଜନ୍ମ କଲା।
5 Bila concebeu e deu à luz um filho a Jacó.
6 ରାହେଲ କହିଲା, ପରମେଶ୍ବର ମାରେ ପ୍ରାର୍ଥନା ଗ୍ରହଣ କରିଛନ୍ତି, ମାେତେ ଏକ ପୁତ୍ର ସନ୍ତାନ ଦବୋ ପାଇଁ ସେ ନିଷ୍ପତ୍ତି ନେଲେ। ତେଣୁ ରାହେଲ ତା'ର ନାମ ରଖିଲେ ଦାନ।
6 Então, disse Raquel: Deus me julgou, e também me ouviu a voz, e me deu um filho; portanto, lhe chamou Dã.
7 ରାହେଲର ଦାସୀ ବିଲହା ଆଉଥରେ ଗର୍ଭବତୀ ହେଲା ଏବଂ ସେ ଯାକୁବଙ୍କ ପାଇଁ ଦ୍ବୀତୀଯ ପୁତ୍ର ଜନ୍ମ କଲା।
7 Concebeu outra vez Bila, serva de Raquel, e deu à luz o segundo filho a Jacó.
8 ରାହେଲ କହିଲା, ମୁଁ ମାରେ ଭଉଣୀ ସହିତ ସଂଘର୍ଷ କରି ଜଯ କଲି। ଏଣୁ କରି ସେ ତାଙ୍କର ନାମ ନପ୍ତାଲି ରଖିଲେ।
8 Disse Raquel: Com grandes lutas tenho competido com minha irmã e logrei prevalecer; chamou-lhe, pois, Naftali.
9 ଲୟୋ ଦେଖିଲା ସେ ଆଉ ପିଲା ଜନ୍ମ କରିପାରିବ ନାହିଁ। ତେଣୁ ସେ ଆପଣା ଦାସୀ ସିଳ୍ପାକୁ ଆଣି ଯାକୁବକୁ ଦଲୋ।
9 Vendo Lia que ela mesma cessara de conceber, tomou também a Zilpa, sua serva, e deu-a a Jacó, por mulher.
10 ଏହାପରେ ସିଳ୍ପା ଏକ ପିଲା ଜନ୍ମ କଲା।
10 Zilpa, serva de Lia, deu a Jacó um filho.
11 ଲୟୋ କହିଲା, ମୁଁ ଭାଗ୍ଯବତୀ ତେଣୁ ସେ ତା'ର ନାମ ଦଲୋ ଗାଦ୍।
11 Disse Lia: Afortunada! E lhe chamou Gade.
12 ଲୟୋର ଦାସୀ ସିଳ୍ପା ଦ୍ବିତୀୟ ପୁତ୍ର ଯାକୁବ ପାଇଁ ଜନ୍ମ କଲା।
12 Depois, Zilpa, serva de Lia, deu o segundo filho a Jacó.
13 ଲୟୋ କହିଲା, ମୁଁ ବହୁତ ଖୁସି! ୟୁବତୀଗଣ ମାେତେ ଆନନ୍ଦୀନି ବୋଲିବେ। ଏଣୁ ସେ ତା'ର ନାମ ଆଶରେ ଦଲୋ।
13 Então, disse Lia: É a minha felicidade! Porque as filhas me terão por venturosa; e lhe chamou Aser.
14 ଅନନ୍ତର ଗହମ କଟା ସମୟରେ ରୁବନ୍େ ବାହା ରେ ୟାଇ କ୍ଷତରେୁ ଦୂଦାଫଳ ପାଇଆଣି ଆପଣାମାତା ଲୟୋକୁ ଦଲୋ। ତହୁଁ ରାହେଲ ଲୟୋକୁ କହିଲା, ଦୟାକରି ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମାେତେ ଦିଅ।
14 Foi Rúben nos dias da ceifa do trigo, e achou mandrágoras no campo, e trouxe-as a Lia, sua mãe. Então, disse Raquel a Lia: Dá-me das mandrágoras de teu filho.
15 ଲୟୋ ଉତ୍ତର ଦଲୋ, ତୁମ୍ଭେ ମାେ ସ୍ବାମୀକୁ ହରଣ କରିଛ ତୁମ୍ଭେ ମାରେ ପୁତ୍ରର ଦୂଦାଫଳ ହରଣ କରିବାକୁ ଚେଷ୍ଟା କରୁଛ।
15 Respondeu ela: Achas pouco o me teres levado o marido? Tomarás também as mandrágoras de meu filho? Disse Raquel: Ele te possuirá esta noite, a troco das mandrágoras de teu filho.
16 ସଦେିନ ସଂନ୍ଧ୍ଯା ରେ ଯାକୁବ କ୍ଷତରେୁ ଫରେିବାପରେ ଲୟୋ ବାହାରକୁ ଗଲା ତାଙ୍କୁ ସାକ୍ଷାତ କରିବାକୁ ଏବଂ କହିଲା, ତୁମ୍ଭେ ଆଜି ରାତି ରେ ମାେ ପାଖ ରେ ଶଯନ କରିବ। କାରଣ ମୁଁ ତୁମ୍ଭ ସିହତ ଶଯନ କରିଥିବାରୁ ଦୂଦାଫଳ ଦଇେ ତା'ର ବଦଳ ରେ ତୁମ୍ଭକୁ ପାଇଛି। ତେଣୁ ସହେି ରାତ୍ରୀ ସେ ତା' ସହିତ ଶାଇେଲା।
16 À tarde, vindo Jacó do campo, saiu-lhe ao encontro Lia e lhe disse: Esta noite me possuirás, pois eu te aluguei pelas mandrágoras de meu filho. E Jacó, naquela noite, coabitou com ela.
17 ଏହାପରେ ପରମେଶ୍ବର ଲୟୋର ପାର୍ଥନା ଶୁଣିଲେ ଏବଂ ସେ ବର୍ଭବତୀ ହେଲା। ସେ ପଞ୍ଚମ ପୁତ୍ରକୁ ଜନ୍ମ ଦଲୋ।
17 Ouviu Deus a Lia; ela concebeu e deu à luz o quinto filho.
18 ଲୟୋ କହିଲା, ମୁଁ ସ୍ବାମୀ ପାଇଁ ଆପଣା ଦାସୀକୁ ଦଇେଥିଲି, ପରମେଶ୍ବର ତାହାର ବର୍ତ୍ତନ ମାେତେ ଦଇେଛନ୍ତି। ଏଥିପାଇଁ ସେ ତାହାର ନାମ ଇଷାଖର ରଖିଲା।
18 Então, disse Lia: Deus me recompensou, porque dei a minha serva a meu marido; e chamou-lhe Issacar.
19 ଲୟୋ ପୁନ୍ନରାଯ ଗର୍ଭବତୀ ହାଇେ ଷଷ୍ଠ ସନ୍ତାନକୁ ନ୍ମ ଦଲୋ।
19 E Lia, tendo concebido outra vez, deu a Jacó o sexto filho.
20 ଲୟୋ କହିଲା, ପରମେଶ୍ବର ମାେତେ ଏକ ସୁନ୍ଦର ଉପହାର ଦେଲେ। ବର୍ତ୍ତମାନ ଯାକୁବ ମାେତେ ସମାଦାର କରିବେ। କାରଣ ମୁଁ ତାଙ୍କୁ ଛଅଟି ପୁତ୍ର ଦଇେଅଛି। ତେଣୁ ଲୟୋ ତାହାର ନାମ ସବୂଲୂନ୍ ଦଲୋ।
20 E disse: Deus me concedeu excelente dote; desta vez permanecerá comigo meu marido, porque lhe dei seis filhos; e lhe chamou Zebulom.
21 ଏହାପରେ ଲୟୋ ଏକ କନ୍ଯା ସନ୍ତାନ ଜନ୍ମ କଲେ। ସେ ତା'ର ନାମ ଦେଲେ ଦୀଣା।
21 Depois disto, deu à luz uma filha e lhe chamou Diná.
22 ଏହାପରେ ପରମେଶ୍ବର ରାହେଲର ପ୍ରାର୍ଥନା ଗ୍ରହଣ କଲେ, ପରମେଶ୍ବର ରାହେଲକୁ ମାତୃତ୍ବ ଦେଲେ।
22 Lembrou-se Deus de Raquel, ouviu-a e a fez fecunda.
23 ରାହେଲ ଗର୍ଭବତୀ ହାଇେ ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦଲୋ। ରାହେଲ କହିଲା, ପରମେଶ୍ବର ମାରେ ଲଜ୍ଜ୍ଯା ନଇୟୋଇଛନ୍ତି।
23 Ela concebeu, deu à luz um filho e disse: Deus me tirou o meu vexame.
24 ସେ ମଧ୍ଯ କହିଲା, ପରମେଶ୍ବର ମାେତେ ଆଉ ଗୋଟିଏ ପୁତ୍ର ଅଧିକ ଦିଅନ୍ତୁ। ସେଥିପାଇଁ ରାହେଲ ତା'ର ନାମ ଯୋଷଫେ ରଖିଲା।
24 E lhe chamou José, dizendo: Dê-me o Senhor ainda outro filho.
25 ରାହେଲ ଯୋଷଫେକୁ ଜନ୍ମ ଦବା ପରେ, ଯାକୁବ ଲାବନକୁ କହିଲେ, ଏବେ ମାେତେ ମାରେ ନିଜ ଦେଶ ୟିବାକୁ ଦିଅ।
25 Tendo Raquel dado à luz a José, disse Jacó a Labão: Permite-me que eu volte ao meu lugar e à minha terra.
26 ମାରେ ସ୍ତ୍ରୀ ଏବଂ ପିଲାମାନଙ୍କ ପାଇଁ ମୁଁ ତୁମ୍ଭ ପାଖ ରେ କାମ କରିଛି। ଏବଂ ତୁମ୍ଭେ ଜାଣ ମୁଁ ଭଲଭାବରେ ତୁମ୍ଭର ସ ସବୋ କରିଛି।
26 Dá-me meus filhos e as mulheres, pelas quais eu te servi, e partirei; pois tu sabes quanto e de que maneira te servi.
27 ଲାବନ ତାଙ୍କୁ କହିଲା, ମାେତେ କିଛି କହିବାକୁ ଦିଅ। ମୁଁ ଗୁଣି ବିଦ୍ଯା କରି ଜାଣି ପାରିଛି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ମାେତେ ଆଶୀର୍ବାଦ କରିଛନ୍ତି।
27 Labão lhe respondeu: Ache eu mercê diante de ti; fica comigo. Tenho experimentado que o Senhor me abençoou por amor de ti.
28 ମାେତେ କହିବାକୁ ଦିଅ, ମାେତେ ତୁମ୍ଭକୁ କ'ଣ ଦବୋ ଉଚିତ। ଏବଂ ତାହା ମୁଁ ତୁମ୍ଭକୁ ଦବେି।
28 E disse ainda: Fixa o teu salário, que te pagarei.
29 ଯାକୁବ ଉତ୍ତର ଦଲୋ, ତୁମ୍ଭେ ଜାଣ ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କରିଛି। ମୁଁ ତୁମ୍ଭର ପଶୁଗଣକୁ ବୃଦ୍ଧି କରିଅଛି। ଏବଂ ତାଙ୍କର ବହୁ ଯତ୍ନ ନଇେଅଛି।
29 Disse-lhe Jacó: Tu sabes como te venho servindo e como cuidei do teu gado.
30 ଯେତବେେଳେ ମୁଁ ଆସିଲି ତୁମ୍ଭର ଖୁବ କମ ସମ୍ପତ୍ତି ଥିଲା। ବର୍ତ୍ତମାନ ବହୁତ ବୃଦ୍ଧି ପାଇଛି, ସଦାପ୍ରଭୁ ମାେ କାରଣରୁ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ବର୍ତ୍ତମାନ ମାରେନିଜ ପରିବାରକୁ ଯୋଗଇବା ପାଇଁ ସମୟ ଆସିଛି।
30 Porque o pouco que tinhas antes da minha vinda foi aumentado grandemente; e o Senhor te abençoou por meu trabalho. Agora, pois, quando hei de eu trabalhar também por minha casa?
31 ଲାବନ କହିଲା, ତବେେ ମାେତେ ତୁମ୍ଭକୁ କ'ଣ ଦବୋ ଉଚିତ୍?
31 Então, Labão lhe perguntou: Que te darei? Respondeu Jacó: Nada me darás; tornarei a apascentar e a guardar o teu rebanho, se me fizeres isto:
32 ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ଯଦଇେ ୟାଇ ମଷଗେଣ ମଧ୍ଯରୁ ଚିତ୍ର ବଚିତ୍ର ଓ ବିନ୍ଦୁ ଚିହ୍ନିତ ଓ କୃଷ୍ଣବର୍ଣ୍ଣ ମଷେମାନଙ୍କୁ ପୁଣି ଛାଗଳଗଣ ମଧ୍ଯରୁ ବିନ୍ଦୁ ଚିହ୍ନିତ ଓ ଚିତ୍ର ବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି। ସହେି ସବୁ ମାରେ ବର୍ତ୍ତନ ସ୍ବରୁପ ହବେ।
32 Passarei hoje por todo o teu rebanho, separando dele os salpicados e malhados, e todos os negros entre os cordeiros, e o que é malhado e salpicado entre as cabras; será isto o meu salário.
33 ଭବିଷ୍ଯତ ରେ ଯେତବେେଳେ ମୁଁ ସଚ୍ଚୋଟ ବୋଲି ତୁମ୍ଭେ ଜାଣିପାରିବ। ଯଦି ତୁମ୍ଭେ ମାରେ ମଷେପଲ ଦେଖିବାକୁ ଆସିପାରିବ। ତୁମ୍ଭେ ମାରେ ପଲକୁ ଦିଖିପାର। ଅର୍ଥାତ୍ ଛାଗଳମାନଙ୍କ ମଧିଅରେ ଚିତ୍ର ବିଚିତ୍ର ଓ ବିନ୍ଦୁ ଚିହ୍ନିତ ଛାଗଳ ଛଡ଼ା ଓ ମଷଗେଣ ମଧିଅରେ କୃଷ୍ଣବର୍ଣ୍ଣ ମଷେ ବ୍ଯତୀତ ଯେତେ ଥିବେ ତାହା ମାହେର ର୍ଚୌୟ୍ଯରୂପେ ଗଣ୍ଯ ହବେ।
33 Assim, responderá por mim a minha justiça, no dia de amanhã, quando vieres ver o meu salário diante de ti; o que não for salpicado e malhado entre as cabras e negro entre as ovelhas, esse, se for achado comigo, será tido por furtado.
34 ଲାବନ ଉତ୍ତର ଦଲୋ, ତୁମ୍ଭେ ଯାହା କହିଲ ଆମ୍ଭେ ତାହା କରିବା ପାଇଁ ମୁଁ ତୁମ୍ଭ ସହିତ ଏକମତ।
34 Disse Labão: Pois sim! Seja conforme a tua palavra.
35 ସହେିଦିନ ଲାବନ ବିନ୍ଦୁ ଚିହ୍ନିତ ଛାଗଳନମାନଙ୍କୁ ଲୁଚାଇ ଦଲୋ। ଏବଂ ଚିତ୍ର ବିଚିତ୍ର ଛାଗ ସବୁକୁ ଲୁଚାଇ ଦଲୋ। ଲାବନ ସମସ୍ତ ମାଟିଆ ବର୍ଣ୍ଣ ମଷଗେଣକୁ ସେ ତା'ର ପୁତ୍ରମାନଙ୍କୁ ଯତ୍ନ ନବୋକୁ ଦଲୋ।
35 Mas, naquele mesmo dia, separou Labão os bodes listados e malhados e todas as cabras salpicadas e malhadas, todos os que tinham alguma brancura e todos os negros entre os cordeiros; e os passou às mãos de seus filhos.
36 ସେଥିପାଇଁ ତାଙ୍କର ପୁଅମାନେ ସମସ୍ତ ଚିତ୍ରିତ ପଶୁଗଣକୁ ତିନିଦିନ ରାସ୍ତା ଦୂରର ଏକ ସ୍ଥାନକୁ ନଇଗେଲେ। ଯାକୁବ ଅନ୍ୟ ସମସ୍ତ ଛାଡି ୟାଇଥିବା ପଶୁମାନଙ୍କର ଯତ୍ନ ନେଲେ।
36 E pôs a distância de três dias de jornada entre si e Jacó; e Jacó apascentava o restante dos rebanhos de Labão.
37 ଯାକୁବ ଲିବ୍ନୀ, ଲୂସ୍ ଓ ଅର୍ମୋନ୍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବକ୍କଳ କାଢ଼ି କାଠର ଶୁକ୍ଲ ରଖାେ ବାହାର କଲା।
37 Tomou, então, Jacó varas verdes de álamo, de aveleira e de plátano e lhes removeu a casca, em riscas abertas, deixando aparecer a brancura das varas,
38 ଏହାପରେ ଯେଉଁ ସ୍ଥାନକୁ ପଶୁମାନେ ଜଳପାନ କରିବାକୁ ଆସନ୍ତି ସହେି ସ୍ଥାନ ରେ ସମାନଙ୍କେ ସମ୍ମୁଖସ୍ଥ ଜଳକୁଣ୍ଡ ମଧିଅରେ ସହେି ବକ୍କଳଶୂନ୍ଯ ଶାଖାସବୁ ଉଚ୍ଚ କରି ରଖିଲା। ତେଣୁ ଜଳ ପାନ କରିବା ସମୟରେ ସମାନେେ ଫଳବତୀ ହେଲେ।
38 as quais, assim escorchadas, pôs ele em frente do rebanho, nos canais de água e nos bebedouros, aonde os rebanhos vinham para dessedentar-se, e conceberam quando vinham a beber.
39 ପୁଣି ସହେି ଶାଖା ନିକଟରେ ସମାନଙ୍କେର ସଂଗମ ହବୋରୁ ପଶୁମାନେ ରଖାଙ୍କେିତ, ଚିତ୍ର ବିଚିତ୍ର ଓ ବିନ୍ଦୁ ଚିହ୍ନିତ ମଷେ ଛୁଆମାନ ଜନ୍ମ କଲେ।
39 E concebia o rebanho diante das varas, e as ovelhas davam crias listadas, salpicadas e malhadas.
40 ଯାକୁବ ସହେି ଚିତ୍ର ବିଚିତ୍ର ଛୁଆମାନଙ୍କୁ ଅନ୍ୟ ପାଖରୁ ଭିନ୍ନ ଭିନ୍ନ କଲା। ପୁଣି ଲାବନ ରଖାଙ୍କେିତ ଓ କୃଷ୍ଣବର୍ଣ୍ଣ ସବୁ ମଷେ ପ୍ରତି ମଷେୀମାନଙ୍କର ଦୃଷ୍ଟି ରଖାଇଲା। ଏହିପ୍ରକା ରେ ସେ ଲାବନର ପଲ ସହିତ ଆପଣା ପଲ ତନଖି ପୃଥକ କଲା।
40 Então, separou Jacó os cordeiros e virou o rebanho para o lado dos listados e dos pretos nos rebanhos de Labão; e pôs o seu rebanho à parte e não o juntou com o rebanho de Labão.
41 ଯେତବେେଳେ ବଳିଷ୍ଠ ପଶୁଗଣ ସହକର୍ମୀ କରନ୍ତି, ସେ ଜଳକୁଣ୍ଡ ମଧିଅରେ ସମାନଙ୍କେର ଆଖୀର ସମ୍ମୁଖ ରେ ସହେି ଶାଖାଗୁଡ଼ିକ ରଖିଲା। କିନ୍ତୁ ସେ ଦୁର୍ବଳ ପଶୁମାନଙ୍କ ସମ୍ମୁଖ ରେ ରଖିଲା ନାହିଁ।
41 E, todas as vezes que concebiam as ovelhas fortes, punha Jacó as varas à vista do rebanho nos canais de água, para que concebessem diante das varas.
42 କିନ୍ତୁ ଦୁର୍ବଳ ପଶୁଗଣ ଲାବନର ଓ ବଳିଷ୍ଠ ପଶୁଗଣ ଯାକୁବର ହେଲେ।
42 Porém, quando o rebanho era fraco, não as punha; assim, as fracas eram de Labão, e as fortes, de Jacó.
43 ଏହିପରି ଯାକୁବ ଅତିଶଯ ଧନୀ ହେଲା। ଏବଂ ତା'ର ପଶୁ, ଦାସ ଦାସୀ, ଓଟ ଓ ଗର୍ଦ୍ଦଭ ୟଥେଷ୍ଟ ହେଲେ।
43 E o homem se tornou mais e mais rico; teve muitos rebanhos, e servas, e servos, e camelos, e jumentos.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Gênesis 30, comparar traduções ou montar um estudo — tudo direto pelo WhatsApp.