Gênesis 3

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ସଦାପ୍ରଭୁ ପରମେଶ୍ବରଙ୍କର ସୃଷ୍ଟି କରିଥିବା ପ୍ରାଣୀମାନଙ୍କ ମଧିଅରେ ସର୍ପ ସମସ୍ତଙ୍କଠାରୁ ଚ଼ତୁର ଥିଲା। ସର୍ପଟି ସ୍ତ୍ରୀ ଲୋକଟିକୁ କହିଲା, ଏହା କ'ଣ ସତ୍ଯ ଯେ ପରମେଶ୍ବର ଉଦ୍ୟାନର କୌଣସି ବୃକ୍ଷର ଫଳ ନଖାଇବା ପାଇଁ ତୁମ୍ଭଙ୍କୁ କହିଲେ?
1 Ora, a serpente era mais astuta que todas as alimárias do campo que o SENHOR Deus tinha feito. E esta disse à mulher: É assim que Deus disse: Não comereis de toda a árvore do jardim?
2 ସ୍ତ୍ରୀ ଲୋକଟି କହିଲା, ଆମ୍ଭେ ବୃକ୍ଷଗୁଡ଼ିକର ଫଳ ଖାଇପାରିବୁ।
2 E disse a mulher à serpente: Do fruto das árvores do jardim comeremos,
3 କିନ୍ତୁ ଉଦ୍ୟାନ ମଧ୍ଯସ୍ଥ ଗୋଟିଏ ବୃକ୍ଷରୁ ଫଳ ଖାଇବାକୁ ମନା! ପରମେଶ୍ବର ଆମ୍ଭମାନଙ୍କୁ କହିଲେ, 'ତୁମ୍ଭେ ଉଦ୍ୟାନ ମଝି ରେ ଥିବା ବୃକ୍ଷରୁ ଫଳ ଖାଇବ ନାହିଁ। ଏପରିକି ତୁମ୍ଭେ ସେ ବୃକ୍ଷକୁ ଛୁଇଁବ ନାହିଁ। ଯଦି ଏପରି କର ତବେେ ମରିବ।
3 Mas do fruto da árvore que está no meio do jardim, disse Deus: Não comereis dele, nem nele tocareis para que não morrais.
4 କିନ୍ତୁ ସର୍ପ ସ୍ତ୍ରୀ ଲୋକଟିକୁ କହିଲା, ତୁମ୍ଭେ ମରିବ ନାହିଁ।
4 Então a serpente disse à mulher: Certamente não morrereis.
5 ପରମେଶ୍ବର ଜାଣନ୍ତି ଯେ, ଯେତବେେଳେ ତୁମ୍ଭେ ସହେି ବୃକ୍ଷରୁ ଫଳ ଖାଇବ ତବେେ ତୁମ୍ଭମାନଙ୍କର ଚ଼କ୍ଷୁ ଖାଲିୟିବେ ଏବଂ ତୁମ୍ଭେ ପରମେଶ୍ବରଙ୍କ ପରି ହବେ, କାରଣ ତୁମ୍ଭେ ଜାଣିବ କଣ ଭଲ ଏବଂ କଣ ମନ୍ଦ ଅଟେ।
5 Porque Deus sabe que no dia em que dele comerdes se abrirão os vossos olhos, e sereis como Deus, sabendo o bem e o mal.
6 ସହେି ସ୍ତ୍ରୀ ଲୋକଟି ଦେଖିଲା ଯେ, ସହେି ବୃକ୍ଷଟି ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ। ସେ ଜ୍ଞାନ ଲାଭ କରିବାକୁ ଇଚ୍ଛା କଲା। ତେଣୁ ସେ ସହେି ବୃକ୍ଷରୁ ଫଳ ତୋଳିଲା ଏବଂ ଖାଇଲା। ପୁଣି ଆପଣାର ସ୍ବାମୀକୁ ଖାଇବାକୁ ଦଲୋ ଏବଂ ସେ ମଧ୍ଯ ତାହାକୁ ଖାଇଲା।
6 E viu a mulher que aquela árvore era boa para se comer, e agradável aos olhos, e árvore desejável para dar entendimento; tomou do seu fruto, e comeu, e deu também a seu marido, e ele comeu com ela.
7 ସମାନଙ୍କେର ଚ଼କ୍ଷୁ ପ୍ରସନ୍ନ ହେଲା ଏବଂ ସମାନେେ ଜାଣିପାରିଲେ ଯେ, ସମାନେେ ଉଲଗ୍ନ। ତେଣୁ ସମାନେେ କିଛି ଡ଼ିମିରି ବୃକ୍ଷର ପତ୍ର ସଂଗ୍ରହ କରି ତାକୁ ସିଇଁ ତାହାକୁ ବସ୍ତ୍ର ଭାବରେ ଗ୍ରହଣ କଲେ।
7 Então foram abertos os olhos de ambos, e conheceram que estavam nus; e coseram folhas de figueira, e fizeram para si aventais.
8 ସଂନ୍ଧ୍ଯା ସମୟରେ ସଦାପ୍ରଭୁ ପରମେଶ୍ବର ଉଦ୍ୟାନ ମଧିଅରେ ଭ୍ରମଣ କରୁଥିଲେ। ନର ଓ ନାରୀ ଏକଥା ଶୁଣିବାକୁ ପାଇଲେ ଏବଂ ସମାନେେ ପରମେଶ୍ବରଙ୍କ ଠାରୁ ନିଜ ନିଜକୁ ବୃକ୍ଷ ଆଢ଼ୁଆଳ ରେ ଲୁଚ଼ାଇ ରଖିଲେ।
8 E ouviram a voz do Senhor Deus, que passeava no jardim pela viração do dia; e esconderam-se Adão e sua mulher da presença do Senhor Deus, entre as árvores do jardim.
9 ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ ଡାକିଲେ, ତୁମ୍ଭେ କେଉଁଠା ରେ?
9 E chamou o Senhor Deus a Adão, e disse-lhe: Onde estás?
10 ମନୁଷ୍ଯ ଉତ୍ତର ଦେଲେ, ମୁଁ ତୁମ୍ଭେ ଉଦ୍ୟାନ ରେ ଚ଼ାଲିବାର ଶୁଣିଲି। ମୁଁ ଭୟ କଲି, ମୁଁ ଉଲଗ୍ନ ଥିଲି ତେଣୁ ମୁଁ ଲୁଚ଼ିଲି।
10 E ele disse: Ouvi a tua voz soar no jardim, e temi, porque estava nu, e escondi-me.
11 ସଦାପ୍ରଭୁ ପରମେଶ୍ବର ଆଦମକୁ କହିଲେ, ତୁମ୍ଭକୁ କିଏ କହିଲା ଯେ, ତୁମ୍ଭେ ଉଲଗ୍ନ? ତୁମ୍ଭେ କଣ ଉଦ୍ୟାନର ସହେି ବୃକ୍ଷର ଫଳ ଖାଇଲ, ଯାହା ଖାଇବା ପାଇଁ ମୁଁ ମନା କରିଥିଲି!
11 E Deus disse: Quem te mostrou que estavas nu? Comeste tu da árvore de que te ordenei que não comesses?
12 ମନୁଷ୍ଯ ଉତ୍ତର ଦଲୋ, ତୁମ୍ଭେ ମାେ ପାଇଁ ଯେଉଁ ସ୍ତ୍ରୀ ତିଆରି କରିଥିଲ ସେ ମାେତେ ସହେି ଫଳ ଖାଇବାକୁ ଦଲୋ। ତେଣୁ ମୁଁ ତାହା ଖାଇଲି।
12 Então disse Adão: A mulher que me deste por companheira, ela me deu da árvore, e comi.
13 ଏହାପରେ ସଦାପ୍ରଭୁ ପରମେଶ୍ବର ସହେି ସ୍ତ୍ରୀ ଲୋକକୁ କହିଲେ, ଏପରି ତୁମ୍ଭେ କାହିଁକି କଲ? ସ୍ତ୍ରୀ ଲୋକଟି ଉତ୍ତର ଦଲୋ, ସର୍ପ ମାେତେ ଭୁଲାଇ ଦଲୋ, ତହିଁରେ ମୁଁ ତାକୁ ଖାଇଲି।
13 E disse o Senhor Deus à mulher: Por que fizeste isto? E disse a mulher: A serpente me enganou, e eu comi.
14 ସେଥିପାଇଁ ସଦାପ୍ରଭୁ ପରମେଶ୍ବର ସର୍ପକୁ କହିଲେ,
14 Então o Senhor Deus disse à serpente: Porquanto fizeste isto, maldita serás mais que toda a fera, e mais que todos os animais do campo; sobre o teu ventre andarás, e pó comerás todos os dias da tua vida.
15 ମୁଁ ତୁମ୍ଭଙ୍କୁ ନାରୀର ଶତୃ କରିବି।
15 E porei inimizade entre ti e a mulher, e entre a tua semente e a sua semente; esta te ferirá a cabeça, e tu lhe ferirás o calcanhar.
16 ଏହାପରେ ସଦାପ୍ରଭୁ ପରମେଶ୍ବର ସହେି ସ୍ତ୍ରୀ ଲୋକଟିକୁ କହିଲେ, ମୁଁ ତୁମ୍ଭର କାର୍ୟ୍ଯଭାର ଏବଂ ତୁମ୍ଭର ଗର୍ଭ ବଦନୋ ମଧ୍ଯ ବଢ଼ାଇବି। ତୁମ୍ଭେ ବ୍ଯଥା ରେ ସନ୍ତାନ ପ୍ରସବ କରିବ। ପୁଣି ସ୍ବାମୀ ପ୍ରତି ତୁମ୍ଭର ବାସନା ରହିବ ସେ ତୁମ୍ଭ ଉପରେ କତ୍ତୃର୍ତ୍ବ କରିବ।
16 E à mulher disse: Multiplicarei grandemente a tua dor, e a tua conceição; com dor darás à luz filhos; e o teu desejo será para o teu marido, e ele te dominará.
17 ଏହାପର ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ କହିଲେ, ମୁଁ ତୁମ୍ଭକୁ ସହେି ବୃକ୍ଷର ଫଳ ନ ଖାଇବା ପାଇଁ ନିର୍ଦ୍ଦେଶ ଦଇେଥିଲି କିନ୍ତୁ ତୁମ୍ଭେ ତୁମ୍ଭର ସ୍ତ୍ରୀଙ୍କ କଥା ଶୁଣିଲ ଏବଂ ସହେି ଫଳ ଖାଇଲ। ତେଣୁ ତୁମ୍ଭ ଯୋଗୁଁ ଭୂମି ଶାପଗ୍ରସ୍ଥ ହେଲା, ତୁମ୍ଭେ ତୁମ୍ଭର ୟାବଜ୍ଜୀବନ କ୍ଲେଶ ରେ ତହିଁରୁ ଭକ୍ଷ କରିବ।
17 E a Adão disse: Porquanto deste ouvidos à voz de tua mulher, e comeste da árvore de que te ordenei, dizendo: Não comerás dela, maldita é a terra por causa de ti; com dor comerás dela todos os dias da tua vida.
18 ଭୂମିରେ କଣ୍ଟା ବୁଦା ଜନ୍ମିବ। ତୁମ୍ଭେ କ୍ଷେତ୍ରର ଉତ୍ପାଦନ ଭୋଜନ କରିବ।
18 Espinhos, e cardos também, te produzirá; e comerás a erva do campo.
19 ତୁମ୍ଭେ ମରିବା ପର୍ୟ୍ଯନ୍ତ ମୂଖର ଝାଳ ରେ ଆହାର କରିବ, ତୁମ୍ଭେ ଖାଦ୍ୟ ପାଇବା ପାଇଁ କଠିନ ପରିଶ୍ରମ କରିବ। ତୁମ୍ଭେ ଧୂଳିରୁ ନିଆୟାଇଛ, ଏଣୁ ଧୂଳି ରେ ଫରେିୟିବ।
19 No suor do teu rosto comerás o teu pão, até que te tornes à terra; porque dela foste tomado; porquanto és pó e em pó te tornarás.
20 ମନୁଷ୍ଯ ତା'ର ସ୍ତ୍ରୀର ନାମ ଦଲୋ, ହବା। ଆଦମ ତାଙ୍କର ଏପରି ନାମକରଣ କରିଥିଲା, କାରଣ ସେଥିଲେ ଜୀବିତ ପ୍ରାଣୀମାନଙ୍କ ସକଳର ମାତା।
20 E chamou Adão o nome de sua mulher Eva; porquanto era a mãe de todos os viventes.
21 ସଦାପ୍ରଭୁ ପରମେଶ୍ବର ତାଙ୍କ ପାଇଁ ଚ଼ମଡ଼ାର ବସ୍ତ୍ର ତିଆରି କରି ତାଙ୍କୁ ପିନ୍ଧାଇଲେ।
21 E fez o Senhor Deus a Adão e à sua mulher túnicas de peles, e os vestiu.
22 ସଦାପ୍ରଭୁ ପରମେଶ୍ବର କହିଲେ, ଦେଖ ମନୁଷ୍ଯ ଭଲ ଓ ମନ୍ଦର ବୋଧପ୍ରାପ୍ତ ହାଇେ ଆମ୍ଭମାନଙ୍କ ପରି ଜଣେ ହାଇେଅଛି। ଆଉ ଏବେ ସେ ଯେପରି ହାତବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ଯ ଖାଇବା ଉଚ଼ିତ୍ ନୁହଁ। ଯଦି ସେ ଏହା ଖାଇଥାନ୍ତା, ସେ ଅମର ହାଇେଥାନ୍ତା।
22 Então disse o Senhor Deus: Eis que o homem é como um de nós, sabendo o bem e o mal; ora, para que não estenda a sua mão, e tome também da árvore da vida, e coma e viva eternamente,
23 ତେଣୁ ସଦାପ୍ରଭୁ ପରମେଶ୍ବର, ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ। ଓ ସେ ଯେଉଁ ମୃତ୍ତିକାରୁ ସୃଷ୍ଟି ହାଇେଥିଲେ, ତହିଁରେ କୃଷି କର୍ମ କରିବାକୁ ନିୟୁକ୍ତ କଲେ।
23 O Senhor Deus, pois, o lançou fora do jardim do Éden, para lavrar a terra de que fora tomado.
24 ସଦାପ୍ରଭୁ ପରମେଶ୍ବର ଏହିପରି ମନୁଷ୍ଯକୁ ତଡ଼ି ଦେଲେ। ପୁଣି ଅମୃତ ବୃକ୍ଷର ପଥ ପହରା ଦବୋପାଇଁ ସେ କିରୁବଦୂତମାନଙ୍କୁ ଏବଂ ଗୋଟିଏ ଘୂର୍ଣ୍ଣଯମାନ ଖଡ୍ଗ ଏଦୋନ ଉଦ୍ୟାନର ପ୍ରବେଶ ସ୍ଥାନ ରେ ରଖିଲେ।
24 E havendo lançado fora o homem, pôs querubins ao oriente do jardim do Éden, e uma espada inflamada que andava ao redor, para guardar o caminho da árvore da vida.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Gênesis 3, comparar traduções ou montar um estudo — tudo direto pelo WhatsApp.