Gênesis 40

Oriya Bible (GL_ORIYA) vs VC

Sair da comparação
VC Versão Católica
1 କିଛି ଦିନପରେ ମିସ୍ରୀଯ ରାଜାଙ୍କର ପାନପତ୍ର ବାହକ ଓ ସୂପକାର ଆପଣାମାନଙ୍କର ମୂନିବ ମିଶ୍ରୀଯ ରାଜାଙ୍କୁ ଅସନ୍ତୁଷ୍ଟ କଲେ।
1 Depois disto, aconteceu que o copeiro e o padeiro do rei do Egito ofenderam o seu senhor.
2 ତହିଁରେ ଫା ରେ ଏଇ ଦୁଇଟି ସବେକଙ୍କ ପ୍ରତି କୋର୍ଧିତ ଥିଲେ, ରାଜାଙ୍କର ମୂଖ୍ଯ ପାନପାତ୍ର ବାହାକ ଓ ମୁଖ୍ଯ ସୂପକାର।
2 O faraó, encolerizado contra os seus dois oficiais, o copeiro-mor e o padeiro-mor,
3 ରକ୍ଷକ ସୈନ୍ଯାଧିପତିର ଯେଉଁ ବନ୍ଦୀ ଗୃହ ରେ ଯୋଷଫେ ବନ୍ଦୀ ଥିଲେ। ସହେିଠା ରେ ସମାନଙ୍କେୁ ବନ୍ଦୀ କରି ରଖିଲେ।
3 mandou-os encarcerar na casa do chefe da guarda, na prisão onde se encontrava detido José.
4 ଯେତବେେଳେ ପ୍ରହରୀମାନଙ୍କର ଅଧିନାଯକ ଯୋଷଫଙ୍କେୁ ତତ୍ତ୍ବାବଧାନ ରେ ରଖିଲେ, ଯୋଷଫେ ସମାନଙ୍କେର ତତ୍ତ୍ବାବଧାନ କଲେ ଓ ଯୋଗ ଦେଲେ। ଏହି ପ୍ରକା ରେ ସମାନେେ ବହୁଦିନ କାରାଗାର ରେ ରହିଲେ।
4 O chefe da guarda associou-lhes José para os servir. Havia já um certo tempo que estavam detidos,
5 ଏକ ରାତି ରେ ଉଭୟ ବନ୍ଦୀ ଦୁଇଜଣ ସ୍ବପ୍ନ ଦେଖିଲେ। ସହେି ଦୁଇଜଣ ବନ୍ଦୀ ମିଶର ରେ ରାଜାଙ୍କର ପାନପାତ୍ର ବାହକ ଓ ସ୍ବପକାର। ପ୍ରେତ୍ୟକକ ଏକ ସ୍ବପ୍ନ ଦେଖିଲେ ଓ ପ୍ରେତ୍ୟକକ ସ୍ବପ୍ନର ଅର୍ଥ ଭିନ୍ନଥିଲା।
5 quando os dois prisioneiros, o copeiro e o padeiro do rei do Egito, tiveram um sonho numa mesma noite, cada um o seu, com seu sentido particular.
6 ଯୋଷଫେ ପ୍ରଭାତ ରେ ଦାଙ୍କ ନିକଟକୁ ଯାନ୍ତେ, ଯୋଷଫେ ଦେଖିଲେ ସହେି ଦୁଇ ବନ୍ଦୀ ଭାରି ବ୍ଯସ୍ତ ଅଛନ୍ତି।
6 Quando José voltou junto deles no dia seguinte pela manhã, viu que estavam tristes.
7 ଯେଉଁମାନେ କାରାଗାର ରେ ଥିଲେ, ଯୋଷଫେ ଫାରୋଙ୍କର ସବେକମାନଙ୍କୁ ପଚାରିଲେ, ତୁମ୍ଭମାନେେ କାହିଁକି ଆଜି ଭାରି ଚିନ୍ତିତ ଦଖାଯାେଉଛ?
7 Perguntou então aos oficiais do faraó, detidos com ele na casa do seu senhor: "Por que tendes hoje um ar sombrio?"
8 ସହେି ଦୁଇ ବନ୍ଦୀ ଉତ୍ତର ଦେଲେ, ଆମ୍ଭେ କାଲି ରାତି ରେ ସ୍ବପ୍ନ ଦେଖିଲୁ। କିନ୍ତୁ ତାହା ବୁଝି ପାରୁନାହୁଁ। ସହେି ସ୍ବପ୍ନର ବ୍ଯାଖ୍ଯା କରିବାକୁ କହେି ନାହିଁ।
8 "Tivemos um sonho, responderam; e não há ninguém para no-los interpretar." "Porventura, não pertence a Deus, replicou José, a interpretação dos sonhos? Rogo-vos que mos conteis."
9 ତେଣୁ ରାଜାଙ୍କର ମୁଖ୍ଯ ପାନପାତ୍ର ବାହକ ଯୋଷଫଙ୍କେୁ ତାଙ୍କର ସ୍ବପ୍ନ ବିଷଯ ରେ କହିଲା, ଦେଖ ଗୋଟିଏ ଦ୍ରାକ୍ଷାଲତା ମାେ ସମ୍ମୁଖ ରେ ଥିଲା।
9 E o copeiro-mor contou seu sonho a José: "Em meu sonho, disse ele, vi uma cepa que estava diante de mim,
10 ସହେି ଦ୍ରୀକ୍ଷାଲତା ରେ ଦିନି ଶାଖା ଥିଲା। ତାହା ପଲ୍ଲବିତ ହେଲା ଓ ତହିଁରେ ଫୁଲ ଫୁଟିଲା। ଆଉ ତା'ର ପେଣ୍ଡା ରେ ପନ୍େଥା ପନ୍େଥା ଅଙ୍ଗୁର ପାଚିଲା।
10 e nesta cepa três varas, que pareciam brotar; saiu uma flor e seus cachos deram uvas maduras.
11 ସେତବେେଳେ ମାେ ହସ୍ତ ରେ ଫାରୋଙ୍କର ପାନପାତ୍ର ଥିବାରୁ ସହେି ପାତ୍ର ରେ ମୁଁ ସହେି ଦ୍ରାକ୍ଷାଫଳ ଘନେି ଚିପୁଡ଼ି ଫାରୋଙ୍କର ହସ୍ତ ରେ ସହେି ପାତ୍ର ହଲିେ।
11 Eu tinha na mão a taça do faraó; tomei as uvas e espremi-as na taça, que entreguei na mão do faraó."
12 ତହିଁରେ ଯୋଷଫେ ତାଙ୍କୁ କହିଲେ, ଏହାର ଅର୍ଥ ଏହି, ସହେି ତିନି ଶାଖା ରେ ତିନିଦିନ ବୁଝାଏ।
12 José disse-lhe: "Eis o significado do teu sonho: as três varas são três dias.
13 ଦିନିଦିନ ମଧିଅରେ ଫାରୋ ତୁମ୍ଭର ସମ୍ତକ ଉଠାଇ ତୁମ୍ଭକୁ ନିଜ ପଦ ରେ ପୁନ୍ନର୍ବାର ନିୟୁକ୍ତ ଦବେେ। ତହି ରେ ତୁମ୍ଭେ ପୂର୍ବପରି ପାନପାତ୍ର ବାହକ ହାଇେ ପୁନ୍ନର୍ବର ଫାରୋଙ୍କ ହସ୍ତ ରେ ପାନପାତ୍ର ଦବେ।
13 Dentro de três dias, o faraó te reabilitará em tuas funções. Apresentarás ao faraó sua taça, como o fazias antes, quando eras seu copeiro.
14 କିନ୍ତୁ ତୁମ୍ଭର ମଙ୍ଗଳ ହେଲେ ମାେତେ ସ୍ମରଣ କରିବ। ପୁଣି ମାେ ପ୍ରତି ଦୟାକରି ଫାରୋଙ୍କ ଛାମୁ ରେ ମାେ ବିଷଯ କହି ମାେତେ ଏହି କାରାଗାରରୁ ମୁକ୍ତ କରିବ।
14 Quando fores feliz, lembra-te de mim e faze-me o favor de recomendar-me ao faraó, para que ele me tire desta prisão.
15 କାରଣ ଏବ୍ରୀଯମାନଙ୍କ ଦେଶରୁ ଲୋକମାନେ ମାେତେ ବଳପୂର୍ବକ ଅପହରଣ କରିଛନ୍ତି। ପୁଣି ଏ ସ୍ଥାନ ରେ ମଧ୍ଯ ମୁଁ କିଛି କରିନାହିଁ। ତଥାପି ସମାନେେ ମାେତେ ଏହି ଗହ୍ବର ରେ ପକାଇଲେ।
15 Porque é por um rapto que fui tirado da terra dos hebreus, e aqui, igualmente, eu nada fiz para merecer a prisão."
16 ପ୍ରଧାନ ରୋଟୀ ବନଇବୋ ବ୍ଯକ୍ତି ଦେଖିଲା ଅନ୍ୟ ଭୃତ୍ଯର ସ୍ବପ୍ନର ଉତ୍ତର ଅର୍ଥ ଥିଲା। ତେଣୁ ସୂପକାର ଯୋଷଫେକୁ କହିଲା, ମୁଁ ମଧ୍ଯ ଏକ ସ୍ବପ୍ନ ଦେଖିଲି। ମାରେ ସ୍ବପ୍ନ ରେ ମାେ ମସ୍ତକ ଉପରେ ତିନୋଟି ଶୀଷା ଡ଼ାଲା ଥିଲା।
16 O padeiro-mor, vendo que José tinha dado uma boa interpretação, disse-lhe: "Eu também, em meu sonho, levava sobre minha cabeça três cestas de pão branco.
17 ସ୍ବର୍ଗ ଉପରେ ଡ଼ାଲା ରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ସକୋ ହବୋ ଜିନିଷ ଥିଲା। ଆଉ ପକ୍ଷୀଗଣ ଆସି ମାେ ମସ୍ତକର ଡ଼ାଲାରୁ ତାହା ଖାଇଲେ।
17 Nada de cima, havia toda a sorte de manjares para o faraó; mas as aves do céu comiam-nas na cesta que estava sobre minha cabeça."
18 ଯୋଷଫେ ଉତ୍ତର କଲେ, ଏହି ତିନି ଡ଼ାଲାର ଅର୍ଥ ତିନିଦିନ।
18 "Eis, disse José, o que isto significa: as três cestas são três dias.
19 ତିନିଦିନ ମଧିଅରେ ଫାରୋ ତୁମ୍ଭ ଗାତ୍ରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ। ପୁଣି ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।
19 Dentro de três dias, o faraó levantará a tua cabeça: ele te suspenderá numa forca, e as aves devorarão a tua carne."
20 ଏହାପରେ ତୃତୀୟ ଦିନ ରେ ଫାରୋଙ୍କର ଜନ୍ମ ଦିନ ଉପସ୍ଥିତ ହବୋରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜନ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତ ରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।
20 No terceiro dia, celebrava-se o aniversário natalício do faraó, e ele ofereceu um banquete todo o seu pessoal. Ele levantou a cabeça do copeiro-mor, no meio de todos os seus servos:
21 ଠିକ୍ ସହେିପରି ଯୋଷଫେ ତା'ର ସ୍ବପ୍ନର ଅର୍ଥ ବିଷଯ ରେ ଫାରୋ ମୂଖ୍ଯ ପାନପାତ୍ର ବାହକକୁ ତାହାର ନିଜ ପଦ ରେ ପୁନ୍ନର୍ବାର ନିୟୁକ୍ତ କଲେ। ତହିଁରେ ସେ ଫାରୋଙ୍କର ହସ୍ତ ରେ ପାନପାତ୍ର ଦବୋକୁ ଲାଗିଲେ।
21 restabeleceu no seu cargo o copeiro-mor, que apresentou novamente a taça ao faraó,
22 ମାତ୍ର ସେ ପ୍ରଧାନ ସୂପକାରକୁ ବୃକ୍ଷ ରେ ଟଙ୍ଗାଇଲେ।
22 e mandou suspender no patíbulo o padeiro-mor, segundo a interpretação que José lhes havia dado.
23 ତଥାପି ପ୍ରଧାନ ପାନପାତ୍ର ବାହକ ଯୋଷଫଙ୍କେୁ ସ୍ମରଣ କଲା ନାହିଁ। ସେ ଯୋଷଫଙ୍କେ କଥା ଭୁଲି ୟାଇଥିଲା।
23 Mas o copeiro-mor não pensou mais em José; esqueceu-o.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Gênesis 40, comparar traduções ou montar um estudo — tudo direto pelo WhatsApp.